Home Left

୩୧ରୁ କମିବ ଶୀତ: ହାଲୁକା ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ):ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓ ସମ୍ଭାବ୍ୟ ବାତ୍ୟା ଅପସରି ଯିବା ପରେ ଗତ କିଛିଦିନ ହେବ ହାଲୁକା ଶୀତ ଆରମ୍ଭ ହୋଇଛି। ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ସେଲ୍‌ସିୟସକୁ ଖସି ଆସିଛି। ଆଉ ୩ ଦିନ ପାରଦ ଆହୁରି…

ଗୁଣି ସନ୍ଦେହରେ ମହିଳାଙ୍କୁ ହତ୍ୟା

କବିସୂର୍ଯ୍ୟନଗର, ୨୮ା୧୦(ଡି.ଏନ.ଏ.): ଅନ୍ଧବିଶ୍ୱାସକୁ ନେଇ ଅଶାନ୍ତ ହୋଇଉଠିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା କନିଆରୀ ପଞ୍ଚାୟତର ମଧୁରଝୋଳ ଗଁା। ଗୁଣିଗାରେଡ଼ି ସନ୍ଦେହରେ ଗ୍ରାମବାସୀ ମିଳିତ ଭାବେ ୩ ପରିବାରର ଘରେ ପଶି ମରଣାନ୍ତକ ଆକ୍ରମଣ କରିଛନ୍ତି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ…

ଶୁଷ୍କ ହେଉଛି ସର୍ବବୃହତ୍‌ ଡ୍ୟାମ୍‌

ନୂଆଦିଲ୍ଲୀ, ୨୮ା୧୦:ଚଳିତ ବର୍ଷ କାଲିଫର୍ନିଆଠାରୁ ଆରମ୍ଭ କରି ଜର୍ମାନୀ ଓ ଚାଇନା ପର୍ଯ୍ୟନ୍ତ ଜଳବାୟୁ ପରିବର୍ତ୍ତନଜନିତ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହୋଇଛି। ଆମେରିକା ସମେତ ଚାଇନାରେ ବର୍ଷା ଅଭାବରୁ ଭୟଙ୍କର ମରୁଡ଼ି ଦେଖାଦେଇଛି। ଏଥିଯୋଗୁ ସ୍ବଚ୍ଛଶକ୍ତିର ଉତ୍ସ କୁହାଯାଉଥିବା ଡ୍ୟାମ୍‌ଗୁଡ଼ିକ ଶୁଖିବାରେ…

ବଦଳିଲା ନିଷ୍ପତ୍ତି, ୨୫ରୁ ଧାନକିଣା

ବରଗଡ଼ ଅଫିସ୍‌,୨୭।୧୦: ବରଗଡ଼ ଜିଲାରେ ଆସନ୍ତା ଡିସେମ୍ବର ୧ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ ବୋଲି ପୂର୍ବରୁ ପ୍ରଶାସନ ନିଷ୍ପତ୍ତି ନେଇଥିଲା । ଗତ ୨୧ ତାରିଖ ଜିଲାପାଳଙ୍କ ଅଫିସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ…

ଟୁଇଟର କିଣିବା ପଛର କାରଣ କହିଲେ ମସ୍କ

ଓ୍ବାଶିଂଟନ୍‌, ୨୭ା୧୦: ଟେସ୍‌ଲା ସିଇଓ ଏଲନ ମସ୍କ ମାଇକ୍ରୋବ୍ଲଗିଂ ପ୍ଲାଟ୍‌ଫର୍ମ ଟୁଇଟର କିଣିଥିବା ସ୍ପଷ୍ଟ କରିଛନ୍ତି। ଗୁରୁବାର ସେ ଏକ ଟୁଇଟ କରି ସୋସିଆଲ ମିଡିଆ ଜାଏଣ୍ଟକୁ କିଣିବା ପଛର କାରଣ ମଧ୍ୟ ବର୍ଣ୍ଣନା କରିଛନ୍ତି। ଅଧିକ ଅର୍ଥ ପାଇଁ ନୁହେଁ…

୩ ଇଞ୍ଜେକ୍ସନ ଦେବାରୁ ୨ ମାସର ଶିଶୁ ମୃତ

ଦଶମନ୍ତପୁର, ୨୭।୧୦(ଡି.ଏନ.ଏ.): ଏକା ସାଙ୍ଗରେ ୩ଟି ଇଞ୍ଜେକ୍ସନ ଦେବାରୁ ଏକ ୨ ମାସର ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଏ. ମାଲକାନଗିରି ପଞ୍ଚାୟତର କେ. ମାଳିଗୁଡା…

ଗୃହକାର୍ଯ୍ୟ କଲେ ମହିଳାଙ୍କୁ ଚାକରାଣୀ ବୋଲି କରାଯିବନି ବିବେଚନା: ହାଇକୋର୍ଟ

ମୁମ୍ବାଇ,୨୭।୧୦: ଜଣେ ବିବାହିତା ମହିଳା ନିଜ ପରିବାର ପାଇଁ ଘରକାମ କରିବାକୁ ଚାକରାଣୀର କାର୍ଯ୍ୟ ବୋଲି ବିବେଚନା କରାଯାଇପାରିବ ନାହିଁ ଏବଂ ଏହାକୁ ନିଷ୍ଠୁରତା କୁହାଯାଇପାରିବ ନାହଁ ବୋଲି ବମ୍ବେ ହାଇକୋର୍ଟଙ୍କ ଔରଙ୍ଗାବାଦ ବେଞ୍ଚ୍‌ କହିଛନ୍ତି। ମହିଳା ଜଣଙ୍କ ତାଙ୍କ ସ୍ବାମୀ…

ଭିଜିଲାନ୍ସ ଜାଲରେ କିରାଣି, ଡାଟାଏଣ୍ଟ୍ରି ଅପରେଟର

ବ୍ରହ୍ମପୁର ଅଫିସ,୨୭ା୧୦: ଔଷଧ ଦୋକାନ ସ୍ଥାନାନ୍ତର ପାଇଁ ବ୍ରହ୍ମପୁରରେ ଥିବା ଗଞ୍ଜାମ ରେଞ୍ଜ-୧ ଡ୍ରଗ୍ସ ଇନ୍ସପେକ୍ଟରଙ୍କ କାର୍ଯ୍ୟାଳୟ କନିଷ୍ଠ କିରାଣି ଓ ଡାଟା ଏଣ୍ଟ୍ରି ଅପରେଟର ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେମାନେ…

ନୂଆ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦି: କହିଲେ, ଏକାଠି ହୋଇ କାମ କରିବା

ନୂଆଦିଲ୍ଲୀ/ଲଣ୍ଡନ, ୨୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ପ୍ରଧାନମନ୍ତ୍ରୀ ଦାୟିତ୍ୱ ନେଇଥିବାରୁ ସୁନକଙ୍କୁ ମୋଦି ଅଭିନନ୍ଦନ ଜଣାଇଛନ୍ତି। ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ଦିଗରେ ଏକାଠି କାମ କରିବାକୁ ପ୍ରଧାନମନ୍ତ୍ରୀ…

ସେନା ପରିବହନ ବିମାନ କାରଖାନାର ଶିଳାନ୍ୟାସ କରିବେ ମୋଦି

ଅହମଦାବାଦ,୨୭।୧୦: ଚଳିତ ବର୍ଷ ଗୁଜରାଟରେ ବିଧାନସଭା ନିର୍ବାଚନ ଥିବା ବେଳେ ଗୁଜରାଟବାସୀଙ୍କୁ ଗୋଟିଏ ପରେ ଗୋଟିଏ ଭେଟି ଦେଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଇତିମଧ୍ୟରେ ମୋଦିଙ୍କ ରାଜ୍ୟ ଗୁଜରାଟର ବଡୋଦରାରେ ସି-୨୯୫ ସୈନ୍ୟବାହିନୀ ପାଇଁ ସେନା ପରିବହନ ବିମାନ ନିର୍ମାଣ କାରଖାନା…

ବ୍ୟାଟିଂକୁ ନେଇ ଖୁସି ନାହାନ୍ତି ଅଧିନାୟକ

ସିଡ୍‌ନୀ,୨୭ା୧୦: ନେଦରଲାଣ୍ଡ୍ସ ବିପକ୍ଷ ଟି୨୦ ବିଶ୍ୱକପ୍‌ ମ୍ୟାଚରେ ଭାରତ ଯଦିଓ ସହଜ ବିଜୟ ହାସଲ କରିଛି, ଅଧିନାୟକ ରୋହିତ ଶର୍ମା କିନ୍ତୁ ତାଙ୍କ ବ୍ୟାଟିଂକୁ ନେଇ ଖୁସି ନ ଥିବା ପ୍ରକାଶ କରିଛନ୍ତି। ଗୁରୁବାର ଖେଳାଯାଇଥିବା ମ୍ୟାଚରେ ରୋହିତ ୩୯ ବଲ୍‌ରେ…

କୋଏମ୍ବାଟୁର ବିସ୍ଫୋରଣର ତଦନ୍ତ ଏନ୍‌ଆଇଏକୁ ହସ୍ତାନ୍ତର କଲେ କେନ୍ଦ୍ର ସରକାର

କୋଏମ୍ବାଟୁର,୨୭।୧୦: ତାମିଲନାଡୁର କୋଏମ୍ବାଟୁର ମନ୍ଦିର ନିକଟରେ ଗତ ରବିବାର ହୋଇଥିବା ବିସ୍ଫୋରଣ ଘଟଣାର ତଦନ୍ତ ଦାୟିତ୍ୱ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)କୁ ହସ୍ତାନ୍ତର ପାଇଁ କେନ୍ଦ୍ର ସରକାର ଗୁରୁବାର ନିଷ୍ପତ୍ତି ନେଇଛନ୍ତି। ବିସ୍ଫୋରଣରେ ଜଣେ ଇଞ୍ଜିନିୟରଙ୍କ ମୃତ୍ୟୁ ଘଟିଥିଲା। ବିସ୍ଫୋରଣ ପଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?