ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ନିଆଁ…
ନୂଆଦିଲ୍ଲୀ, ୮।୬ : ମଙ୍ଗଳବାର-ବୁଧବାର ବିଳମ୍ବିତ ରାତ୍ରରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର କାର୍ଯ୍ୟାଳୟରେ ନିଆଁ ଲାଗିଯାଇଥିବା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ବିଳମ୍ବିତ ରାତ୍ର ୧୨ଟା ୧୮ରେ କାର୍ଯ୍ୟାଳୟର ପ୍ରଥମ ମହଲାରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। ଖବର ପାଇ ପରେ…
ଏହି ୭ କମ୍ପାନୀରୁ ରୋଜଗାର କରୁଛନ୍ତି ଧୋନୀ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ନିକଟରେ ଡ୍ରୋନ ଷ୍ଟାର୍ଟଅପ ଗରୁଡ ଏରୋସ୍ପେସରେ ଅଂଶଧନ କିଣିଛନ୍ତି। ୨୬ଟି ସହରରେ ଏହି କମ୍ପାନୀର ୩୦୦ରୁ ଅଧିକ ଡ୍ରୋନ ଏବଂ ୫୦୦ ପାଇଲଟ କାର୍ଯ୍ୟ କରୁଛନ୍ତି। ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଅସହାୟ ପ୍ରାଣୀଙ୍କ ପାଇଁ ଷ୍ଟେଟ ଆନିମଲ ହେଲ୍ପଲାଇନ ନମ୍ବର ଜାରି
ଭୁବନେଶ୍ୱର,୮।୬(ବ୍ୟୁରୋ): ବୁଲା, ଅସହାୟ ଓ ପରିତ୍ୟକ୍ତ ଅବସ୍ଥାରେ ଥିବା ପ୍ରାଣୀମାନଙ୍କୁ ସହାୟତା ଲାଗି ଷ୍ଟେଟ ଆନିମଲ ହେଲ୍ପଲାଇନ ଟୋଲ ଫ୍ରି ନମ୍ବର ଜାରି ହୋଇଛି। ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ରାଜ୍ୟସ୍ତରୀୟ ପ୍ରାଣୀସେବା ହେଲପ୍ଲାଇନ ସହ ଅନେକ ନୂଆ ଯୋଜନାର…
ରଥଖଳା ଚଳଚଞ୍ଚଳ, ଆଜି କଣ୍ଟା ଅନୁକୂଳ
ପୁରୀ ଅଫିସ,୮।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ସ୍ନାନପୂର୍ଣ୍ଣମୀ ପୂର୍ବରୁ ରଥରେ ଚାରି ନାହାକା ଉଠାଇବାକୁ ଜୋରଦାର ପ୍ରସ୍ତୁତି ଚାଲିଛି। ମଙ୍ଗଳବାର ଅଖ…
ବିଶ୍ୱର ଏକମାତ୍ର କ୍ରିକେଟର୍ ଭାବେ ଏମିତି ଉପଲବ୍ଧି ହାସଲ କଲେ ବିରାଟ କୋହଲି
ନୂଆଦିଲ୍ଲୀ,୮।୬:ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ବ୍ୟାଟ୍ ହୁଏତ ପଡ଼ିଆରେ ଚାଲୁନାହିଁ, କିନ୍ତୁ ସେ ସୋସିଆଲ ମିଡିଆରେ ପ୍ରାୟତଃ ଚର୍ଚ୍ଚାରେ ଅଛନ୍ତି। ଇନଷ୍ଟାଗ୍ରାମରେ ପ୍ରଥମ କ୍ରିକେଟର ଭାବେ ତାଙ୍କ ଫଲୋଅର୍ସ ସଂଖ୍ୟା ୨୦୦ ମିଲିୟନରେ ପହଞ୍ଚିଛି। ଏପରି ଉପଲବ୍ଧି…
ମଜା ଆସିଲା ନାହିଁ ବୋଲି ୩.୫ କୋଟି ଟଙ୍କାର ଛାକିରି ଛାଡିଦେଲେ ଯୁବକ
ବାର୍ଷିକ ଦରମା ୩.୫ କୋଟି ଟଙ୍କା। ପ୍ରତିଦିନ ମାଗଣା ଖାଦ୍ୟ ଏବଂ ଅସୀମିତ ଛୁଟି। ତଥାପି ଏମିତି ଚାକିରି ପସନ୍ଦ ନ ଆସିବାରୁ ଆମେରିକାର ନେଟଫ୍ଲିକ୍ସରେ କାର୍ଯ୍ୟ କରୁଥିବା ଜଣେ ଇଞ୍ଜିନିୟର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ମାଇକେଲ ଲିନ ନାମକ…
ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ ଅଫିସ,୮।୬: ଜ୍ୟେଷ୍ଠ ଶୁକ୍ଳ ଅଷ୍ଟମୀ ତିଥିରେ ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଏ ନେଇ ଅପରାହ୍ନରେ ୪ ଘଣ୍ଟା ପାଇଁ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଏହି ସ୍ବତନ୍ତ୍ର…
ପୁଣି ରାଜ୍ୟରେ ୧୫ କରୋନା ପଜିଟିଭ୍ ଚିହ୍ନଟ, ଆଗରେ ଖୋର୍ଦ୍ଧା
ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜ୍ୟରେ ବୁଧବାର ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୦ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୫ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା…
ପବଜି ଗେମ୍ ଖେଳିବାକୁ ମନା କରିବାରୁ ମା’ଙ୍କୁ ହତ୍ୟା କଲେ ନାବାଳକ
ଲକ୍ଷ୍ନୌ,୮।୬: ଆଜିକାଲି ମୋବାଇଲ୍ରେ ଗେମ୍ ଖେଳିବା ପିଲାମାନଙ୍କ ଯେମିତି ନିଶା ପାଲଟିଛି। ଗେମ୍ ଖେଳିବା ପାଇଁ ସେମାନେ ଖାଇବା ପିଇବା ଭୁଲି ଯାଉଛନ୍ତି। ଲକ୍ଷ୍ନୌରେ ଏହି ଗେମ୍ ନିଶାରେ ଜଣେ ନାବାଳକ ମା’ଙ୍କୁ ଗୁଳି କରି ହତ୍ୟା କରିଦେଇଛନ୍ତି। ସୂଚନାଯୋଗ୍ୟ,ମୃତ ସାଧନା…
ଏକ ସିମ୍ପାଜିକୁ ଆରକ ଦେଖି ହେଉଛନ୍ତି ଏପରି
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ଶ୍ରୀକ୍ଷେତ୍ରରେ ପହଞ୍ଚିଲା ପାଟବସ୍ତ୍ର, ସୂତାଲୁଗା
ଖୋର୍ଦ୍ଧା ଅଫିସ, ୮।୬: ଜୁଲାଇ ୧ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ ପକ୍ଷରୁ ଚାଲିଛି ପ୍ରସ୍ତୁତି। ରଥଖଳାରେ ରଥ ନିର୍ମାଣ କାମ ଜୋର୍ଦାର ଚାଲିଛି। ରଥଯାତ୍ରା ଲାଗି ମହାପ୍ରଭୁଙ୍କ ସୂତା ଓ ପାଟବସ୍ତ୍ର…
ମେୟରଙ୍କୁ ଘେରିଲେ ଓ୍ବାର୍ଡବାସିନ୍ଦା
କଟକ ଅଫିସ,୮।୬: କଟକ ମହାନଗର ନିଗମ(ସିଏମ୍ସି) ଅଧୀନ ୪୬ ନମ୍ବର ଓ୍ବାର୍ଡ ମଙ୍ଗଳବାର ପରିଦର୍ଶନବେଳେ ମେୟର ସୁବାସ ସିଂଙ୍କୁ ସ୍ଥାନୀୟ ଲୋକେ ଘେରାଉ କରିଥିଲେ। ଏହି ଓ୍ବାର୍ଡରେ ଠିକ୍ ଭାବେ ଡ୍ରେନ୍ ସଫେଇ ହେଉ ନ ଥିବା ସେମାନେ ମେୟରଙ୍କୁ ଅବଗତ…
Archives


