Home Left

୧୦ କେ.ଜି. ବ୍ରାଉନ୍‌ସୁଗାର ଜବତ

ବାଲେଶ୍ୱର ଅଫିସ,୨୯ା୧୦: ବାଲେଶ୍ୱର ସହରର ଫୁଲାଡ଼ିସ୍ଥିତ କାସିମପୁର ପଡ଼ିଆରେ ବ୍ରାଉନ୍‌ସୁଗାର କାରବାର ବେଳେ ସହଦେବଖୁଣ୍ଟା ମଡେଲ ଥାନା ପୋଲିସ ଚଢ଼ାଉ କରି ୬ ବେପାରୀଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୧୦କେ.ଜି. ବ୍ରାଉନସୁଗାର ଜବତ ହୋଇଛି। ଏହାର ମୂଲ୍ୟ ୧୧ କୋଟି ଟଙ୍କା…

୫-ଟି ରୂପାନ୍ତରିତ ସ୍କୁଲ୍‌ ଛାତରୁ ଖସିଲା ପ୍ଲାଷ୍ଟର

କେନ୍ଦୁଝର/ଢେଙ୍କିକୋଟ, ୨୯ା୧୦(ସ୍ବ.ପ୍ର./ଡି.ଏନ୍‌.ଏ): କେନ୍ଦୁଝର ଜିଲା ଘଟଗାଁ ବ୍ଲକ୍‌ ଅନ୍ତର୍ଗତ ଢେଙ୍କିକୋଟସ୍ଥିତ ସତ୍ୟ ନାରାୟଣ(ଏସ୍‌ଏନ୍‌) ବିଦ୍ୟାପୀଠ ହାଇସ୍କୁଲର ଷ୍ଟାଫ୍‌ କମନରୁମ୍‌ (କର୍ମଚାରୀ ସାଧାରଣ ପ୍ରକୋଷ୍ଠ)ର ସିଲିଂ ପ୍ଲାଷ୍ଟର ଖସି ପଡ଼ିଛି। ସେଠାରେ ବସିଥିବା ଶିକ୍ଷକ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସିଲିଂ ପଡ଼ିବା ଶବ୍ଦ ଶୁଣି…

ବେଆଇନ ମଣ୍ଡପ ସିଲ୍‌

ବାରିପଦା ଅଫିସ,୨୯।୧୦: ମୟୂରଭଞ୍ଜ ଜିଲା ବାରିପଦା ପୌରପାଳିକାର ବିନା ଅନୁମତିରେ ବେଆଇନ ଭାବେ ଚାଲିଥିବା ଦୁଇଟି କଲ୍ୟାଣ ମଣ୍ଡପ ଓ ଗୋଟିଏ ନିର୍ମାଣାଧୀନ କୋଠାକୁ ଶୁକ୍ରବାର ପ୍ରଶାସନ ସିଲ୍‌ କରିଛି। ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ତଥା ଉପଜିଲାପାଳ ଅନ୍ୟା ଦାସଙ୍କ ସହ…

ଅଭିଯୁକ୍ତଙ୍କୁ ଫାଶୀ ଦେବାକୁ ଅନୁରୋଧ କଲେ ମମିତାଙ୍କ ମାଆ

ବଲାଙ୍ଗୀର ଅଫିସ/ କଣ୍ଟାବାଞ୍ଜି, ୨୯ା୧୦ (ଡି.ଏନ୍‌.ଏ.): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ଶୁଣାଣି ପ୍ରକ୍ରିୟାରେ ଶୁକ୍ରବାର କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ମୃତା ମମିତା ମେହେରଙ୍କ ମା’ ତୁଳସୀ ମେହେର ଏବଂ ଜଣେ ସମ୍ପର୍କୀୟଙ୍କ ବୟାନ ରେକର୍ଡ କରାଯାଇଥିବା ଜଣାପଡିଛି। କୋର୍ଟକୁ…

ମାଈ ହାତୀର ମୃତଦେହ ଠାବ

ବଇଣ୍ଡା/ ମାଧପୁର, ୨୯ା୧୦ (ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ବାମୁର ରେଞ୍ଜ ଶାନ୍ତିପୁର ଜଙ୍ଗଲରୁ ଶୁକ୍ରବାର ଏକ ମାଈ ହାତୀର ମୃତଦେହ ବନ ବିଭାଗ ଠାବ କରିଛି। ମୃତ ହାତୀର ବୟସ ୩୦ ବର୍ଷ ହେବ ବୋଲି ବିଭାଗ ଆକଳନ…

ଅଙ୍ଗନୱାଡି କେନ୍ଦ୍ରରେ ଉତ୍ତେଜନା

ରୂପସା,୨୯।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଜାମୁନିଆ ଅଙ୍ଗନୱାଡିି କେନ୍ଦ୍ରରେ ଶୁକ୍ରବାର ଉତ୍ତେଜନା ଦେଖାଦେଇଛି। ସକାଳେ ଏହି କେନ୍ଦ୍ରର ତାଲା ଖୋଲି ପିଲାଙ୍କ ଖାଦ୍ୟ ସାମଗ୍ରୀ, କାଠ ପଟା ଆଦି ଚୋରି କରାଯାଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲା ହାତୀ ପ୍ରେମା

ବାରଙ୍ଗ,୨୯ା୧୦(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ଅନ୍ୟତମ ଆକର୍ଷକ ସାଜିଥିବା ମାଈ ହାତୀ ପ୍ରେମା ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛି। ନନ୍ଦନକାନନ କର୍ତ୍ତୃପକ୍ଷ ଓ ଡାକ୍ତରମାନଙ୍କ ଦ୍ୱାରା ଚାଲିଥିବା ଚିକିତ୍ସା କ୍ଷେତ୍ରରେ ସବୁପ୍ରକାର ଉଦ୍ୟମ କରାଯାଇଥିଲେ ମଧ୍ୟ ପ୍ରେମାକୁ ବଞ୍ଚାଇବାରେ ସକ୍ଷମ…

ମଧୁରଝୋଳ ଗାଁ ଶୂନ୍‌ଶାନ

କବିସୂର୍ଯ୍ୟନଗର,୨୯ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା କନିଆରୀ ପଞ୍ଚାୟତ ମଧୁରଝୋଳ ଗ୍ରାମରେ ଗୁଣିଗାରେଡିକୁ କେନ୍ଦ୍ରକରି ଗତ ବୁଧବାର ଜଣେ ମହିଳାଙ୍କୁ ହତ୍ୟା ସହ ୩ ପରିବାରକୁ ଆକ୍ରମଣ କରାଯାଇଥିଲା। ଏହି ଘଟଣାରେ ପୋଲିସ ଗୁରୁବାର ୩୩ ଜଣଙ୍କୁ ଗିରଫ କରଛି। ଏବେ…

କ୍ରିପ୍ଟୋ କାରବାରରେ ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ କଳାଧନ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ବହୁ ସରକାରୀ କର୍ମଚାରୀ ଦୁର୍ନୀତିରେ ଲିପ୍ତ ରହି ବିପୁଳ ଆୟ ବହୁର୍ଭୂତ ସମ୍ପତ୍ତି ଠୁଳ କରିବା ସହ ଜନତାଙ୍କ ଟଙ୍କାରେ ବିଳାସମୟ ଜୀବନ ବିତାଉଛନ୍ତି। ଇତିମଧ୍ୟରେ ଅନେକ ଦୁର୍ନୀତିଗ୍ରସ୍ତ ବାବୁ ଭିଜିଲାନ୍ସ ଜାଲରେ ପଡିବା ପରେ ସେମାନଙ୍କ କଳାଟଙ୍କାର…

ଓସିଏ ସଭାପତି ଦାୟିତ୍ୱ ନେଲେ ପ୍ରଣବ

କଟକ ଅଫିସ,୨୯ା୧୦: ଯାଜପୁର ବିଧାୟକ ତଥା ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଶୁକ୍ରବାର ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ନୂଆ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓସିଏର ୧୧ତମ ସଭାପତି ହୋଇଛନ୍ତି ପ୍ରଣବ ପ୍ରକାଶ ଦାସ। ସେହିପରି ସଞ୍ଜୟ…

ଏକନାଥ ଶିନ୍ଦେଙ୍କର ଉଦ୍ଧବ ଠାକରେଙ୍କ ଉପରେ ଆଉ ଏକ ‘ବାଉଂସର’, ମହା ବିକାଶ ଅଘାଡିର ୨୫ ନେତାଙ୍କ ହଟିଲା ସୁରକ୍ଷା

ମୁମ୍ବାଇ,୨୯ ।୧୦: କିଛି ଦିନର ନିରବତା ପରେ ମହାରାଷ୍ଟ୍ର ରାଜନୀତିରେ ପୁଣିଥରେ ହାଇ ଡ୍ରାମା ହେବାର ଅନୁମାନ କରାଯାଉଛି । ମହାରାଷ୍ଟ୍ର ସରକାର ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଥିବା ଶିବସେନା, ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି) ଓ କଂଗ୍ରେସର ମହାବିକାଶ ଅଘାଡି(ଏନବିଏ) ମେଣ୍ଟର…

ଟୁଇଟରରୁ ପରାଗ, ବିଜୟା ବିଦା

ନ୍ୟୁୟର୍କ,୨୯ା୧୦(ପି.ଟି.): ପକ୍ଷୀ ମୁକ୍ତହେଲା ବୋଲି ୪୪ ବିଲିୟନ ଡଲାରରେ ଟୁଇଟର କିଣିବା ପରେ ଟେସ୍‌ଲା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଏଲନ୍‌ ମସ୍କ ଟୁଇଟ୍‌ କରିଛନ୍ତି। ସୋସିଆଲ ନେଟ୍‌ଓ୍ବର୍କିଂ ସାଇଟ୍‌କୁ ଅଧିଗ୍ରହଣ କରିବା ପରେ ୫୧ ବର୍ଷୀୟ ମସ୍କ ଏହାର ସିଇଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?