Home Left

ରାଜଧାନୀର ଏକ ବାର୍‌ ଉପରେ ଅବକାରୀ ବିଭାଗର ଚଢାଉ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜଧାନୀର ଏକ ଡ୍ୟାନ୍ସ ବାର୍‌ ଉପରେ ଅବକାରୀ ବିଭାଗ ଚଢାଉ କରିଛି। ରାତି ୧୧ଟା ପରେ ବାର ଓ ଡ୍ୟାନ୍ସ ଚାଲୁଥିବା ନେଇ ଅଭିଯୋଗ ଆସିବାରେ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ରେଡ୍‌ କରାଯାଇଛି। ତେବେ ନିୟମ ଉଲ୍ଲଘଂନ…

ତାତିରେ ନାହିଁ ନିସ୍ତାର

ଭୁବନେଶ୍ୱର, ୪।୬(ବ୍ୟୁରୋ): ତାତିରେ ନାହିଁ ନିସ୍ତାର। ନିଆଁ ବର୍ଷାରେ ଜନଜୀବନ କଲବଲ। ତାତି ଆହୁରି ବଢ଼ିବ । ପାରଦ ୪୬ ଡିଗ୍ରୀ ଡେଇଁପାରେ । ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ୬ଟି ସହରରେ ପାରଦ ୪୪ ଡିଗ୍ରୀ ପାର କରିଛି ।…

ହାଇଦ୍ରାବାଦ ଗଣାବଳାତ୍କାର ମାମଲାରେ ଜଣେ ଗିରଫ: ୫ ଅଭିଯୁକ୍ତ ଚିହ୍ନଟ

ହାଇଦ୍ରାବାଦ,୪।୬: ହାଇଦ୍ରାବାଦ ଗଣବଳାତ୍କାର ମାମଲାରେ ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଏଥିସହ ଏହି ମାମଲାରେ ୫ଜଣ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି ପୋଲିସ। ଅଭିଯୁକ୍ତମାନେ ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀର ଛାତ୍ର ବୋଲି ପୋଲିସ ସୂଚନା ଦେଇଛି। ଅନ୍ୟପଟେ ସହରର ପୋଶ…

ରାଜ୍ୟ ସଭା ନିର୍ବାଚନ: ହରିୟାଣାରେ କଂଗ୍ରେସ ପାଇଁ ସମସ୍ୟା ହୋଇପାରନ୍ତି କୁଲଦୀପ

ନୂଆଦିଲ୍ଲୀ,୪ ।୬: ଆସନ୍ତା ୧୦ ତାରିଖରେ ହେବାକୁ ଯାଉଛି ରାଜ୍ୟ ସଭା ନିର୍ବାଚନ । ଏଥିପାଇଁ ଦୁଇଟି ବଡ ରାଜ୍ୟରେ ଟକ୍କର ଚାଲିଛି । ହେଲେ କେଉଁ ଆସନ କାହା ନିକଟକୁ ଯିବ ତାହା ଏବେବି ଅନୁମାନ କରିବା କଷ୍ଟକର ହୋଇ…

ଯୁବକଙ୍କୁ ହାଣି ରାସ୍ତାକଡ଼ରେ ପିଙ୍ଗିଦେଲେ

ବାଲେଶ୍ୱର ଅଫିସ ୪।୬: ବାଲେଶ୍ୱର ଜିଲା ଚାନ୍ଦିପୁର ରାସ୍ତା ଗଛମାଳିଆ ଛକରେ ଶୁକ୍ରବାର ରାତିରେ କିଛି ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହତ୍ୟା କରି ରାସ୍ତାକଡ଼ରେ ଫିଙ୍ଗି ଦେଇଛନ୍ତି। ମୃତକ ଜଣକ ହେଲେ ସୁନାହାଟ ଅଞ୍ଚଳର ବାପୁନୁ ଓରଫ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ କରୋନା ପଜିଟିଭ୍‌

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୮ ବର୍ଷରୁ କମ୍‌ ପିଲାଙ୍କ ମଧ୍ୟରେ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ୫ ଜଣ ଲୋକାଲ…

କାନପୁର ହିଂସା: ୩୬ ଜଣ ଚିହ୍ନଟ, ୩ ଏଫଆଇଆର

କାନପୁର,୪ ।୬: ଉତ୍ତର ପ୍ରଦେଶର କାନପୁରରେ ଶୁକ୍ରବାର ଜୁମେ ନମାଜ ପରେ କିଛି ଅଞ୍ଚଳରେ ହିଂସା ପରିସ୍ଥିିତି ସୃଷ୍ଟି ହୋଇଥିଲା । ଦୁଇ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ପଥର ଫିଙ୍ଗା ଆରମ୍ଭ ହୋଇ ଯାଇଥିଲା । ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବାକୁ ହିଂସାଗ୍ରସ୍ତ…

ମୋତେ ହତ୍ୟା କରିବାକୁ ଚାହୁଁଛନ୍ତି ସରକାର: ରାକେଶ ଟିକାଏତ

ମିରଠ,୪ ।୬: ଭାରତୀୟ କୃଷକ ୟୁନିୟନର ରାଷ୍ଟ୍ରୀୟ ପ୍ରବକ୍ତା ରାକେଶ ଟିକାଏତ ମିରଠର କଙ୍ଗରଖେଡାରେ କୃଷକ ପଞ୍ଚାୟତରେ କୃଷକ ଓ କର୍ମୀଙ୍କୁ ସମ୍ବୋଧନ ଦେବା ଅବସରରେ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ ଅଭିଯୋଗ କରିଛନ୍ତି କି ସରକାର ତାଙ୍କୁ ହତ୍ୟା…

ବତକକୁ ମାରିବାକୁ ଯାଉଥିଲେ, ହେଲେ ଶେଷରେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ବବିଙ୍କ ସହ ବୋଲ୍ଡ ସିନ୍‌କୁ ନେଇ ଖୁଲାସା କଲେ ଇଶା

ବଲିଉଡ୍‌ ଅଭିନେତା ବବି ଦେଓଲଙ୍କ ୱେବ ସିରିଜ ‘ଆଶ୍ରମ’ଓଟିଟି ପ୍ଲାଟଫର୍ମରେ ଧମାଲ କରିଥିଲା । ‘ଆଶ୍ରମ’ର ସିଜନ-୨ ପରେ ଏବେ ଆଶ୍ରମ ସିଜନ -୩ ଆସି ଯାଇଛି । ତେବେ ସିଜନ -୩ ଓଟିଟି ପ୍ଲାଟଫର୍ମରେ ରିଲିଜ୍‌ ହୋଇ ସାରିଛି ।…

ଗୁଜରାଟ ନିର୍ବାଚନରେ ସମସ୍ତ ଶକ୍ତି ଲଗାଇବ ଏଏପି: ସିସୋଡିଆ

ନୂଆଦିଲ୍ଲୀ,୪ ।୬: ଚଳିତ ବର୍ଷ ଗୁଜରାଟ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି(ଏଏପି) ସମସ୍ତ ଶକ୍ତି ଲାଗଇବ । ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ଓ ଆମ ଆଦମୀ ପାର୍ଟି(ଏଏପି)ର ବରିଷ୍ଠ ନେତା ମନିଷ ସିସୋଡିଆ ବଡୋଦରାରେ ଏହି କଥା କହିଛନ୍ତି । ସିସୋଡିଆ…

ଦୀର୍ଘ ୨୪ ବର୍ଷ ପରେ ମହାରାଷ୍ଟ୍ରରେ ଆସିଛି ମତଦାନ ମହାପର୍ବ, ୬ ଆସନରେ ଭାଜପା-ଶିବସେନା ମୁହାଁମୁହିଁ

ମୁମ୍ବାଇ,୪ ।୬: ମହାରାଷ୍ଟ୍ରରେ ରାଜ୍ୟ ସଭାର ୬ ଆସନ ପାଇଁ ଶିବସେନା ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ମୁକାବିଲା ସୁନିଶ୍ଚିତ ହୋଇଯାଇଛି । ନିର୍ବାଚନ ମଇଦାନରେ ଥିବା ୭ ଜଣ ପ୍ରାର୍ଥୀ କେହି ଶୁକ୍ରବାର ସେମାନଙ୍କ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri