Home Left

୨୦୨୪ ଜାନୁୟାରୀରେ ଭକ୍ତଙ୍କ ପାଇଁ ଖୋଲିବ ରାମମନ୍ଦିର

ଅଯୋଧ୍ୟା,୨୬।୧୦: ଅଯୋଧ୍ୟା ଦୀପୋତ୍ସବ ପାଳନ ପରେ ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ମଙ୍ଗଳବାର ପ୍ରଥମ ଥର ପାଇଁ ଗଣମାଧ୍ୟମକୁ ମନ୍ଦିର ନିର୍ମାଣ ଦେଖାଇଛି। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଠାରେ ପୂଜାର୍ଚ୍ଚନା ସହ ଦୀପୋତ୍ସବରେ ଭାଗ ନେଇଥିଲେ। ସେ ଯେଉଁ ମଞ୍ଚରୁ…

ଦଳିତ ଦମ୍ପତି ଓ ପୁଅଙ୍କୁ ଗୁଳିକରି ହତ୍ୟା

ଡାମୋହ,୨୬।୧୦: ମଧ୍ୟପ୍ରଦେଶର ଡାମୋହ ଜିଲା ଡେଭ୍ରାନ୍‌ ଗ୍ରାମରେ ଏକ ବିବାଦକୁ କେନ୍ଦ୍ରକରି ମଙ୍ଗଳବାର ସକାଳେ ଦଳିତ ଦମ୍ପତି ଓ ସେମାନଙ୍କ ୩୨ ବର୍ଷର ପୁଅଙ୍କୁ ଗୁଳିକରି ହତ୍ୟା କରାଯାଇଛି। ହତ୍ୟାକାଣ୍ଡରେ ୬ ଜଣ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ଦମ୍ପତିଙ୍କ…

କେରଳରେ ଆଉ ୨ କୁଳପତିଙ୍କୁ କାରଣ ଦର୍ଶାଅ ନୋଟିସ

ଥିରୁଭାନନ୍ଥପୁରମ୍‌,୨୬।୧୦: କେରଳ ରାଜ୍ୟପାଳ ଅରିଫ୍‌ ମହମ୍ମଦ ଖାନ୍‌ ମଙ୍ଗଳବାର ଆଉ ୨ ଜଣ କୁଳପତିଙ୍କୁ କାରଣ ଦର୍ଶାଅ ନୋଟିସ ପଠାଇଛନ୍ତି। ସେମାନଙ୍କର ନିଯୁକ୍ତି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ନିୟମାବଳୀର ଉଲ୍ଲଂଘନ କରୁଥିବାରୁ କେଉଁ ଆଇନଗତ ଅଧିକାର ବଳରେ ସେମାନେ ପଦବୀରେ…

ବାଂଲାଦେଶରେ ବାତ୍ୟା ସିତ୍ରାଙ୍ଗ୍‌ର ତାଣ୍ଡବ: ୧୬ ମୃତ

କୌକାଟା,୨୬ା୧୦: ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ସିତ୍ରାଙ୍ଗ୍‌ ବାଂଲାଦେଶରେ ବ୍ୟାପକ କ୍ଷୟକ୍ଷତି ଘଟାଇବା ସହ ୧୬ ଜଣଙ୍କ ଜୀବନ ନେଇଛି। ବାତ୍ୟା ପୂର୍ବରୁ ୧୦ ଲକ୍ଷ ଲୋକଙ୍କୁ ସେମାନଙ୍କ ଘରୁ ନିରାପଦ ସ୍ଥାନକୁ ନିଆଯାଇଥିଲା। ବାତ୍ୟାରେ ବିଦ୍ୟୁତ୍‌ ବିଚ୍ଛିନ୍ନ କାରଣରୁ ୧୫…

ବିବାହରେ ପସନ୍ଦର ସ୍ବାଧୀନତା ଜରୁରୀ

ନୂଆଦିଲ୍ଲୀ,୨୬ା୧୦: ବିବାହରେ ପସନ୍ଦ କରିବା ସ୍ବାଧୀନତା ସମ୍ବିଧାନର ଅତି ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ଜୀବନ ସାଥୀ ବାଛିବା ସ୍ବାଧୀନତା ଉପରେ ଧର୍ମବିଶ୍ୱାସର ପ୍ରଶ୍ନର କୌଣସି ପ୍ରାସଙ୍ଗିକତା ନ ଥିବା ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ପରିବାର ସଦସ୍ୟଙ୍କ ସମେତ ଅନ୍ୟମାନଙ୍କଠାରୁ ବିପଦ ଥିବା ଉକ୍ତ…

ବଢ଼ିବ ଥଣ୍ଡା

ଭୁବନେଶ୍ୱର,୨୬ା୧୦(ବ୍ୟୁରୋ): ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ବିଦାୟ ନେଇଛି। ସମ୍ଭାବ୍ୟ ବାତ୍ୟା ବିପଦ ମଧ୍ୟ ଟଳିଯାଇଛି। ବାତ୍ୟାର ବ୍ୟାସାର୍ଦ୍ଧ ୯୦୦ରୁ ୧୧୦୦ କିମି ମଧ୍ୟରେ ରହିଥିଲା। ଏହା ଏକ ବୃହତ୍‌ ଅଞ୍ଚଳରେ ରହିଥିବାରୁ ଜଳୀୟକଣା ଯୋଗାଡ଼ କରିପାରି ନ ଥିଲା।…

୨୦ ମିନିଟ୍‌ ଦୃଶ୍ୟମାନ ହେଲା ସୂର୍ଯ୍ୟୋପରାଗ

ଭୁବନେଶ୍ୱର, ୨୬ା୧୦(ବ୍ୟୁରୋ): ଚଳିତ ବର୍ଷର ଶେଷ ସୂର୍ଯ୍ୟୋପରାଗ ମଙ୍ଗଳବାର ଦୃଶ୍ୟମାନ ହୋଇଛି। ଏହା ଏସିଆ ଓ ୟୁରୋପରେ ଦୃଶ୍ୟମାନ ହୋଇଥିଲା। ୟୁରୋପ ମହାଦେଶରେ ଏହା ଅଧିକ ମାତ୍ରାରେ ଦୃଶ୍ୟମାନ ହୋଇଥିବାବେଳେ ଏସିଆରେ ଆଂଶିକ ଭାବେ ଦେଖାଯାଇଛି। ଓଡ଼ିଶାରେ ମଧ୍ୟ ଆଂଶିକ ସୂର୍ଯ୍ୟୋପରାଗ…

ନିଜ ନୀତି ନିଜକୁ ଅଡ଼ୁଆ

ପ୍ରେମାନନ୍ଦ ଖମାରୀ ବରଗଡ଼ ଅଫିସ, ୨୬ା୧୦: ରାଜ୍ୟ ସରକାର ଧାନ ସଂଗ୍ରହ ପାଇଁ ନୀତି ନିର୍ଦ୍ଧାରଣ କରିଥାନ୍ତି। ହେଲେ ସେହି ନୀତି ବେଳେ ବେଳେ ସରକାରଙ୍କ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି କରିଥାଏ। ଏଭଳି ଏକ ସ୍ଥିତି ବରଗଡ଼ ଜିଲାରେ ଦେଖିବାକୁ…

ରାସ୍ତା କଡ଼ରୁ ମହିଳାଙ୍କ ମୃତ ଦେହ ଠାବ 

ପାଲଲହଡା,୨୫।୧୦ : ଅନୁଗୋଳ ପାଲଲହଡା ଥାନା ନିଜିଗଡ଼ ପଞ୍ଚାୟତ ଉଦୟପୁର ସାହି ନିକଟସ୍ଥ ରାସ୍ତା କଡ଼ରୁ ଜଣେ ମହିଳାଙ୍କ ମୃତ ଦେହ ଗ୍ରାମ ବାସୀଙ୍କ ଦ୍ୱାରା ଠାବ କରାଯାଇଛି । ମୃତ ମହିଳା ଜଣଙ୍କ ପାଳଲହଡା ଥାନା ଜୋକପାଣି ଗ୍ରାମର ଡଲି…

ସାପ କାମୁଡ଼ାରେ ୨ ଆହତ

ବୁଗୁଡ଼ା : ତା ୨୫/୧୦/୨୨ : ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ା ଗ୍ରାମର ଭାଗିରଥି ପାତ୍ର (୩୧)ଏବଂ ଜଗତ ପାଟଣା ଗ୍ରାମର କାହ୍ନୁ ବେହେରା (୨୦) ସାପ କାମୁଡ଼ାରେ ଆହତ ହୋଇଥିବା ଜଣାଯାଇଛି । ପ୍ରକାଶ ଯେ , ସୋମବାର ଭାଗିରଥି…

ଫିଲ୍ମ ନିର୍ଦ୍ଦେଶକ ପିନାକି ଚୌଧୁରୀଙ୍କ ପରଲୋକ…

କୋଲକାତା,୨୫।୧୦ : ବଙ୍ଗଳା ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ଜାତୀୟ ପୁରସ୍କାର ପ୍ରାପ୍ତ ପିନାକି ଚୌଧୁରୀଙ୍କର ସୋମବାର ପରଲୋକ ଘଟିଛି। କୋଲକାତାରେ ତାଙ୍କ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛିନ୍ତgି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା। ସେ ଦୀର୍ଘ…

୭ ଓ୍ବିକେଟରେ ଜିତିଲା ଅଷ୍ଟ୍ରେଲିଆ…

ମେଲବୋର୍ନ,୨୫।୧୦ : ଟି-୨୦ ବିଶ୍ୱକପର ସୁପର-୧୨ ମ୍ୟାଚ୍‌ରେ ମଙ୍ଗଳବାର ଅଷ୍ଟ୍ରେଲିଆକୁ ଶ୍ରୀଲଙ୍କାକୁ ୭ ଓ୍ବିକେଟରେ ହରାଇଛି। ପର୍ଥ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ଗ୍ରହଣ କରିଥିଲା। ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ୍‌ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?