୫ ଜିଲାର ୪୯୦ ରୂପାନ୍ତରିତ ସ୍କୁଲ ଲୋକାର୍ପିତ
ଭୁବନେଶ୍ୱର, ୭।୬(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟର ଚତୁର୍ଥ ଦିବସ ସୋମବାର ୫ ଜିଲାର ୪୯୦ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏହି ଅବସରରେ କେନ୍ଦ୍ରାପଡ଼ା ଜିଲାର ୯୫ ହାଇସ୍କୁଲ, କଟକର ୧୩୫, କଳାହାଣ୍ଡିର ୧୦୦, ଝାରସୁଗୁଡ଼ାର ୭୦ ଓ ବରଗଡ଼ର ୯୦…
ଓଡ଼ିଶା ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ନେପାଳ ଷ୍ଟଡି ମିଶନର ପ୍ରଶଂସା
ଭୁବନେଶ୍ୱର, ୭।୬(ବ୍ୟୁରୋ):ଓଡିଶା ଗସ୍ତରେ ଆସିଥିବା ନେପାଳର ଏକ ଉଚ୍ଚସ୍ତରୀୟ ଷ୍ଟଡି ମିଶନ ଟିମ୍ ଓଡ଼ିଶାରେ ଖାଦ୍ୟ ସୁରକ୍ଷା ଯୋଜନାକୁ ଭୂୟସୀ ପ୍ରଶଂସା କରିଛନ୍ତି। ରାଜ୍ୟର ନିଜ ଯୋଜନା ସହ କେନ୍ଦ୍ରୀୟ ଯୋଜନାର ଠିକ୍ ଭାବେ କାର୍ଯ୍ୟାନ୍ବୟନ ଓଡ଼ିଶାର ଏକ ବଡ଼ ସଫଳତା…
ମହିଳା ସଶକ୍ତୀକରଣ ନାଁରେ ଶୋଷଣ ନୀତି: ଭାଜପା
ଭୁବନେଶ୍ୱର,୭ା୬(ବ୍ୟୁରୋ):ଦୀର୍ଘ ୨୩ ବର୍ଷ ଧରି ନିରଙ୍କୁଶ ଭାବେ ଶାସନ କରି ଆସୁଥିବା ବିଜୁ ଜନତା ଦଳ ମହିଳା ସଶକ୍ତୀକରଣ ନାଁରେ ମହିଳା ଶୋଷଣ ନୀତି ଆପଣାଇଛି। ମହିଳା ନିର୍ଯାତନା କ୍ଷେତ୍ରରେ ଓଡ଼ିଶା ସର୍ବଭାରତୀୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଛି ବୋଲି ଭାଜପା…
ଢିଙ୍କିଆ ଗାଁ ମୁଣ୍ଡରୁ ଫେରିଲେ ମେଧା ପାଟେକର
କୁଜଙ୍ଗ,୭ା୬ (ଡି.ଏନ୍.ଏ.):ଜଗତ୍ସିଂହପୁର ଜିଲା ଏରସମା ତହସିଲ ଅନ୍ତର୍ଗତ ପ୍ରସ୍ତାବିତ ଜେଏସ୍ଡବ୍ଲ୍ୟୁ ପ୍ରକଳ୍ପ ଅଞ୍ଚଳର ଢିଙ୍କିଆ ଗ୍ରାମକୁ ସୋମବାର ନର୍ମଦା ବଞ୍ଚାଅ ଆନ୍ଦୋଳନର ନେତ୍ରୀ ମେଧା ପାଟେକର ଆସିଥିଲେ। ଏହି ସମୟରେ ପ୍ରକଳ୍ପ ସପକ୍ଷବାଦୀଙ୍କ ବିରୋଧ ଯୋଗୁ ସେ ଗଁା ମୁଣ୍ଡରୁ ଫେରିଯିବାକୁ…
କୁପୱାଡାରେ ସୁରକ୍ଷାକର୍ମୀଙ୍କୁ ସଫଳତା, ଜଣେ ପାକିସ୍ତାନୀ ସମେତ ଲସ୍କରର ୨ ଆତଙ୍କବାଦୀ ନିହତ
ଜମ୍ମୁ,୭ ।୬: ଜମ୍ମୁ-କଶ୍ମୀରର କୁପୱାଡାରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ସୁରକ୍ଷାର୍କମୀଙ୍କ ସହ ମୁହାଁମୁହିଁ ସମୟରେ ୨ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ପ୍ରତିବନ୍ଧିତ ଆତଙ୍କବାଦୀ ସଙ୍ଗଠନ ଲସ୍କର-ଇ-ତୋଏବାର ୨ ଆତଙ୍କବାଦୀ ନିହତ ହୋଇଛନ୍ତି । ମୃତ…
ଆଗରେ ଅନେକ ଚ୍ୟାଲେଞ୍ଜ
ଭୁବନେଶ୍ୱର, ୭ା୬(ବ୍ୟୁରୋ): ବିଜେଡି ସରକାରର ପଞ୍ଚମ ପାଳିର ଦ୍ୱିତୀୟ ପର୍ଯ୍ୟାୟ ମନ୍ତ୍ରିମଣ୍ଡଳ ଗଠନ ହୋଇସାରିଛି । ନୂଆ ମନ୍ତ୍ରୀମାନେ ଶପଥ ପାଠ ପରେ ମୁଖ୍ୟମନ୍ତ୍ରୀଙ୍କଠାରୁ ୬-ଟି ଗୁରୁମନ୍ତ୍ର ପାଇବା ପରେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। କେତେକ ମନ୍ତ୍ରୀ ନିଜ ବିଭାଗର…
ଶ୍ରଦ୍ଧାଳୁଙ୍କ ସୁରକ୍ଷା ଉପରେ ଗୁରୁତ୍ୱ
ପୁରୀ ଅଫିସ,୭ା୬:ଦେବସ୍ନାନ ପୂର୍ଣ୍ଣିମାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ସୋମବାର ପୁରୀ ସର୍କିଟ ହାଉସ୍ରେ ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବାକୁ ଥିବାରୁ ବ୍ୟାପକ ପ୍ରସ୍ତୁତି ନେଇ…
ବନ ବିଭାଗ ମଞ୍ଜୁରୀ ବିନା ଓଡ଼ିଶାରେ ଖଣି ଖନନ ବେଆଇନ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୭ା୬:ଓଡ଼ିଶାରେ ଖଣି କମ୍ପାନୀଗୁଡ଼ିକ ବନ ବିଭାଗ ମଞ୍ଜୁରୀ ବିନା ବେଆଇନ ଭାବେ ଖଣିଜ ଉତ୍ତୋଳନ କରିଚାଲିଥିବାରୁ ସୁପ୍ରିମକୋର୍ଟ କ୍ଷୁବ୍ଧ ହୋଇଛନ୍ତି। ବେଆଇନ ଖଣି ଖନନକୁ ସର୍ବୋଚ୍ଚ ଅଦାଲତ ସୋମବାର ଅତ୍ୟନ୍ତ ଗୁରୁତର ସହ ନେବା ସହିତ ଏଭଳି ମାମଲାଗୁଡ଼ିକର ଫଇସଲା ୬…
ନାଇଜେରିଆ ଚର୍ଚ୍ଚରେ ଗୁଳିମାଡ଼: ୫୦ ମୃତ
ଲାଗୋସ,୭।୬ : ଦକ୍ଷିଣ-ପଶ୍ଚିମ ନାଇଜେରିଆର ଓଣ୍ଡୋ ପ୍ରଦେଶରେ ଥିବା ଏକ ଚର୍ଚ୍ଚରେ ରବିବାର ସମୂହ ପ୍ରାର୍ଥନା ଚାଲିଥିବାବେଳେ କେତେଜଣ ବନ୍ଧୁକଧାରୀ ପ୍ରବେଶ କରି ଆଖିବୁଜା ଗୁଳି ଚଳାଇବାରୁ ଶିଶୁ ଓ ମହିଳାଙ୍କ ସମେତ ୫୦ ଜଣଙ୍କ ମୃତ୍ୟୁ ଘଟିଛି। ବନ୍ଧୁକଧାରୀ ସେଣ୍ଟ…
ଦୋଷ ଢାଙ୍କିଲେ ଅବକାରୀ ଅଧୀକ୍ଷକ
ପୁରୀ ଅଫିସ,୭ା୬:ପୁରୀ ଜିଲା ଅବକାରୀ ବିଭାଗର ମୋବାଇଲ ସ୍କ୍ବାଡ୍ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ଉଭୟ ପୁରୀ ପୋଲିସ ଓ ଜିଲା ଅବକାରୀ ଅଧୀକ୍ଷକଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିବା ପରେ ଏହି ଦୁଇ ବିଭାଗର ଭୂମିକା ସନ୍ଦେହ ଘେରକୁ ଆସିଛି।…
ସ୍ବର୍ଣ୍ଣ ମନ୍ଦିରରେ ଖଲିସ୍ତାନୀ ସ୍ଲୋଗାନ
ଅମୃତସର,୭।୬: ପଞ୍ଜାବର ଅମୃତସର ସ୍ଥିତ ସ୍ବର୍ଣ୍ଣମନ୍ଦିରରେ ସୋମବାର ଖଲିସ୍ତାନୀ ସମର୍ଥକମାନେ ଦେଶ ବିରୋଧୀ ସ୍ଲୋଗାନ ଦେଇଛନ୍ତି। ଅପରେଶନ ବ୍ଲୁ ଷ୍ଟାରର ୩୮ବର୍ଷ ପୂର୍ତ୍ତି ଅବସରରେ ବହୁସଂଖ୍ୟାରେ ଖଲିସ୍ତାନୀ ସମର୍ଥକ ବ୍ୟାନର୍ ଧରି ‘ଖଲିସ୍ତାନ ଜିନ୍ଦାବାଦ୍’ ନାରାବାଜି କରିଥିଲେ। ବିଚ୍ଛିନ୍ନତାବାଦୀ ନେତା ଜରନେଲ…
ବିବାଦରୁ ଦୂରେଇ ରହି ସଙ୍ଗଠନ କଥା ବୁଝ
ଭୁବନେଶ୍ୱର,୭ା୬(ବ୍ୟୁରୋ):ରାଜ୍ୟ ମନ୍ତ୍ରିମଣ୍ଡଳର ବିଦା ହୋଇଥିବା ମନ୍ତ୍ରୀମାନେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି। ମନ୍ତ୍ରୀ ପଦ ଯିବା ପରେ ପ୍ରତାପ ଜେନା, ଦିବ୍ୟଶଙ୍କର ମିଶ୍ର, ଅରୁଣ ସାହୁ, ସୁଶାନ୍ତ ସିଂ, ସୁଦାମ ମାର୍ଣ୍ଡି, ଜ୍ୟୋତି ପାଣିଗ୍ରାହୀ, ରଘୁନନ୍ଦନ ଦାସ,…
Archives


