Home Left

୨ ଦିନ ଭିତରେ କାରଣ ଦର୍ଶାଅ ନୋଟିସ୍‌ର ଜବାବ ଦେବେ ମୋକିମ୍‌

ଭୁବନେଶ୍ବର,୧ା୮(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନର ଭୋଟିଂ ଲାଗି କୌଣସି ହ୍ବିପ୍‌ ଜାରି କରାଯାଇ ନ ଥିଲା। କଂଗ୍ରେସ ପ୍ରାର୍ଥୀଙ୍କୁ ଯେଉଁମାନେ ଭୋଟ୍‌ ନ ଦେଇଛନ୍ତି ସେମାନଙ୍କ ବିରୋଧରେ ଦଳର ସାମ୍ବିଧାନିକ ବ୍ୟବସ୍ଥା ଯାହା ରହିଛି ସେହି ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ। ଦଳର ସାମ୍ବିଧାନିକ…

ସ୍ମାର୍ଟସିଟିର ବିକଳ ଚିତ୍ର

ସ୍ମାର୍ଟ ସିଟି ଭୁବନେଶ୍ୱରକୁ ସ୍ବଚ୍ଛ ଓ ସୁନ୍ଦର କରି ଗଢି ତୋଳିବା ପାଇଁ ଯୋଜନା ପରେ ଯୋଜନା କରୁଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ସଫେଇ ବାବଦକୁ ବିପୁଳ ଅର୍ଥ ଖର୍ଚ୍ଚ କରାଯାଉଛି। ହେଲେ ସହରର ବାସ୍ତବ ଚିତ୍ର କିନ୍ତୁ ଭିନ୍ନ।…

ବାଲୁଗାଁରୁ କୃଷ୍ଣପ୍ରସାଦ ଲଞ୍ଚ ଚଳାଚଳ ବନ୍ଦ

କୃଷ୍ଣପ୍ରସାଦ,୧ା୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁରୁଠାରୁ ଚିଲିକାରେ ଲଞ୍ଚ୍‌ ଯୋଗେ ଦୈନିକ ଶତାଧିକ ଯାତ୍ରୀ କୃଷ୍ଣପ୍ରସାଦ ଓ ଏହାର ଆଖପାଖ ଅଞ୍ଚଳକୁ ଯାତାୟାତ କରିଥାନ୍ତି। ତେବେ ହଠାତ୍‌ ବିଭାଗୀୟ କର୍ତ୍ତୃପକ୍ଷ ଉକ୍ତ ଲଞ୍ଚ୍‌ ଚଳାଚଳ ବନ୍ଦ କରିଦେବାରୁ ଯାତ୍ରୀ ନାହିଁ ନ ଥିବା…

ଅନେକ ମହିଳାଙ୍କ ସହ ନେ-ୟୋଙ୍କ ସମ୍ପର୍କ

ଓ୍ବାଶିଂଟନ୍‌, ୧ା୮: ନେ-ୟୋ ଭାବେ ଜଣା ଆମେରିକୀୟ ଗାୟକ ଶାଫେର ଚିମେରେ ସ୍ମିଥ୍‌ଙ୍କ ନାଁରେ ସ୍ତ୍ରୀ କ୍ରିଷ୍ଟାଲ ସଙ୍ଗିନ ଅଭିଯୋଗ ଆଣିଛନ୍ତି। ନେ-ୟୋ ଜଣେ ସିରିଏଲ ଠକ ଏବଂ ଅନେକ ମହିଳାଙ୍କ ସହ ସେ ସମ୍ପର୍କ ରଖିଛନ୍ତି ବୋଲି କ୍ରିଷ୍ଟାଲ ରବିବାର…

ଭିଇଏମ୍‌ଏସ୍‌ ଅଧ୍ୟକ୍ଷ ଚନ୍ଦ୍ରଶେଖର ପତିଙ୍କ ପରଲୋକ

ଭୁବନେଶ୍ୱର,୧।୮(ବ୍ୟୁରୋ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଭେଙ୍କଟେଶ୍ୱର ଇଂଲିଶ ମିଡ଼ିୟମ ସ୍କୁଲ (ଭିଇଏମ୍‌ଏସ) ସମୂହର ଚେୟାରମ୍ୟାନ ଚନ୍ଦ୍ରଶେଖର ପତି (୫୯)ଙ୍କ ଶନିବାର ରାତି ୨ଟାରେ ସ୍ଥାନୀୟ ଆମ୍ରି ହସ୍ପିଟାଲରେ ପରଲୋକ ହୋଇଯାଇଛି। ଦୀର୍ଘଦିନ ଧରି ସେ କିଡନୀଜନିତ ରୋଗରେ ପୀଡିତ ହୋଇ…

ଡିଜେ ଜେନେରେଟରରୁ ଲାଗିଲା କରେଣ୍ଟ: ୧୦ କାଉଡିଆ ମୃତ

କୋଲକାତା,୧ ।୮: ପଶ୍ଚିମବଙ୍ଗର କୁଚବିହାରରେ ରବିବାର ବିଳମ୍ବିତ ରାତିରେ ଏକ ବଡ ଦୁର୍ଘଟଣା ଘଟିଛି । ଏଠାରେ ଜଳଲାଗି କରିବାକୁ ଯାଉଥିବା ୧୦ ଶିବଭକ୍ତ(କାଉଡିଆ)ଙ୍କର କରେଣ୍ଟ ଲାଗିବାରୁ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଶ୍ରାବଣ ସୋମବାରରେ ଶିବଙ୍କୁ ଜଳଲାଗି…

ଆଉ ୩ଦିନ ତାତି, ୪ରୁ ପୁଣି ବର୍ଷା

ଭୁବନେଶ୍ୱର,୧ା୮(ବ୍ୟୁରୋ): ଶ୍ରାବଣ ମାସରେ ଧୁ ଧୁ ଖରା। ଅସହ୍ୟ ହେଉଛି ତାତି ସାଙ୍ଗକୁ ଗୁଳୁଗୁଳି। ଖରାଦିନ ଭଳି ଗରମ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ରାଜ୍ୟରେ ମୌସୁମୀ ଦୁର୍ବଳ ହେବାରୁ ତାପମାତ୍ରା ବଢୁଛି। ଦିନ ଓ ରାତି ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହୁଛି।…

ନାତିଙ୍କୁ ଉଦ୍ଧାର କରିବାକୁ ଯାଇ ବୁଡ଼ିଗଲେ

କୋଷାଗୁମୁଡ଼ା,୩୧ା୭(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ସଦର ପଞ୍ଚାୟତର କାନାଗୁଡ଼ା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବଳଦକୁ ଗାଧୋଇବା ବେଳେ ଜେଜେ ଏବଂ ନାତି ବୁଡ଼ିଯାଇଥିଲେ। ଫଳରେ ଦୁହିଁଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଗାଁର ଲବ…

ଭାରତ ମହାସାଗରରେ ଖସିଲା ଚାଇନା ରକେଟ

ଓ୍ବାଶିଂଟନ୍‌, ୩୧ା୭: ଗତ ସପ୍ତାହରେ ଚାଇନା ମହାକାଶକୁ ଛାଡ଼ିଥିବା ‘ଲଙ୍ଗ୍‌ ମାର୍ଚ ୫ବି’(ସିଜେଡ୍‌-୫ବି) ରକେଟର ଭଗ୍ନାବଶେଷ ଭାରତ ମହାସାଗରରେ ଖସି ପଡିଛି। ଏହି ସ୍ପେସ୍‌ ଆବର୍ଜନାର ଓଜନ ପ୍ରାୟ ୨୫ ଟନ୍‌ ହେବ। ଆମେରିକା ସ୍ପେସ୍‌ ଏଜେନ୍ସି ନାସା ଏବଂ ଚାଇନା…

ଆଇଏସ୍‌ ଲିଙ୍କ୍‌ ନେଇ ୬ ରାଜ୍ୟରେ ଚଢାଉ

ନୂଆଦିଲ୍ଲୀ,୩୧।୭: ଆତଙ୍କବାଦୀ ସଂଗଠନ ଇସ୍‌ଲାମିକ ଷ୍ଟେଟ୍‌ (ଆଇଏସ୍‌)ର କାର୍ଯ୍ୟକଳାପ ସମ୍ପୃକ୍ତିକୁ ନେଇ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ରବିବାର ୬ ରାଜ୍ୟରେ ଚଢାଉ କରିଛି। ଏହି ଚଢାଉ ମଧ୍ୟପ୍ରଦେଶ, ଗୁଜରାଟ, ବିହାର, କର୍ନାଟକ, ମହାରାଷ୍ଟ୍ର ଏବଂ ଉତ୍ତରପ୍ରଦେଶର ୧୩ଟି ସ୍ଥାନରେ ହୋଇଛି।…

ଆକାଉଣ୍ଟରୁ ଠକି ନେଲେ ୩ ଲକ୍ଷ

ବ୍ରହ୍ମପୁର ଅଫିସ,୩୧ା୭: ବ୍ରହ୍ମପୁର ସଦର ଥାନା ଅଧୀନ ଶକ୍ତିନଗର ତୃତୀୟ ଲାଇନ୍‌ ବାସିନ୍ଦା ରବିନାରାୟଣ ପଟ୍ଟନାୟକ ସାଇବର ଠକେଇର ଶିକାର ହୋଇଛନ୍ତି। ସାଇବର ଠକମାନେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୩ ଲକ୍ଷ ୨୫ ହଜାର ଟଙ୍କା ଠକି ନେଇଛନ୍ତି। ଏ ନେଇ…

ଝିଅକୁ ଖୋଜି ଆଣିବାକୁ ଥାନାର ଦ୍ୱାରସ୍ଥ ହେଲେ ବାପା

କୋକସରା,୩୧ା୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅଧୀନ ମାଝୀଗୁଡ଼ା ପଞ୍ଚାୟତ ମହୁଳମୁଣ୍ଡା ଗାଁର ଧବଳେଶ୍ବର ରାଉତଙ୍କ ଝିଅ ଜୟନ୍ତୀ(୧୮) ଗତ ୨୬ ତାରିଖ ରାତିରୁ ନିଖୋଜ ଅଛନ୍ତି। ପରିବାର ଲୋକେ ଖୋଜାଖୋଜି କରିବା ପରେ ତାଙ୍କର କୌଣସି ପତ୍ତା ପାଇ ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri