ଆଖି ଭିତରୁ ଡୋଳା ବାହାର କରି ରେକର୍ଡ
ବ୍ରାସିଲିଆ: ପ୍ରତ୍ୟେକ ଲୋକଙ୍କ ପାଖରେ କିଛି ନା କିଛି ଅନ୍ତର୍ନିହିତ ଗୁଣ ରହିଛି। ଅନେକ ଲୋକ ବିସ୍ମୟ କଲାଭଳି ପ୍ରତିଭା ପ୍ରଦର୍ଶନ କରି ଗିନିଜ୍ ଓ୍ବାଲର୍ଡ ରେକର୍ଡ ମଧ୍ୟ ହାତେଇଛନ୍ତି। ସେହିପରି ବ୍ରାଜିଲ୍ର ସିଡନି ଡେ କାର୍ଭାଲହୋ ମେସ୍କ୍ୱିଟା ନିଜ ଆଖି…
ଅନେକ ଭୁଲ୍ ନିଷ୍ପତ୍ତି ନେଇଛନ୍ତି ରାଧିକା
ମୁମ୍ବାଇ: କ୍ୟାରିୟର୍ରେ ବହୁ ଭୁଲ୍ ନିଷ୍ପତ୍ତି ନେଇଥିବା କହିଛନ୍ତି ବଲିଉଡ୍ ଅଭିନେତ୍ରୀ ରାଧିକା ଆପ୍ତେ। ୨୦୧୦ରେ ଫିଲ୍ମ ନିର୍ଦ୍ଦେଶକ ରାମ ଗୋପାଲ ବର୍ମାଙ୍କ ଚଳଚ୍ଚିତ୍ର ‘ରକ୍ତ ଚରିତ୍ର’ରେ କାମ କରିବା ତାଙ୍କ ଜୀବନର ବଡ଼ ଭୁଲ ବୋଲି ଏକ ସାକ୍ଷାତ୍କାରରେ ସେ…
ରାସ୍ତା ଅବସ୍ଥା ଶୋଚନୀୟ, ତୁରନ୍ତ ମରାମତି ପାଇଁ ଦାବି
ମାଲକାନଗିରି,୨୬।୧୦(ଡି.ଏନ.ଏ.): ସରକାରୀ ସ୍ତରରେ ପଛୁଆ ଅଞ୍ଚଳର ବିକାଶ ପାଇଁ ବହୁ ଯୋଜନା କାର୍ଯ୍ୟକାରୀ ହେଉଛି। ବହୁ ଅର୍ଥ ମଧ୍ୟ ବ୍ୟୟ କରାଯାଉଛି। ମାତ୍ର ପ୍ରଶାସନିକ ସ୍ତରରେ ଅବହେଳା ଯୋଗୁ ଜିଲ୍ଲା ସଦରରେ ଲୋକଙ୍କୁ ବିଭିନ୍ନ ସମସ୍ୟା ଭୋଗିବାକୁ ପଡୁଛି। ଏପରି ଦେଖିବାକୁ…
ବିଶ୍ୱର ସବୁଠୁ ଅପରିଚ୍ଛନ୍ନ ବ୍ୟକ୍ତିଙ୍କ ବିୟୋଗ
ତେହେରାନ୍: ସୁସ୍ଥ ଶରୀର ପାଇଁ ସବୁବେଳେ ପରିଷ୍କାର ପରିଚ୍ଛନ୍ନ ରହିବା ନିହାତି ଦରକାର। ଏଥିଲାଗି ନିୟମିତ ଗାଧୋଇବା ଜରୁରୀ। କିନ୍ତୁ ଦୁନିଆରେ ଏମିତି କିଛି ଲୋକ ଅଛନ୍ତି, ଯେଉଁମାନେ ଗାଧୋଇବାକୁ ଭଲ ପାଆନ୍ତି ନାହିଁ। ଇରାନ୍ର ଆମୋଉ ହାଜି, ଯେ ବିଶ୍ୱର…
ଘରୋଇ ଡାକ୍ତରଖାନାରେ ୨ ଘଣ୍ଟା ଉତ୍ତେଜନା
ବିଷମକଟକ,୨୬।୧୦(ଡି.ଏନ୍.ଏ.): ରାୟଗଡ଼ାର ଏକ ଘରୋଇ ହସ୍ପିଟାଲରେ ଜଣେ ଦେଢ଼ବର୍ଷର ଶିଶୁକନ୍ୟାର ମୃତ୍ୟୁକୁ ନେଇ ଉତ୍ତେଜନା ହୋଇଛି। ଚିକିତ୍ସା ଅଭାବରୁ ଶିଶୁଟିର ମୃତ୍ୟୁ ହୋଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଝିଗିଡି ସଦର ପଞ୍ଚାୟତର କୈଳାସ…
ଶିବ ନାଦାରଙ୍କୁ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆଓ୍ବାର୍ଡ
ନୂଆଦିଲ୍ଲୀ,୨୬।୧୦: ଅନ୍ତଃରାଷ୍ଟ୍ରୀୟ ସାମାଜିକ ଅନୁଷ୍ଠାନ ୟୁଏସ୍-ଇଣ୍ଡିଆ ଷ୍ଟ୍ରାଟେଜିକ୍ ପାର୍ଟନରଶିପ୍ ଫୋରମ୍ (ୟୁଏସ୍ଆଇଏସ୍ପିଏଫ୍) ପକ୍ଷରୁ ଏଚ୍ସିଏଲ୍ ଏବଂ ଶିବ ନାଦାର ଫାଉଣ୍ଡେଶନର ପ୍ରତିଷ୍ଠାତା ଶିବ ନାଦାରଙ୍କୁ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ବିଶେଷକରି ୟୁଏସ୍ଆଇଏସ୍ପିଏଫ୍ ହେଉଛି ଏକ ବାଇଲାଟେରାଲ୍ ଅଣ-ଲାଭଜନକ…
ଖସିଲା ବଜାର କାରବାର
ନୂଆଦିଲ୍ଲୀ,୨୬।୧୦: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭାରତୀୟ ମୁଦ୍ରାର ଅବମୂଲ୍ୟାୟନର ପ୍ରଭାବ ଶେୟାର ବଜାର କାରବାର ଉପରେ ପଡ଼ିଛି। ଫଳରେ ଶେୟାର ବଜାରର ନିବେଶକଙ୍କ ମଧ୍ୟରେ ଏକ ପ୍ରକାର ଅସ୍ଥିରତା ଦେଖାଦେଇଛି। ଏପରିକି ଚଳିତ ସପ୍ତାହର ୨ୟ ଦିନର ବଜାର ଫଳାଫଳ ଅନୁଯାୟୀ…
କୁକୁର ରଖିବାକୁ ଅମଙ୍ଗ ହେଉଛନ୍ତି ଅଷ୍ଟ୍ରେଲିଆ ଲୋକେ, ବାହାରେ ଛାଡି ଦେଉଛନ୍ତି…
ମେଲବୋର୍ନ,୨୬।୧୦ : କରୋନା ମହାମାରୀ ଯୋଗୁୁ ଅଷ୍ଟ୍ରେଲିଆରେ ଅର୍ଥନୀତି ସଙ୍କଟ ଜନକ ହୋଇଛି। ଲୋକଙ୍କ ବଞ୍ଚିବା କଷ୍ଟକର ହୋଇପଡିଛି। ସେମାନଙ୍କ ସମ୍ମୁଖରେ ଏବେ ସମସ୍ୟା ହେଉଛି କିଭଳି ପରିବାର ସଦସ୍ୟ ଏବଂ ଗୃହପାଳିତ ପ୍ରାଣୀମାନଙ୍କୁ ଖାଇବାକୁ ଦେବା। ଏଭଳି ପରିସ୍ଥିତିରେ ଅଷ୍ଟ୍ରେଲୀୟମାନେ…
କର୍ମଚାରୀ ଛଟେଇ କରିବ ଫେସ୍ବୁକ୍
ନୂଆଦିଲ୍ଲୀ,୨୬।୧୦: ବିଶ୍ୱର ପ୍ରମୁଖ ସୋସିଆଲ ମିଡିଆ ପ୍ଲାଟ୍ଫର୍ମ ଫେସ୍ବୁକ୍ (ମେଟା) ତା’ର ମୋଟ କର୍ମଚାରୀଙ୍କ ସଂଖ୍ୟାରୁ ୨୦% ଛଟେଇ କରିପାରେ ବୋଲି ଜଣାପଡ଼ିଛି। କାରଣ ବର୍ତ୍ତମାନ ପରିସ୍ଥିତିରେ କମ୍ପାନୀକୁ ଚାକିରି ଏବଂ ପୁଞ୍ଜିଗତ ବ୍ୟୟ ହ୍ରାସ କରିବାର ଆବଶ୍ୟକତା ରହିଛି ବୋଲି…
ଶାମ୍ପୁ ଫେରାଇନେଲା ୟୁନିଲିଭର
ନୂଆଦିଲ୍ଲୀ,୨୬।୧୦: ଅନ୍ତଃରାଷ୍ଟ୍ରୟୀୟ ଏଫ୍ଏମ୍ସିଜି କମ୍ପାନୀ ୟୁନିଲିଭରର ବିଭିନ୍ନ ଶାମ୍ପୁରେ କର୍କଟ ସୃଷ୍ଟିକାରୀ କେମିକାଲ ମିଳିଥିବା କୁହାଯାଉଛି। ଏପରିକି କମ୍ପାନୀ ଆମେରିକା ବଜାରରୁ ଡୋଭ, ନେକ୍ସସ, ସୁଆଭେ, ଟିଆଇଜିଆଇ ଓ ଟ୍ରେସ୍ମେ ଏୟରୋସୋଲ ଡ୍ରାଇ ଶାମ୍ପୁ ଉଭୟ ଦୋକାନୀ ଡିଷ୍ଟ୍ରିବ୍ୟୁଟରଙ୍କଠାରୁ ଫେରାଇ ଆଣିଛି।…
ଓଲା ଏସ୍୧ ଏୟାରର ଅନାବରଣ
ନୂଆଦିଲ୍ଲୀ,୨୬।୧୦: ଦେଶର ପ୍ରମୁଖ ଇଲେକ୍ଟ୍ରିକ୍ ଭେଇକିଲ୍ (ଇଭି) କମ୍ପାନୀ ଓଲା ଇଲେକ୍ଟ୍ରିକ୍ ପକ୍ଷରୁ ନୂଆ ଓଲା ଏସ୍୧ ଏୟାରର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ମଡେଲ କମ୍ପାନୀର ଏସ୍୧ ପ୍ଲାଟ୍ଫର୍ମ ଉପରେ ନିର୍ମିତ ହୋଇଛି। ବିଶେଷକରି ୨.୫ କେଡବ୍ଲ୍ୟୁଏଚ୍…
ଆଜି ରାଜ୍ୟରେ ୩୯ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୩ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୬ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା…

