Home Left

ଆନ୍ଦୋଳନ ପରେ ନିଯୁକ୍ତ ହେଲେ ୪ ଡାକ୍ତର

ଭଞ୍ଜନଗର,୩।୮(ଡି.ଏନ.ଏ): ଭଞ୍ଜନଗର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତର ଓ ନର୍ସ ପଦବୀ ଖାଲିଥିବା ଯୋଗୁ ରୋଗୀସେବା ବିପର୍ଯ୍ୟସ୍ତ ହେଉଛି। ଏହାର ପ୍ରତିବାଦରେ ଉତ୍କଳ ସାମ୍ବାଦିକ ସଂଘ, ଭଞ୍ଜନଗର ଶାଖା ପକ୍ଷରୁ ମଙ୍ଗଳବାର ଧାରଣା ଦିଆଯିବ ବୋଲି ପ୍ରଶାସନକୁ ଜଣାଇ ଦିଆଯାଇଥିଲା। ଧାରଣା ପରେ…

ପ୍ରକୃତି ଆମର ସଂସ୍କୃତିର ପରିଚୟ: ରାମଦେବ

ନୂଆଦିଲ୍ଲୀ,୩ା୮: ପତଞ୍ଜଳି ରିସର୍ଚ୍ଚ ଫାଉଣ୍ଡେଶନ ଏବଂ ପତଞ୍ଜଳି ବିଶ୍ୱବିଦ୍ୟାଳୟ ହରିଦ୍ୱାରର ମିଳିତ ପ୍ରୟାସରେ ୪ ଦିନିଆ ଅନ୍ତର୍ଜାତୀୟ ସମ୍ମିଳନୀ ନିକଟରେ ଆରମ୍ଭ ହୋଇଯାଇଛି। ଉକ୍ତ ସମ୍ମିଳନୀରେ ୨ୟ ଦିନରେ ପାରମ୍ପରିକ ଭାରତୀୟ ଚିକିତ୍ସାର ଆଧୁନିକୀକରଣ, ଜନସ୍ବାସ୍ଥ୍ୟ ଏବଂ ଶିଳ୍ପ ଦୃଷ୍ଟିକୋଣ ଶୀର୍ଷିକ…

ଜାଣନ୍ତୁ ବକ୍ସ ଅଫିସରେ କେତେ ଆୟ କରିଛି ‘ଏକ୍‌ ଭିଲେନ୍‌ ରିଟର୍ନସ’

ମୁମ୍ବାଇ: ବହୁ ପ୍ରତିକ୍ଷୀତ ଫିଲ୍ମ ‘ଏକ୍‌ ଭିଲେନ୍‌ ରିଟର୍ନସ’ଶୁକ୍ରବାର ରିଲିଜ୍‌ ହୋଇଯାଇଛି। ଏହି ଫିଲ୍ମରେ ଦିଶା ପଟାନି, ଅର୍ଜୁନ କପୁର୍‌, ଜନ୍‌ ଆବ୍ରହମ୍‌ ଏବଂ ତାରା ସୂତାରିଆ ଲିଡ୍‌ ରୋଲରେ ରହିଛନ୍ତି। ଫିଲ୍ମକୁ ମୋହିତ୍‌ ସୁରି ନିର୍ଦ୍ଦେଶନା ଦେଇଛନ୍ତି। ତେବେ ଫିଲ୍ମଟି…

ଗ୍ୟାସ୍‌ ଲିକ୍‌: ୫୦ ମହିଳା କର୍ମଚାରୀ ହସ୍ପିଟାଲରେ ଭର୍ତ୍ତି

ବିଶାଖାପାଟଣା,୩ା୮: ଆନ୍ଧ୍ରପ୍ରଦେଶର ଅନକାପଲ୍ଲୀ ଜିଲା ଅନ୍ତର୍ଗତ ବ୍ରାଣ୍ଡିକ୍ସ ସ୍ବତନ୍ତ୍ର ଅର୍ଥନୈତିକ ଜୋନ୍‌ (ଏସ୍‌ଇଜେଡ୍‌) ମଧ୍ୟରେ ଥିବା ଏକ ପୋଷାକ କାରଖାନାର ଲାବରେଟୋରିରେ ମଙ୍ଗଳବାର ଗ୍ୟାସ୍‌ ଲିକ୍‌ ହୋଇ ୫୦ ମହିଳା କର୍ମଚାରୀ ଅସୁସ୍ଥ ହୋଇପଡ଼ିଥିଲେ। ସେମାନଙ୍କୁ ଏକ ମେଡିକାଲ ସେଣ୍ଟରରେ ପ୍ରାଥମିକ…

ଦୁର୍ଘଟଣା ପରେ ୩ବର୍ଷ ହେଲା ଶଯ୍ୟାଶାୟୀ

ବାଲେଶ୍ୱର ଅଫିସ, ୩।୮: ବାଲେଶ୍ୱର ଜିଲା ରେମୁଣା ବ୍ଲକ ବଡ଼ପାଳ ପଞ୍ଚାୟତ ତୋଭାପାଳ ସାହିର ଲୋଧା ସିଂ (୪୬)ଙ୍କ ପରିବାରରେ ଏବେ ଦେଖାଦେଇଛି ଦୁଃଖର ଝଡ। ଠିକ୍‌ ୩ ବର୍ଷ ପୂର୍ବେ ପରିସ୍ଥିତି ପୂରା ଓଲଟା ଥିଲା। ହସ ଖୁସରେ ପରିବାର…

୭ ଜଣଙ୍କ ହତ୍ୟାକାରୀଙ୍କୁ ମୃତ୍ୟୁଦଣ୍ଡାଦେଶ

ଗାଜିଆବାଦ,୩ା୮: ୨୦୧୩ରେ ଜଣେ ବ୍ୟବସାୟୀ ଓ ତାଙ୍କ ପରିବାରର ୬ ଜଣ ସଦସ୍ୟଙ୍କୁ ହତ୍ୟା କରିଥିବା ଡ୍ରାଇଭର ରାହୁଲ ବର୍ମାଙ୍କୁ ସୋମବାର ଗାଜିଆବାଦର ଏକ କୋର୍ଟ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଛନ୍ତି। ବ୍ୟବସାୟୀ ସତୀଶ ଚନ୍ଦ୍ର ଗୋଏଲ୍‌ ଓ ତାଙ୍କ ପରିବାର ସଦସ୍ୟଙ୍କୁ…

ଜଗନ୍ନାଥଙ୍କୁ ଯୁବା ଗୌରବ ସମ୍ମାନ

କେନ୍ଦୁଝର, ୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ଭଗାମୁଣ୍ଡା ପଞ୍ଚାୟତ ନୂଆଗାଁ ଗ୍ରାମରୁ ବାହାରି ବିଶ୍ବ ରେକର୍ଡର ଅଧିକାରୀ ହୋଇପାରିଛନ୍ତି ଜଗନ୍ନାଥ ମହାନ୍ତି। ତାଙ୍କ ପିତା ହେଲେ ଶିକ୍ଷକ ଶ୍ୟାମ ସୁନ୍ଦର ମହାନ୍ତ ଓ ମା’ ହେଲେ ଶକୁନ୍ତଳା। ଜଗନ୍ନାଥଙ୍କୁ…

କୋଭିଡ୍‌ ଟିକାକରଣ ପରେ ସିଏଏ ଲାଗୁ ହେବ: ଶାହା

ନୂଆଦିଲ୍ଲୀ,୩ା୮: ଦେଶରେ କୋଭିଡ୍‌ ଟିକାକରଣ ଅଭିଯାନ ଶେଷ ହେବା ପରେ ନାଗରିକତ୍ୱ (ସଂଶୋଧନ) ଆଇନ(ସିଏଏ) ଲାଗୁ କରାଯିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି। ଉକ୍ତ ଆଇନ ଅନୁଯାୟୀ ଆଫଗାନିସ୍ତାନ, ବାଂଲାଦେଶ ଓ ପାକିସ୍ତାନରୁ ବେଆଇନ ଭାବେ ଆସି ଭାରତରେ…

ମେଟା ସିଓଓ ପଦରୁ ଶେରିଲଙ୍କ ଇସ୍ତଫା

ଓ୍ବାଶିଂଟନ,୩ା୮: ଫେସ୍‌ବୁକ୍‌ର ମୂଳ କମ୍ପାନୀ ମେଟାରେ ୧୪ ବର୍ଷ କାର୍ଯ୍ୟ କରିବା ପରେ ଏହାର ମୁଖ୍ୟ ଅପରେଟିଂ ଅଫିସର (ସିଓଓ) ପଦରୁ ଶେରିଲ ସ୍ୟାଣ୍ଡବର୍ଗ ଇସ୍ତଫା ଦେଇଛନ୍ତି। ମେଟା ସଫଳତା ପଛରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା। ତାଙ୍କ ଇସ୍ତଫା ସମ୍ପର୍କରେ…

ନୂଆ ଭୋଟର ହେବା ପାଇଁ ବର୍ଷକୁ ୪ଥର ସୁଯୋଗ

ଭଦ୍ରକ ଅଫିସ,୩।୮:  ଫଟୋ ଭୋଟର ତାଲିକା ୨୦୨୩ ପ୍ରସ୍ତୁତି ନେଇ ସୋମବାର ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅଗଷ୍ଟ ପହିଲାଠାରୁ ଶୁଭାରମ୍ଭ କରାଯାଉଥିବା ଆଧାର ସଂଯୋଗୀକରଣ କାର୍ଯ୍ୟକ୍ରମ ସମ୍ବନ୍ଧରେ…

ଶ୍ରାବଣରେ ବର୍ଷା ଅଭାବ: ଚିନ୍ତାରେ ଚାଷୀ

ନାଉଗଁା,୩ା୮(ସ୍ବ.ପ୍ର): ନିଅଣ୍ଟିଆ ବର୍ଷା ଓ ଅସ୍ବାଭାବିକ ମୌସୁମୀ ପ୍ରବାହ ଯୋଗୁ ଚଳିତ ବର୍ଷ ନାଉଗଁା ବ୍ଲକରେ ଚାଷକାର୍ଯ୍ୟ ଆଗେଇ ପାରୁନାହିଁ। ଶ୍ରାବଣ ମାସ ଶେଷ ହେବାକୁ ବସିଥିଲେ ମଧ୍ୟ ଏପର୍ଯ୍ୟନ୍ତ ବର୍ଷା ଅଭାବରୁ ଅନେକ ଚାଷୀ ତଳି ପକାଇ ପାରିନାହାନ୍ତି। ଅପରପକ୍ଷେ…

ରାଜ୍ୟରେ ସାମ୍ବିଧାନିକ ଶାସନ ଚାଲୁନାହିଁ: ମୋହନ

ଭୁବନେଶ୍ୱର,୩ା୮(ବ୍ୟୁରୋ): ସୋମବାର କେନ୍ଦୁଝର ଜିଲାର ତେଲକୋଇ ବ୍ଲକରେ ଏସ୍‌ଟି କମିଶନ ସଦସ୍ୟ ଅନନ୍ତ ନାୟକ ଆଦିବାସୀଙ୍କ ବିଭିନ୍ନ ସମସ୍ୟାକୁ ନେଇ ଜନଶୁଣାଣି ପାଇଁ ଯାଇଥିଲେ। ବଳଭଦ୍ରପୁର ଏବଂ ଓରିଆ ଅଞ୍ଚଳରେ ଶାସକ ଦଳର ନେତାଙ୍କ ଦ୍ୱାରା କିଛି ପ୍ରାୟୋଜିତ ଆଦିବାସୀ ଲୋକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri