ଦିଲ୍ଲୀ ବିମାନ ବନ୍ଦରରେ ଟଳିଲା ବଡ ଦୁର୍ଘଟଣା: ଇଣ୍ଡିଗୋ ବିମାନର ନୋଜ ଏରିଆରେ ଫସିଲା ଗାଡି
ନୂଆଦିଲ୍ଲୀ,୨ ।୮: ରାଜଧାନି ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇଣ୍ଟର ନ୍ୟାଶନାଲ ବିମାନ ବନ୍ଦରରେ ମଙ୍ଗଳବାର ଏକ ବଡ ଦୁର୍ଘଟଣା ଟଳି ଯାଇଛି । ବିମାନ ବନ୍ଦରର ଏକ ଭିଡିଓ ଆଜି ସାମ୍ନାକୁ ଆସିଛି । ଯେଉଁଥିରେ ଇଣ୍ଡିଗୋ ବିମାନର ନୋଜ ଏରିଆରେ…
କାଷ୍ଟିଂ କାଉଚ ମାମଲା: ପପୁ ପମ୍ପମ୍ଙ୍କୁ କ୍ଲିନଚିଟ୍
ଭୁବନେଶ୍ୱର,୨।୮(ବ୍ୟୁରୋ): ହାଇକୋର୍ଟ ଅଭିନେତା ପପୁପମ୍ପମଙ୍କୁ କାଷ୍ଟିଂ କାଉଚ ମାମଲାରେ କ୍ଲିନଚିଟ ପ୍ରଦାନ କରିଛନ୍ତି। । ୨୦୧୬ରେ ଜଣେ ନାବାଳିକା ପପୁଙ୍କ ନାଁରେ କାଷ୍ଟିଂ କାଉଚ ଅଭିଯୋଗ କରିଥିଲେ। ପପୁଙ୍କ ସହଯୋଗୀ ଗିଟୁ ମଧ୍ୟ ନିର୍ଦ୍ଦେଷ ପ୍ରମାଣିତ ହୋଇଛନ୍ତି। ତେବେ କ୍ୟାରିୟରେ ପିକ୍ରେ…
ନାବାଳିକା ଗଣବଳାତ୍କାର: ମହିଳାଙ୍କ ସମେତ ୬ ଗିରଫ
ସମ୍ବଲପୁର,୨ା୮(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଗୋଡ଼ଭଗା ଅଞ୍ଚଳର ଏକ ଢାବା ନିକଟରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାର ତଦନ୍ତ ପରେ ୬ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ୪ ଜଣ ଯୁବକ,…
ଭିଜିଲାନ୍ସ ଜାଲରେ ଆର୍ଆଇ
ବାଲେଶ୍ୱର ଅଫିସ,୨।୮: ବାଲେଶ୍ୱର ଜିଲା ସଦର ତହସିଲ ଅଧୀନ ବଇଞ୍ଚା ଆର୍ଆଇ ଡଲି ସେଠୀ ମଙ୍ଗଳବାର ଭିଜିଲାନ୍ସ ଜାଲରେ ଧରା ପଡ଼ିଛନ୍ତି। ସରକାରଙ୍କ ପାରିବାରିକ ମୃତ ଜନିତ ସହାୟତା ଯାଞ୍ଚ ରିପୋର୍ଟ ଦେବାକୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…
ତାରାତାରିଣୀ ମନ୍ଦିର ପ୍ରତିଷ୍ଠା ଅନ୍ନଯଜ୍ଞ ଦାନ ସାମଗ୍ରୀ ହେରଫେର ଅଭିଯୋଗ
ପୁରୁଷୋତ୍ତମପୁର,୨।୮(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଅନ୍ନଯଜ୍ଞ ଲାଗି ଦାନ କରିଥିବା ଗ୍ରୋସେରୀ ସାମଗ୍ରୀରେ ହେରଫେର ହୋଇଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ ଏହି ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏନେଇ ସ୍ଥାନୀୟ…
ପାର୍ଥ ଚାଟାର୍ଜୀଙ୍କ ଉପରକୁ ଚପଲ ଫିଙ୍ଗିଲେ ମହିଳା
କୋଲକତା,୨।୮: ପଶ୍ଚିମବଙ୍ଗ ଶିକ୍ଷା ନିଯୁକ୍ତି ଦୁର୍ନୀତିରେ ଇଡି ଅନୁସନ୍ଧାନର ସମ୍ମୁଖୀନ ହୋଇଥିବା ପୂର୍ବତନ ଶିକ୍ଷା ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଉପରକୁ ମଙ୍ଗଳବାର ଜଣେ ମହିଳା ଚପଲ ଫିଙ୍ଗିଛନ୍ତି। ପାର୍ଥ ଚାଟାର୍ଜୀଙ୍କୁ ଚେକ୍ଅପ୍ ପାଇଁ ଡାକ୍ତରଖାନା ନିଆଯାଇଥିବାବେଳେ ଏହି ଘଟଣା ଘଟିଛି। ମହିଳା…
ସ୍ତନ୍ୟଦାତ୍ରୀ ମା’ ଲାଗି …
ମା’ ସ୍ତନରୁ ଝରୁଥିବା କଷକ୍ଷୀରକୁ ଅପରିଷ୍କାର ଭାବି ନ ଫିଙ୍ଗି ଶିଶୁକୁ ଖୁଆନ୍ତୁ। ଏଥିରେ ଶିଶୁ ପାଇଁ ଆବଶ୍ୟକ ପୋଷକ ତତ୍ତ୍ୱ ଏବଂ ରୋଗ ପ୍ରତିରୋଧକ ଶକ୍ତି ଭରପୂର ଥାଏ। -ନୂଆ ନୂଆ ସ୍ତନ୍ୟପାନ କରାଉଥିବା ଅଧିକାଂଶ ମା’ ଶିଶୁଙ୍କୁ କିଛି…
ଯାଆଁଳା ଶିଶୁ ଓ ସ୍ତନ୍ୟପାନ
ମା’ କ୍ଷୀର ଶିଶୁ ପାଇଁ ଈଶ୍ୱରଙ୍କ ବରଦାନ ା କାରଣ ଏହା ଶିଶୁ ନିମନ୍ତେ ସର୍ବୋତ୍ତମ ଖାଦ୍ୟ। ଏହା ଶିଶୁ ମୃତ୍ୟୁହାର କମାଇବା ସହ ମା’ ଓ ଶିଶୁକୁ ଅନେକ ରୋଗରୁ ରକ୍ଷା କରିଥାଏ ା ସ୍ତନ୍ୟପାନ ଲାଗି ସଚେତନତା ସୃଷ୍ଟି…
ମା’ କ୍ଷୀର-ଶିଶୁ ସୁରକ୍ଷା କବଚ
ଜନ୍ମପରେ ପ୍ରଥମେ ମା’ର ଛାତି ଉପରେ ଶିଶୁକୁ ପ୍ରସବ କକ୍ଷରେ ଶୁଆଇ ଦିଆଯାଏ ଓ ସ୍ତନ୍ୟପାନ ଏହିଠାରୁ ହିଁ ଆରମ୍ଭ ହୋଇଥାଏ। ଶିଶୁ ଆପଣାଛାଏଁ ମାତୃସ୍ତନ୍ୟରୁ କ୍ଷୀର ଖାଇବା ଆରମ୍ଭ କରେ। ଏହାକୁ ବେବିକ୍ରଲ୍ କୁହାଯାଏ। ପ୍ରଥମ ୬ମାସ କେବଳ ମା’କ୍ଷୀର,…
କେରଳରେ ୫ମ ମଙ୍କିପକ୍ସ ମାମଲା ଚିହ୍ନଟ
ଥିରୁଭାନ୍ତପୁରମ,୨।୮: କରୋନା ଭାଇରସ୍ ପ୍ରକୋପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଶେଷ ହୋଇ ନ ଥିବା ବେଳେ ବର୍ତ୍ତମାନ ମଙ୍କିପକ୍ସ ସଂକ୍ରମଣ ଲୋକଙ୍କ ଚିନ୍ତା ବଢ଼ାଇଛି। ଇତିମଧ୍ୟରେ ମଙ୍ଗଳବାର କେରଳରେ ମଙ୍କିପକ୍ସର ଆଉ ଏକ ମାମଲା ସାମ୍ନାକୁ ଆସିଛି। ଆକ୍ରାନ୍ତ ଜଣକ ୩୦ବର୍ଷୀୟ ବ୍ୟକ୍ତି…
ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍ ତୃତୀୟ ଟି-୨୦: ବିଳମ୍ବରେ ଆରମ୍ଭ ହେବ ମ୍ୟାଚ୍
ସେଣ୍ଟ କିଟ୍ସ,୨।୮: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯିବାକୁ ଥିବା ତୃତୀୟ ଟି-୨୦ର ସମୟରେ ପରିବର୍ତ୍ତନ କରାଯାଇଛି। ସେଣ୍ଟ କିଟ୍ସରେ ଖେଳାଯିବାକୁ ଏହି ମ୍ୟାଚ ଭାରତୀୟ ସମୟ ରାତି ୮ଟା ପରିବର୍ତ୍ତେ ରାତି ୯.୩୦ରେ ଆରମ୍ଭ ହେବ। ବିସିସିଆଇ ଟୁଇଟ କରି…
ଲଜ୍ଜାଜନକ ରେକର୍ଡ ହାସଲ କଲେ ରୋହିତ ଶର୍ମା
ସେଣ୍ଟ କିଟ୍ସ,୨।୮:ସେଣ୍ଟ କିଟ୍ସରେ ଖେଳାଯାଇଥିବା ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତ ୫ ଉଇକେଟରେ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍ରେ ଭାରତର ଅଧିନାୟକ ରୋହିତ ଶର୍ମା ବିଫଳ ହୋଇଥିଲେ ଏବଂ ସେ ମ୍ୟାଚର ପ୍ରଥମ ବଲରେ ଆକାଉଣ୍ଟ ନ…
Archives


