ଉତ୍ତେଜନା ସୃଷ୍ଟିକାରୀ ଭାଷଣ ପାଇଁ ଓଓ୍ବାଇସି-ସ୍ବାମୀ ନରସିଂହାନନ୍ଦଙ୍କ ବିରୋଧରେ ମାମଲା ରୁଜୁ…
ନୂଆଦିଲ୍ଲୀ, ୯।୬ : ସୋସିଆଲ ମିଡ଼ିଆରେ ଘୃଣା ସୃଷ୍ଟି କରିବା ଏବଂ ଉତ୍ତେଜନା ସୃଷ୍ଟିକାରୀ ଭାଷଣ ଦେବା ଅଭିଯୋଗରେ ଅସଦୁଦ୍ଦିନ ଓଓ୍ବାଇସି ଏବଂ ସ୍ବାମୀ ନରସିଂହାନନ୍ଦଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଏହା ପୂର୍ବରୁ ଦିଲ୍ଲୀ ପୋଲିସ ପକ୍ଷରୁ ଆଇଏଫଏସଓ ୟୁନିଟ…
ଜଳିଗଲା ଦଶ ଚକିଆ ହାଇଓ୍ବା
କୁଳିଅଣା,୯।୬(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ୧୮ ନଂ ଜାତୀୟ ରାଜପଥ ଗୁରୁବାର ପୂର୍ବାହ୍ନରେ ଦରଖୋଳି ଛକ ନିକଟରେ ଏକ ଦଶ ଚକିଆ ହାଇୱାରେ କୌଣସି କାରଣରୁ ନିଆଁ ଲାଗିଯାଇଛି। ଫଳରେ ଗାଡିର ସାମ୍ନାପଟ ଅଧାରୁ ଅଧିକ ଜଳିଯାଇଛି। (ଓଡି…
ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ଅସୁସ୍ଥ. ଆରଏମଏଲ ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ, ୯ ।୬: ଦିଲ୍ଲୀ ସରକାରଙ୍କ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଅସୁବିଧା ବଢିବାରେ ଲାଗିଛି । ମନି ଲଣ୍ଡରିଂ ମାମଲାରେ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ସତ୍ୟେନ୍ଦ୍ର ଜୈନଙ୍କୁ ରାଉଜ ଆଭିନ୍ୟୁ କୋର୍ଟରେ ହାଜର କରିବା ସମୟରେ ତାଙ୍କ ରିମାଣ୍ଡକୁ ଆଉ କିଛିଦିନ…
ମ୍ୟାଚ୍ ଲାଗି ଟିକେଟ କିଣିବାକୁ ଅସମ୍ଭାଳ ଭିଡ
କଟକ ଅଫିସ,୯।୬: ଜୁନ ୧୨ରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି୨୦ ମ୍ୟାଚ୍ ଖେଳାଯିବ। ଏଥିଲାଗି ଗୁରୁବାରଠାରୁ ଅଫ୍ଲାଇନରେ ଟିକେଟ ମିଳୁଛି । ଟିକେଟ ପାଇବା ଲାଗି କ୍ରିକେଟ ପ୍ରେମୀଙ୍କ ଅସମ୍ଭାଳ ଭିଡ ଦେଖିବାକୁ ମିଳୁଛି । ଭିଡ…
୩୦ ବର୍ଷ ହେଲା ନଖ କାଟୁନାହାନ୍ତି ଏହି ମହିଳା
ସାଧାରଣତଃ ପରିସ୍କାର ପରିଚ୍ଛନ୍ନ ରହିବା ପାଇଁ ନିର୍ଦ୍ଦିଷ୍ଟ ସମୟରେ ଲୋକେ ନଖ କାଟନ୍ତି। କେହି କେହି ଫ୍ୟାଶନ ପାଇଁ ଅଳ୍ପ ନଖ ବଢ଼ାଇଥାନ୍ତି। ଏହା ଅତି ବେଶିରେ ୨-୩ ଇଞ୍ଚ ହୋଇଥାଏ। ଯଦି କାହା ନଖର ଲମ୍ବ ୧୨ ଇଞ୍ଚ ତେବେ…
ଧାର୍ଯ୍ୟ ସମୟର ୩ ଦିନ ପୂର୍ବରୁ ନିଜ ସହିତ ନିଜର ବିବାହ କଲେ କ୍ଷମା ବିନ୍ଦୁ, ଏବେ ହନିମୁନ୍ ଗୋଆରେ…
ବଡୋଦରା, ୯।୬ : ଗୁଜୁରାଟର ବଡୋଦରାର କ୍ଷମା ବିନ୍ଦୁ, ନିଜେ ବର ହେବାର ସ୍ବପ୍ନକୁ ପୂରଣ କରି ଶେଷରେ ନିଜକୁ ଧାର୍ଯ୍ୟ ସମୟର ୩ ଦିନ ପୂର୍ବରୁ ବିବାହ କରିଛନ୍ତି। ଜୁନ ୧୧ ରେ ସେ ନିଜକୁ ବିବାହ କରିବାକୁ ଘୋଷଣା…
ଗାଁକୁ ପଶିଲା ଦନ୍ତା
ରୂପସା,୯।୬( ଡି.ଏନ୍.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଅନ୍ତର୍ଗତ ନୀଳବାଡି ଗାଁକୁ ଗୁରୁବାର ସକାଳେ ଏକ ଦନ୍ତା ପଶି ଆସିଥିଲା। ହାତୀଟି ରାମେଶ୍ୱର ଦାସଙ୍କ ଘରେ ପଶି ଧାନ ଖାଇ ଗାଁ ରାସ୍ତା ଅତିକ୍ରମ କରି ପରେ ବାରାପାଳ ଗାଁକୁ ପଶିଥିଲା…
ଏଠାରେ ଟାଟୁ କଲେ ଦେବାକୁ ପଡ଼େ ଟ୍ୟାକ୍ସ
ଦୁନିଆର ପ୍ରାୟ ପ୍ରତ୍ୟେକ ଦେଶ ନିଜ ଲୋକଙ୍କଠାରୁ ଟ୍ୟାକ୍ସ ନେଇଥାଏ। ଏହି ଟ୍ୟାକ୍ସର ବ୍ୟବହାର ଦେଶର ଭବିଷ୍ୟତ ପାଇଁ ଅଧିକ ଖର୍ଚ୍ଚ ହୋଇଥାଏ। ଭାରତରେ ରାସ୍ତାର ବ୍ୟବହାରଠାରୁ ଅନେକ ଜରୁରୀ ଜିନିଷର ବ୍ୟବହାର ଉପରେ ଟ୍ୟାକ୍ସ ନିଆଯାଇଥାଏ। କିନ୍ତୁ ଦୁନିଆରେ କିଛି…
୨୪ ଘଣ୍ଟାରେ ୩୧ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ଜଣ କ୍ୱାରେଣ୍ଟାଇନ୍ରୁ ଥିବା ବେଳେ ୧୩ ଲୋକାଲ କେସ୍ ରହିଛି। ସେହିଭଳି ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷ ବୟସର…
ଖେଳୁଥିବା ବେଳେ ବାଲି ଧସି ଦୁଇ ନାବାଳକଙ୍କ ଜୀବନ ଗଲା
କେନ୍ଦ୍ରାପଡ଼ା ଅଫିସ,୯ା୬: କେନ୍ଦ୍ରାପଡ଼ା ବ୍ଲକ ଚକ୍ରୋଡ଼ା ପଞ୍ଚାୟତର ମାଗୁର ଗଣ୍ଡପାଟଣା ଗ୍ରାମରେ ବାଲି ଧସି ଦୁଇ ନାବାଳକଙ୍କ ମୃତ୍ୟୁ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଏହି ନାବାଳକଙ୍କ ମୃତ୍ୟୁ ଘୋଷଣା ପରେ ଗ୍ରାମରେ ଶୋକର ଛାୟା ଖେଳି…
ରଜ ପାଇଁ ସଜେଇ ହେଉଛି ମା’ ଉଗ୍ରତାରା ପୀଠ
ନିରାକାରପୁର,୯।୬(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ନୂଆଗଡ ପଞ୍ଚାୟତ ମୂଳୀଝର ହାତୀଆ ପାହାଡ଼ ପାଦ ଦେଶରେ ଅବସ୍ଥିତ ଓଡ଼ିଶା ପ୍ରସିଦ୍ଧ ମା’ ଉଗ୍ରତାରାଙ୍କ ପୀଠରେ ଚଳିତବର୍ଷ ରଜ ମହୋତ୍ସବ ପର୍ବ ପାଳନ କରାଯିବ। ଏଥିପାଇଁ ମନ୍ଦିର ସମେତ ଏହାର ଚତୁଃପାର୍ଶ୍ୱ ସଫା କରାଯିବା ସହିତ…
ପାରାଦୀପ ଭାଜପା: ଯୋଡୁଛି କମ୍, ଛିଡୁଛି ବେଶି
ପାରାଦୀପ,୯ା୬(ସ୍ବ.ପ୍ର.): ପାରାଦୀପରେ ୨୦୨୧ ଡିସେମ୍ବର ୨୫ ଘଟଣା ପରଠାରୁ ଭାଜପାରେ ଅନ୍ତଃକନ୍ଦଳ ବଢ଼ିବାରେ ଲାଗିଛି। ଏଥିଯୋଗୁ ପାରାଦୀପରେ ଭାଜପା ଯୋଡୁଛି କମ୍, ଛିଡୁଛି ବେଶି ବୋଲି ରାଜନୈତିକ ସମୀକ୍ଷକମାନେ କହୁଛନ୍ତି। ଯାହାର କେତେକ ଚିତ୍ର ସଦ୍ୟ କେନ୍ଦ୍ରମନ୍ତ୍ରୀ ଶାନ୍ତନୁ ଠାକୁରଙ୍କ ଗସ୍ତ…
Archives


