Home Left

ପ୍ରଥମ ପସନ୍ଦ ନ ହୋଇ ବି ଏସବୁ ଚରିତ୍ରରେ ଜୀବନ ଭରିଥିଲେ ନୀଳନୟନା, ଫିଲ୍ମ ହୋଇଥିଲା ସୁପର ହିଟ

ମୁମ୍ବାଇ: ଐଶ୍ୱଯ୍ୟା ରାୟ ବଚ୍ଚନ ୪୯ ବର୍ଷ ବୟସରେ ପଦାର୍ପଣ କରିଛନ୍ତି । ଏହାପରେ ଏବେବି ସେ ପୂର୍ବପରି ଦର୍ଶକଙ୍କ ପ୍ରଥମ ପସନ୍ଦ ନାୟିକା ହୋଇ ରହିଛନ୍ତି । ବଲିଉଡର ଏହି ମୋଷ୍ଟ ପପୁଲାର ଆକ୍ଟ୍ରେସ୍ ମିସ ୱାର୍ଲ ଟାଇଟଲ ହାସଲ…

ରିଲାୟନ୍ସ ଏଣ୍ଟଟେନମେଣ୍ଟ ଷ୍ଟୁଡିଓ-ରିସି ଏଣ୍ଟରଟେନମେଣ୍ଟକୁ ୧୧.୫୮ ଅରବ ଟଙ୍କାରେ କିଣିଲେ ଶିବାଶିଷ ସରକାର

ମୁମ୍ବାଇ,୧ ।୧୧: ଭାରତୀୟ ମିଡିଆ ମୋଗଲ ଶିବାଶିଷ ସରକାରଙ୍କ ଦ୍ୱାରା ଗତବର୍ଷ ଲଞ୍ଚ କରାଯାଇଥିବା ବିଶେଷ ପ୍ରୟୋଜନ ଅଧିଗ୍ରହଣ କମ୍ପାନୀ(ଏସପିଏସି) ଇଣ୍ଟରନ୍ୟାଶନାଲ ମିଡିଆ ଏକ୍ୱିଜିଶେନ କର୍ପ ରିସି ଏଣ୍ଟରଟେନମେଣ୍ଟ ଓ ରିଲାଏନ୍ସ ଏଣ୍ଟରଟେନମେଣ୍ଟ ଷ୍ଟୁଡିଓଜକୁ କିଣି ନେଇଛନ୍ତି । ଏହି ଦୁଇଟି…

ବଢିଲା ଶୀତ: ଜି.ଉଦୟଗିରିରେ ଖୋଲିଲା ଶୀତକାଳୀନ ଆଶ୍ରୟ ସ୍ଥଳୀ

ଜି.ଉଦୟଗିରି,୩୧ା୧୦(ଡି.ଏନ.ଏ.)-ଜି.ଉଦୟଗିରିରେ ଦିନକୁ ଦିନ ତାପମାତ୍ରା କମିବାରେ ଲାଗିଛି। ସୋମବାର ମଧ୍ୟ ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ରେକର୍ଡ କରାଯାଇଛି ବୋଲି ସ୍ଥାନୀୟ କୃଷି ଗବେଷଣା କେନ୍ଦ୍ରର ବୈଜ୍ଞାନିକ ଅକ୍ଷୟ କୁମାର ସେଠୀ କହିଛନ୍ତି। ଶୀତକୁ ଦୃଷ୍ଟିରେ ରଖି ଜି.ଉଦୟଗିରି ଏନ୍‌ଏସି ତରଫରୁ…

ମୋର୍‌ବି ଦୁର୍ଘଟଣା ପରେ ଯୋଗୀ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୟୁପିର ସମସ୍ତ ପୋଲର ହେବ ଯାଞ୍ଚ

ଲକ୍ଷ୍ନୌ,୩୧।୧୦: ଗୁଜୁରାଟର ମୋର୍‌ବି ସ୍ଥିତ ମାଛୁ ନଦୀ ବ୍ରିଜ ଉପରେ ଥିବା ଝୁଲାପୋଲ ଦୁର୍ଘଟଣା ପରେ ଯୋଗୀ ସରକାର ଏବେ ଆକ୍ସନ ମୁଡରେ ଆସିଯାଇଛନ୍ତି। ଏହି ଘଟଣାରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ବ୍ରଜେଶ…

କଏଦୀଙ୍କ ପାଇଁ ଗୁଟ୍‌ଖା ନେଇ ମହିଳା ୱାର୍ଡେନ ନିଲମ୍ବିତ

ମାଲକାନଗିରି,୩୧ା୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଉପ କାରାଗାରରେ କଏଦୀଙ୍କ ପାଇଁ ଗୁଟ୍‌ଖା ନେଉଥିବା ବେଳେ ଧରାପଡ଼ି ଜଣେ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ସେ ହେଲେ ମହିଳା ୱାର୍ଡେନ ରୀତା ମାଣ୍ଡିଆ। ସୂଚନା ଅନୁଯାୟୀ, ରୀତା ମହିଳା ୱାର୍ଡ ଦାୟିତ୍ୱରେ ଅଛନ୍ତି। ସୋମବାର ସେ…

ବନ୍ଦୀଙ୍କ ଭୋଟ ଦେବା ଅଧିକାର: କେନ୍ଦ୍ର, ଇସିଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୧।୧୦: ଜନପ୍ରତିନିଧି ଆଇନରେ ବନ୍ଦୀମାନଙ୍କୁ ଭୋଟ ଅଧିକାର ଦିଆଯାଇ ନ ଥିବାରୁ ଏହାର ବୈଧତାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ଏ ସମ୍ପର୍କିତ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)ର ଶୁଣାଣି କରି ସର୍ବୋଚ୍ଚ ଅଦାଲତ ସୋମବାର କେନ୍ଦ୍ର ସରକାର ଓ ନିର୍ବାଚନ କମିଶନ (ଇସି)ଙ୍କୁ…

ପୁରୁଣା ବିଲ୍ଡିଂରେ ହୋଇପାରେ ପାର୍ଲାମେଣ୍ଟର ଶୀତ ଅଧିବେଶନ

ନୂଆଦିଲ୍ଲୀ,୩୧।୧୦: ନୂଆ ପାର୍ଲାମେଣ୍ଟ ବିଲ୍ଡିଂର କେତେକ ନିର୍ମାଣ କାର୍ଯ୍ୟ ସମୟସୀମା ପୂର୍ବରୁ ଶେଷ ହୋଇ ନ ପାରେ। ସେଥିପାଇଁ ଆଗାମୀ ଶୀତ ଅଧିବେଶନ ପୁରୁଣା ବିଲ୍ଡିଂରେ ଅନୁଷ୍ଠିତ ହେବା ସମ୍ଭାବନା ରହିଥିବା ଏକ ସୂତ୍ରରୁ ଜଣାପଡ଼ିଛି। ପାର୍ଲାମେଣ୍ଟର ଶୀତ ଅଧିବେଶନ ସାଧାରଣତଃ…

‘ଅପୂର୍ବା’ର ଶୁଟିଂ ଆରମ୍ଭ

ମୁମ୍ବାଇ: ବଲିଉଡ୍‌ର ଅପ୍‌କମିଂ ଫିଲ୍ମ ‘ଅପୂର୍ବା’ର ଶୁଟିଂ ଆରମ୍ଭ ହୋଇଯାଇଛି। ଏହା ଏକ ନାରୀକୈନ୍ଦ୍ରୀକ ଫିଲ୍ମ ହୋଇଥିବା ବେଳେ ଏଥିରେ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି ତାରା ସୁତାରିଆ। ଶୁଟିଂ ଆରମ୍ଭ ନେଇ ତାରା ନିଜ ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ ଶେୟାର…

ଭୁଲ୍‌ ଇଞ୍ଜେକେସନ ଯୋଗୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ – ଉଦଳା ଡାକ୍ତରଖାନାରେ ଉତ୍ତେଜନା

ଉଦଳା,୩୧ା୧୦(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଉଦଳା ଡାକ୍ତରଖାନାରେ ଭୁଲ୍‌ ଇଞ୍ଜେକସନ ଯୋଗୁ ସୋମବାର ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏ ନେଇ ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ପହଞ୍ଚି ବୁଝାଶୁଝା କରିବା ପରେ…

ଭୁଶୁଡ଼ିଲା କଲ୍‌ଭର୍ଟ: କେନାଲରେ ଖସିପଡ଼ିଲେ ଲୋକେ

ବାରାଣସୀ,୩୧।୧୦: ଉତ୍ତରପ୍ରଦେଶର ଚନ୍ଦାଉଲି ଜିଲା ଅନ୍ତର୍ଗତ ସରାୟା ଗ୍ରାମ ନିକଟରେ ଏକ ପୁରୁଣା କଲ୍‌ଭର୍ଟ ସୋମବାର ସକାଳେ ଭୁଶୁଡ଼ି ପଡ଼ିବାରୁ ବହୁ ଲୋକ କେନାଲରେ ଖସିପଡ଼ିଥିଲେ। ଛଟ୍‌ ପୂଜା ପାଇଁ ସରାୟା ଓ ଆଖପାଖ ଗାଁର ଲୋକମାନେ କର୍ମନାଶା କେନାଲ ଉପରେ…

ଚକୋଲେଟ୍‌ ଚୋରି କରିବାର ଭିଡିଓ ଭାଇରାଲ ହେବା ପରେ ଛାତ୍ରୀ ନେଲେ ଚରମ ନିଷ୍ପତ୍ତି

କୋଲକାତା,୩୧।୧୦: ପଶ୍ଚିମବଙ୍ଗର ଅଲିପୁରଦାର ଜିଲାର ସପିଂ ମଲରେ ଚକୋଲେଟ୍‌ ଚୋରି କରିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଜଣେ କଲେଜ ଛାତ୍ରୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଜୟଗାଓଁ ପୋଲିସ ଷ୍ଟେଶନ ଅନ୍ତର୍ଗତ ସୁଭାସ ପାଲୀସ୍ଥିତ ଘରୁ…

ପାଣ୍ଡ୍ୟା ଟି୨୦, ଧାଓ୍ବନ ଦିନିକିଆ ଅଧିନାୟକ

ଆଡିଲେଡ୍‌, ୩୧ା୧୦: ନ୍ୟୁଜିଲାଣ୍ଡ ଟୁର୍‌ ପାଇଁ ସୋମବାର ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସେଠାରେ ନଭେମ୍ବର ୧୮ରୁ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ପାଇଁ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ ମନୋନୀତ କରାଯାଇଛି। ‘ଓ୍ବାର୍କଲୋଡ୍‌ ମ୍ୟାନେଜମେଣ୍ଟ ଅଫ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?