Home Left

ଭୁଲିଗଲେ ସମ୍ପର୍କ: ସ୍ତ୍ରୀଙ୍କ ଅଶ୍ଳିଳ ଭିଡିଓ ଭାଇରାଲ କରି ବନ୍ଧାହେଲେ ସ୍ବାମୀ

ଭୁବନେଶ୍ୱର,୭।୬(ବ୍ୟୁରୋ): ଭୁଲିଗଲେ ସମ୍ପର୍କ। ସ୍ତ୍ରୀଙ୍କ ଅଶ୍ଳୀଳ ଭିଡିିଓ ଭାଇରାଲ କରିବା ଅଭିଯୋଗରେ ବନ୍ଧା ହେଲେ ସ୍ବାମୀ। ଏଭଳି ଏକ ଘଟଣାରେ କମିଶନରେଟ ପୋଲିସର ଭୁବନେଶ୍ୱରସ୍ଥିତ ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ଥାନା ଅଭିଯୁକ୍ତ ସ୍ବାମୀଙ୍କୁ ଗିରଫ କରିଛି। ସେ ହେଲେ…

ନରସିଂହପୁର ଜଙ୍ଗଲରେ ବୁଲୁଛି ଗୁଳିବଦ୍ଧ ଦନ୍ତା, ଚିକିତ୍ସା ପାଇଁ ଜଙ୍ଗଲ ମନ୍ତ୍ରୀଙ୍କୁ ଅନୁରୋଧ

ଭୁବନେଶ୍ୱର, ୭।୬(ବ୍ୟୁରୋ)- ନରସିଂହପୁର ଜଙ୍ଗଲରେ ବୁଲୁଛି ଗୁଳିବଦ୍ଧ ଦନ୍ତା। ବଡ଼ମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଏ ନେଇ ମଙ୍ଗଳବାର ସୋସିଆଲ ମିଡିଆରେ ପୋଷ୍ଟ କରି ଜଣାଇଛନ୍ତି। ବିଧାୟକ ମିଶ୍ର ଏକ ଆହତ ଦନ୍ତା ହାତୀର ୩ ଟି ଫଟୋ ମଧ୍ୟ ପୋଷ୍ଟ…

ନାଁ ବଦଳାଇଦେଲେ ଉର୍ଫି

ବମ୍ବେ: ନିଜ ନାମ ବଦଳାଇଲେ ସୋସିଆଲ ମିଡିଆ ସେନସେଶନ ଉର୍ଫି ଜାଭେଦ। ସର୍ବଦା ନିଜର ଅଜବ ପରିଧାନ ଏବଂ ଷ୍ଟାଇଲ୍‌କୁ ନେଇ ଚର୍ଚ୍ଚାରେ ରହିଥାନ୍ତି ସେ।  ସେ ନିଜ ପୋଷାକକୁ ନିଜେ ଡିଜାଇନ୍‌ କରିଥାନ୍ତି। ତାଙ୍କ ପ୍ରତିଟି ପୋଷାକରେ ବୋଲ୍ଡନେସ୍‌ ଦେଖିବାକୁ…

ସୋନାକ୍ଷୀଙ୍କ ପୂର୍ବରୁ ଅନେକଙ୍କୁ ଡେଟ୍‌ କରିଛନ୍ତି ତାଙ୍କ ପ୍ରେମିକ, ସଲମାନଙ୍କ ଭଉଣୀଙ୍କ ସହ…

ବମ୍ବେ: ପ୍ରେମିକଙ୍କୁ ନେଇ ଚର୍ଚ୍ଚାରେ ସୋନାକ୍ଷୀ ସିନ୍ହା। କିଛି ଦିନ ତଳେ ସୋସିଆଲ ମିଡିଆରେ ସେ କିଛି ପୋଷ୍ଟ କରିଥିଲେ। ସେବେଠାରୁ ସେ ପ୍ରେମରେ ପଡ଼ିଥିବା ନେଇ ଚର୍ଚ୍ଚା ହୋଇ ଆସୁଥିଲା। ଏବେ ସବୁଥିରେ ବିରାମ ଲାଗିଛି। କାରଣ ସୋସିଆଲ ମିଡିଆରେ…

ହାର୍ଦ୍ଦିକ କହିଲେ କିଏ ପ୍ରିୟ

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ରେ ଶ୍ରେଷ୍ଠ ପ୍ରଦର୍ଶନ ପରେ ଏବେ ଜାତୀୟ ଦଳକୁ ଫେରିଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା। ନିଜର ଯୁବ ସମୟରେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ଏବଂ କିମ୍ବଦନ୍ତୀ ଅଲରାଉଣ୍ଡର ଜ୍ୟାକ୍‌ କଲିସଙ୍କର ଜଣେ ବଡ଼ ପ୍ରଶଂସକ ଥିଲେ ସେ। ହେଲେ ଏବେ…

ସିରିଞ୍ଜ୍‌ରେ ୧୦୦ ଯୁବତୀଙ୍କ ଉପରେ ଆକ୍ରମଣ…

ପ୍ୟାରିସ୍‌, ୭।୬ : ଫ୍ରାନ୍ସ୍‌ରେ ଜଣେ ୨୦ ବର୍ଷ ବୟସ୍କ ଯୁବକ ଏକ ଇଞ୍ଜେକଶନ ସିରିଞ୍ଜ୍‌ରେ ୧୦୦ ଜଣ ଯୁବତୀଙ୍କୁ ଆକ୍ରମଣ କରିଛନ୍ତି। ଦକ୍ଷିଣ ଫ୍ରାନ୍ସ୍‌ରେ ଘଟଣା ଘଟିବା ପରେ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରାଯାଇଛି। ଟୋଲେନର ରିବେରା ସମୁଦ୍ର ତଟରେ…

୨୪ ଘଣ୍ଟାରେ ବଦଳିଲା ସ୍ବର: ଛୁଟିରେ ଯିବାକୁ ଆବେଦନ,ନିଜକୁ ମାନସିକ ରୋଗୀ କହିଲେ

ପୁରୀ ଅଫିସ,୭।୬: ପୁରୀ ଜିଲା ଅବକାରୀ ବିଭାଗର ମୋବାଇଲ ସ୍କ୍ବାର୍ଡ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ଉଭୟ ପୁରୀ ପୋଲିସ ଏବଂ ଜିଲା ଅବକାରୀ ଅଧୀକ୍ଷକଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣି ଅବକାରୀ କମିଶନରଙ୍କୁ ଚିଠି ଲେଖିଥିଲେ। ଏହାକୁ ନେଇ ହଟଚମଟ…

ମୋତେ ମାରି ସାରିଲଣି, ଏବେ ମୁଁ ମଲା ମଣିଷର ଜୀବନ ବଞ୍ଚିଛି: ଅନୁଭବ

କଟକ ଅଫିସ,୭।୬: ପୁଣି ଅଭିନେତା ତଥା ବିଜେଡି ଏମ୍‌ପି ଅନୁଭବ ମହାନ୍ତିଙ୍କ ଆଉ ଏକ ଭିଡିଓ ଚର୍ଚ୍ଚାରେ। ସୋମବାର ଏକ ଭିଡିଓରେ ମିଥ୍ୟା ଖବର ଛାପିବା ତଥା ଅପଲୋଡ୍‌ କରୁଥିବା ନ୍ୟୁଜ ପୋର୍ଟାଲ ଏବଂ ୟୁଟ୍ୟୁବ୍‌ ଚ୍ୟାନେଲଗୁଡିକୁ ସେ ଟାର୍ଗେଟ କରିଥିବା…

୮ରୁ ୧୦ ଯାଏ ସିଝିବ ପଶ୍ଚିମ ଓଡ଼ିଶାରେ

ଭୁବନେଶ୍ୱର, ୭।୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ୮ରୁ ୧୦ ତାରିଖ ଯାଏ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି। ୮ ତାରିଖରେ ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର ଓ ୯ ତାରିଖରେ ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ନୂଆପଡ଼ା ଏବଂ ୧୦…

ବାରବାଟୀ ମ୍ୟାଚ୍‌ ବନ୍ଦ ଲାଗି ହାଇକୋର୍ଟରେ ଦାୟର ମାମଲା ଖାରଜ

କଟକ ଅଫିସ,୭।୬: ଆସନ୍ତା ଜୁନ୍‌ ୧୨ରେ ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌ ନେଇ ଅନିଶ୍ଚିତତା ଦେଖାଦେଇଥିଲା। ହେଲେ ଏହି ମ୍ୟାଚ ବନ୍ଦ ପାଇଁ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମଙ୍ଗଳବାର ଏହାର ଶୁଣାଣି…

୧୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୭।୬(ବ୍ୟୁରୋ): ପୂର୍ବ ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ…

ଜୁନ୍‌ ଶେଷ ସୁଦ୍ଧା ହାଇସ୍କୁଲରେ ନିଯୁକ୍ତି ପାଇବେ ୧୧,୦୦୦ ଶିକ୍ଷକ: ମନ୍ତ୍ରୀ

ଭୁବନେଶ୍ୱର,୭।୬(ବ୍ୟୁରୋ): ଜୁନ୍‌ ମାସ ଶେଷ ସୁଦ୍ଧା ରାଜ୍ୟର ବିଭିନ୍ନ ହାଇସ୍କୁଲରେ ନିଯୁକ୍ତି ପାଇବେ ୧୧,୦୦୦ ଶିକ୍ଷକ। ତେବେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ବୋଲି ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri