ବରକନ୍ୟାଙ୍କ ଗାଡ଼ିକୁ ଅଟକାଇଲେ ପ୍ରେମିକ
ପଦ୍ମପୁର, ୫।୬ (ଡି.ଏନ.ଏ.): ପ୍ରେମିକଙ୍କୁ ପ୍ରତାରଣା କରି ପ୍ରେମିକା ଅନ୍ୟ ଜଣେ ଯୁବକଙ୍କୁ ବାହା ହେବାକୁ ଯାଉଛନ୍ତି। ଏନେଇ ପ୍ରେମିକ ଥାନାର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ ପୋଲିସ କୌଣସି ପଦକ୍ଷେପ ନେଇ ନ ଥିଲା। ଏଣୁ ବିବାହ ପରେ ରାସ୍ତାରେ ଯାଉଥିବା…
୧୮ରୁ ଏମ୍.ଫିଲ, ପିଏଚ୍.ଡି ପ୍ରଥମ ସେମିଷ୍ଟର ପରୀକ୍ଷା
କଟକ ଅଫିସ,୫।୬- ଆସନ୍ତା ୧୮ ତାରିଖରୁ ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଏମ୍.ଫିଲ ଓ ପିିଏଚ୍.ଡି ଛାତ୍ରୀଛାତ୍ରଙ୍କ ପ୍ରଥମ ସେମିଷ୍ଟର ପରୀକ୍ଷା ଆରମ୍ଭ ହେବ। ଏନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପରୀକ୍ଷା ପାଇଁ ଆରମ୍ଭ ହୋଇଥିବା ଫର୍ମ ପୂରଣ ପ୍ରକ୍ରିୟା…
‘ସ୍କୁଲ ରୂପାନ୍ତରଣ ପିଲାଙ୍କ ସ୍ବପ୍ନରେ ଡେଣା ଯୋଡ଼ିଛି’
ଭୁବନେଶ୍ୱର, ୫।୬(ବ୍ୟୁରୋ): ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା’ଭିତରେ ଭରି ରହିଛି ବିପୁଳ ସମ୍ଭାବନା। ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ଼ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତରଣ ପିଲାମାନଙ୍କର ଏହି ସ୍ବପ୍ନରେ ଡେଣା ଯୋଡ଼ିପାରିଛି ବୋଲି…
ପାଇଥିବା ମନିପର୍ସ ଫେରାଇଲେ
ରୂପସା, ୫।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ବାହାର୍ଦ୍ଦା ପଞ୍ଚାୟତ ବାରିଦା ଗ୍ରାମର ସହୃଦୟ ଯୁବକ ଗଦାଧର ମହତା ମାନବିକତା ଦେଖାଇଛନ୍ତି। ପାଇଥିବା ପଇସା ଭର୍ତ୍ତି ମନି ପର୍ସ ସହ ଏଟିଏମ କାର୍ଡ଼, କ୍ରେଡିଟ କାର୍ଡ଼, ଆଧାର କାର୍ଡ଼, ଡ୍ରାଇଭିଂ ଲାଇସେନ୍ସ…
ଗୋରୁ ବ୍ୟବସାୟୀଙ୍କୁ ହତ୍ୟା କରି ୨୦ ଲକ୍ଷ ଲୁଟ୍ ଘଟଣା: ୫ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ବାରିପଦା ଅଫିସ/ରାଇରଙ୍ଗପୁର,୪ା୬(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡ଼ା ଗୋରୁ ହାଟରେ ଜଣେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା ଓ ୨୦ଲକ୍ଷ ଟଙ୍କା ଲୁଟ୍ ଘଟଣାର ୧୧ଦିନ ପରେ ପୋଲିସ ୫ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି।…
ପୋଲିସ ଆଉଟ ପୋଷ୍ଟ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ହିଞ୍ଜିଳିକାଟୁ,୪ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତଥା ଶେରଗଡ଼ ବ୍ଳକ ଅନ୍ତର୍ଗତ ପିତ୍ତଳ ଛକରେ ଏକ ପୋଲିସ ଆଉଟପୋଷ୍ଟ ସ୍ଥାପନ ନିମନ୍ତେ ରାଜ୍ୟ ଗୃହ ବିଭାଗ ପକ୍ଷରୁ ସ୍ବୀକୃତି ମିଳିଛି। ଏଥି ନେଇ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପତ୍ର ସଂଖ୍ୟା…
ଏହି ପ୍ରୋଜେକ୍ଟରେ ଏକାଠି ନଜର ଆସିବେ କ୍ୟାଟ୍ରିନା-ଭିକି
ମୁମ୍ବାଇ: ବିବାହ ବନ୍ଧନରେ ବାନ୍ଧି ହେବା ପରଠାରୁ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍ ଏବଂ ଭିକି କୌଶଲ ଚର୍ଚ୍ଚାରେ ରହୁଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ ଶେୟାର କରି ପରସ୍ପର ପ୍ରତି ଥିବା ପ୍ରେମ ପ୍ରକାଶ କରୁଥିବା ଦେଖିବାକୁ ମିଳୁଛି। ଏବେ ଶୁଣିବାକୁ ମିଳୁଛି,…
କାଳେଶ୍ୱର ପୀଠରେ ଶୀତଳଷଷ୍ଠୀ
କୋକସରା,୪ା୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ଚିକିଲି ଗ୍ରାମର କାଳେଶ୍ୱର ଶୈବ ପୀଠରେ ଶନିବାର ପାରମ୍ପରିକ ରୀତିନୀତିରେ ଶୀତଳଷଷ୍ଠୀ ବା ଶିବ ବିବାହ ଉତ୍ସବ ପାଳିତ ହୋଇଛି। କାଳେଶ୍ୱର ମହାଦେବ ପୂଜକ ମଦନ ବେମାଲଙ୍କ ପୌରୋହିତ୍ୟରେ ବର ଦମ୍ପତି…
୧୩୪ କୋଟିର ମାଲିକାଣି ହେଲେ ଏହି ଅଭିନେତ୍ରୀ
ବମ୍ବେ: ବଲିଉଡ୍ର ଅନ୍ୟତମ ହଟ୍ ଏବଂ ଏଭରଗ୍ରୀନ୍ ଅଭିନେତ୍ରୀ ହେଲେ ବିଦ୍ୟା ବାଲାନ। ୧୯୭୮ ଜାନୁୟାରୀ ୧ରେ କେରଳରେ ତାଙ୍କର ଜନ୍ମ। ନିଜ ଅଭିନୟ ବଳରେ ସେ ଥରେ ରାଷ୍ଟ୍ରୀୟ ପୁରସ୍କାର ସହ ପାଞ୍ଚ ଥର ଫିଲ୍ମ ଫେୟାର ପୁରସ୍କାରରେ ସମ୍ମାନୀତ…
ଏମିତି ଜୀବନସାଥୀ ଚାହାନ୍ତି କିଆରା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କିଆରା ଆଡଭାନୀଙ୍କୁ ନେଇ ଏବେ ଖୁବ୍ ଚର୍ଚ୍ଚା। ସେ ସିଦ୍ଧାର୍ଥ ମାଲହୋତ୍ରାଙ୍କୁ ଡେଟ୍ କରୁଥିବା ଶୁଣିବାକୁ ମିଳୁଛି। ଯଦିଓ ଉଭୟେ ଏ କଥାକୁ ସ୍ବୀକାର କରିନାହାନ୍ତି। ଖୁବ୍ କମ୍ଦିନ ମଧ୍ୟରେ କିଆରା ବଲିଉଡରେ ଅନେକ ଫିଲ୍ମ କରିଛନ୍ତି।…
ଅଭିନେତାଙ୍କୁ ପୁଣି କରୋନା
ବମ୍ବେ: ପୁଣି କରୋନାରେ ଆକ୍ରାନ୍ତ ହୋଇଛନ୍ତି ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନ। ସୋସିଆଲ ମିଡିଆରେ ଏନେଇ ସେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। କାର୍ତ୍ତିକ ଇନ୍ଷ୍ଟାଗ୍ରାମରେ ନିଜର ଏକ ଫଟୋ ଶେୟାର କରି କ୍ୟାପସନରେ ଲେଖିଛନ୍ତି- ‘ସବୁ କିଛି ପଜିଟିଭ୍…
ଏମ୍ପି ସତ୍ତ୍ୱେ ଆଇପିଏଲ୍ରେ କାହିଁକି କରୁଛନ୍ତି କାମ? ସମାଲୋଚକଙ୍କ ମୁହଁ ବନ୍ଦ କଲେ…
ନୂଆଦିଲ୍ଲୀ,୪।୬: ପୂର୍ବତନ କ୍ରିକେଟର ତଥା ବର୍ତ୍ତମାନର ଏମ୍ପି ଗୌତମ ଗମ୍ଭୀର ଆଇପିଏଲ୍ରେ କମେଣ୍ଟ୍ରି କରୁଥିବା ନଜର ଆସିଥିଲେ। ଏହାକୁ ନେଇ ତାଙ୍କୁ ସମାଲୋଚିତ ହେବାକୁ ପଡ଼ିଥିଲା। ଏମ୍ପି ହେବା ସତ୍ତ୍ୱେ ସେ କମେଣ୍ଟ୍ରି କରି ରୋଜଗାର କରୁଥିବା ଲୋକେ କହୁଥିଲେ। ଏବେ…
Archives


