ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ
ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି I ବଲାଙ୍ଗୀର ଆରକ୍ଷୀ ଅଧୀକ୍ଷକ ଅଭିଳାଷ ଜି ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା...
ମୃତବ୍ୟକ୍ତିଙ୍କ ସୁନା ଅଳଙ୍କାର ପାଖରେ ରଖୁଛନ୍ତି କି? ପଡିପାରେ ନକରାତ୍ମକ ଶକ୍ତି, ଜାଣନ୍ତୁ ଗରୁଡ ପୁରାଣ କ’ଣ କହୁଛି
ସୁନାକୁ ସୌଭାଗ୍ୟ ଏବଂ ସକାରାତ୍ମକ ଶକ୍ତିର ବାହକ ବୋଲି ବିବେଚନା କରାଯାଏ। ଏହାର ଚମକ ଏବଂ ଆକର୍ଷଣ ସମସ୍ତଙ୍କୁ ଆକର୍ଷିତ କରେ। ସୁନା ଅଳଙ୍କାର, ବିଶେଷକରି ମହିଳାମାନଙ୍କ ପାଇଁ, ସୌନ୍ଦର୍ଯ୍ୟ ଏବଂ ଶୁଭତାର ପ୍ରତୀକ ଭାବରେ ବିବେଚନା କରାଯାଏ। ତଥାପି,...
ବିପୁଳ ଗଞ୍ଜେଇ ଜବତ, ଜଣଙ୍କ ପରେ ଜଣଙ୍କୁ ମାଡିବସିଲା…
ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଅବକାରୀ ବିଭାଗ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣ ଗଞ୍ଜେଇ ଜବତ ସହ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ କୋମନା ବ୍ଲକ ଟିକ୍ରାପଡା ପଞ୍ଚାୟତ...
୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ
ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ ନିଜର କାରଖାନା କିମ୍ୱା ଶିଳ୍ପ ସ୍ଥାପନ କିମ୍ୱା ଜମି କିଣିବାର ସ୍ୱପ୍ନ ଦେଖୁଛନ୍ତି,...
ବାଇକ୍ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ
ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା l ବାରକୋଟ ପଟୁ ରାଉରକେଲା ପଟକୁ ଯାଉଥିବା ଏକ ଲୌହ...
ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ
ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ବିଜେଡିର ଭଦ୍ରକ ଜିଲା ସାଧାରଣ ସମ୍ପାଦକ ଭାଗିରଥି ବଳ, ଆନ୍ଦୋଳା ସରପଞ୍ଚ କାମଦେବ...
କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ
ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହୁଛନ୍ତି। ଏଥିସହ ସନ୍ଧ୍ୟା ହେଲେ କବାଟ ଖୋଲିବାକୁ ଭୟ କରୁଛନ୍ତି। ଏଭଳି...
ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…
ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ ସମଗ୍ର ଦେଓଲ ପରିବାର ଦିବଂଗତ ସୁପରଷ୍ଟାରଙ୍କ ୯୦ ତମ ଜନ୍ମଦିନ ପାଳନ କରିବାକୁ...
ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍ କଲେ ବିଡିଓ, ଦେଖନ୍ତୁ VIDEO
ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର ବ୍ୟବସ୍ଥା କରାଯାଇଥିଲେ ସୁଦ୍ଧା ରକ୍ଷଣବେକ୍ଷଣ କରା ନ ଯିବା ହେତୁ ବହୁ ଷ୍ଟ୍ରିଟ...
କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…
ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର ଛକଠାରେ କଣ୍ଟେନର ଗୋରୁଗାଡି ଜବତ କରିଛି। ସୂଚନା ମୁତାବକ ଗତ ରାତ୍ରିରେ ଭଦ୍ରକରୁ...
ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍ କଲେ ଅଦାଲତ
କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର ଏସ୍ସି/ଏସ୍ଟି ଅଦାଲତ ଚାର୍ଜଫ୍ରେମ କରିଛନ୍ତି। ଓଡ଼ିଶା କ୍ରାଇମବ୍ରାଞ୍ଚରେ ରୁଜୁ ମାମଲାରେ ଏହି ଚାର୍ଜଫ୍ରେମ...
ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି
ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ ରାଜରାସ୍ତାରେ ବସିଛନ୍ତି। ପ୍ରାଥମିକ ଶିକ୍ଷକ ସଂଘର ଆହ୍ବାନକ୍ରମେ ୨ ଦଫା ଦାବି ନେଇ...
Archives


