Home Left

ପୂର୍ଣ୍ଣସଂଖ୍ୟା ୧୦୦ରୁ ପରୀକ୍ଷାରେ ୧୫୧ ରଖିଲେ ବିଶ୍ୱବିଦ୍ୟାଳୟ ସ୍ନାତକ ଛାତ୍ର, ସୋସିଆଲ ମିଡ଼ିଆରେ ଭାଇରାଲ…

ଦରଭଙ୍ଗା, ୩୧।୭ :ବିହାରର ଦରଭଙ୍ଗା ଜିଲାରେ ଅବସ୍ଥିତ ଲଲିତ ନାରାୟଣ ମିଥିଲା ବିଶ୍ୱବିଦ୍ୟାଳୟର ଜଣେ ଛାତ୍ର ପରୀକ୍ଷାରେ ପୂର୍ଣ୍ଣସଂଖ୍ୟା ୧୦୦ରୁ ୧୫୧ ମାର୍କ ପାଇଛନ୍ତି। ସେ ବିଶ୍ୱବିଦ୍ୟାଳୟରେ ସ୍ନାତକ ପାଠ୍ୟକ୍ରମର ଛାତ୍ର। ସିଲାବସର ପାର୍ଟ-୨ରେ ରାଜନୀତି ବିଜ୍ଞାନର ପେପର -୪ ରେ…

ଫିଲ୍ମ ‘ଲାଲ ସିଂ ଚଢା’ର ଫିମେଲ ଲିଡ ରୋଲ ପାଇଁ ଅଡିଶନ ଦେଇଥିଲେ କରିନା

ମୁମ୍ବାଇ: ଅଭିନେତ୍ରୀ କରିନା କପୁର ଖାଁ ତାଙ୍କ ଅପକମିଂ ଫିଲ୍ମ ଲାଲ ସିଂ ଚଢାକୁ ନେଇ ଖୁବ୍ ଏକ୍ସାଇଟେଡ ଅଛନ୍ତି । ଏହି ଫିଲ୍ମର ରିଲିଜକୁ ଦର୍ଶକେ ଯେତିକି ଉତ୍ସାହର ସହ ଅପେକ୍ଷା ରଖିଛନ୍ତି ନିଜେ କରିନା ବି ଏହାକୁ ସେତିକି…

ହୀରାକୁଦ ଜଳଭଣ୍ଡାରରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ

ଝାରସୁଗୁଡ଼ା ଅଫିସ,୩୧ା୭: ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଜମେରା ପଞ୍ଚାୟତ ପୁଡ଼ାପାଲି ଗ୍ରାମ ନିକଟ ହୀରାକୁଦ ଜଳଭଣ୍ଡାରରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଭାସୁଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ପୁଡ଼ାପାଲି…

ହୋଇନି ବ୍ରେକ୍‌ଅପ୍‌ !

ବମ୍ବେ: କଥାରେ ଅଛି ସତ କେବେ ଲୁଚି ରହେନା। ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫ କେବେ ବି ଖୋଲାଖୋଲି ଅଭିନେତ୍ରୀ ଦିଶା ପଟାନୀଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲି ନାହାନ୍ତି। ହେଲେ ଉଭୟଙ୍କୁ ବଲିଉଡ୍‌ର ଲୋକପ୍ରିୟ ଯୋଡ଼ି ବୋଲି କୁହାଯାଇଥାଏ।…

‘ଗଣତନ୍ତ୍ର ଲାଗି ଶୁଭଙ୍କର ନୁହେଁ ଆକ୍ରୋଶ ରଖି ଇଡି ଚଢ଼ାଉ’

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଦରଦାମ ବୃଦ୍ଧି ଓ ବେକାରୀ ସମସ୍ୟାକୁ ନେଇ ପିସିସି ସଭାପତି ଶରତ ପଟ୍ଟନାୟକ ରବିବାର ନିଜର ପ୍ରତିକ୍ରିୟା ରଖିଛନ୍ତି। ଏହାକୁ ନେଇ କଂଗ୍ରେସ ସାରା ଦେଶରେ ଆନ୍ଦୋଳନ କରିବ । ଅଗଷ୍ଟ ୫ ତାରିଖରେ ରାଜଭବନ ଘେରାଉ କରିବା ସହ…

ରେପ୍‌ସିନ୍‌ ଦେଖି ଖୁସି ହୁଅନ୍ତି ଏହି ଅଭିନେତା, କାରଣ ଜାଣିଲେ…

ବଲିଉଡ୍ ର ପ୍ରସିଦ୍ଧ ଅଭିନେତା ତଥା ନିର୍ଦ୍ଦେଶକଙ୍କ ମଧ୍ୟରୁ ଭଗବାନ ଦାଦା ଅନ୍ୟତମ। ତେବେ ଏକଦା ତାଙ୍କୁ ଏକ ପ୍ରଶ୍ନ ପଚରା ଯାଇଥିଲା। ଯାହାର ଉତ୍ତର ଶୁଣି ଆପଣ ଆଶ୍ଚର୍ଯ୍ୟ ହୋଇଯିବେ। ପ୍ରଶ୍ନ ଥିଲା ଯେ, ଆପଣଙ୍କ ଜୀବନରେ କେବେ ସବୁଠାରୁ…

ସମ୍ମାନ ପାଇବାକୁ ଚାହୁଁଥିଲେ ଜାଣନ୍ତୁ ଚାଣକ୍ୟଙ୍କ ଏ କଥା

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ପଦୋନ୍ନତି, ବୈବାହିକ ଜୀବନ, ବନ୍ଧୁତା, ଶତ୍ରୁତା ଏବଂ ସମ୍ମାନ ସହିତ ଜଡିତ ସମସ୍ତ ବିଷୟ ଉପରେ ପରାମର୍ଶ ଦେଇଛନ୍ତି। ଚାଣକ୍ୟଙ୍କ ଦ୍ୱାରା ବର୍ଣ୍ଣିତ ନୀତିକୁ ଗ୍ରହଣ କରି ଜଣେ ବ୍ୟକ୍ତି ଜୀବନରେ ସମ୍ମାନ ପାଇ ପରିବ।…

‘ଢେଙ୍କାନାଳ ହେଉଛି ଶିକ୍ଷାର ପୁଞ୍ଜି’

ଢେଙ୍କାନାଳ ଅଫିସ,୩୧ା୭: ଢେଙ୍କାନାଳ ସହର ପୁରୁଣା ଜିଲା ପରିଷଦ ସମ୍ମିଳନୀ ହଲ୍‌ରେ ରବିବାର ପୂର୍ବାହ୍ନରେ ପ୍ରଧାନମନ୍ତ୍ରୀଙ୍କ ମନ କି ବାତ୍‌ କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ। ଏହାପରେ ସେ ଜିଲା ଶିକ୍ଷା ଓ ପ୍ରଶିକ୍ଷଣ କେନ୍ଦ୍ର ପରିଦର୍ଶନରେ…

ସ୍ବର୍ଣ୍ଣ ଜିତିବା ସହ ରେକର୍ଡ କଲେ ସୁନାଝିଅ ମୀରାବାଈ: ପ୍ରଧାନମନ୍ତ୍ରୀ କହିଲେ ‘ଅସାଧାରଣ’

ବର୍ମିଂହାମ, ୩୧।୭: ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତ ଗୋଟିଏ ପରେ ଗୋଟିଏ ପଦକ ନିଜ ନାମରେ କରୁଛି। ବିଶେଷକରି ଭାରତ୍ତୋଳନରେ ମୀରାବାଈ ଚାନୁ ପ୍ରଥମ ସ୍ବର୍ଣ୍ଣ ପଦକ ଜିଣିଛନ୍ତି। ୪୯ କିଗ୍ରା ବର୍ଗରେ ପ୍ରତିଦ୍ୱନ୍ଦିତା କରିଥିବା ଚାନୁ ରେକର୍ଡ ସହିତ ରାଜ୍ୟଗୋଷ୍ଠୀ କ୍ରୀଡାରେ…

ବିକିବା ପାଇଁ ହାଟକୁ ନେଉଥିଲେ ଗୋରୁ : ଧକ୍କା ଦେଲା ଟ୍ରକ୍‌; ୪ ମୃତ , ୩ ଗୁରୁତର

ପାଟଣା,୩୧।୭(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ବ୍ୟାଙ୍କ ନିକଟରେ ରବିବାର ସକାଳେ ଦୁର୍ଘଟଣା ଘଟିଛି। ଟ୍ରକ ଧକ୍କାରେ ୪ ଗୋରୁଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଗୋରୁ ଗୁରୁତର ହୋଇଛନ୍ତି।…

ହସ୍ପିଟାଲରୁ ଚିକିତ୍ସାଧୀନ ଅବସ୍ଥାରେ କଏଦୀ ଫେରାର

ଝାରସୁଗୁଡ଼ା ଅଫିସ,୩୧ା୭: ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବିଚାରାଧୀନ କଏଦୀ ଶନିବାର ବିଳମ୍ବିତ ରାତିରେ ଜେଲ ଓ୍ବାର୍ଡରକୁ ଚକମା ଦେଖାଇ କେଉଁଆଡ଼େ ଫେରାର ହୋଇଯାଇଛନ୍ତି। ଫେରାର କଏଦୀ ଜଣଙ୍କ ହେଲେ ବିହାର ମାଧୋପୁର ଥାନା ବୋଥନା ଗ୍ରାମର ଇନ୍ଦ୍ରଜିତ…

ଏମିତି ସହର, ଯେଉଁଠି ପ୍ରତିବର୍ଷ ମାଙ୍କଡ଼ଙ୍କ ପାଇଁ ଆୟୋଜନ କରାଯାଏ ବଫେ

ଦୁନିଆରେ ଧର୍ମ ଏବଂ ସମ୍ପ୍ରଦାୟକୁ ନେଇ ଅନେକ ବିଶ୍ୱାସ ରହିଛି। ବର୍ଷ ବର୍ଷ ଧରି ଲୋକେ ଏହି ପରମ୍ପରାକୁ ମାନି ଆସୁଛନ୍ତି। ଏହିପରି ଏକ ବିଶ୍ୱାସ ହେଉଛି ଥାଇଲାଣ୍ଡର ମଙ୍କି ବଫେ ଫେଷ୍ଟିଭାଲ। ବ୍ୟାଙ୍କକ୍‌ଠାରୁ ପ୍ରାୟ ୧୫୦ କିଲୋମିଟର ଦୂରରେ ଲୋପବୁରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri