Home Left

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରବିବାର ସୁଦ୍ଧା ରାଜ୍ୟର ୨୧.୪୨ ଲକ୍ଷ ଚାଷୀ ଧାନ…

ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ ସିଡିପିଓ ସଂନ୍ଧ୍ୟାରାଣୀ ପଣ୍ଡା ଅଧ୍ୟକ୍ଷତା କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ…

ସ୍କ୍ରବ୍‌ ଟାଇଫସ୍‌: ଏମାନଙ୍କ ସଂସ୍ପର୍ଶରେ ଆସିଲେ ହୋଇଥାଏ ଏହି ରୋଗ

ସ୍କ୍ରବ୍‌ ଟାଇଫସ୍‌ ଏକ ସଂକ୍ରାମକ ରୋଗ ଓ ଏହା ରିକେଟ୍‌ସିଆ ଗ୍ରୁପ୍‌ର ଜୀବାଣୁ ଓରିଏନସିଆ ସୁସୁଗାମୁଷି ଜୀବାଣୁ ଦ୍ୱାରା ହୋଇଥାଏ। ଏହି ଜୀବାଣୁ ଜଉପୋକ, ଲୁଣିଆ ପୋକ ଓ ଚିଗରସ ହାର୍ଭେଷ୍ଟ ମାଇଟ୍‌ର ଛୋଟ ଲାର୍ଭା ଦ୍ୱାରା ସଂକ୍ରମଣ ଯୋଗୁ ହୋଇଥାଏ।…

ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ ଦୁଇ ଶିକ୍ଷା । ଏନେଇ ଗଣଶିକ୍ଷା ସଚିବ ଏନ. ଥିରୁମାଲା ନାଏକ ଆଜି…

ଜାଣନ୍ତୁ କେମିତି ନିୟନ୍ତ୍ରଣରେ ରହିବ ବ୍ଲଡ୍‌ପ୍ରେସର

ରକ୍ତଚାପ ବା ବ୍ଲଡପ୍ରେସର ଦୁଇ ଭାଗରେ ବିଭକ୍ତ, ଯଥା- ଉଚ୍ଚ ରକ୍ତଚାପ ବା ହାଇ ବ୍ଲଡପ୍ରେସର, ଲୋ ବ୍ଲଡପ୍ରେସର ବା ନିମ୍ନ ରକ୍ତଚାପ। ବିଶେଷଭାବରେ ଲୋ ବ୍ଲଡପ୍ରେସର ପାଇଁ ଅଧିକ ସତର୍କ ରହିବାକୁ ପଡ଼ିଥାଏ। ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ କରିବାକୁ ନିୟମିତ…

ଚର୍ଚ୍ଚିତ ଗୌଣ ଗ୍ରହ ଆପୋଫିସ୍‌

ଆମ ସୌରଜଗତରେ ମଙ୍ଗଳ ଓ ବୃହସ୍ପତି ଗ୍ରହଦ୍ୱୟ କକ୍ଷ ମଝିରେ ଅନେକଗୁଡିଏ କ୍ଷୁଦ୍ର ଜ୍ୟୋତିର୍ବିଦୀୟ ପିଣ୍ଡ ସୂର୍ଯ୍ୟଙ୍କୁ ପରିକ୍ରମଣ କରୁଛନ୍ତି। ଏଗୁଡିକ ଗ୍ରହାଣୁ ବା ଗୌଣଗ୍ରହ କୁହାଯାଏ। ଯେଉଁ ଅଞ୍ଚଳରେ ଏଗୁଡିକ ସୂର୍ଯ୍ୟଙ୍କୁ ପରିକ୍ରମଣ କରୁଛନ୍ତି, ତାକୁ ଗ୍ରହାଣୁ ବଳୟ କୁହାଯାଏ।…

ସତ୍ୟ ନିକେତନ ଘଟଣା: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ, ୫ MCD ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ିବା ଘଟଣାରେ ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେନ (MCD) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦକ୍ଷିଣ ଜୋନର ପାଞ୍ଚ ଜଣ ଅଧିକାରୀ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନର ସମ୍ମୁଖୀନ ହୋଇଛନ୍ତି; MCD କମିଶନରଙ୍କ ନିର୍ଦ୍ଦେଶ ପରେ ସେମାନଙ୍କୁ…

ଦିଲ୍ଲୀ ଘଟଣା: ମୃତକଙ୍କ ପରିବାରକୁ ୧ କୋଟି କ୍ଷତିପୂରଣ ସହ ସରକାରୀ ଚାକିରି ଦାବି

ନୂଆଦିଲ୍ଲୀ,୭।୯: ଦିଲ୍ଲୀର ସତ୍ୟ ନିକେତନରେ କୋଠା ଭୁଶୁଡ଼ି ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସମ୍ପର୍କରେ ଭାରତୀୟ ଜାତୀୟ କଂଗ୍ରେସର ଉତ୍ତର ପ୍ରଦେଶ ୟୁନିଟ ସଭାପତି ଅଜୟ ରାୟ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଏହି ଘଟଣାକୁ ଦୁଃଖଦ ବୋଲି ବର୍ଣ୍ଣନା କରି…

ବଡ଼ ଖବର! ଗଣଶିକ୍ଷା ସଚିବଙ୍କ ସୂଚନା, ଦଶମ-ଦ୍ୱାଦଶ ପାଇଁ ହେବ ଗୋଟିଏ ବୋର୍ଡ

ଭୁବନେଶ୍ୱର, ୭।୯: ଦଶମ ଓ ଦ୍ବାଦଶ ପରୀକ୍ଷା ନେଇ ବଡ଼ ସୂଚନା ଦେଲେ ଗଣଶିକ୍ଷା ସଚିବ । ଏଣିକି ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ଗୋଟିଏ ବୋର୍ଡ କାର୍ଯ୍ୟ କରିବ । ଏନେଇ ସୂଚନା ଦେଲେ ଗଣଶିକ୍ଷା ସଚିବ ଏନ୍‌…

ଶନିଙ୍କ ବକ୍ରୀ ଚଳନରେ ୩ ରାଶିଙ୍କ ପାଇଁ ବଢ଼ିପାରେ ସମସ୍ୟା, କର୍ମକ୍ଷେତ୍ରରେ ସମସ୍ୟା ସହ ଚାକିରି…

ବର୍ତ୍ତମାନ ଶନି ଗ୍ରହ ବକ୍ରୀ ଅବସ୍ଥାରେ ମୀନ ରାଶିରେ ରହିଛନ୍ତି। ଜ୍ୟୋତିଷ ମତ ଅନୁସାରେ, ଶନିଙ୍କ ଏହି ସ୍ଥିତି କିଛି ରାଶି ପାଇଁ ଚ୍ୟାଲେଞ୍ଜ ଆଣିପାରେ। ଶନିଙ୍କୁ କର୍ମଫଳଦାତା ଓ ନ୍ୟାୟାଧୀଶ ଭାବେ ଗଣନା କରାଯାଏ। ତେଣୁ ମଣିଷର କର୍ମ ଅନୁସାରେ…

୫ ବର୍ଷ ପୂର୍ବେ ନିଖୋଜ ହୋଇଯାଇଥିବା ମା’ ଘରକୁ ଫେରିଲେ, ପରିବାରରେ ଖୁସିର ଲହରି

ଦିଗପହଣ୍ଡି,୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବରମୁଣ୍ଡୁଳି ଗାଁର ୭୦ ବର୍ଷୀୟା ବୃଦ୍ଧା ଇନ୍ଦୁ ବିଷୋୟୀ ୫ ବର୍ଷ ପୂର୍ବେ ଭୁବନେଶ୍ୱରରୁ ନିଖୋଜ ହୋଇଯାଇଥିଲେ। ଦୁଇ ପୁଅଙ୍କ ମୃତ୍ୟୁ ପରେ ସେ ମାନସିକ ସ୍ତରରେ ଅସୁସ୍ଥ ଥିଲେ ଏବଂ…

ଗଡକରୀଙ୍କ ବୟାନ ପରେ ରାଜନୀତିରେ ହଇଚଇ, ଭୋଟ୍ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୭।୯: କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋରଦାର ହୋଇଛି । ନାଗପୁରରେ ରବିବାର ଏକ କାର୍ଯ୍ୟକ୍ରମରେ ନିଜ ନିର୍ବାଚନୀ ଭୋଟ୍‌କୁ ନେଇ ସେ ଏକ ମନ୍ତବ୍ୟ ଦେଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?