Home Left

ଇଡି କାର୍ଯ୍ୟାଳୟରେ ରାହୁଲ ହାଜର ହେବାବେଳେ କଂଗ୍ରେସ ଦେଖାଇବ ଶକ୍ତି

ନୂଆଦିଲ୍ଲୀ,୯ ।୬: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ୧୩ ଜୁନରେ ହାଜର ହେବାର ସମୟ ଦିଆଯାଇଛି । ନ୍ୟାଶନାଲ ହେରାଲ୍ଡ ମାମଲାରେ ରାହୁଲ ଇଡିରେ ହାଜର ହେବେ । ତେବେ ଏହି ସମୟରେ କଂଗ୍ରେସ ତା’ର ଶକ୍ତି…

ଟ୍ରେନ୍‌ ଲାଇନ୍‌ଚ୍ୟୁତ: ୨୧ ମୃତ

ତେହରାନ୍‌, ୯ା୬: ପୂର୍ବ ଇରାନ୍‌ ତବାସ୍‌ ସହର ନିକଟରେ ବୁଧବାର ଏକ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଏଥିରେ ୨୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଆହୁରି ୪୭ ଜଣ ଆହତ ହୋଇଛନ୍ତି। ଟ୍ରେନ୍‌ରେ ୩୫୦ ଯାତ୍ରୀ ରହିଥିଲେ। ରାଜଧାନୀ ତେହରାନ୍‌ଠାରୁ ପ୍ରାୟ ୫୫୦…

ଜ୍ଞାନବାପି ସର୍ଭେ ରାୟ ଦେଇଥିବା ଜଜ୍‌ଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ, ୯ା୬: ଉତ୍ତରପ୍ରଦେଶ ଜ୍ଞାନବାପି ମସ୍‌ଜିଦ୍‌ରେ ଭିଡିଓଗ୍ରାଫି ସର୍ଭେ ପାଇଁ ରାୟ ଦେଇଥିବା ବାରାଣସୀ କୋର୍ଟ ଜଜ୍‌ ରବି କୁମାର ଦିବାକରଙ୍କୁ ହତ୍ୟା ଧମକ ମିଳିଛି। ଏ ନେଇ ତାଙ୍କ ନିକଟକୁ ଆସିଥିବା ଏକ ଧମକପୂର୍ଣ୍ଣ ଚିଠି ବାବଦରେ ସେ ପୋଲିସ…

ଇରାନରେ ମହିଳା ସମେତ ୧୨ କଏଦୀଙ୍କୁ ସାମୁହିକ ଫାଶୀ

ଦୁଜାପ,୯ ।୬: ଇରାନର ଅଧିକାରୀମାନେ ସୋମବାର ଅର୍ଥାତ୍ ଜୁନ ୬ ସକାଳେ ଜାହେଦାନ ସ୍ଥିତ ଦୁଜାପ କେନ୍ଦ୍ରୀୟ ଜେଲରେ ଜଣେ ମହିଳା ସମେତ ୧୨ ଜଣ ବଲୋଚ କଏଦୀଙ୍କୁ ସାମୁହିକ ଭାବେ ଫାଶୀ ଦେଇଛନ୍ତି । ଏହି ଘଟଣା ସମ୍ପର୍କରେ ନରୱେ…

ଶ୍ରମିକ ବଦଳରେ ମେଶିନ କରୁଛି କାମ

ବାଲିଗୁଡ଼ା,୮ା୬(ଡି.ଏନ୍‌.ଏ.): ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଦ୍ବାରା ଗ୍ରାମାଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ହେଉଛି। ମନରେଗା ଯୋଜନାରେ ଜଳ ବିଭାଜିକା ଓ ମୃତ୍ତିକା ସଂରକ୍ଷଣ ବିଭାଗ ଦ୍ୱାରା ପୋଖରୀ ପୁନରୁଦ୍ଧାର କାର୍ଯ୍ୟ ଚାଲିଛି। ସରକାରୀ ନିୟମାନୁଯାୟୀ, ଏଠି ଶ୍ରମିକ କାମ କରିବା…

ହୋମ୍‌ ଓ୍ବାର୍କ ନ କରିବାରୁ ୫ ବର୍ଷର ଶିଶୁକନ୍ୟାକୁ ଏମିତି ଦଣ୍ଡ ଦେଲେ ମା’, ଭିଡିଓ ଦେଖିଲେ…

ନୂଆଦିଲ୍ଲୀ,୮ା୬: ରାଜଧାନୀରେ ଏକ ହୃଦୟ ବିଦାରକ ଦୃଶ୍ୟ ସାମ୍ନାକୁ ଆସିଛି। ଜଣେ ମା’ ଯେ, ନିଜ ଜନ୍ମିତ ପିଲାକୁ ଏପରି ଦଣ୍ଡ ଦେଇପାରେ ତାହା ସହଜରେ ବିଶ୍ୱାସ କରି ହେଉନାହିଁ। ମାତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଫଟୋରୁ ଏହା ସ୍ପଷ୍ଟ…

ହିଟ୍‌ମ୍ୟାନ୍‌ଙ୍କୁ ପ୍ରଶଂସାରେ ପୋତି ପକାଇଲେ ରାହୁଲ

ନୂଆଦିଲ୍ଲୀ,୮।୬: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ସିରିଜର ପ୍ରଥମ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଦଳର କୋଚ ରାହୁଲ ଦ୍ରାବିଡ଼…

ସ୍ତ୍ରୀଙ୍କୁ ଛୁରି ଭୁସି ହତ୍ୟା କଲେ ସ୍ବାମୀ

କୋରାପୁଟ,୮ା୬(ସ୍ବ.ପ୍ର.): କୋରାପୁଟ ସଦର ଥାନା ଅନ୍ତର୍ଗତ ଛୋଟାଗୁଡ଼ା ଗ୍ରାମରେ ବୁଧବାର ସକାଳେ ଏକ ହତ୍ୟାକାଣ୍ଡ ହୋଇଛି। ପାରିବାରିକ କଳହରୁ ସ୍ତ୍ରୀ ଜାନକୀ ଦାମୀ (୨୩)ଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି ସ୍ବାମୀ ଦାମୋଦର ଦାମୀ(୨୬)। ଆଜି ସକାଳେ ଏହି ଘଟଣା ଘଟିଥିବାବେଳେ…

ପୁଅର ଶାବଳ ମାଡ଼ରେ ମା’ଙ୍କ ଜୀବନ ଗଲା

କେନ୍ଦୁଝର,୮ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ବନବିହାରୀପୁର ନୂଆଗାଁ ମୁଣ୍ଡା ସାହିରେ ଜଣେ ନିଶାଶକ୍ତ ପୁଅ ବିଧବା ମା’ଙ୍କୁ ଶାବଳରେ ପିଟି ହତ୍ୟା କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମୃତକ ଜଣକ ହେଲେ ଟୁଲେଇ ମୁଣ୍ଡା(୬୦)। ପୋଲିସ ଅଭିଯୁକ୍ତ…

ପାଖେଇ ଆସିଲାଣି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା, ରାପିଡ୍‌ ଆକ୍ସନ ଫୋର୍ସର ମକ୍‌ଡ୍ରିଲ୍‌

ପୁରୀ ଅଫିସ,୮ା୬: ଆଉ ଦିନ କେତେଟା ପରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ରଥଖଳାରେ ଜୋର୍‌ସୋର୍‌ରେ ଆଗେଇ ଚାଲିଛି କାମ। ଆସନ୍ତା ୧୪ ତାରିଖରେ ସ୍ନାନ ପୂର୍ଣ୍ଣିମା। ଦୁଇ ବର୍ଷ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ସାମିଲ ହେବେ ହଜାର ହଜାର ଶ୍ରଦ୍ଧାଳୁ।…

ସ୍କୁଲ ବେଞ୍ଚ୍‌ରେ ଚଢ଼ି ଡ୍ୟାନ୍ସ କରୁଥିଲେ ଛାତ୍ରୀ, ପରେ ଘଟିଲା ଏମିତି

ସୋସିଆଲ ମିଡିଆରେ ଅନେକ ପ୍ରକାରର ଭିଡିଓ ଶେୟାର କରାଯାଉଛି। ଏଥିମଧ୍ୟରୁ କିଛି ଅତ୍ୟନ୍ତ ମଜାଳିଆ ହୋଇଥିବା ବେଳେ ଆଉ କିଛି ଆଶ୍ଚର୍ଯ୍ୟଜନକ ହୋଇଥାଏ। ବର୍ତ୍ତମାନ ସୋସିଆଲ ମିଡିଆ ମନୋରଞ୍ଜନର ଏକ ମାଧ୍ୟମ ପାଲଟିଛି। ଲୋକେ ମଜାଳିଆ ଭିଡିଓ ଦେଖି ମନୋରଞ୍ଜନ କରୁଛନ୍ତି।…

ଭୁଲରେ ବି ଏହି ୭ ଜିନିଷରେ ଗୋଡ ବଜାନ୍ତୁ ନାହିଁ କି ମାରନ୍ତୁନି ଗୋଇଠା, ହୋଇଯିବେ ବରବାଦ..

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡିତ ବିଭିନ୍ନ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ ଅର୍ଥ, ପଦୋନ୍ନତି, ବ୍ୟବସାୟ, ବନ୍ଧୁତା, ଶତ୍ରୁତା ହେଉ ଅଥବା ବୈବାହିକ ଜୀବନ ସହ ଜଡିତ ସମସ୍ୟା ସବୁକିଛିର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri