Home Left

ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନରୁ ବଞ୍ଚିତ ହେଲେ ସହସ୍ରାଧିକ ଶ୍ରଦ୍ଧାଳୁ

ପୁରୀ ଅଫିସ,୮।୭: ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନରୁ ଶୁକ୍ରବାର ବଞ୍ଚିତ ହୋଇଛନ୍ତି ସହସ୍ରାଧିକ ଶ୍ରଦ୍ଧାଳୁ। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆଳରେ ଦର୍ଶନ ବ୍ୟବସ୍ଥାକୁ ବନ୍ଦ କରିଦିଆଯିବାରୁ ଭକ୍ତମାନେ ପ୍ରଶାସନକୁ ସମାଲୋଚନା କରିଛନ୍ତି।…

ସିନେମା ଦେଖିବାକୁ ଯାଇ ଆତ୍ମହତ୍ୟା, ଶୌଚାଳୟରୁ ମିଳିଲା ମୃତଦେହ

ନୂଆଦିଲ୍ଲୀ, ୮।୭: ସିନେମା ଦେଖିବାକୁ ଯାଇ ଆତ୍ମହତ୍ୟା। ଶୁକ୍ରବାର ପଶ୍ଚିମ ଦିଲ୍ଲୀର ବିକାଶପୁରୀରେ ଥିବା ପିଭିଆର ସିନେମା ହଲରେ ଜଣେ ଦର୍ଶକ ଆତ୍ମହତ୍ୟା କରିଛନ୍ତି। ସିନେମା ହଲର ଶୌଚାଳୟରୁ ତାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ବ୍ୟକ୍ତିଙ୍କ ପକେଟରେ ଥିବା ଅଧାରକାର୍ଡରୁ…

ଉର୍ଫି ଜଣେ ଫ୍ୟାଶନ୍‌ ଆଇକନ୍‌: ରଣବୀର

ବମ୍ବେ: ଯିଏ ନିଜର ଅଜବଗଜବ ପରିଧାନକୁ ନେଇ ସର୍ବଦା ରହିଥାନ୍ତି ଚର୍ଚ୍ଚାରେ, ତାଙ୍କର ବଡ଼ ପ୍ରଶଂସକ ପାଲଟିଛନ୍ତି ବଲିଉଡ୍‌ ସୁପରଷ୍ଟାର ରଣବୀର ସିଂହ। ଆମେ କହୁଛୁ ଉର୍ଫି ଜାଭେଦଙ୍କ ବିଷୟରେ। ସର୍ବଦା ଅଭିନେତ୍ରୀ ନିଜର ସ୍ବତନ୍ତ୍ର ବେଶଭୂଷାକୁ ନେଇ ସୋସିଆଲ ମିଡିଆରେ…

ହସ୍ପିଟାଲ୍‌ରେ ଏଜାଜ୍‌ ଖାଁ

ବମ୍ବେ: ଟେଲିଭିଜନ ଷ୍ଟାର ତଥା ବିଗ୍‌ବସ୍‌ର ପ୍ରତିଯୋଗୀ ଥିବା ଏଜାଜ୍‌ ଖାଁ ଅସୁସ୍ଥ। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ ଟାଇଫଏଡ୍‌ରେ ପୀଡ଼ିତ ଥିବା ଜଣାପଡ଼ିଛି। ଏଜାଜ୍‌ ନିଜର ସ୍ବାସ୍ଥ୍ୟ ବିଷୟରେ ନିଜର ସୋସିଆଲ ମିଡିଆରେ ପ୍ରଂଶସକଙ୍କୁ ଜଣାଇଛନ୍ତି। ଇନଷ୍ଟାଗ୍ରାମ ଷ୍ଟୋରୀରେ…

ଆବେଙ୍କ ହତ୍ୟାକାରୀ ଗିରଫ, କହିଲେ କେଉଁ କାରଣରୁ ମାରିଥିଲେ ଗୁଳି

ଟୋକିଓ,୮।୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଶୁକ୍ରବାର ଏକ ନିର୍ବାଚନୀ ପ୍ରଚାର କାର୍ଯ୍ୟକ୍ରମରେ ତାଙ୍କୁ ପଛପଟୁ ଗୁଳି କରାଯାଇଥିଲା। ଆବେଙ୍କ ବେକର ଡାହାଣ ପାର୍ଶ୍ୱରେ ଗୁଳି ବାଜିଥିବାରୁ ତାଙ୍କ ଛାତିରେ ଆଭ୍ୟନ୍ତରୀଣ ରକ୍ତତ୍ସାବ ହୋଇଥିଲା।…

ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ଦାବିରେ ଓକିଲ ସଂଘର ଚେତାବନୀ ଦିବସ

ରେଢାଖୋଲ,୮ା୭(ଡି.ଏନ.ଏ.): ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶା ଓକିଲ ସଂଘର କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଆହ୍ବାନକ୍ରମେ ରେଢ଼ାଖୋଲ ଓକିଲସଂଘ ପକ୍ଷରୁ ଶୁକ୍ରବାର ଚେତାବନୀ ଦିବସ ଅନୁଷ୍ଠିତ ହୋଇଛି। ସଂଘ ସଭାପତି ଅଭୟ କୁମାର ବୀରଙ୍କ ନେତୃତ୍ୱରେ ସଦସ୍ୟମାନେ ସ୍ଥାନୀୟ କଚେରୀ…

ସ୍ମିଥ, ଲାବୁଶେନଙ୍କ ଶତକ: ଅଷ୍ଟ୍ରେଲିଆ ୨୯୮/୫

ଗାଲେ,୮ା୭: ଗାଲେ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଖେଳା ଯାଉଥିବା ଦ୍ୱିତୀୟ ଟେଷ୍ଟରେ ଶତକ ହାସଲ କରିଛନ୍ତି ଷ୍ଟିଭେନ୍‌ ସ୍ମିଥ୍‌ ଏବଂ ମାର୍ନସ୍‌ ଲାବୁଶେନ୍‌। ଦୁଇ ବ୍ୟାଟ୍ସମ୍ୟାନଙ୍କ ଶତକ ସହାୟତାରେ ଅଷ୍ଟ୍ରେଲିଆ ପ୍ରଥମ ଦିନ ଷ୍ଟମ୍ପ ଅପସାରଣ ସୁଦ୍ଧା ୫ ଉଇକେଟ୍‌ ହରାଇ ୨୯୮…

ଘର ସମ୍ମୁଖରୁ ନେଇଥିଲେ ବାଇକ୍‌, ଏବେ ପଡ଼ିଲେ ଧରା

ବ୍ରହ୍ମପୁର ଅଫିସ,୮ା୭: ବଡବଜାର ଥାନା ପୋଲିସ ଦୁଇ ଚୋରି ବାଇକ୍‌ ଜବତ କରିବା ସହ ୨ ଲୁଟେରାଙ୍କୁ ଗିରଫ କରିଛି। ସେମାନେ ହେଲେ ସାଗର ପଣିଗ୍ରାହୀ ଓ ପିଣ୍ଟୁ ସେଠୀ। ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି। ପ୍ରେମନଗରରେ ରହୁଥିବା ରବିନାରାୟଣ ପାଢୀଙ୍କ…

ଶ୍ରୀଗୁଣ୍ଡିଚା ମନ୍ଦିର ଭିତର ଫଟୋ ଭାଇରାଲ

ପୁରୀ ଅଫିସ,୮।୭: ପୁଣି ଶ୍ରୀଗୁଣ୍ଡିଚା ମନ୍ଦିର ଭିତର ଫଟୋ ଭାଇରାଲ ହୋଇଛି। ଜଣେ ବଙ୍ଗୀୟ ପର୍ଯ୍ୟଟକ ଏହି ଫଟୋ ଭାଇରାଲ କରିଥିବା ଚର୍ଚ୍ଚା ହେଉଛି । ଶୁକ୍ରବାର ସା ଦର୍ଶନ ଥିବାରୁ କଡ଼ା ସୁରକ୍ଷା ମଧ୍ୟରେ ଶ୍ରୀଗୁଣ୍ଡିଚା ମନ୍ଦିର ରହିଛି ।…

ରୁଚିକାଙ୍କ ମା’ଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର,୮।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ତାଙ୍କ ମା’ କଲେଜ ଗେଟ୍‌ ସମ୍ମୁଖରେ ଅନଶନରେ ବସିଥିଲେ। ତେବେ ଶୁକ୍ରବାର ରୁଚିକାଙ୍କ ମା’ଙ୍କୁ ପୋଲିସ ଉଠାଇ ନେଇଛି । ଏହାସହିତ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ…

ଟିଜର ରିଲିଜ୍‌ ପୂର୍ବରୁ ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ବିକ୍ରମ

ମୁମ୍ବାଇ: ସାଉଥ ସିନେମାରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ତାମିଲ ଅଭିନେତା ବିକ୍ରମ ଶୁକ୍ରବାର ହୃଦ୍‌ଘାତରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଶୁକ୍ରବାର ୫୬ ବର୍ଷୀୟ ବିକ୍ରମଙ୍କୁ ହଠାତ୍‌ ଛାତିରେ ଯନ୍ତ୍ରଣା ହେବାରୁ ସେ…

କରୋନା ପରେ ଚିନ୍ତା ବଢ଼ାଇଲା ମାରବର୍ଗ ସଂକ୍ରମଣ

କେପ୍‌ ଟାଉନ୍‌,୮।୭: ବିଶ୍ୱ ଗତ ୨ବର୍ଷରୁ ଉର୍ଦ୍ଧ୍ୱ ହେଲା କରୋନା ମହାମାରୀ ସହ ସଂଘର୍ଷ କରୁଛି। ଇତିମଧ୍ୟରେ ଆଉ ଏକ ନୂଆ ସଂକ୍ରମଣ ସାମ୍ନାକୁ ଆସିଛି। ବର୍ତ୍ତମାନ ପଶ୍ଚିମ ଆଫ୍ରିକାର ଘାନାରେ ବିପଜ୍ଜନକ ସଂକ୍ରମଣ ମାରବର୍ଗ ରୋଗୀ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri