ବାରବାଟୀରେ ଟି ୨୦ ମ୍ୟାଚ ନେଇ ହାଇକୋର୍ଟଙ୍କ ରାୟ
କଟକ ଅଫିସ,୭।୬: କଟକ ବାରବାଟୀ ଷ୍ଟାଡିୟମରେ ଟି ୨୦ ମ୍ୟାଚ ସମ୍ପର୍କିତ ମାମଲା ଖାରଜ ହୋଇଛି। ଜୁନ ୧୨ ତାରିଖରେ ଭାରତ ଓ ସାଉଥଆଫ୍ରିକା ଟି-୨୦ ମ୍ୟାଚ ହେବାକୁ ଥିବାବେଳେ ମ୍ୟାଚ ବାତିଲ ଆବେଦନ ସମ୍ପର୍କିତ ମାମଲାକୁ ହାଇକୋର୍ଟ ଖାରଜ କରି…
ଟମାଟୋ ଫ୍ଲୁ
ଗୋଟିଏ ଫୁଲ ବଗିଚାରେ ଗ୍ରୀଷ୍ମଋତୁରେ ଛୋଟ ଛୋଟ ଗଛ ଝାଉଁଳି ଯାଉଥିବା ବେଳେ ଅତ୍ୟଧିକ ବର୍ଷାରେ ଚେର ପଚିଯାଇ ବି ଗଛ ନଷ୍ଟ ହୋଇଯାଆନ୍ତି। ସେହିପରି ଋତୁ ପରିବର୍ତ୍ତନ ସମୟରେ ଶିଶୁମାନେ ମଧ୍ୟ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇଥାନ୍ତି। ବିଭିନ୍ନ ଶିଶୁରୋଗର…
ପିଲାଙ୍କ ସହ ବୁଲିବାକୁ ଯାଉଥିଲେ…
ପିଲାମାନଙ୍କ ଆଚାର ବ୍ୟବହାର, କଥାବାର୍ତ୍ତା ଶୈଳୀ ପ୍ରତି ମା’ବାପା ଧ୍ୟାନଦେବା ଦରକାର। କାରଣ କେତେଜଣ ପିଲାଙ୍କ ରୁକ୍ଷ କଥା ଏବଂ ବ୍ୟବହାର ଅନେକ ସମୟରେ ମାତାପିତାଙ୍କୁ ଲଜ୍ଜିତ କରାଇଥାଏ। ତେଣୁ ଯଦି ପିଲାଙ୍କ ସହ କୌଣସି ସ୍ଥାନକୁ ବୁଲିବାକୁ ଯାଇଛନ୍ତି ତେବେ…
ସୌନ୍ଦର୍ଯ୍ୟ ପାଇଁ କ୍ଷୀର
କ୍ଷୀର ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା କହିବା ଅନାବଶ୍ୟକ। ଆମ ଶରୀରକୁ ସୁସ୍ଥ ରଖିବା ପାଇଁ ଆବଶ୍ୟକ ପଡୁଥିବା କେତେକ ପ୍ରମୁଖ ଖାଦ୍ୟ ମଧ୍ୟରେ ଏହା ଅନ୍ୟତମ। ଅନ୍ୟପକ୍ଷରେ ସୌନ୍ଦର୍ଯ୍ୟକୁ ନୂଆ ରୂପ ଦେବାରେ ଏହାର ମଧ୍ୟ ଭୂମିକା ରହିଛି।…
ଦୂରହେବ ଅସରପା ସମସ୍ୟା
ଘରେ ଅସରପା ଏକ ସାଧାରଣ ସମସ୍ୟା ପାଲଟିଗଲାଣି। ତେବେ ଏହାକୁ ନେଇ ବ୍ୟସ୍ତ ହେବା ପରିବର୍ତ୍ତେ କେତୋଟି ଛୋଟ ଉପାୟରେ ଆପଣଙ୍କ ଘରୁ ଏହାକୁ ଦୂରେଇ ଦେଇପାରିବେ… ଆପଣ ରୋଷେଇକରିବା ସମୟରେ ଲବଙ୍ଗ ବ୍ୟବହାର କରିଥାନ୍ତି। ଏହାକୁ ଆପଣ କିଚେନ୍ କ୍ୟାବିନେଟ୍…
ସ୍ପେନ୍ ମାଟିରେ ମେସି ଦେଖାଇଲେ ଚମକ
ମାଡ୍ରିଡ୍, ୭।୬: ସ୍ପେନ୍ ମାଟିରେ ପୁଣି ଥରେ ଦେଖିବାକୁ ମିଳିଛି ଲିଓନେଲ ମେସିଙ୍କ ଚମକ। ଆର୍ଜେଣ୍ଟିନା ଷ୍ଟ୍ରାଇକର ରବିବାର ଇଷ୍ଟୋନିଆ ବିପକ୍ଷ ଏକ ବନ୍ଧୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ମ୍ୟାଚ୍ରେ ୫ ଗୋଲ ସ୍କୋର କରିଛନ୍ତି। ଆର୍ଜେଣ୍ଟିନାକୁ ୫-୦ର ବୃହତ୍ ବିଜୟ ଦେବା ସହ…
ଆଇଏଲ୍ ଟି୨୦ରେ ଭାଗନେବେ ୬ ଫ୍ରାଞ୍ଚାଇଜ
ଦୁବାଇ,୭।୬: ଏମିରେଟ୍ସ କ୍ରିକେଟ ବୋର୍ଡ(ଇସିବି) ଦ୍ୱାରା ଆରମ୍ଭ ହେବାକୁ ଥିବା ୬ ଦଳ ବିଶିଷ୍ଟ ଲିଗ୍କୁ ଇଣ୍ଟରନ୍ୟାଶନାଲ ଲିଗ୍ ଟି୨୦ (ଆଇଏଲ୍ ଟି୨୦) କୁହାଯିବ। ଏ ନେଇ ବୋର୍ଡ ପକ୍ଷରୁ ଘୋଷଣା କରାଯାଇଛି। ଫ୍ରାଞ୍ଚାଇଜ୍ଭିତ୍ତିକ ଲିଗ୍ର ପ୍ରଥମ ସିଜନରେ ୩୪ ମ୍ୟାଚ୍…
ନୁପୁରଙ୍କ ସୁରକ୍ଷା ବ୍ୟବସ୍ଥା ବଢିଲା
ନୂଆଦିଲ୍ଲୀ, ୭।୬: ପ୍ରଫେଟ୍ ମହମ୍ମଦଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇ ଭାରତୀୟ ଜନତା ପାର୍ଟିରୁ ନିଲମ୍ବିତ ହୋଇଥିବା ନୂପୁର ଶର୍ମା ଏବଂ ତାଙ୍କ ପରିବାରକୁ ଦିଲ୍ଲୀ ପୋଲିସ ସୁରକ୍ଷା ଯୋଗାଇ ଦେଇଛି। ଏହି ମନ୍ତବ୍ୟ ପରେ ନୂପୁରଙ୍କୁ ହତ୍ୟା ଧମକ ଦିଆଯାଉଥିଲା।…
ସୋନାକ୍ଷି-ଇକବାଲଙ୍କ ସମ୍ପର୍କରେ ମୋହର ଲଗାଇଲେ ଇକବାଲ!
ମୁମ୍ବାଇ: ବଲିଉଡ ନାୟିକା ସୋନାକ୍ଷି ସିହ୍ନା ତାଙ୍କ ରିଲେସନଶିପକୁ ନେଇ ଚର୍ଚ୍ଚାରେ ଥିବା ବେଳେ ଏବେ କିନ୍ତୁ ଏହା ଖୋଲାଖୋଲି ଭାବେ ସାମ୍ନାକୁ ଆସିଛି । ଏବେ ଆଲୋଚନା ହେଉଛି କି ଖୁବଶୀଘ୍ର ସୋନାକ୍ଷି ବିବାହ କରିବାକୁ ଯାଉଛନ୍ତି । ଲଭ…
ସିଦ୍ଧୁ ମୂସେୱାଲାଙ୍କ ପରିବାରକୁ ଭେଟିଲେ ରାହୁଲ
ନୂଆଦିଲ୍ଲୀ,୭।୬: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସିଦ୍ଧୁ ମୁସେୱାଲାଙ୍କ ପରିବାରକୁ ଭେଟିବା ପାଇଁ ମଙ୍ଗଳବାର ମାନସାର ମୁସା ଗାଁରେ ପହଞ୍ଚିଛନ୍ତି। ରାହୁଲ ସିଦ୍ଧୁଙ୍କ ପିତାଙ୍କୁ ଭେଟି ଦୁଃଖ ପ୍ରକାଶ କରିଥିଲେ। ଏହାପୂର୍ବରୁ ଅନେକ ନେତା ସାନ୍ତ୍ୱନା ଦେବା ପାଇଁ ମୁସେୱାଲାଙ୍କ ଘରେ…
ବ୍ୟାଗ୍ରୁ ମିଳିଲା ମନୁଷ୍ୟର କଟା ଅଙ୍ଗପ୍ରତ୍ୟଙ୍ଗ
ନୂଆଦିଲ୍ଲୀ,୭।୬: ପୂର୍ବ ଦିଲ୍ଲୀ କଲ୍ୟାଣୀପୁରା ରାମଲୀଳା ପଡ଼ିଆରୁ ପୋଲିସ ମନୁଷ୍ୟର କଟା ହୋଇଥିବା ବିଭିନ୍ନ ଅଙ୍ଗପ୍ରତ୍ୟଙ୍ଗ ଭର୍ତ୍ତି ଏକ ବ୍ୟାଗ୍ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ପୋଲିସ ରାମଲୀଳା ପଡ଼ିଆ ଅଞ୍ଚଳରେ ପାଟ୍ରୋଲିଂ କରୁଥିଲା। ସେତିକିବେଳେ ପଡ଼ିଆ ପାଖ ଏକ…
ମଇଁଷି ଛୁଆର ପ୍ରକୃତ ମାଲିକ କିଏ, ହେବ ଡିଏନ୍ଏ ଟେଷ୍ଟ
ଲକ୍ଷୌ,୭।୬: ଉତ୍ତର ପ୍ରଦେଶର ଶାମଲିରେ ଏକ ଅଜବ ଘଟଣା ଘଟିଛି। ଜଣେ ବ୍ୟକ୍ତି ତାଙ୍କ ମଇଁଷି ଛୁଆ ଚୋରି ହୋଇଥିବା ଅଭିଯୋଗ ଆଣିଛନ୍ତି। ତେବେ ଯେଉଁ ବ୍ୟକ୍ତିଙ୍କ ଉପରେ ଏହି ଚୋରି ଅଭିଯୋଗ ଆସିଛି ସେ ଏହାକୁ ଅସ୍ବୀକାର କରୁଛନ୍ତି। ଏଭଳି…
Archives


