Home Left

ଦୃଷ୍ଟିବାଧିତଙ୍କ କାନ୍ଧରେ ବୋଲବମ୍‌ ଭାର

କେନ୍ଦ୍ରାପଡ଼ା ଅଫିସ, ୨ା୮:ଶ୍ରାବଣ ମାସରେ ଶିବଙ୍କୁ ଜଳାଭିଷେକ କରିବାକୁ ସାରା ଦେଶରେ ଶ୍ରଦ୍ଧାଳୁ କାନ୍ଧରେ ଭାର ରଖୁଛନ୍ତି। ଚଳିତବର୍ଷ କେନ୍ଦ୍ରାପଡ଼ା ଜିଲାର ୬ ଦୃଷ୍ଟିବାଧିତ ଯୁବକ ଏଥିରେ ସାମିଲ ହୋଇଛନ୍ତି। ସେମାନେ ହେଲେ ଦିଲୀପ କୁମାର ବରାଳ, ନିକୁଞ୍ଜ ବିହାରୀ ଜେନା,…

ଗଣବିଧ୍ୱଂସୀ ଅସ୍ତ୍ର ପାଇଁ ପାଣ୍ଠି ଯୋଗାଣ ନିଷେଧ ହେବ

ନୂଆଦିଲ୍ଲୀ,୨।୮: ଗଣବିଧ୍ୱଂସୀ ଅସ୍ତ୍ରଶସ୍ତ୍ର ନିର୍ମାଣରେ ପୁଞ୍ଜିନିବେଶ ବନ୍ଦ କରିବା ଲାଗି ସୋମବାର ପାର୍ଲାମେଣ୍ଟରେ ବିଲ୍‌ ଗୃହୀତ ହୋଇଛି। ଏଭଳି କାର୍ଯ୍ୟରେ ନିୟୋଜିତ ବ୍ୟକ୍ତିଙ୍କ ଆର୍ଥିକ ସମ୍ପତ୍ତି ଏବଂ ଆର୍ଥିକ ଉତ୍ସକୁ ଜବତ କରିବା କିମ୍ବା ବାଜ୍ୟାପ୍ତ କରିବା ଲାଗି ବିଲ୍‌ରେ କେନ୍ଦ୍ର…

ବାଟବଣା ହୋଇଛି ଜଳଶକ୍ତି ଅଭିଯାନ

କେନ୍ଦ୍ରାପଡ଼ା ଅଫିସ, ୨ା୮:କେନ୍ଦ୍ରାପଡ଼ା ଜିଲା ପାନୀୟ ଜଳ ସଙ୍କଟ ଓ ଜଳ ସଂରକ୍ଷଣ ସମସ୍ୟା ମଧ୍ୟ ଦେଇ ଗତି କରୁଛି। ଜିଲାର ୯ବ୍ଲକ ମଧ୍ୟରୁ ରାଜକନିକା, ଆଳି, ପଟ୍ଟାମୁଣ୍ଡାଇ, ରାଜନଗର, ମହାକାଳପଡ଼ା, ମାର୍ଶାଘାଇ ବ୍ଲକରେ ଏହା ଉତ୍କଟ ହୋଇଛି। ଗରଦପୁର ବ୍ଲକ…

ମାର୍କେଟ ବିଲ୍ଡିଂ ଖୋଲିବା ବାଟ ଫିଟୁନି

ଭୁବନେଶ୍ୱର, ୨।୮ (ବ୍ୟୁରୋ):ମାର୍କେଟ ବିଲ୍ଡିଂରେ କିଏ ବସିବ, କିଏ ଉଠିବ ତାକୁ ନେଇ ଚାଲିଛି ଟଣାଓଟରା। ସ୍ଥାୟୀ ଦୋକାନୀ ଓ ଉଠା ଦୋକାନୀ ମଧ୍ୟରେ ବିବାଦ ଯୋଗୁ ରବିବାରଠାରୁ ମାର୍କେଟ ବିଲ୍ଡିଂ ବନ୍ଦ ରହିଥିବାବେଳେ ସମସ୍ୟା ସମାଧାନର ରାସ୍ତା ବାହାରିପାରୁନାହିଁ। ସୋମବାର…

‘ମିରର ମେଜ୍‌’ରେ ବାଟବଣା

କଟକ ଅଫିସ, ୨।୮:ଲୋକଙ୍କ ମନୋରଞ୍ଜନ ପାଇଁ କଟକସ୍ଥିତ ରାଜ୍ୟ ନୌବାଣିଜ୍ୟ ସଂଗ୍ରହାଳୟରେ ଆରମ୍ଭ ହୋଇଛି ‘ମିରର ମେଜ୍‌’। ଏହା ଭୁଲ ଭୁଲେୟା ସଦୃଶ। ଏଥିମଧ୍ୟରେ ଲୋକେ ପାଦ ରଖିଲେ ବାଟବଣା ହେଉଛନ୍ତି। କାରଣ ‘ମିରର ମେଜ୍‌’ ମଧ୍ୟକୁ ପ୍ରବେଶ କରୁ କରୁ…

ପେନ୍‌ସିଲ ନୁହେଁ ପତାକା

ଉତ୍ତରପ୍ରଦେଶ କନୌଜ ଜିଲା ଛିବ୍ରାମାଉ ସହରର ଜଣେ ୬ ବର୍ଷର ବାଳିକା କ୍ରିତି ଦୁବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଏକ ପତ୍ର ଲେଖି ଦରବୃଦ୍ଧି ଯୋଗୁ ସେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ବିଷୟ ଜଣାଇଛନ୍ତି। ତାଙ୍କ ପେନ୍‌ସିଲ ଚୋରି…

‘ଦ୍ୱିତୀୟ ଇନିଂସ୍‌ରେ ଦେଖାହେବ’

ଭୁବନେଶ୍ୱର,୨।୮(ବ୍ୟୁରୋ):ଅଭିନେତା ବାବୁସାନ୍‌ ମହାନ୍ତି, ସ୍ତ୍ରୀ ତୃପ୍ତି ଓ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ମଧ୍ୟରେ ଉପୁଜିଥିବା ବିବାଦରେ କେବେ ପୂର୍ଣ୍ଣଚ୍ଛେଦ ପଡ଼ିବ ତାହାକୁ ନେଇ ପ୍ରଶଂସକମାନେ ଚାହିଁ ରହିଛନ୍ତି। ଏପରି ସ୍ଥିତିରେ ବାବୁସାନ୍‌ଙ୍କ ସହ ସମ୍ପର୍କକୁ ନେଇ ବିବାଦ ଘେରକୁ ଆସିଥିବା ଅଭିନେତ୍ରୀ…

‘ଗୋପରେ ଖୁବ୍‌ଶୀଘ୍ର ପ୍ରାକୃତିକ ଗ୍ୟାସ ଖନନ’

ଗୋପ,୨।୮(ଡି.ଏନ୍‌.ଏ.):ପୁରୀ ଜିଲା ଗୋପ ବ୍ଲକ ଅଞ୍ଚଳରେ ଖୁବ୍‌ଶୀଘ୍ର ପ୍ରାକୃତିକ ଗ୍ୟାସ୍‌ ଖନନ କାର୍ଯ୍ୟ ଆରମ୍ଭ ହେବାକୁ ଯାଉଛି। ଏଠାରେ ତୈଳ ଓ ପ୍ରାକୃତିକ ଗ୍ୟାସ ଭରପୂର ରହିଥିବାରୁ ଆଗକୁ ଓଡ଼ିଶା ନିଶ୍ଚିତ ଭାବେ ସାମାଜିକ ଓ ଅର୍ଥନୈତିକ କ୍ଷେତ୍ରରେ ଉନ୍ନତି କରିବ।…

ମୋବାଇଲ ଟର୍ଚ୍ଚରେ ରୋଗୀ ସେବା

ଚାନ୍ଦବାଲି, ୨ା୮(ଡି.ଏନ.ଏ.):ଦୀର୍ଘ ୭ ଘଣ୍ଟା ଧରି ଅନ୍ଧାରରେ ରହିଲା ଡାକ୍ତରଖାନା। ଅନ୍ଧାର ସାଙ୍ଗକୁ ଗରମରେ ରୋଗୀମାନେ ଛଟପଟ ହୋଇଥିଲେ। ଏଭଳି ସ୍ଥିତିରେ ଡାକ୍ତରଙ୍କୁ ମୋବାଇଲ ଟର୍ଚ୍ଚରେ ଚିକିତ୍ସା କରିବାକୁ ପଡ଼ିଥିଲା। ଭଦ୍ରକ ଜିଲା ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର ରାତିରେ ଏଭଳି…

ଖୋ ଖୋ ଭଳି ସ୍ବଦେଶୀ ଖେଳକୁ ପ୍ରୋତ୍ସାହନ ଉପରେ ଫୋକସ

ଭୁବନେଶ୍ୱର, ୨।୮ (କ୍ରୀଡ଼ା ପ୍ରତିନିଧି):ଅଲ୍‌ଟିମେଟ ଖୋ ଖୋ ଲିଗ୍‌ର ପ୍ରଥମ ସଂସ୍କରଣରେ ଭାଗନେବାକୁ ଯାଉଥିବା ଓଡ଼ିଶା ଜଗରନଟ୍ସର ଜର୍ସି ଉନ୍ମୋଚନ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାଭିତ୍ତିକ ଏହି ଫ୍ରାଞ୍ଚାଇଜ୍‌ର ଜର୍ସି ଉନ୍ମୋଚନ କରିଛନ୍ତି।…

ବୈଷୟିକ ସହାୟତା ଦେବ ଏନ୍‌ଆଇଓଟି

ଛତ୍ରପୁର/ଗଞ୍ଜାମ,୨ା୮(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ ଖାଇବାରେ ଲାଗିଛି। ସମୁଦ୍ର ଜଳପତନ ବୃଦ୍ଧି ହେଉଥିବାରୁ ଉଚ୍ଚ ଜୁଆର ମାଡି ଆସୁଛି। ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ଓ ଗଞ୍ଜାମ ବ୍ଲକର ପୋଡ଼ମପେଟା ଗାଁ ସମୁଦ୍ର କୂଳରେ ଥିଲା। ସମୁଦ୍ର କୂଳ ଲଂଘିବାରୁ…

ଲୋକ ସଭାରେ ଦରବୃଦ୍ଧି ତାତି

ନୂଆଦିଲ୍ଲୀ,୨।୮: ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧିକୁ ନେଇ ଲୋକ ସଭାରେ ସୋମବାର ଆଲୋଚନା ବେଳେ ପ୍ରବଳ ହଟ୍ଟଗୋଳ ହୋଇଛି। ବିତର୍କର ଜବାବରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଦେଶରେ ଆର୍ଥତ୍କ ସ୍ଥିତିର ଏକ ହିସାବ ରଖିବା ସହ ମାନ୍ଦାବସ୍ଥା ଆସିବାର ପ୍ରଶ୍ନ ଉଠୁନାହିଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri