Home Left

ନାହାନ୍ତି ଥାନାଧିକାରୀ, ବଢୁଛି ଅପରାଧ

ଭୁବନେଶ୍ୱର(ବ୍ୟୁରୋ)/ଯାଁଳା, ୬।୬(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳରେ ଦିନକୁ ଦିନ ଜନବସତି ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ବେଆଇନ ନିଶା କାରବାର, ହତ୍ୟା, ଚୋରି, ଲୁଟ୍‌ ଆଦି ଅପରାଧ ବଢ଼ି ଚାଲିଛି। ନାନା ଅବ୍ୟବସ୍ଥା ଘେରରେ ଥିବା ଏହି ଥାନା…

ଗଛକଟାକୁ ନିଆରା ଢଙ୍ଗରେ ବିରୋଧ

ଭୁବନେଶ୍ୱର,୬।୬(ବ୍ୟୁରୋ): ଭୁବନେଶ୍ୱରରେ ବିଧାୟକ କ୍ୱାର୍ଟର୍ସ ନିର୍ମାଣ ପାଇଁ ପୁରୁଣା ଏମ୍‌ଏଲ୍‌ଏ କଲୋନୀରୁ ଶତାଧିକ ଗଛ କଟାଯିବା ପରେ ଆନ୍ଦୋଳନ ଜୋରଦାର ହୋଇଛି। ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ଚାଲିଥିବା ଏହି ଆନ୍ଦୋଳନରେ ବିଭିନ୍ନ ସଙ୍ଗଠନ, ରାଜନୈତିକ ଦଳ, ପରିବେଶ ଓ ବୃକ୍ଷପ୍ରେମୀ,…

ଉତ୍ତରାଖଣ୍ଡ ବସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଦେବେ ୫ ଲକ୍ଷ ଲେଖାଏଁ ସହାୟତା

ଡେରାଡୁନ,୬ ।୬: ଉତ୍ତରାଖଣ୍ଡର ଉତ୍ତରକାଶୀରେ ଯମୁନେତ୍ରୀ ଜାତୀୟ ରାଜପଥରେ ରିଖାଉ ଖଡ୍ଡେ ନିକଟରେ ହୋଇଥିବା ବସ୍ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ରବିବାର ଏକ ଯାତ୍ରୀବାହୀ ବସ ଖାଲ ମଧ୍ୟକୁ ଖସିପଡିବା ଫଳରେ ଏହି…

ନାଇଜେରିଆ ଚର୍ଚ୍ଚରେ ଗୁଳିକାଣ୍ଡ, ୫୦ ମୃତ

ଅବୁଜା,୬ ।୬: ଦକ୍ଷିଣ-ପଶ୍ଚିମ ନାଇଜେରିଆର ଏକ ଚର୍ଚ୍ଚରେ ରବିବାର ପ୍ରାର୍ଥନା କରୁଥିବା ଲୋକଙ୍କ ଉପରକୁ ଗୁଳି କରାଯିବା ସହ ବିସ୍ଫୋରଣ କରାଯାଇଥିବା ଖବର ମିଳିଛି । ଯେଉଁଥିରେ ୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ରାଜ୍ୟର ଲୋକ ପ୍ରତିନିଧିମାନେ…

୨୫ ଲକ୍ଷ ନେଇ କର୍ମଚାରୀ ଫେରାର

କୋରାପୁଟ,୫ା୬(ସ୍ବ.ପ୍ର.): କୋରାପୁଟ ସହରର ଜଣେ ବ୍ୟବସାୟୀଙ୍କ ବ୍ୟାଙ୍କ ଖାତାରୁ ୨୫ ଲକ୍ଷ ଟଙ୍କା ନେଇ ଜଣେ କର୍ମଚାରୀ ଫେରାର ହୋଇଯାଇଛନ୍ତି। ଏନେଇ ଟାଉନ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୧୪୮/୨୨) ରୁଜୁ କରି ତଦନ୍ତ ଚାଲିିଥିବା…

ଗାଈ ଗୋଠରେ ବଜ୍ରପାତ

କୁତ୍ରା,୫।୬(ଡି.ଏନ.ଏ): ସୁନ୍ଦରଗଡ଼ ଜିଲା କୁତ୍ରା ଗିର୍ଜାପଡ଼ାରେ ରବିବାର ସାରେ ଘଡଘଡି ସହ ପ୍ରବଳ ବର୍ଷା ହୋଇଥିଲା। ସେତିକିବେଳେ ଏକ ଗାଈ ଗୋଠରେ ବଜ୍ରପାତ ଘଟି ୨ଗୋରୁଙ୍କ ମୃତ୍ୟୁ ଘଟିଛି। ଏଥିରେ ଏକାଧିକ ଆହତ ହୋଇଥିବା ଜଣାପଡିଛି। ସନ୍ଧ୍ୟାରେ ହଠାତ୍‌ ଜୋର୍‌ରେ ପବନ…

ଚେତାବନୀ ପରେ ରିସର୍ଟକୁ ଫେରିଲେ  ୬ ବିଧାୟକ

ଜୟପୁର,୫।୬: ରାଜ୍ୟ ସଭା ନିର୍ବାଚନ ଆସନ୍ତା ୧୦ ତାରିଖରେ ହେବାକୁ ଥିବାବେଳେ ଘୋଡ଼ାବେପାର ଆଶଙ୍କାରେ ରାଜସ୍ଥାନ କଂଗ୍ରେସ ଏହାର ବିଧାୟକମାନଙ୍କୁ ଉଦୟପୁରସ୍ଥିତ ତାଜ ଆରାବଳି ରିସର୍ଟରେ ରଖିଛି। ଗତ ଗୁରୁବାର ସେମାନେ ଏକ ବସ୍‌ରେ ଉଦୟପୁର ଯାଇଥିଲେ। ତେବେ ରିସର୍ଟ ଯାଇ…

ଉତ୍ତରାଖଣ୍ଡ ବସ୍‌ ଦୁର୍ଘଟଣା: ଦୁଃଖପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ଡେରାଡୁନ୍‌,୫।୬: ଉତ୍ତରାଖଣ୍ଡରେ ରବିବାର ମର୍ମନ୍ତୁଦ ବସ୍‌ ଦୁର୍ଘଟଣାରେ ୨୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଟୁଇଟ୍‌ ଯୋଗେ ପ୍ରଧାନମନ୍ତ୍ରୀ କହିଛନ୍ତି, ଉତ୍ତରାଖଣ୍ଡରେ ବସ ଦୁର୍ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ ଅଟେ। ଏଥିରେ,…

ନଦୀରେ ବୁଡି ଚାଲିଗଲା ୭ ଜୀବନ

ଚେନ୍ନାଇ,୫।୬: ତାମିଲନାଡୁର କୋଡାଲୁରୁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। କୁଡାଲୋର ଜିଲାାର ଗାଡିଲାମ ନଦୀରେ ବୁଡି ତିନି ପିଲାଙ୍କ ସମେତ ୭ ଜଣଙ୍କ ସଲିଳ ସମାଧି ଘଟିଛି। ଏହି ଘଟଣା ଜିଲ୍ଲାର ପାନରୁଟ୍ଟି ଅଞ୍ଚଳର କିଲାରଙ୍ଗୁନାମ ଗ୍ରାମରେ ଘଟିଛି। ପ୍ରଥମେ…

ପୁଣି ତେଲଙ୍ଗାନାରେ ନାବାଳିକାଙ୍କୁ ଗଣବଳାତ୍କାର

ହାଇଦ୍ରାବାଦ,୫।୬: ତେଲଙ୍ଗାନାର ହାଇଦ୍ରାବାଦ ସ୍ଥିତ ଜୁବିଲି ହିଲ୍ସ ଅଞ୍ଚଳରେ ଜଣେ ୧୭ ବର୍ଷୀୟ ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିଲା। ଏହି ଘଟଣାର କିଛିଦିନ ପରେ ରବିବାର ପୁଣି ରାଜ୍ୟରେ ଅନ୍ୟ ଜଣେ ୧୧ ବର୍ଷର ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ମାମଲା ପଦାକୁ…

ପୁଣି ୟୁକ୍ରେନ ଉପରେ ମିଶାଇଲ୍‌ ମାଡ଼ କଲା ରୁଷିଆ

କିଭ୍‌,୫।୬: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ନେଉ ନାହିଁ। ଗତ କିଛିଦିନ ହେବ ଚୁପ୍‌ ରହିଥିବା ରୁଷିଆ ରବିବାର ପୁଣି ୟୁକ୍ରେନ ରାଜଧାନୀ କିଭ୍‌ ଉପରକୁ ମିଶାଇଲ୍‌ ମାଡ କରିଛି। କିଭ୍‌ ମେୟର ଏହି ସୂଚନା ଦେଇଛନ୍ତି।…

ଦାଦନ ଖଟିବାକୁ ଯାଇଥିଲେ, ଗାଁକୁ ଫେରୁଛି ମୃତଦେହ

କୋକସରା,୫।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକରେ ସପ୍ତାହେ ନ ପୁରୁଣୁ ପୁଣି ଜଣେ ଦାଦନ ଶ୍ରମିକଙ୍କ ବେଙ୍ଗାଲୁରୁରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ଶ୍ରମିକ ହେଲେ ମୁଷାପାଲି ପଞ୍ଚାୟତ ଖପ୍ରାମାଲ ଗ୍ରାମର ଗଜିନ ନାଏକ (୨୧)। ଗଜିନ ପ୍ରାୟ ୪ ବର୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri