Home Left

ଇରାକରେ ଶ୍ରୀଲଙ୍କା ଦୃଶ୍ୟ

ବାଗ୍‌ଦାଦ:ଶ୍ରୀଲଙ୍କା ରାଷ୍ଟ୍ରପତି ପଦରୁ ଗୋଟାବାୟା ରାଜପାକ୍ସେଙ୍କ ଇସ୍ତଫା ଦାବିରେ ଆନ୍ଦୋଳନକାରୀ ରାଷ୍ଟ୍ରପତି ଭବନରେ ଧସେଇ ପଶିବା ଦୃଶ୍ୟର ପୁନରାବୃତ୍ତି ଦେଖିବାକୁ ମିଳିଛି ଇରାକରେ। ବୁଧବାର ଶତାଧିକ ବିକ୍ଷୋଭକାରୀ ଦେଶର ସବୁଠାରୁ ସୁରକ୍ଷିତ ସ୍ଥାନ ବା ଗ୍ରୀନ୍‌ ଜୋନ କୁହାଯାଉଥିବା ବାଗ୍‌ଦାଦସ୍ଥିତ ପାର୍ଲାମେଣ୍ଟ…

୨୫% ସଂରକ୍ଷଣରେ ନାମ ନ ଲେଖାଇଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ଶିକ୍ଷା ଅଧିକାର ଆଇନ (ଆର୍‌ଟିଇ)-୨୦୦୯ ଅନୁଯାୟୀ ଅବହେଳିତ ଶ୍ରେଣୀର ପିଲାଙ୍କ ପାଇଁ ସବୁ ସ୍କୁଲରେ ୨୫% ସିଟ୍‌ ସଂରକ୍ଷଣ ବ୍ୟବସ୍ଥା ରହିଛି। ହେଲେ ବହୁ ଘରୋଇ ସ୍କୁଲ ଏହାକୁ ଠିକ୍‌ ଭାବେ କାର୍ଯ୍ୟକାରୀ କରୁ ନ ଥିବାରୁ ରାଜ୍ୟ ସରକାର…

ସିଙ୍ଗାପୁର ଯାଇ ପାରିବେ ନାହିଁ କେଜରିୱାଲ

ନୂଆଦିଲ୍ଲୀ,୨୯ ।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ସିଙ୍ଗାପୁର ଗସ୍ତ କରି ପାରିବେ ନାହିଁ । ଦିଲ୍ଲୀ ସରକାରଙ୍କ ପକ୍ଷରୁ ଜାରି ବୟାନରେ କୁହାଯାଇଛି କେନ୍ଦ୍ର ନିକଟରୁ ଜରୁରୀ ଅନୁମତି ମିଳିବାକୁ ନେଇ ବହୁ ସମୟ ନଷ୍ଟ ହୋଇଯାଇଛି । ୨୦…

ଗାନ୍ଧୀ ହେବେ ପ୍ରତୀକ

ମୁମ୍ବାଇ: ଅଭିନେତା ପ୍ରତୀକ ଗାନ୍ଧୀଙ୍କୁ ଏକ ନୂଆ ଅବତାରରେ ଦେଖିବାକୁ ମିଳିବ। ଆପ୍ଲଜ୍‌ ଏଣ୍ଟରଟେନମେଣ୍ଟ ପକ୍ଷରୁ ନିର୍ମାଣ ହେବାକୁ ଥିବା ‘ଗାନ୍ଧୀ’ ଓ୍ବେବ୍‌ ସିରିଜ୍‌ରେ ସେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଚରିତ୍ରରେ ଅଭିନୟ କରିବେ ବୋଲି ଜଣାପଡ଼ିଛି। ଫିଲ୍ମ ନିର୍ମାତା…

କମ୍‌ ମାର୍କ ରଖିବାରୁ ଛାତ୍ର ନେଲେ ଚରମ ନିଷ୍ପତ୍ତି

ସମ୍ବଲପୁର,୨୮ା୭(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଡିହପଡ଼ାରେ ଏକ ଅଘଟଣ ଘଟିଛି। ଯୁକ୍ତ ଦୁଇ ପରୀକ୍ଷାରେ କମ୍‌ ମାର୍କ ରହିବାରୁ ଛାତ୍ର ରୋହନ ଗୌରାଙ୍ଗ(୧୮) ଆତ୍ମହତ୍ୟା କରିଥିବା ଜଣାପଡିଛି। ବୁର୍ଲା ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ଅଧିକ…

ଏମ୍‌ଟେକ୍‌ ବାୟୋ ଟେକ୍ନୋଲୋଜିରେ ଟପ୍ପର ହେଲେ ଝାରସୁଗୁଡ଼ା ଝିଅ

ଝାରସୁଗୁଡା ଅଫିସ୍‌,୨୮।୭: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)୨୦୨୨ ଫଳ ପ୍ରକାଶ ପାଇଛି । ଏଥିରେ ଝାରସୁଗୁଡ଼ା ସହର ପୁରୁଣାବସ୍ତିର ଛାତ୍ରୀ ଶୁଭଶ୍ରୀ ହୋତା ଏମ୍‌ଟେକ୍‌ ବାୟୋ ଟେକ୍ନୋଲୋଜିରେ ଟପ୍ପର ହୋଇଛନ୍ତି। ଏହା ଜଣାପଡିବା ପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ…

ନୌସେନାରେ ସାମିଲ ହେଲା ବିକ୍ରାନ୍ତ

ନୂଆଦିଲ୍ଲୀ,୨୮।୭: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଭାରତର ପ୍ରଥମ ଯୁଦ୍ଧବିମାନବାହୀ ରଣତରୀ ବିକ୍ରାନ୍ତକୁ ଗୁରୁବାର ନୌସେନାକୁ ହସ୍ତାନ୍ତର କରାଯାଇଛି। କୋଚି ସ୍ଥିତ ଶିପ୍‌ୟାର୍ଡରୁ ଏହା ନୌସେନାରେ ସାମିଲ ହୋଇ ଏକ ଇତିହାସ ସୃଷ୍ଟି କରିଛି। ଭାରତୀୟ ନୌସେନାର ଇନ୍‌ହାଉସ ଡାଇରେକ୍ଟୋରେଟ୍‌ ଅଫ୍‌ ନାଭାଲ…

‘ପୁଅର ସାଂଜ୍ଞା ସ୍ଥିର କରିବାର ଅଧିକାର ରହିଛି କେବଳ ମା’ର’

ନୂଆଦିଲ୍ଲୀ,୨୮।୭: ଜନ୍ମଦାତା ପିତାଙ୍କ ମୃତ୍ୟୁ ପରେ ସ୍ତ୍ରୀ ଦ୍ୱିତୀୟ ବିବାହ କଲେ ସେ ପିଲାର ସାଂଜ୍ଞା ସମ୍ପର୍କରେ ନିଷ୍ପତ୍ତି ନେଇପାରିବେ ଓ ତାଙ୍କୁ ନୂଆ ପରିବାରରେ ସାମିଲ କରିପାରିବେ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେଇଛନ୍ତି। ଦ୍ୱିତୀୟ ସ୍ବାମୀଙ୍କ ସାଂଜ୍ଞା ରଖିବାରେ କିଛି…

ବିଚାରପତି ହତ୍ୟା ମାମଲାରେ ୨ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ: ଅଗଷ୍ଟ ୬ରେ ପରବର୍ତ୍ତୀ ଶୁଣାଣି

ଧାନବାଦ,୨୮।୭: ଝାଡ଼ଖଣ୍ଡର ଧାନବାଦ ଅତିରିକ୍ତ ଜିଲା ଜଜ୍‌ ଉତ୍ତମ ଆନନ୍ଦଙ୍କୁ ଅଟୋ ମଡ଼ାଇ ହତ୍ୟା ମାମଲାରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଗୁରୁବାର ୨ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଗଷ୍ଟ ୬ରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଉଭୟ ଦୋଷୀଙ୍କ ଦଣ୍ଡବିଧାନ ନେଇରାୟ ପ୍ରକାଶ…

ତୃତୀୟ ସ୍ଥାନରେ ଭାରତ

ଦୁବାଇ,୨୮ା୭: ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ୩-୦ରେ କ୍ଲିନ୍‌ ସୁଇପ୍‌ ପରେ ଭାରତ ସଦ୍ୟ ପ୍ରକାଶିତ ପୁରୁଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ଟିମ୍‌ ର଼୍ୟାଙ୍କିଙ୍ଗ ତାଲିକାରେ ତୃତୀୟ ସ୍ଥାନ ବଜାୟ ରଖିଛି। ବରିଷ୍ଠ ଖେଳାଳିଙ୍କ ଅନୁପସ୍ଥିତି ସତ୍ତ୍ୱେ ଶିଖର ଧାଓ୍ବନଙ୍କ ନେତୃତ୍ୱାଧୀନ ଭାରତ ବୁଧବାର…

୪୪ତମ ଚେସ୍‌ ଅଲିମ୍ପିଆଡ୍‌ରୁ ଓହରିଲା ପାକିସ୍ତାନ

ଇସ୍‌ଲାମାବାଦ୍‌/ନୂଆଦିଲ୍ଲୀ,୨୮ା୭: ଚେନ୍ନାଇରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ୪୪ତମ ଚେସ୍‌ ଅଲିମ୍ପିଆଡ୍‌ରୁ ଓହରିଯାଇଛି ପାକିସ୍ତାନ। ଜମ୍ମୁ-କଶ୍ମୀର ବାଟ ଦେଇ ପ୍ରତିଯୋଗିତାର ଟର୍ଚ୍ଚ ରିଲେ ଯାଇଥିବାରୁ ପ୍ରତିବାଦ ସ୍ବରୂପ ଦେଶ ଏହି ନିଷ୍ପତ୍ତି ନେଇଥିବା ପାକିସ୍ତାନ ବୈଦେଶିକ ବ୍ୟାପାର ବିଭାଗ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ,…

୧-୧ରେ ସିରିଜ୍‌ ବରାବର

ଗାଲେ,୨୮ା୭: ଗାଲେରେ ଖେଳାଯାଇଥିବା ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟ ଜିତି ସିରିଜ୍‌ ୧-୧ରେ ବରାବର କରିଛି ଶ୍ରୀଲଙ୍କା। ୫୦୯ ରନ୍‌ ଲକ୍ଷ୍ୟର ପିଛା କରୁଥିବା ପାକିସ୍ତାନ ୨୬୧ ରନ୍‌ରେ ସମସ୍ତ ଉଇକେଟ ହରାଇଛି। ଫଳରେ ୨୪୬ ରନ୍‌ରେ ପାକିସ୍ତାନ ପରାସ୍ତ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri