Home Left

ଗ୍ରାହକ ସେବାକେନ୍ଦ୍ରରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

କର୍ଲାମୁଣ୍ଡା,୩୦ା୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ସମ୍ମୁଖରେ ଥିବା ଗ୍ରାହକ ସେବାକେନ୍ଦ୍ରରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀଗୁଡ଼ିକ ଶନିବାର ରାତିରେ ଦୁର୍ବୃତ୍ତମାନେ ଚୋରି କରିଥିବା କର୍ଲାମୁଣ୍ଡା ଫାଣ୍ଡିରେ ଲିଖିତ ଅଭିଯୋଗ ହୋଇଛି। ତେବେ ଦୁର୍ବୃତ୍ତମାନେ ଗ୍ରାହକ ସେବାକେନ୍ଦ୍ରର ତାଲା…

୩୧ରୁ ଜୟପୁରରୁ ନିୟମିତ ଉଡ଼ିବ ବିମାନ

ଜୟପୁର,୩୦।୧୦ (ନି.ପ୍ର.): କୋରାପୁଟ ଜିଲାବାସୀଙ୍କ ଦୀର୍ଘଦିନ ପ୍ରତୀକ୍ଷାର ଅନ୍ତ ହେବାକୁ ଯାଉଛି। ଆସନ୍ତା ୩୧ ତାରିଖଠାରୁ ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ଜୟପୁର ବିମାନବନ୍ଦରରୁ ଭୁବନେଶ୍ୱରକୁ ନିୟମିତ ବିମାନ ଉଡ଼ାଣ ଆରମ୍ଭ ହେବ। ଏନେଇ ଗତ ୨୦ରେ ବିମାନବନ୍ଦରକୁ ଲାଇସେନ୍ସ ମିଳିଥିବା…

ସ୍ଥିତି ଅନୁଧ୍ୟାନ କଲା ସ୍ବତନ୍ତ୍ର ବୈଷୟିକ ଟିମ୍‌

ପୁରୀ ଅଫିସ,୩୦।୧୦: ଦୀର୍ଘଦିନର ବ୍ୟବଧାନ ପରେ ଶ୍ରୀକ୍ଷେତ୍ରରେ ଶ୍ରୀମନ୍ଦିର ମରାମତି କାର୍ଯ୍ୟକୁ ନେଇ ବିବାଦ ଉଠିଛି। ଗତ କିଛିମାସ ତଳେ ଶ୍ରୀମନ୍ଦିର ରତ୍ନବେଦିରୁ ଚୂନ ଖସିଥିବା ବେଳେ ଏବେ ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରର ଜଗମୋହନରୁ ପଥର ଖସିବା ସହ ନାଟମଣ୍ଡପରେ ଫାଟ…

ଆଜି ଦକ୍ଷିଣ ଆଫ୍ରିକାକୁ ଭେଟିବ ଭାରତ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ପର୍ଥ,୩୦।୧୦: ଟି-୨୦ ବିଶ୍ୱକପ ୨୦୨୨ରେ ଭାରତୀୟ ଦଳ ଏପର୍ଯ୍ୟନ୍ତ ମୋଟ ୨ଟି ମ୍ୟାଚ ଖେଳି ଉଭୟ ମ୍ୟାଚ୍‌ ଜିତିଛି। ବର୍ତ୍ତମାନ ଦଳ ପରବର୍ତ୍ତୀ ମ୍ୟାଚ ଆଜି ପର୍ଥରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳିବ। ଉଭୟ ଦଳ ମଧ୍ୟରେ ଏହି ମ୍ୟାଚ ବହୁତ…

ରାସ୍ତାରେ ଯୁବକଙ୍କୁ ଆଣ୍ଠେଇ ମାଡ଼

ଫୁଲନଖରା, ୩୦।୧୦(ଡି.ଏନ୍‌.ଏ.): କଟକରେ ପୁଣି ତାଲିବାନୀ ଶାସନର ପୁନରାବୃତ୍ତି ଦେଖିବାକୁ ମିଳିଛି। ଗତ କିଛି ଦିନ ପୂର୍ବରୁ ଜଣେ ଯୁବକଙ୍କୁ ଏକ ସ୍କୁଟି ପଛରେ ରଶି ବାନ୍ଧି ଘୋଷାଡ଼ି ନେବାର ଦୃଶ୍ୟ ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବା ବେଳେ ପୁଣି…

ଲକ୍ଷେ ଥର ରାମ ରାମ ଲେଖି ଯୁବତୀ ଆଙ୍କିଲେ ରାମ, ଲକ୍ଷ୍ମଣ, ସୀତାଙ୍କ ଚିତ୍ର, ଭିଡିଓ ଦେଖିଲେ…

ଆପଣ ନିଶ୍ଚିତ ପ୍ରକାରର କଳା ଏବଂ ଭକ୍ତି ଦେଖିଥିବେ। କିନ୍ତୁ ଏମିତି ଜଣେ ଯୁବତୀ ଯିଏ କି ଭଗବାନ ରାମଙ୍କୁ ଭକ୍ତି କରି ପ୍ରଭୁଙ୍କ ନାମକୁ ଲକ୍ଷେ ଥର ଲେଖି ଚର୍ଚ୍ଚାକୁ ଆସିଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ…

ଜେଲ ଗଲେ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଅତିରିକ୍ତ ମୁଖ୍ୟଯନ୍ତ୍ରୀ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ (ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ଭୁବନେଶ୍ୱର ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନୀହାର ରଞ୍ଜନ ଦାସଙ୍କୁ ଶନିବାର ଭିଜିଲାନ୍ସ ଗିରଫ କରିଛି। ଏନେଇ ଭିଜିଲାନ୍ସ ଏକ ମାମଲା (ନଂ.୩୫/୨୨) ରୁଜୁ କରି…

ହଟିଲା ରାସ୍ତାରୋକ: ମୃତକଙ୍କ ପରିବାରକୁ ଚାକିରି , ୫ଲକ୍ଷର କ୍ଷତିପୂରଣ

ବାରଙ୍ଗ,୩୦।୧୦(ଡି.ଏନ୍‌ଏ.): ବିଏମ୍‌ସି ଅଳିଆ ଗାଡ଼ି ଧକ୍କାରେ ରବିବାର ସକାଳେ ଜଣଙ୍କ ମୃତ୍ୟୁ ଘଟିଥିଲା। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର କ୍ଷତିପୂରଣ ରାଶି ଦିଆଯାଇଛି । ଏହାସହ ତାଙ୍କ ପରିବାରର ଜଣଙ୍କୁ ବିଏମ୍‌ସିରେ…

ମା’ କ୍ଷୀରରୁ ପ୍ରସ୍ତୁତ କରୁଛନ୍ତି ବିଭିନ୍ନ ଅଳଙ୍କାର, ବିଦେଶରୁ ଆସୁଛି ଅର୍ଡର

ପ୍ରତ୍ୟେକ ମାତାପିତା ନିଜ ପିଲାମାନଙ୍କର ପିଲାଦିନର ଜିନିଷ ସାଇତି ରଖିଥାନ୍ତି। ଏଗୁଡ଼ିକ ବହୁତ ମୂଲ୍ୟବାନ। ଏପରିକି ପିଲାମାନଙ୍କର ଖେଳନା, ପୋଷାକ ଆଦି ସ୍ମୃତି କରି ରଖିଥାନ୍ତି। ଏହା ପରେ ଡିଜିଟାଲ ଫଟୋ ଏବଂ ଭିଡିଓ ସାହାଯ୍ୟରେ ପିଲାମାନଙ୍କର ଫଟୋ ଫ୍ରେମ ତିଆରି…

ରୋମାଞ୍ଚକର ମ୍ୟାଚ୍‌ରେ ବାଂଲାଦେଶ ୩ ରନ୍‌ରେ ଜିତିଲା…

ବ୍ରିସବେନ ,୩୦।୧୦ : ଟି-୨୦ ବିଶ୍ୱକପରେ ବାଂଲାଦେଶ ଏବଂ ଜିମ୍ବାୱେ ମଧ୍ୟରେ ଖେଳାଯାଇଥିବା ୨୮ ତମ ମ୍ୟାଚ୍‌ରେ ରୋମାଞ୍ଚକର ଭାବେ ବାଂଲାଦେଶ ୩ ରନ୍‌ରେ ଜିତିଛି। ଧାର୍ଯ୍ୟ ୨୦ ଓଭରରେ ୭ ଓ୍ବିକେଟ ହରାଇ ବାଂଲାଦେଶ ୧୫୦ ରନ୍‌ ସ୍କୋର କରିଥିଲା।…

ଏଏସ୍‌ଆଇ କାର୍ଯ୍ୟ ନେଇ ସେବାୟତ ଖପ୍ପା

ପୁରୀ ଅଫିସ,୩୦।୧୦: ଗତ କିଛିଦିନ ତଳେ ଶ୍ରୀମନ୍ଦିର ଭିତରୁ ପଥର ଖସିଥିଲା। ଏହି ଘଟଣା ବିଷୟରେ ସେବାୟତମାନେ ଏଏସ୍‌ଆଇକୁ ଜଣାଇଥିଲେ। ହେଲେ ଏଏସ୍‌ଆଇ ପକ୍ଷରୁ କୌଣସି ଅନୁଧ୍ୟାନ କରା ନ ଯିବାରୁ ସେବାୟତଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏପରି କି…

କେବଳ ପଞ୍ଜୀକୃତ ସଂସ୍ଥାଙ୍କୁ ମିଳିବ ବିଜ୍ଞାପନ ସୁବିଧା

ଭୁବନେଶ୍ୱର, ୩୦।୧୦ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସହରର ସ୍ବଚ୍ଛତା ଏବଂ ସୌନ୍ଦର୍ଯ୍ୟକୁ ଅଧିକ ଗୁରୁତ୍ୱ ଦେଉଥିବାବେଳେ ବିଜ୍ଞାପନକୁ ବ୍ୟବସ୍ଥିତ କରିବାକୁ ଅଣ୍ଟା ଭିଡିଛି। ବିଜ୍ଞାପନ ପାଇଁ ଏକ ସମୀକ୍ଷା ଆଧାରିତ ପଦକ୍ଷେପ ନେଇଛନ୍ତି ବିଏମ୍‌ସି କର୍ତ୍ତୃପକ୍ଷ। ଏଣିକି ଯେକୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?