Home Left

ରାଜଧାନୀରୁ ଜବତ ହେଲା ୨ କେଜିରୁ ଅଧିକ ବ୍ରାଉନସୁଗାର

ଭୁବନେଶ୍ୱର,୬।୬(ବ୍ୟୁରୋ): ଭୁବନେଶ୍ବର ଏମ୍‌ମ୍ସ ନିକଟରୁ ସୋମବାର ୨ କେଜି ୫୮ ଗ୍ରାମ ଓଜନର ବ୍ରାଉନସୁଗାର ଜବତ ହୋଇଛି। ବେଆଇନ ଚାଲାଣ ବେଳେ ଏସଟିଏଫ୍‌ ଟିମ୍‌ ଚଢ଼ାଉ କରି ଏହି ବ୍ରାଉନସୁଗାର ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୨ କୋଟି ଟଙ୍କା…

ସଲମାନଙ୍କ ବୟାନ ରେକର୍ଡ କରିବ ମୁମ୍ବାଇ ପୋଲିସ

ମୁମ୍ବାଇ,୬।୬: ବଲିଉଡ୍‌ ଅଭିନେତା ସଲମାନ ଖାନଙ୍କୁ ହତ୍ୟା ଧମକ ମିଳିବା ଘଟଣା ପରେ ମୁମ୍ବାଇ ପୋଲିସ ବର୍ତ୍ତମାନ ଆକ୍ସନ ମୁଡରେ ଆସିଯାଇଛି। ଖୁବ୍‌ଶୀଘ୍ର ମୁମ୍ବାଇ ପୋଲିସ ଅଭିନେତାଙ୍କ ବୟାନ ରେକର୍ଡ କରିବ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ଜୁନ ୫ ଅର୍ଥାତ୍‌ ରବିବାର…

ଆମ୍ବୁଲାନ୍ସ-ଅଟୋ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ବଣାଇଁ,୬।୬(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା କଲେଇପୋଷ-ବାହାଡ଼ାପୋଷି ୧୦ନମ୍ବର ରାଜ୍ୟ ରାଜପଥ ଖୁଣ୍ଟଗାଁ ନିକଟ ହଂସରାଡି ପୋଲ ନିକଟରେ ସୋମବାର ଏକ ଆମ୍ବୁଲାନ୍ସ -ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ଜଣ ଗୁରୁତର ଆହତ ହୋଇଛନ୍ତି।…

କ୍ରିକେଟ୍‌ ଇତିହାସରେ ଏମିତି ରେକର୍ଡ, ଯାହା ଆଜି ବି ଅତୁଟ

କିମ୍ବଦନ୍ତୀ କ୍ରିକେଟର ବ୍ରାଏନ ଚାଲର୍‌ସ ଲାରା କ୍ରିକେଟ ପଡ଼ିଆରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ। ରେକର୍ଡ କରିବା ସହିତ ସେ ଅନେକ ମହାନ କ୍ରିକେଟରଙ୍କ ରେକର୍ଡ ମଧ୍ୟ ଭାଙ୍ଗିଥିଲେ। ଜୁନ ୬ ଲାରା ପାଇଁ ଏକ ବିଶେଷ ଦିନ। ୧୯୯୪ରେ ଏହି…

ଚାଷୀଙ୍କ କାର୍ଯ୍ୟକୁ ଆହୁରି ସହଜ କରିବେ ଧୋନୀ

ଚେନ୍ନାଇ,୬।୬:ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଡ୍ରୋନ କମ୍ପାନୀ ଗରୁଡର ଅଂଶଧନ କିଣିଛନ୍ତି। ଏହି କମ୍ପାନୀ ଡ୍ରୋନ ତିଆରି କରେ ଏବଂ ଦେଶରେ କୃଷି ସମ୍ବନ୍ଧୀୟ ପ୍ରଣାଳୀରେ ଉନ୍ନତି ଆଣେ। ଗରୁଡ କମ୍ପାନୀ ଡ୍ରୋନ ମାଧ୍ୟମରେ ଚାଷୀଙ୍କ କାର୍ଯ୍ୟକୁ ସହଜ…

୪୦ ଦଙ୍ଗାକାରୀଙ୍କ ଫଟୋ ଜାରି

କାନପୁର,୬ା୬: କାନପୁର ହିଂସା ଘଟଣାର ମାଷ୍ଟରମାଇଣ୍ଡ ମୌଲାନା ମହମ୍ମଦ ଅଲ୍ଲୀ (ଏମ୍‌ଏମ୍‌ଏ) ଜୌହର ଫ୍ୟାନ୍ସ ଆସୋସିଏଶନର ମୁଖ୍ୟ ହୟାତ୍‌ ଜାଫର ହାସ୍‌ମୀଙ୍କ ସମେତ ସୋମବାର ଅପରାହ୍ନ ୪ଟା ସୁଦ୍ଧା ୩୨ଜଣଙ୍କୁ ପୋଲିସ ଗିରଫ କରିଛି। ଅନ୍ୟପକ୍ଷେ ସିସିଟିଭି ଫୁଟେଜ୍‌ ଯାଞ୍ଚ ପରେ…

୧୫୦ କୋଟି କ୍ଲବ୍‌ରେ ‘ବିକ୍ରମ’

ଅଭିନେତା କମଲ ହାସନଙ୍କ ଫିଲ୍ମ ‘ବିକ୍ରମ’ ବକ୍ସ ଅଫିସରେ ସାବ୍ୟସ୍ତ ହୋଇଛି। ଏହି ଫିଲ୍ମ ୧୦୦ କୋଟି କ୍ଲବରେ ପ୍ରବେଶ କରିଛି। କମଲ ହାସନଙ୍କ ଫିଲ୍ମ ସହିତ ଅକ୍ଷୟ କୁମାରଙ୍କ ‘ସମ୍ରାଟ ପୃ୍‌ଥ୍ବୀରାଜ’ ଜୁନ୍‌ ୩ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିଲା। କିନ୍ତୁ…

ଆଚାର୍ଯ୍ୟ ବିଦ୍ୟାସାଗରଙ୍କ ଭୂମିକାରେ ନଜର ଆସିବେ ବିବେକ

ମୁମ୍ବାଇ: ଟେଲି କଳାକାର ବିବେକ ଆନନ୍ଦ ମିଶ୍ରା, ଯେକି ଶେଷ ଥର ପାଇଁ ରାଧା କୃଷ୍ଣରେ ନଜର ଆସିଥିଲେ ଆଗାମୀ ଫିଲ୍ମ ଅନ୍ତର୍ଯ୍ୟାତ୍ରୀ ମହାପୁରୁଷ: ଦ ୱାର୍କିଂ ଗଡରେ ଭିକ୍ଷୁ ଆଚାର୍ଯ୍ୟ ବିଦ୍ୟାସାଗର ମୁଖ୍ୟ ଭୁମିକାରେ ନଜର ଆସିବାକୁ ନେଇ ଉତ୍ସାହିତ…

ନୋଟ ଉପରୁ ହଟାଯିବ କି ମହାତ୍ମା ଗାନ୍ଧୀଙ୍କ ଛବି, ସ୍ପଷ୍ଟ କଲା ଆରବିଆଇ

ନୂଆଦିଲ୍ଲୀ,୬ ।୬: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ(ଆରବିଆଇ) ବର୍ତ୍ତମାନ ଚାଲୁଥିବା କରେନ୍ସି ନୋଟ ଓ ବ୍ୟାଙ୍କ ନୋଟ୍ସରୁ ରାଷ୍ଟ୍ରପିତା ମହାତ୍ମା ଗାନ୍ଧୀଙ୍କ ଫଟୋ ହଟାଇଦେବା ଖବରକୁ ଖଣ୍ଡନ କରିଛି । ଆରବିଆଇ ଏକ ବୟାନ ଜାରି କରି କହିଛି, ଗଣମାଧ୍ୟମରେ ଆସିଥିବା…

୨୨,୮୫୦ ଫୁଟ ଉଚ୍ଚତାରେ ଯୋଗ କଲେ ଆଇଟିବିପି ଯବାନ

ନୂଆଦିଲ୍ଲୀ,୬।୫: ଇଣ୍ଡୋ-ତିବ୍ଦତୀୟ ସୀମା ପୋଲିସ (ଆଇଟିବିପି) ପୁଣି ଥରେ ଏକ ବିରଳ ସଫଳତା ହାସଲ କରିଛନ୍ତି। ୮ମ ଅନ୍ତର୍ଜାତୀୟ ଯୋଗ ଦିବସ ପୂର୍ବରୁ ଉତ୍ତରାଖଣ୍ଡ ହିମାଳୟର ୨୨,୮୫୦ ଫୁଟ ଉଚ୍ଚତାରେ ଯୋଗ କରି ଆଇଟିବିପି ଯବାନମାନେ ରେକର୍ଡ ସୃଷ୍ଟି କରିଛନ୍ତି। ଗତ…

କାନପୁର ହିଂସା ଘଟଣା: ସିଲ୍‌ ହେଲା ପେଟ୍ରୋଲ ପମ୍ପ

କାନପୁର,୬ା୬: କାନପୁର ହିଂସା ଘଟଣାର ମାଷ୍ଟରମାଇଣ୍ଡ ମୌଲାନା ମହମ୍ମଦ ଅଲ୍ଲୀ (ଏମ୍‌ଏମ୍‌ଏ) ଜୌହର ଫ୍ୟାନ୍ସ ଆସୋସିଏଶନର ମୁଖ୍ୟ ହୟାତ୍‌ ଜାଫର ହାସ୍‌ମୀଙ୍କ ସମେତ ସୋମବାର ଅପରାହ୍ନ ୨ଟା ସୁଦ୍ଧା ୩୨ଜଣଙ୍କୁ ପୋଲିସ ଗିରଫ କରିଛି। ଅନ୍ୟପକ୍ଷେ ସିସିଟିଭି ଫୁଟେଜ୍‌ ଯାଞ୍ଚ ପରେ…

ମଙ୍ଗଳବାର ମୁସେୱାଲା ପରିବାରଙ୍କୁ ଭେଟିବେ ରାହୁଲ

ନୂଆଦିଲ୍ଲୀ,୬ ।୬: କଂଗେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ପଞ୍ଜାବ ମାନସାର ମୁସା ଗାଁ ଗସ୍ତ କରିବାର କର୍ଯ୍ୟକ୍ରମ ରହିଛି । ସେଠାରେ ସେ ପଞ୍ଜାବୀ ସିଙ୍ଗର ତଥା କଂଗ୍ରେସ ନେତା ସ୍ୱର୍ଗତ ସିଦ୍ଧୁ ମୁସେୱାଲାଙ୍କ ପରିବାରକୁ ଭେଟିବେ । ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri