Home Left

‘ମଙ୍କିପକ୍ସ’ମୁକାବିଲା ନେଇ ଅପରାହ୍ନରେ ବସିବ ଉଚ୍ଚ ସ୍ତରୀୟ ବୈଠକ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏବେ ‘ମଙ୍କିପକ୍ସ’ମାମଲା ଚିନ୍ତା ବଢାଇଲାଣି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହାକୁ କିଭଳି ନିୟନ୍ତ୍ରଣରେ ରଖାଯାଇ ପାରିବ ସେନେଇ ଶନିବାର ଉଚ୍ଚ ସ୍ତରୀୟ ବୈଠକ ବସିବ।…

ଓଲଟିଲା ପିକଅପ୍‌ ଭ୍ୟାନ, ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୩୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ରଘୁନାଥପୁର ନିକଟସ୍ଥ ଜାତୀୟ ରାଜପଥରେ ଶନିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ବ୍ରହ୍ମପୁରରୁ ଛତ୍ରପୁର ଯାଉଥିବା ଏକ ପିକ୍‌ଅପ୍‌ ଭ୍ୟାନ (ଓଡି ୦୭ ଏଏଚ୍‌ ୬୨୨୨) ଭାରସାମ୍ୟ ହରାଇ ଓଲଟି ପଡିଛି। ଫଳରେ…

ଜନ୍ମଦିନରେ ଏକ ହେବେ କି ବାବୁସାନ୍‌-ତୃପ୍ତି

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ଆଜି ଅଭିନେତା ବାବୁସାନ୍‌ ମହାନ୍ତିଙ୍କ ଜନ୍ମଦିନ। ନିକଟରେ ଘଟିଯାଇଥିବା ପାରିବାରିକ ବିବାଦ ପରେ ଜନ୍ମଦିନରେ ପୁଣିଥରେ ବାବୁସାନ୍‌-ତୃପ୍ତି ଏକାଠି ହେବେ କି, ଏହାକୁ ନେଇ ତାଙ୍କ ପ୍ରଶଂସକଙ୍କ ମନରେ ଉତ୍ସାହ ବଢ଼ିଯାଇଛି। ବିବାଦ ଭୁଲି ପୂର୍ବ ସମ୍ପର୍କକୁ ଉଭୟ ନୂଆ…

ଧାରା ଶ୍ରାବଣରେ ଧୁଧୁ ଖରା: ୩ ଦିନ ହେଲା ଅସହ୍ୟ ଗୁଳୁଗୁଳି

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ଧାରା ଶ୍ରାବଣରେ ବୈଶାଖ ମାସ ପରି ଧୁଧୁ ଖରା ହେଉଛି। ରାଜ୍ୟରେ ମୌସୁମୀ ଦୁର୍ବଳ ହେବା ଯୋଗୁ ତାପମାତ୍ରା ବଢ଼ୁଛି। ସ୍ବାଭାବିକଠାରୁ ୪ ଦଶମିକ ୨ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ବଢିଛି। ତେବେ ୭୦% ହ୍ୟୁମିଡିଟି ମିଶି ୪୫ ଡିଗ୍ରୀରୁ…

ନସିଂ ଛାତ୍ରୀ ମୃତ୍ୟୁ ମାମଲା: କଲେଜ ଅଧ୍ୟକ୍ଷାଙ୍କ ନାମରେ ମାମଲା ରୁଜୁ, ଭୟରେ କ୍ୟାମ୍ପସ ଛାଡ଼ିଲେ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦।୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ନସିଂ ଛାତ୍ରୀ ଆଖିଲା ବେହେରାଙ୍କ ମୃତ୍ୟୁ ଘଟଣାକୁ ନେଇ ପୋଲିସର ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। ପରିବାର ଲୋକଙ୍କ ଅଭିଯୋଗ ମୁତାବକ, ପୋଲିସ ଦଫା ୩୦୨, ୨୦୧, ୩୪ରେ କଲେଜ ଅଧ୍ୟକ୍ଷା ଓ ଅନ୍ୟ କିଛି…

ରୁଷିଆ ଆକ୍ରମଣ ପରେ ୟୁକ୍ରେନରୁ ଶସ୍ୟ ରତ୍ପାନୀ ଆରମ୍ଭ

ଓଡେସା,୩୦।୭: ରୁଷିଆ-ୟୁକ୍ରେନ ମଧ୍ୟରେ ଶସ୍ୟ ଚୁକ୍ତି ହେବା ପରେ ଓଡେସାରୁ ୟୁକ୍ରେନକୁ ଶସ୍ୟ ରପ୍ତାନି ଆରମ୍ଭ ହୋଇଛି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଓଡେସା ସ୍ଥିତ କଳାସାଗରରେ ପହଞ୍ଚି ଶସ୍ୟ ରପ୍ତାନି ବ୍ୟବସ୍ଥା ନିଜେ ଯାଞ୍ଚ କରିଛନ୍ତି। ରୁଷିଆ ୟୁକ୍ରେନ ଉପରେ…

୩୦ ବର୍ଷ ପୂର୍ବେ ହୋଇଥିଲା ବର-କନ୍ୟାଙ୍କ ମୃତ୍ୟୁ, ଏବେ ବିବାହ, ଭିଡିଓ ଦେଖିଲେ…

୩୦ ବର୍ଷ ପୂର୍ବେ ବର ଏବଂ କନ୍ୟାଙ୍କ ମୃତ୍ୟୁ ହୋଇଥିଲା। ବର୍ତ୍ତମାନ ପରିବାର ସଦସ୍ୟ ସେମାନଙ୍କ ବିବାହ କରିଛନ୍ତି। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି କର୍ନାଟକର ଡାକସିନା କନ୍ନଡ ଜିଲାରେ। ଏଠାରେ ଏକ ପାରମ୍ପରିକ ବିବାହ ଉତ୍ସବ କରାଯାଇଛି। ଏହା…

ଝାରସୁଗୁଡାରେ ଝାଡାବାନ୍ତି: ପୁଅଙ୍କ ପରେ ଚାଲିଗଲା ବାପାଙ୍କ ଜୀବନ

ଝାରସୁଗୁଡା ଅଫିସ,୩୦।୫: ଝାରସୁଗୁଡା ପୌରାଞ୍ଚଳ ୧୩ନଂ ଓ୍ବାର୍ଡ ଦେବାଡିହି ଗ୍ରାମରେ ଝାଡାବାନ୍ତିରେ ୧୫ରୁ ୨୦ ଗ୍ରାମବାସୀ ଆକ୍ରାନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟ ଆଦି ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ ଚିକିତ୍ସାଧିନ ଅବସ୍ଥାରେ ଗ୍ରାମର ଲିଟିପଡାର ବାପା ଓ…

ବାରମୂଳା ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ: ୨ଯବାନ ଆହତ

ବାରମୂଳା,୩୦।୭: ଜମ୍ମୁ-କଶ୍ମୀରର ବାରମୂଳା ଜିଲାରେ ଶନିବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏଥିସହ ୨ଯବାନ ଆହତ ହୋଇଥିବା ଜଣାପଡ଼ିଛି। ଏହାପରେ ସୁରକ୍ଷାକର୍ମୀ ସମଗ୍ର ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେଶନ୍‌ ଜାରି…

ଅଭିନେତା ରସିକ ଦବେଙ୍କ ପରଲୋକ

ମୁମ୍ବାଇ: ଅଭିନେତା ରସିକ ଦବେଙ୍କର ଶୁକ୍ରବାର ରାତିରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା। ରସିକ ଗତ ଦୁଇ ବର୍ଷ ଧରି ଡାୟଲିସିସରେ ପୀଡିତ ଥିଲେ। ଏ ନେଇ କିଡନୀ ବାର ବାର ଖରାପ ହେଉଥିଲା।…

ମହେନ୍ଦ୍ର ଭଟ୍ଟ ଉତ୍ତରାଖଣ୍ଡ ଭାଜପା ପ୍ରଦେଶ ଅଧ୍ୟକ୍ଷ

ଡେରାଡୁନ,୩୦।୭: ଉତ୍ତରାଖଣ୍ଡରେ ଭାଜପା ନୂଆ ପ୍ରଦେଶ ଅଧ୍ୟକ୍ଷର ନାମ ଘୋଷଣା କରିଛି। ଗତ କିଛି ଦିନରୁ ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡର ନୂତନ ରାଜ୍ୟ ଅଧ୍ୟକ୍ଷଙ୍କ ନାମକୁ ନେଇ ବହୁ କଳ୍ପନାଜଳ୍ପନା ଲାଗିରହିଥିଲା। କିନ୍ତୁ ଶନିବାର ଦଳ କେବଳ ଉତ୍ତରାଖଣ୍ଡର ନୂତନ ରାଜ୍ୟ…

ଏଭଳି ପୁରୁଷ ବଞ୍ଚାଇ ରଖିପାରନ୍ତି ପ୍ରେମକୁ

ପ୍ରେମ ଏବଂ ବୈବାହିକ ସମ୍ପର୍କ ମଣିଷ ପାଇଁ ଗୁରୁତ୍ୱପୂର୍ଣ୍ଣ ଏବଂ ପବିତ୍ର ବୋଲି ବିବେଚନା କରାଯାଏ। ଜଣେ ବ୍ୟକ୍ତି ଏହି ଦୁଇଟି ସମ୍ପର୍କରେ କେବେ ବିଫଳ ହେବାକୁ ଚାହେଁ ନାହିଁ। ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଏ ବିଷୟରେ ଉଲ୍ଲେଖ କରିଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri