Home Left

୧୬ କୋଟି ମହିଳାଙ୍କୁ ଆବଶ୍ୟକ ଗର୍ଭ ନିରୋଧକ

ନୂଆଦିଲ୍ଲୀ,୨୩।୭: ଦେଶବ୍ୟାପୀ ୧୬ କୋଟି ବିବାହିତ ମହିଳା ଓ ଯୁବତୀଙ୍କୁ ଗର୍ଭନିରୋଧକର ଆବଶ୍ୟକତା ଥିବା ଲାନ୍‌ସେଟ୍‌ ଜର୍ନାଲରେ ପ୍ରକାଶିତ ସର୍ଭେ ରିପୋର୍ଟରେ କୁହାଯାଇଛି। ୧୯୭୦ରେ ବିଶ୍ୱରେ ଏହାର ବ୍ୟବହାର ବୃଦ୍ଧି ପାଇଥିଲା। ମହିଳାଙ୍କ ଉତ୍ତର ସ୍ବାସ୍ଥ୍ୟ ସାଙ୍ଗକୁ ସ୍ଥାୟୀ ବିକାଶ ଲକ୍ଷ୍ୟ…

ଗାଭାସ୍କରଙ୍କୁ ବଡ ସମ୍ମାନ, ପ୍ରଥମଥର ଭାରତୀୟ ଖେଳାଳିଙ୍କ ନାମରେ ଇଂଲଣ୍ଡରେ ଷ୍ଟାଡିୟମ

ଲଣ୍ଡନ,୨୩ ।୭: ଇଂଲଣ୍ଡରେ ଭାରତୀୟ କ୍ରିକେଟକୁ ଏକ ବଡ ସମ୍ମାନ ମିଳିଛି । ଟିମ ଇଣ୍ଡିଆର ପୂର୍ବତନ କ୍ୟାପଟେନ ତଥା ମହାନ ବ୍ୟାଟ୍ସ ମ୍ୟାନ ସୁନିଲ ଗାଭାସ୍କରଙ୍କ ନାମରେ ଇଂଲଣ୍ଡର ଏକ ଷ୍ଟାଡିୟମର ନାମକରଣ କରାଯିବ ଲିସେଷ୍ଟର କ୍ରିକେଟ ଗ୍ରାଉଣ୍ଡର ନାମ…

ଝାଡ଼ାବାନ୍ତି ପ୍ରଭାବିତ ଗ୍ରାମରେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଦଶମନ୍ତପୁର, ୨୩ା୭(ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁରରେ ଝାଡ଼ାବାନ୍ତି ବ୍ୟାପୀ ସ୍ବାସ୍ଥ୍ୟ ବିଭାଗର ନିଦ ହଜାଇଦେଇଛି। ଏହି ମହାମାରୀ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ୧୪ ଜଣ ଚିକିତ୍ସାଧୀନ ଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି। ଗୁରୁବାର ଏହି…

ଲୋକ ସଭାରେ ଆଣ୍ଟାର୍କଟିକ୍‌ ବିଲ୍‌ ଗୃହୀତ

ନୂଆଦିଲ୍ଲୀ,୨୩ା୭: ନିକଟରେ କେନ୍ଦ୍ର ସରକାର ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକ ଉପରେ ଲାଗୁ କରିଥିବା ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ଏବଂ ଦରବୃଦ୍ଧି ନେଇ ବିରୋଧୀ ଦଳଗୁଡ଼ିକ ଶୁକ୍ରବାର ପାର୍ଲାମେଣ୍ଟରେ ହଟ୍ଟଗୋଳ କରିଛନ୍ତି। ଏହି ଦୁଇ ପ୍ରସଙ୍ଗରେ ଉଭୟ ଲୋକ ସଭା ଓ…

ପରିତ୍ୟକ୍ତ ଖାଦାନକୁ ନେଇ ବଢୁଛି ଚିନ୍ତା

ଉତ୍କଳବନ୍ଧୁ ପଣ୍ଡା ଖଇରା, ୨୩।୭: ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ କୁପାରୀ ଓ ବର୍ତ୍ତନା ରାଜସ୍ବ କ୍ଷେତ୍ରରେ ରହିଥିବା ଜଳଭର୍ତ୍ତି ପରିତ୍ୟକ୍ତ ମୋରମ ଓ ମାଙ୍କଡା ଖାଦାନରେ ପଡ଼ି ୧୦ବର୍ଷରେ ୩୦ ଜଣଙ୍କ ପ୍ରାଣ ଗଲାଣି। କେବଳ ମଣିଷ ନୁହେଁ,…

ଟିଏଫ୍‌ଏଲ୍‌ ପାଇଁ ଆସିଲା ଯନ୍ତ୍ରାଂଶ

ତାଳଚେର,୨୩ା୭(ନି.ପ୍ର.): ଅନୁଗୋଳ ଜିଲାର ତାଳଚେର ସାର କାରଖାନାଠାରେ ନିର୍ମାଣାଧୀନ ଦେଶର ପ୍ରଥମ କୋଇଲା ଗ୍ୟାସ୍‌ ଭିତ୍ତିକ ସାର କାରଖାନା ତାଳଚେର ଫର୍ଟିଲାଇଜର୍ସ ଲିମିଟେଡ୍‌ (ଟିଏଫ୍‌ଏଲ୍‌) ନିମନ୍ତେ ଆନୁଷଙ୍ଗିକ ଯନ୍ତ୍ରାଂଶ ଆସିବା ଆରମ୍ଭ ହୋଇଛି। ଏକ ୧୨୮ ଚକିଆ ବିରାଟ ଟ୍ରେଲରରେ ଆସିଥିବା…

ବିଧାନସଭାରେ ଦ୍ରୌପଦୀଙ୍କୁ ଅଭିନନ୍ଦନ ଜଣାଇଲେ ସବୁ ଦଳ

ଭୁବନେଶ୍ୱର,୨୩ା୭(ବ୍ୟୁରୋ): ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ଶୁକ୍ରବାର ସମସ୍ତ ଦଳ ଏହି ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଏକ ଧନ୍ୟବାଦ ପ୍ରସ୍ତାବ ବିଧାନସଭାରେ ଆଗତ କରିବାକୁ ଭାଜପା ପକ୍ଷରୁ…

ସୂର୍ଯ୍ୟ ଦେଓଙ୍କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଡ଼ିଶା ପାଇଁ ଗର୍ବ ଆଣିଛନ୍ତି ଚଳଚ୍ଚିତ୍ର ସମୀକ୍ଷକ ତଥା ଲେଖକ ସୂର୍ଯ୍ୟ ଦେଓ। ୬୮ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୨ରେ ତାଙ୍କ ପୁସ୍ତକ ‘କାଲି ପାଇଁ କାଲିର ସିନେମା’ ଶ୍ରେଷ୍ଠ ଚଳଚ୍ଚିତ୍ର ପୁସ୍ତକ ଭାବେ ମନୋନୀତ ହୋଇଛି। ସୂଚନା ଓ…

ରାଜ୍ୟବାସୀଙ୍କ ତରଫରୁ ଦ୍ରୌପଦୀଙ୍କୁ ନବୀନଙ୍କ ଶୁଭେଚ୍ଛା

ଭୁବନେଶ୍ବର, ୨୨ା୭(ବ୍ୟୁରୋ): ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହେବା ପରେ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିବାର ଲାଗିଛି। ଦ୍ରୌପଦୀଙ୍କୁ ଏହି ବିପୁଳ ଭୋଟ ବ୍ୟବଧାନର ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟେଲିଫୋନ୍‌ କରି ଶୁଭେଚ୍ଛା…

ଚିଲିକା ପାଇଁ ସ୍ବତନ୍ତ୍ର ନୀତି ହେଉ: ବିରୋଧୀ

ଭୁବନେଶ୍ୱର,୨୩ା୭(ବ୍ୟୁରୋ): ରାଜ୍ୟ ସରକାର ଉଭୟ ଚିଲିକାର ଗୁଣବତ୍ତା ଓ ମତ୍ସ୍ୟଜୀବୀମାନଙ୍କର ଜୀବିକାକୁ ସାମଗ୍ରିକ ଓ ସାମୂହିକ ଭାବେ ଉନ୍ନତି କରିବା ପାଇଁ ପ୍ରତିଶ୍ରୁତି ବଦ୍ଧ। ଶୁକ୍ରବାର ବିରୋଧୀଙ୍କ ଆଗତ ମୁଲତବୀ ଆଲୋଚନା ଉତ୍ତରରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ…

ଚାଇନାରେ ବଢୁଛି ତାପମାତ୍ରା

ବେଜିଂ,୨୩ ।୭: ୟୁରୋପ ଓ ବ୍ରିଟେନ ପରେ ଏବେ ଆଗାମୀ ୧୦ ଦିନ ମଧ୍ୟରେ ପୂର୍ବରୁ ପଶ୍ଚିମ ଚାଇନା ପର୍ଯ୍ୟନ୍ତ ତାପମାତ୍ରା ବଢିବାର ସମ୍ଭାବନା ରହିଛି । କିଛି ଉପକୂଳ ଅଞ୍ଚଳରେ ହିଟୱେଭକୁ ନେଇ ପୂର୍ବରୁ ସତର୍କ ସୂଚନା ଜାରି କରାଯାଇଛି…

ହତ୍ୟା ଧମକ ପରେ ବନ୍ଧୁକ ଲାଇସେନ୍ସ ପାଇଁ ଆବେଦନ କଲେ ସଲମାନ

ବମ୍ବେ: ନିଜର ସୁରକ୍ଷା ଲାଗି ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି ଦବଙ୍ଗ ଖାନ୍‌ ସଲମାନ। ସେ ମୁମ୍ବାଇ ପୁଲିସ ନିକଟରେ ବନ୍ଧୁକ ଲାଇସେନ୍ସ ପାଇଁ ଆବେଦନ କରିଛନ୍ତି। ସଲମାନଙ୍କୁ ହତ୍ୟା ଧମକ ମିଳିବା ପରେ ଆତ୍ମ ସୁରକ୍ଷା ପାଇଁ ସେ ପୋଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri