Home Left

ଜାଲ୍‌ ସାର୍ଟିଫିକେଟରେ ଚାକିରି କରି ଜେଲ୍‌ ଗଲେ ଶିକ୍ଷକ

କୋକସରା,୨ା୬(ଡି.ଏନ.ଏ): ନକଲି ସାର୍ଟିଫିକେଟ ଦେଇ ଚାକିରି ହାତେଇଥିବା ଶିକ୍ଷକ ଏବେ ଜେଲରେ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କୋକସରା ଥାନା ଅଞ୍ଚଳରେ। ମିଳିଥିବା ସୂଚନା ମୁତାବକ, କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଞ୍ଚଳର ସାହାଜପତି ଗ୍ରାମର ସୁବାସ ଚନ୍ଦ୍ର ଚୌଧୁରୀ(୩୫)…

ସୋନିଆ ଗାନ୍ଧୀଙ୍କ ଆଶୁ ଆରୋଗ୍ୟ କାମନା କଲେ ମୋଦି

ନୂଆଦିଲ୍ଲୀ,୨।୬: କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ କଂଗ୍ରେସ ପ୍ରବକ୍ତା ରଣଦୀପ ସୁର୍ଜଓ୍ବେଲା ଗୁରୁବାର ସୂଚନା ଦେଇଛନ୍ତି। ତେବେ ସୋନିଆଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଟୁଇଟ୍‌ କରି ଲେଖିଛନ୍ତି ଯେ,…

୬୨୭ ନାମାଙ୍କନ ପତ୍ର ଦାଖଲ

ବାରିପଦା ଅଫିସ,୧ା୬: ମୟୂରଭଞ୍ଜ ଜିଲାରେ ହେବାକୁ ଥିବା ସମବାୟ ନିର୍ବାଚନ-୨୦୨୨ର ପ୍ରଥମ ପର୍ଯ୍ୟାୟ ନାମାଙ୍କନ ପତ୍ର ଦାଖଲ ୩୧ ତାରିଖରେ ଶେଷ ହୋଇଛି। ଚଳିତ ୧୯ ଓ ୨୬ ତାରିଖରେ ୨ଟି ପର୍ଯ୍ୟାୟରେ ଏହି ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ…

କେକେଙ୍କ ହୋଟେଲ ରୁମ୍‌ରୁ ମିଳିଲା ଆଣ୍ଟାସିଡ ଔଷଧ

ବଲିଉଡ ପ୍ରସିଦ୍ଧ ଗାୟକ କେକେ ମାତ୍ର ୫୩ ବର୍ଷ ବୟସରେ ଆଖି ବୁଜିଛନ୍ତି। କୋଲକାତାରେ ଲାଇଫ୍‌ କନ୍‌ସର୍ଟର କିଛି ସମୟ ପରେ ତାଙ୍କର ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ଖବରରେ ସାରା ବଲିଉଡ ଇଣ୍ଡଷ୍ଟ୍ରି ଏବଂ ଫ୍ୟାନ୍ସଙ୍କ ମଧ୍ୟରେ ଛୋକର ଛାୟା…

ଧାନ ଚାଲାଣ ବେଳେ ୨ ଟ୍ରକ୍‌ରୁ ୧୧ଶହ ଧାନ ବସ୍ତା ଜବତ

କୋକସରା,୨।୬ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପୋଲିସ ଆନ୍ଧ୍ରପ୍ରଦେଶକୁ ବେଆଇନ ଭାବେ ଧାନ ଚାଲାଣ ହେଉଥିବା ୨ଟି ଟ୍ରକକୁ ଜବତ କରିଛି। ମିଳିଥିବା ସୂଚନା ମୁତାବକ, ବ୍ଲକର ମୋଟେର ଏବଂ ଜୟପାଟଣା ବ୍ଲକ ବାନେର ଅଞ୍ଚଳରୁ ୨ଟି ଟ୍ରକ…

ସିଧୁଙ୍କ ହତ୍ୟାର ୫ଦିନ ପରେ ପୁଣି ବଢ଼ିଲା ଭିଆଇପିଙ୍କ ସୁରକ୍ଷା

ଚଣ୍ଡିଗଡ଼,୨।୬: ପଞ୍ଜାବ ସରକାର ୪୨୪ଜଣ ବିଶିଷ୍ଟ ବ୍ୟକ୍ତିଙ୍କ ସୁରକ୍ଷା ବ୍ୟବସ୍ଥା ପ୍ରତ୍ୟାହାର କରିନେବାର ଦିନକ ପରେ ମନସା ଜିଲାରେ ଖ୍ୟାତନାମା ପଞ୍ଜାବୀ ରାପର ଗାୟକ ସିଧୁ ମୂସେଓ୍ବାଲାଙ୍କୁ ରବିବାର କେତେଜଣ ଦୁର୍ବୃତ୍ତ ଗୁଳିକରି ହତ୍ୟା କରିଥିଲେ। ତେବେ ଘଟଣାର ୫ଦିନ ପରେ…

ପ୍ରସିଦ୍ଧ ସନ୍ତୁର ବାଦକ ପଣ୍ଡିତ ଭଜନ ସୋପାରିଙ୍କ ପରଲୋକ

ଗୁରୁଗାଁଓ,୨।୬: ପ୍ରସିଦ୍ଧ ସନ୍ତୁର ବାଦକ ତଥା ସଙ୍ଗୀତକାର ପଣ୍ଡିତ ଭଜନ ସୋପାରିଙ୍କ ଗୁରୁବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ହେବ ଅସୁସ୍ଥ ଥିଲେ। ଗୁରୁଗାଁଓର ଫୋର୍ଟିସ ହସ୍ପିଟାଲରେ ତାଙ୍କର ଚିକିତ୍ସା…

ରାଜ୍ୟରୁ ଆଉ ୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨, ୭୯,୨୧୪ ସୁସ୍ଥ ହୋଇସାରିଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ଜମ୍ମୁ-କଶ୍ମୀରରେ ବ୍ୟାଙ୍କ୍‌ ମ୍ୟାନେଜରଙ୍କୁ ହତ୍ୟା ଘଟଣା: ନିଜକୁ ଦାୟୀ କଲା କେଏଫ୍‌ଏଫ୍‌

ଶ୍ରୀନଗର,୨।୫: ଜମ୍ମୁ-କଶ୍ମୀରର କୁଲଗାମରେ ଗୁରୁବାର ଜଣେ ବ୍ୟାଙ୍କ୍‌ କର୍ମଚାରୀଙ୍କୁ ହତ୍ୟା କରିଛନ୍ତି ଆତଙ୍କବାଦୀ। ଏହି ଘଟଣା ପାଇଁ ଆତଙ୍କବାଦୀ ସଂଗଠନ କଶ୍ମୀର ଫ୍ରିଡମ୍‌ ଫାଇଟର୍ସ(କେଏଫ୍‌ଏଫ୍‌) ନିଜକୁ ଦାୟୀ କରିଛି। କେବଳ ଏତିକି ନୁହେଁ, କେଏଫ୍‌ଏଫ୍‌ ଏକ ପତ୍ର ଜାରି କରି ଚେତାବନୀ…

ଆଭ୍ୟନ୍ତରୀଣ ସୁରକ୍ଷାକୁ ନେଇ ଅମିତ ଶାହାଙ୍କୁ ଭେଟିଲେ ଡୋଭାଲ

ନୂଆଦିଲ୍ଲୀ,୨।୬: ଜମ୍ମୁ-କଶ୍ମୀରରେ ଟାର୍ଗେଟ କିଲିଂ ଓ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା(ଏନ୍‌ଏସ୍‌ଏ) ଅଜିତ ଡୋଭାଲ ଗୁରୁବାର ଭେଟିଛନ୍ତି। ଅମିତ ଶାହା ଓ ଡୋଭାଲଙ୍କ ମଧ୍ୟରେ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା।…

ଜେଲ୍‌ ଗଲେ ହିନ୍ଦୋଳ ଏସ୍‌ଡିପିଓ

ଢେଙ୍କାନାଳ ଅଫିସ,୨।୬: ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ୩୦ହଜାର ଟଙ୍କା ଲାଞ୍ଚ ନେଇ ବୁଧବାର ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଢେଙ୍କାନାଳ ଜିଲା ହିନ୍ଦୋଳ ଏସ୍‌ଡିପିଓ ମଳୟ କିଶୋର ନାୟକଙ୍କୁ ଗୁରୁବାର ମଧ୍ୟାହ୍ନରେ ଢେଙ୍କାନାଳ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଛି।…

‘ତୁମେ ସବୁଦିନ ମନେ ରହିବ’

ମୁମ୍ବାଇ: ପ୍ରସିଦ୍ଧ ଗାୟକ କେକେଙ୍କ ଦେହାନ୍ତରେ ବଲିଉଡ୍‌ ଷ୍ଟାର୍‌ ସଲମାନ ଖାନ୍‌ ଶୋକ ପ୍ରକାଶ କରିଛନ୍ତି। କେକେ ସଲମାନ, ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ହମ ଦିଲ୍‌ ଦେ ଚୁକେ ସନମ’ର’ ତଡ଼ପ-ତଡ଼ପ କେ ଇସ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri