Home Left

ନିଶା ପାଇଁ ହେଉଛି ହତ୍ୟା

ବ୍ରହ୍ମପୁର ଅଫିସ,୨୬।୧୦: ଗଞ୍ଜାମ ଜିଲାରେ ଦିନକୁ ଦିନ ନିଶା କାରବାର ବୃଦ୍ଧି ପାଉଛି। ମଦ, ଗଞ୍ଜେଇ, ବ୍ରାଉନ୍‌ସୁଗାର ଭଳି ନିଶା କବଳରେ ପଡ଼ି ବହୁ ଲୋକ ବିପଥଗାମୀ ହେଉଛନ୍ତି। ପରିସ୍ଥିତି ଏମିତି ହେଉଛି, ନିଶାସକ୍ତମାନେ ନିଶା ସେବନ ପାଇଁ ହତ୍ୟା କରିବାକୁ…

୩ ବର୍ଷ ନ ପୂରୁଣୁ ରାସ୍ତା ଫାଟି ଆଁ

ବୁଗୁଡ଼ା,୨୬।୧୦(ଡି.ଏନ.ଏ.): ଗ୍ରାମ୍ୟ ନିର୍ମାଣ ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ ହୋଇଥିବା ରାସ୍ତା ୩ ବର୍ଷ ନ ପୁରୁଣୁ ଫାଟି ଆଁ ହୋଇଗଲାଣି। ଏମିତି ଅବସ୍ଥା ଦେଖିବାକୁ ମିଳିଛି ବୁଗୁଡ଼ା ବୁଦ୍ଧଖୋଲ ରାସ୍ତାଠାରୁ ଆଦିପୁର ଗ୍ରାମକୁ ସଂଯୋଗ କରିବା ପାଇଁ…

ଗାଁରେ ହସ ଲିଭାଇଛି କିଡ୍‌ନୀ ରୋଗ

ଫୁଲବାଣୀ ଅଫିସ, ୨୬।୧୦: କନ୍ଧମାଳ ଜିଲା ଖଜୁରିପଡା ବ୍ଲକ ସୁଡ୍ରୁକୁମ୍ପା ପଞ୍ଚାୟତ ରାଣୀପଥର ଗାଁରେ କିଡ୍‌ନୀ ରୋଗୀଙ୍କ ସଂଖ୍ୟା ବଢ଼ୁଛି। ଅଧିକାଂଶ ଆକ୍ରାନ୍ତ ହେଉଛନ୍ତି ପୁରୁଷ ା ଆଶା ଆଶଙ୍କାରେ ପ୍ରତି ମୁହୂର୍ତ୍ତ କଟୁଛି। ରାଣୀପଥର ଗାଁର ନୂଆସାହି, ବଙ୍ଗଳା ସାହି,…

୩୧ରେ ନବୀନ କରିବେ ପ୍ରଚାର

ଭୁବନେଶ୍ୱର,୨୬।୧୦(ବ୍ୟୁରେ): ଧାମନଗର ଉପନିର୍ବାଚନ ପାଇଁ ଏବେ ପ୍ରଚାର ସରଗରମ ରହିଛି। ଆସନ୍ତା ୩ ତାରିଖରେ ହେବାକୁ ଥିବା ମତଦାନ ନିମନ୍ତେ ନଭେମ୍ବର ୧ ତାରିଖ ସା ୬ଟା ସୁଦ୍ଧା ପ୍ରଚାର ଶେଷ ହେବ। ୩୧ ତାରିଖରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ…

ବିଜେଡି ମିଶ୍ରଣ ନାଁରେ ବିଭ୍ରାନ୍ତ କରୁଛି: ଭାଜପା

ଧାମନଗର,୨୬।୧୦ (ସ୍ବ.ପ୍ର./ଡି.ଏନ.ଏ.): ଧାମନଗର ନିର୍ବାଚନମଣ୍ଡଳୀ ଭାଜପା କର୍ମୀଙ୍କ ଦଳ ଛାଡ଼ିବା ପ୍ରସଙ୍ଗ ତଥା ବିଜେଡିରେ ଭାଜପାର କର୍ମୀ, ସମର୍ଥକଙ୍କ ଯୋଗଦାନ ଘଟଣାକୁ ଖଣ୍ଡନ କରିଛି ଭାଜପା। ଭାଜପା ଧାମନଗର ବ୍ଲକ ଶହୀଦନଗରଠାରେ ସୋମବାର ଅପରାହ୍ନରେ ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ଏଭଳି…

ଧଉଳି ଶାନ୍ତିସ୍ତୂପରେ ଗଛକଟାକୁ ନେଇ ଅସନ୍ତୋଷ

ଭୁବନେଶ୍ୱର(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,(ଡି.ଏନ୍‌.ଏ)୨୬ା୧୦: ରାଜଧାନୀରେ ଗଛକଟାକୁ ନେଇ ପୁଣି ବିବାଦ ଛିଡ଼ାହୋଇଛି। ପର୍ଯ୍ୟଟନସ୍ଥଳୀ ଶାନ୍ତିସ୍ତୂପ ଧଉଳି ଆସନ୍ତା ୨୮ତାରିଖରେ ଏହାର ସୁବର୍ଣ୍ଣ ଜୟନ୍ତ୍ରୀ ପାଳନ କରିବାକୁ ଯାଉଛି। ଦେଶ ବିଦେଶରୁ ବହୁ ବୌଦ୍ଧ ସାଧୁସନ୍ଥ ଏଥିରେ ଯୋଗଦେବାକୁ ଥିବାରୁ ଏହାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ…

ଗୋଠ ପୂଜା ପରେ ଅଣ୍ଡା ଉପରେ ଚାଲିଲେ ଗୋରୁ

କେନ୍ଦୁଝର/ପାଟଣା,୨୬।୧୦(ସ୍ବ.ପ୍ର.): କାଳୀପୂଜା ବା ଦୀପାବଳିକୁ ଅନେକେ ବାଣ ଫୁଟାଇ, ବିଭିନ୍ନ ପ୍ରକାର ଆଲୋକରେ ସଜାଇ ପାଳନ କରିଥାନ୍ତି। କୁଡୁମୀ ତଥା ଅନ୍ୟ କେତେକ ଆଦିବାସୀ ସମ୍ପ୍ରଦାୟର ଲୋକମାନେ ଏହାକୁ ଧୁମ୍‌ଧାମ୍‌ରେ କୃଷିଭିତ୍ତିକ ବାନ୍ଦନା ପରବ ଭାବେ ପାଳନ କରିଛନ୍ତି। ଏହାକୁ ମଧ୍ୟ…

ମାର୍ଗାଓରେ ଆଜି ସେମିଫାଇନାଲ ମୁକାବିଲା

ମାର୍ଗାଓ,୨୬ା୧୦: ଚଳିତ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ଶେଷ ପର୍ଯ୍ୟାୟରେ ଉପନୀତ। ସ୍ଥାନୀୟ ପଣ୍ଡିତ ଜବାହରଲାଲ ନେହେରୁ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ହେବ ସେମିଫାଇନାଲ ମ୍ୟାଚ। ପ୍ରଥମ ସେମିରେ କଲମ୍ବିଆକୁ ଭେଟିବ ନାଇଜେରିଆ। ଦକ୍ଷିଣ ଆମେରିକା ଓ ଆଫ୍ରିକାର…

ୱାନ୍‌ମ୍ୟାନ୍‌ ଗ୍ୟାଙ୍ଗ୍‌ ‘ସଞ୍ଜୟ’ ପୁଣି ଗିରଫ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜଧାନୀର ବିଭିନ୍ନ ଥାନା ଅଞ୍ଚଳରେ ଏକା ଚୋରି କରି ‘ୱାନ୍‌ମ୍ୟାନ୍‌ ଗ୍ୟାଙ୍ଗ’ ବନିଥିବା ପେସାଦାର ଚୋର ପୁଣି କମିଶନରେଟ ପୋଲିସ ହାତରେ ଧରାପଡ଼ିଛନ୍ତି। ଚୋରି ଉଦ୍ୟମ ବେଳେ ସ୍ପେଶାଲ ସ୍କ୍ବାଡ୍‌ ଓ ନୟାପଲ୍ଲୀ ଥାନା ପୋଲିସର ମିଳିତ ଟିମ୍‌ ତାଙ୍କୁ…

ଫଲ୍‌ସ ଫ୍ଲାଗ୍‌ ଆଟାକ୍‌ ଯୋଜନା କରୁଛି ରୁଷିଆ: ଜେଲେନ୍‌ସ୍କି

ମସ୍କୋ/କିଭ୍‌, ୨୬ା୧୦: ୟୁକ୍ରେନ୍‌ ଉପରେ ରୁଷିଆ ୮ମାସ ଧରି ଆକ୍ରମଣ ଜାରି ରଖିଥିବା ବେଳେ କିଭ୍‌ ରେଡିଓଆକ୍ଟିଭ୍‌ ବିକିରଣ ପାଇଁ ‘ଡାର୍ଟି ବମ୍ବ’ ବ୍ୟବହାର କରିପାରେ ବୋଲି ମସ୍କୋ ଅଭିଯୋଗ ଆଣିଛି। ଏହି ପ୍ରସଙ୍ଗକୁ ରୁଷିଆ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ…

ଓଭରବ୍ରିଜ୍‌କୁ ବିପଦ ଗଛ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଅନେକ ସ୍ଥାନର ଉନ୍ନତୀକରଣ ପାଇଁ ବଡ଼ ବଡ଼ ଗଛ କାଟି ପଦା କରିଦିଆଯାଉଛି। ହେଲେ ଯେଉଁ ସ୍ଥାନରେ ଗଛ ନ ଉଠିବା କଥା ସେଠାରେ ଉଠୁଥିଲେ ସୁଦ୍ଧା ଏହା ଉପରେ କାହାର ନଜର ପଡ଼ୁନାହିଁ। ଓଭରବ୍ରିଜ୍‌ର କାନ୍ଥରେ…

ନିର୍ମାଣ କାର୍ଯ୍ୟ ମାସେ ନ ପୂରୁଣୁ ରାସ୍ତାରେ ଫାଟ

ନିମାପଡ଼ା,୨୬।୧୦(ଡି.ଏନ୍‌.ଏ.): ନିର୍ମାଣ କାର୍ଯ୍ୟ ମାତ୍ର ୧ ମାସ ନ ପୂରୁଣୁ ରାସ୍ତା ଫାଟି ଦୁଇ ଫାଳ ହୋଇଯାଇଥିବା ଦେଖିବାକୁ ମିଳିଛି। ରାସ୍ତା କାର୍ଯ୍ୟ ନିମ୍ନମାନର ଏବଂ ଏଥିରେ ବ୍ୟାପକ ଅନିୟମିତତା କରାଯାଇଥିବା ନେଇ ନିମାପଡ଼ା ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି। ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?