ଟ୍ରକ୍ ପଛରେ ପିଟିହେଲା ଯାତ୍ରୀବାହୀ ବସ୍, ଚାଳକ ଗୁରୁତର
ସୁନ୍ଦରଗଡ଼,୨୫ା୭(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ୧୦ ନମ୍ବର ରାଜ୍ୟ ରାଜପଥର ଜରଙ୍ଗଲୋଇ ବସ୍ଷ୍ଟାଣ୍ଡ ନିକଟ ରାସ୍ତାପାର୍ଶ୍ୱରେ ଛିଡ଼ା ହୋଇଥିବା ଦୁର୍ଘଟଣାଗ୍ରସ୍ତ ଟ୍ରକ୍କୁ ସୋମବାର ସକାଳୁ ଏକ ସରକାରୀ ଯାତ୍ରୀବାହୀ ବସ୍ ଧକ୍କା ଦେବାରୁ ବସ୍ ଡ୍ରାଇଭର ଗୁରୁତର ହୋଇଥିବା ବେଳେ ୫ ଜଣ…
ଦିନେ ବଢ଼ିଲେ ଦିନେ କମୁଛି: ଆଜି ୭୩୯ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୫ା୭(ବ୍ୟୁରୋ): ରାଜ୍ୟରୁ ସୋମବାର ୭୩୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୭,୨୪୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୩୨ ଜଣ ଚିହ୍ନଟ ହୋଇଥିବା…
ଅଳପୁଆ-ଦାମୋଦରପାଟଣା ରାସ୍ତା ଶୋଚନୀୟ
ପଟ୍ଟାମୁଣ୍ଡାଇ,୨୫ା୭ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ଅଳପୁଆ-ଦାମୋଦରପାଟଣା ରାସ୍ତା ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ମରଣଯନ୍ତା ପାଲଟିଛି। ରାସ୍ତାରେ ଆଣ୍ଢୁଏ ଲେଖାଏ ଗାତ ସୃଷ୍ଟି ହୋଇଛି। ଏହି ରାସ୍ତାରେ ଶତାଧିକ ବଡ଼ ବଡ଼ ଖାଲଖମା ସୃଷ୍ଟିହୋଇ ବର୍ଷାଦିନେ ଯାତାୟାତ ଅସମ୍ଭବ ହୋଇପଡୁଛି। ବର୍ଷାଦିନେ…
କାଉଡ଼ିଆଙ୍କ ଭୟ କେନାଲବନ୍ଧ ରାସ୍ତା
ରଘୁନାଥପୁର,୨୫ା୭ (ଡି.ଏନ୍.ଏ.): ରଘୁନାଥପୁର ବ୍ଲକ କେରେକେରାସ୍ଥିତ ବିଭୂତିକ୍ଷେତ୍ର ପ୍ରଭୁ ଗୋରେଖନାଥ ପୀଠରେ ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଜଳଲାଗି ପାଇଁ କାଉଡ଼ିଆଙ୍କ ଭିଡ଼ ଜମୁଛି। ତେବେ ପୀଠକୁ ଆସିବା ପାଇଁ ରାହାଡ଼ିଙ୍ଗା ଜଳସେଚିତ କେନାଲ ବନ୍ଧ ରାସ୍ତାକୁ ସଫା କରାଯାଇ ନଥିବାରୁ…
ଛାତରୁ ଗଳୁଛି ପାଣି, ରୋଗୀ ହନ୍ତସନ୍ତ
ଖୁଣ୍ଟୁଣୀ,୨୫ା୭(ଡି.ଏନ୍.ଏ.): ୫୫ ନମ୍ବର ଜାତୀୟ ରାଜପଥ ଶିଳ୍ପାଞ୍ଚଳ ପାର୍ଶ୍ୱରେ ଥିବା ଖୁଣ୍ଟୁଣୀ ସରକାରୀ ଡାକ୍ତରଖାନା ଛାତ ଫାଟି ପାଣି ଗଳୁଛି। ଏଥିସହ ଷ୍ଟୋରରୁମ୍ ଛାତରୁ ସିମେଣ୍ଟ ପ୍ଲାଷ୍ଟର ଖସି ରଡ଼ ପଦାକୁ ଦେଖାଯିବା ସହ କିଛି ସ୍ଥାନ ଦବିଯାଇ ବିପଦସଙ୍କୁଳ ଅବସ୍ଥାରେ…
ପୂର୍ବାଞ୍ଚଳ ଏକ୍ସପ୍ରେସ ୱେରେ ବସ ଦୁର୍ଘଟଣା: ୮ ମୃତ ଅନେକ ଆହତ
ବାରବାଙ୍କି,୨୫ ।୭: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରେ ଏକ ବଡଧରଣର ସଡ଼କ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବର ପାଇ ପୋଲିସ ହାଇୱେରେ…
କୃଷି ଅର୍ଥନୀତିକୁ ବିଗାଡୁଛି ପ୍ରାକୃତିକ ବିପର୍ଯ୍ୟୟ
କେନ୍ଦ୍ରାପଡ଼ା ଅଫିସ,୨୫ା୭: କେନ୍ଦ୍ରାପଡ଼ା ଜିଲାରେ ଉର୍ବର ଭୂମି ସହ ଲୋକସମ୍ବଳ ଅଛି। ଏହାସତ୍ତ୍ୱେ କୃଷିଭିତ୍ତିକ ଅର୍ଥନୀତିରେ ପରିଚାଳିତ ଏହି ଜିଲାର ସାମାଜିକ ଓ ଅର୍ଥନୀତି ଦୁର୍ବଳ ରହୁଛି। ଏହାର ମୁଖ୍ୟ କାରଣ ବନ୍ୟା, ବାତ୍ୟା ପରି ପ୍ରାକୃିତକ ବିପର୍ଯ୍ୟୟର ଠିକ୍ ପରିଚାଳନା…
ସଙ୍କୁଚିତ ହେଉଛି ସରକାରୀ ଜମି
ଯାଜପୁର ଅଫିସ,୨୫ା୭: ସରକାରୀ ଜମି ଜବରଦଖଲ ଉଚ୍ଛେଦ ନେଇ ଯାଜପୁର ଜିଲା ପ୍ରଶାସନର ନୀତି ଅସ୍ପଷ୍ଟ ଓ ବିଚିତ୍ର। କେତେକ ସ୍ଥାନରେ ଜବରଦଖଲ ଯୋଗୁ ସରକାରୀ ଶିକ୍ଷାନୁଷ୍ଠାନ ପରିସର ସଙ୍କୁଚିତ ହୋଇ ତାହା ଅସାମାଜିକ ଲୋକଙ୍କ କବଜାକୁ ଚାଲିଯାଉଛି। ଆଉ କେଉଁଠି…
ତ୍ୟାଗର ମୂଲ୍ୟ ଦେବାରେ ଓଡ଼ିଆ ଜାତି କୃପଣ ନ ଥିଲା
ଆମେ ଆଲୋଚନା କରିସାରିଛେ ମନ୍ଦିର ନିର୍ମାଣ ପାଇଁ ଆବଶ୍ୟକ ଦରବ କେଉଁମାନେ ଦେଇଥିଲେ। କେଉଁମାନେ ଚାରୋଟିଯାକ ଶିଳ୍ପୀ ଶିବିର ଓ ପାଇଟିଆଳଙ୍କ ଖାଦ୍ୟ ବ୍ୟବସ୍ଥା ସହିତ ଜଡ଼ିତ ଥିଲେ। ଆଶ୍ଚର୍ଯ୍ୟ ଲାଗେ ଥରେ ଅଧେ ଖାଦ୍ୟ ପାଇଁ ଆବଶ୍ୟକ ସାମଗ୍ରୀ ତ…
ସେମିକଣ୍ଡକ୍ଟର ନିର୍ମାଣ କରିବ ଆଇଆଇଟି ଭୁବନେଶ୍ୱର
ଭୁବନେଶ୍ୱର,୨୫।୭ (ବ୍ୟୁରୋ): ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ଆଇଆଇଟି ଭୁବନେଶ୍ୱର ଗସ୍ତରେ ଆସି ଛାତ୍ରୀଛାତ୍ରମାନଙ୍କୁ ଷ୍ଟାର୍ଟଅପ୍ କାର୍ଯ୍ୟକ୍ରମ ପାଇଁ ଉତ୍ସାହିତ କରିଛନ୍ତି। ଏପରିକି ଷ୍ଟାର୍ଟଅପ୍ କାର୍ଯ୍ୟକ୍ରମ ପାଇଁ ଛାତ୍ରୀଛାତ୍ରମାନଙ୍କୁ ଉତ୍ସାହିତ କରି…
ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ନାହିଁ ନୀତୀଶ
ପାଟନା,୨୫ ।୭: ଦେଶର ସର୍ବୋଚ୍ଚ ସମ୍ବିଧାନିକ ପଦ ପାଇଁ ଦ୍ରୌପଦୀ ମୁର୍ମୁ ସୋମବାର ଅର୍ଥାତ୍ ଜୁଲାଇ ୨୫ରେ ଶପଥ ନେବାକୁ ଯାଉଛନ୍ତି । ଶପଥ ଗ୍ରହଣ ସମାରୋହ ସକାଳ ପ୍ରାୟ ୧୦ଟା ୧୫ରେ ସଂସଦର ସେଣ୍ଟ୍ରାଲ ହଲରେ ଅନୁଷ୍ଠିତ ହେବ ।…
ରାସ୍ତାରେ ୮ ଫୁଟ ଲମ୍ବର ଖାଲ
ଗୋପ,୨୫।୭(ଡି.ଏନ୍.ଏ.): କୋଣାର୍କ – ଗୋପ ମୁଖ୍ୟ ରାସ୍ତାର ଗୋପ ବଜାର ଛକ ନିକଟରେ ଦୀର୍ଘ ୩ ମାସରୁ ଉଦ୍ଧର୍ବ ସମୟ ହେବ ୮ ଫୁଟ ଲମ୍ବର ଗୋଟିଏ ଖାଲ ସହ ଛୋଟ ବଡ଼ ଖାଲଖମା ହୋଇଯାଇଛି। ପାଣି ପାଇପ ପଡିବା ପରେ…
Archives


