ବେଦମାତା ବେଶରେ ପୂଜା ପାଇଲେ ମା’ ଭଦ୍ରକାଳୀ
ଭଦ୍ରକ ଅଫିସ,୨୪।୧୦: କାଳୀପୂଜା ପାଇଁ ପ୍ରସିଦ୍ଧି ଲାଭ କରିଥିବା ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ସୋମବାର ଚଳଚଞ୍ଚଳ ହୋଇଉଠିଛି । ପବିତ୍ର ଦୀପାବଳିଠାରୁ ୭ ଦିନ ମା’ଙ୍କ ସପ୍ତମାତୃକା ବେଶ ହୋଇଥାଏ । ସୋମବାର ପ୍ରଥମ ଦିନରେ ସେବାୟମାନେ…
୨ ସୁନା ବେପାରୀ, ୬ ଡକାୟତ ଗିରଫ
ନୟାଗଡ଼ ଅଫିସ,୨୪ା୧୦: ନୟାଗଡ଼ ଟାଉନ ଥାନା ପୋଲିସ ଏକ ଡକାୟତ ଗ୍ୟାଙ୍ଗକୁ ଗିରଫ କରିବା ସହ ୨ ସୁନା ବେପାରୀ ଓ ୬ ଡକାୟତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏମାନଙ୍କ ଠାରୁ ୨୦ ଲକ୍ଷ ଟଙ୍କାର ସୁନା ଓ…
ଧୋନୀ-ଯୁବରାଜଙ୍କ ୧୦ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ବିରାଟ-ହାର୍ଦ୍ଦିକ
ମେଲବୋର୍ନ,୨୪।୧୦: ଭାରତୀୟ କ୍ରିକେଟ ଟିମ୍ ରବିବାର ପାକିସ୍ତାନ ବିପକ୍ଷରେ ରୋମାଞ୍ଚକର ମ୍ୟାଚ୍ରେ ବିଜେତା ହୋଇ ଟି୨୦ ବିଶ୍ୱକପ୍ ୨୦୨୨ରେ ନିଜର ଅଭିଯାନ ଆରମ୍ଭ କରିଛି। ଏହି ବିଜୟ ପାଇଁ ୧୬୦ରନ୍ର ଲକ୍ଷ୍ୟ ରହିଥିଲା। ପ୍ରାରମ୍ଭିକ ଉଇକେଟ ପତନ ପରେ ବିରାଟ କୋହଲି…
ଅଜବ ଟୋପି ପିନ୍ଧି ପରୀକ୍ଷା ଦେଲେ ଛାତ୍ରୀଛାତ୍ର, ଏହା ପଛର କାରଣ ଜାଣିଲେ…
ସୋସିଆଲ ମିଡିଆରେ ଅନେକ ସମୟରେ ଅନେକ ଜିନିଷ ଭାଇରାଲ ହୋଇଥାଏ। ଏଥିରୁ କିଛି କଥା ଆମକୁ ଆଶ୍ଚର୍ଯ୍ୟ କରିଥାଏ। ଏବେ ଫିଲିପାଇନ୍ସରୁ ଏହିପରି କିଛି ଫଟୋ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖିଲେ ଲୋକେ କିଛି ବୁଝିପାରିବେ ନାହିଁ। କଲେଜ ଛାତ୍ରୀଛାତ୍ର…
ପୋଖରୀରେ ଫସିଲା ହାତୀ, ୫ ଘଣ୍ଟା ପରେ ଉଦ୍ଧାର
ଭବାନୀପାଟଣା/ଲାଞ୍ଜିଗଡ଼,୨୪।୧୦(ସ୍ବ.ପ୍ର/ଡି.ଏନ୍.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଦୁର୍ଗମ ଅଞ୍ଚଳରେ ହାତୀଙ୍କ ପ୍ରାଦୁର୍ଭାବ ଦିନକୁ ଦିନ ବଢିଚାଲି ଥିବା ବେଳେ ସନ୍ଧ୍ୟା ହେଲେ ହାତୀପଲ ଗାଁ ମୁହାଁ ହେଉଛନ୍ତି। ସେତିକିବେଳେ ହାତୀପଲ ଫସଲ ନଷ୍ଟ କରିବା ସହ ଲୋକଙ୍କ ଘର ଦ୍ବାର ଭାଙ୍ଗି…
କ୍ୟାମେରା ଆଗରେ ପ୍ରେମିକଙ୍କୁ ଚୁମ୍ବନ ଦେଇ ଟ୍ରୋଲ ହେଉଛନ୍ତି ହ୍ରିତିକ୍ଙ୍କ ପୂର୍ବପତ୍ନୀ
ବମ୍ବେ: ସାରା ଦେଶରେ ଦୀପାବଳିକୁ ନେଇ ଧୁମ୍। ଏଥିରୁ ବାଦ୍ ପଡ଼ିନି ବଲିଉଡ୍। ଗତ ସପ୍ତାହେ ହେଲାଣି ଦୀପାବଳିକୁ ନେଇ ପାର୍ଟି ଦେଉଛନ୍ତି ବଲିଉଡର ସେଲିବ୍ରିଟିମାନେ । ନିକଟରେ ଅଭିନେତା ତଥା ପ୍ରଯୋଜକ କୃଷ୍ଣା କୁମାରଙ୍କ ପାର୍ଟିରେ କଳାକାରଙ୍କ ଭିଡ ଜମିଥିଲା।…
ମୃତ ଗାଈକୁ ଘୋଷାରି ନେଲା ପାଟ୍ରୋଲିଂ ଗାଡ଼ି: ସୁପରଭାଇଜର, ଚାଳକ ବହିଷ୍କୃତ
ଛତ୍ରପୁର,୨୪।୧୦(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବାଏପାସ୍ ଜାତୀୟ ରାଜପଥରେ ଗାଡ଼ି ଧକ୍କାରେ ଏକ ଗାଈର ମୃତ୍ୟୁ ଘଟିଥିଲା। ହେଲେ ଏନ୍ଏଚ୍ଏଆଇର ହାଇୱେ ପାଟ୍ରୋଲିଂ ଗାଡ଼ି ପଛପଟେ ଏକ ଦଉଡିରେ ମୃତ ଗାଈକୁ ବାନ୍ଧି ରାଜପଥରେ ଘୋଷାରି ଘୋଷାରି ନେଉଥିବା ଦେଖିବାକୁ ମିଳିଥିଲା…
ବିଷ ପିଇଲେ ଅଧ୍ୟାପକ
ଲୋଇସିଂହା,୨୪।୧୦(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ରାମପୁର-ଡୁଡୁକା ରାସ୍ତାରେ ବିଷ ପିଇ ଗୁରୁତର ଅବସ୍ଥାରେ ପଡିଥିବା ଜଣେ ଅଧ୍ୟାପକଙ୍କୁ ସ୍ଥାନୀୟ କିଛି ଯୁବକ ଉଦ୍ଧାର କରି ସୋମବାର ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଅବସ୍ଥା ଗୁରୁତର ହେବାରୁ…
ପୋଲିସ ନ ଶୁଣିବାରୁ ଇଚ୍ଛାମୃତ୍ୟୁ ପାଇଁ ଚିଠି ଲେଖିଲେ ପୀଡ଼ିତା
ଲକ୍ଷ୍ନୌ,୨୪।୧୦: ଦୀର୍ଘମାସ ଧରି ବଳାତ୍କାରର ଶିକାର ହୋଇଥିବା ଉତ୍ତରପ୍ରଦେଶ ପିଲିଭିଟ୍ ଅଞ୍ଚଳର ଜଣେ ମହିଳା ଇଚ୍ଛାମୃତ୍ୟୁ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଚିଠି ଲେଖି ଅନୁମତି ମାଗିଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ପୁରାଣପୁର କୋଟ୍ଓ୍ବାଲି ପୋଲିସ ଗତ ୯ ତାରିଖରେ ମହିଳାଙ୍କ…
ମହିଳାଙ୍କୁ ସୁରକ୍ଷା ଦେବାରେ ବଘେଲ ସରକାର ବିଫଳ: ଭାଜପା
ଭୋପାଳ,୨୪।୧୦: ଛତିଶଗଡ଼ ମହେନ୍ଦ୍ରଗଡ଼ ଜିଲାର ଏକ ସ୍ବାସ୍ଥ୍ୟକେନ୍ଦ୍ରରେ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ନର୍ସଙ୍କୁ ହାତଗୋଡ଼ ବାନ୍ଧି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତିକରି ୩ ଜଣଙ୍କୁ ଗିରଫ କରିଥିବାବେଳେ ସେମାନଙ୍କ ମଧ୍ୟରେ ଜଣେ ନାବାଳକ ଅଛନ୍ତି। ଅନ୍ୟଜଣେ…
ନେଦରଲାଣ୍ଡ ୯ ରନ୍ରେ ହାରିଲା…
ମେଲବୋର୍ନ,୨୪।୧୦ : ଟି-୨୦ ବିଶ୍ୱକପର ସୁପର-୧୨ରେ ସୋମବାର ନେଦରଲାଣ୍ଡ ଏବଂ ବାଲାଂଦେଶ ମଧ୍ୟରେ ହୋଇଥିବା ମ୍ୟାଚ୍ରେ ନେଦରଲାଣ୍ଡ ୯ ରନ୍ରେ ହାରଛି। ହୋବାର୍ଟର ବେଲେରିଭା ଓଭାଲରେ ଖେଳାଯାଉଥିବା ଏହି ମ୍ୟାଚ୍ରେ ବାଂଲାଦେଶ ଧାର୍ଯ୍ୟ ୨୦ ଓଭରରେ ୮ ଓ୍ବିକେଟ ହରାଇ ୧୪୪…
କାର୍ ସହ ୪୦ କେଜି ଗଞ୍ଜେଇ ଜବତ, ୩ ଗିରଫ
ବ୍ରହ୍ମପୁର ଅଫିସ,୨୪ା୧୦: ଗଞ୍ଜାମ ଜିଲା ଦେଇ ବିଭିନ୍ନ ସ୍ଥାନକୁ ଗଞ୍ଜେଇ ଚୋରା ଚାଲାଣ ହେଉଛି। ଗଜପତି ଓ କନ୍ଧମାଳରୁ ବେଆଇନ ଭାବେ ଏହି ଗଞ୍ଜେଇ ଚୋରା ଚାଲାଣ ହୋଇଥାଏ। ଏହି ଗଞ୍ଜେଇ ଚାଲାଣକାରୀଙ୍କୁ ଧରିବା ପାଇଁ ଅବକାରୀ ଗୁଇନ୍ଦା ବିଭାଗ ଜିଲାର…

