ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ
ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି। ଉଭୟଙ୍କ ପକ୍ଷରୁ ଥାନାରେ ମାମଲା ରୁଜୁ ହୋଇଛି। ୩ ଜଣ ଗିରଫ ହୋଇଛନ୍ତି। Dharitri…
ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା
ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ ନିଆଁ ଲାଗି ସବୁ ଛାରଖାର ହୋଇଯାଇଛି। କେଉଁ କାରଣରୁ ନିଆଁ ଲାଗିଲା ସ୍ପଷ୍ଟ ହୋଇନଥିଲେ…
ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ
ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି ଗ୍ରାମର ମୁଖିଆ ଏବଂ ଗ୍ରାମବାସୀ ଏକାଠି ହୋଇ ଓଡ଼ିଶାର ସମସ୍ତ ସରକାରୀ ଯୋଜନା ଗ୍ରହଣ…
ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍ ଆଉ ମିଳିବନି ବାରମ୍ବାର ସୁଯୋଗ
ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି। ଯଦି ଆପଣ ପାନ-ଆଧାର ଲିଙ୍କିଂ, ଆଇଟିଆର୍ ଫାଇଲିଂ, ଆଡଭାନ୍ସ ଟ୍ୟାକ୍ସ, ଆଇଟିଆର୍ ରିଟର୍ନ କିମ୍ବା…
୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା
ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ ପକାଇ ଆଗକୁ ବଢ଼ିବାକୁ ଚେଷ୍ଟା କରୁଛନ୍ତି। ଚାଇନା ନାଗରିକଙ୍କ ପାଇଁ ପର୍ଯ୍ୟଟନ ଭିସା ପୁନଃଆରମ୍ଭ…
ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…
ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି। ଏହା ପଛରେ କାରଣ ଜାଣିଲେ ଆପଣଙ୍କ ରକ୍ତ ମଧ୍ୟ ଫୁଟି ଉଠିବ। ଇଣ୍ଟରନେଟ ବ୍ୟବହାରକାରୀମାନେ…
ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…
ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ଘୋଷଣା କରାଯାଇଛି। ଏମ୍ଭି-୨୬ ଓ ରାଖେଲଗୁଡ଼ା…
ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ
ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଜଣେ ମୁଖ୍ୟ ଅଭିଯୁକ୍ତ ଫେରାର ଥିବା ନେଇ ସୋମବାର…
ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା
ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ ଘର, ଗାଡ଼ି ଭଙ୍ଗାରୁଜା ସହ ନିଆଁ ଲଗାଇ ଦେଇଛନ୍ତି। ପୋଲିସ ଉପସ୍ଥିତ ସତ୍ତ୍ବେ ପୁରୁଷ,…
ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି
ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା ନେଇ ନୂଆଗାଁ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ପାଇ ନୂଆଗାଁ ଥାନା ପୋଲିସ…
ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ
ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା ଏହି ଫଳ ବଜାରରେ ନିଆଁ ଲାଗି ହୁତୁହୁତୁ ହୋଇ ଜଳିଯାଇଛି ୫୦ରୁ ଊର୍ଦ୍ଧ୍ବ ଫଳ…
ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…
ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ ଦର୍ଶକଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା। ଏକ ଖବରଦାତା ସମ୍ମିଳନୀ କରି ଟିମ ଇଣ୍ଡିଆ…
Archives


