Home Left

ଝାରସୁଗୁଡ଼ାରେ କଡାକଡି ହେଲା କଟକଣା

ଝାରସୁଗୁଡ଼ା ଅଫିସ,୨୨ା୭- କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ସର୍ବସାଧାରଣ ସ୍ଥାନରେ ମାସ୍କ ପରିଧାନ ବାଧ୍ୟତାମୂଳକ କରାଯାଇଛି। ଜୁଲାଇ ୨୧ରୁ ଆଗାମୀ ଏକମାସ ବ୍ୟାପୀ ସମସ୍ତେ ମାସ୍କ ପରିଧାନ କରିବା ସହ ସାମାଜିକ ଦୂରତା ରକ୍ଷା କରିବାକୁ କୁହାଯାଇଛି।…

‘ସନ୍ନି ଦେଓଲଙ୍କ ପାଇଁ ମୁମ୍ବାଇରେ ବଙ୍ଗଳା କିଣିଛି’

ମୁମ୍ବାଇ: ଖିଲାଡି ବୟ ଅକ୍ଷୟ କୁମାର କରଣ ଜୋହରଙ୍କ ଶୋ’ ‘କଫି ଓ୍ବିଥ୍‌ କରଣ-୭’ରେ ନଜର ଆସିଥିଲେ। ଶୋ’ରେ ଅକ୍ଷୟ ମୁମ୍ବାଇର ଜୁହୁ ଅଞ୍ଚଳରେ ନିଜର ବିଳାସପୂର୍ଣ୍ଣ ବଙ୍ଗଳା କିଣିବାର ଏକ ରୋଚକ କାହାଣୀ କହିଥିଲେ। ନିର୍ଦ୍ଦେଶକ ରାଜକୁମାର କୋହଲିଙ୍କ ଫିଲ୍ମ…

ଗ୍ୟାସ ସିଲିଣ୍ଡର ଫାଟି ୨ ଗୁରୁତର

ବ୍ରହ୍ମପୁର ଅଫିସ, ୨୨।୭: ବ୍ରହ୍ମପୁର ଗୋପାଳପୁର ଥାନା ରାମଚନ୍ଦ୍ରପୁର ଗାଁରେ ଗ୍ୟାସ ସିଲିଣ୍ଡର ଫାଟି ଦୁଇଜଣ ଆହତ ହୋଇଛନ୍ତି । ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା । ତେବେ ଏଥିରେ ଆହତ ହୋଇଥିବା ଦୁଇଜଣଙ୍କୁ ଚିକିତ୍ସା ପାଇଁ…

ଓମ୍‌ ପ୍ରକାଶଙ୍କୁ ମିଳିଲା ଓ୍ବାଇ ସୁରକ୍ଷା

ଲକ୍ଷ୍ନୌ,୨୨।୭: ଉତ୍ତରପ୍ରଦେଶର ଜହୁରାବାଦର ବିଧାୟକ ତଥା ଏସ୍‌ବିଏସ୍‌ପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଓମ୍‌ ପ୍ରକାଶ ରାଜଭରଙ୍କୁ ‘ଓ୍ବାଇ’ ବର୍ଗର ସୁରକ୍ଷା ପ୍ରଦାନ କରାଯାଇଛି। ୟୁପି ସରକାରଙ୍କ ନିର୍ଦ୍ଦେଶକ୍ରମେ ଏହି ସୁରକ୍ଷା ତାଙ୍କୁ ଦିଆଯାଇଛି। ସୂଚନାଯୋଗ୍ୟ, ଗୁରୁବାର ତଥା ରାଷ୍ଟ୍ରପତି ଫଳାଫଳ ଦିନ ହିଁ…

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଦକ୍ଷିଣ ଆଫ୍ରିକା, ଅଷ୍ଟ୍ରେଲିଆ ବିପକ୍ଷରେ ଘରୋଇ ସିରିଜ ଖେଳିବ ଭାରତ

ନୂଆଦିଲ୍ଲୀ, ୨୨ା୭: ଆଇସିସି ଟି୨୦ ବିଶ୍ୱକପ୍‌ରେ ଭାଗ ନେବାକୁ ଯିବା ପୂର୍ବରୁ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ଏକ ଟି୨୦ କ୍ରିକେଟ ସିରିଜ ଏବଂ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି୨୦ ସହ ଏକ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳିବ। ଖବର…

ମକା ଦାମ୍‌ ଶୁଣି ମନ୍ତ୍ରୀ ଆଶ୍ଚର୍ଯ୍ୟ

ଭୋପାଳ,୨୨।୭: କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ତଥା ମଧ୍ୟପ୍ରଦେଶର ମାଣ୍ଡଲାର ଏମ୍‌ପି ଫଗାନ ସିଂ କୁଲାସ୍ତେଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ସେ ଗୋଟିଏ ମକାର ମୂଲ୍ୟ ୧୫ ଟଙ୍କା ଶୁଣି ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଏତେ…

ପ୍ରିୟଙ୍କାଙ୍କ ବୋଲ୍ଡ ଡ୍ୟାନ୍ସ , ଭିଡିଓ ଦେଖିଲେ…

ମୁମ୍ବାଇ: ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଇଣ୍ଡଷ୍ଟ୍ରିର ଏମିତି ଜଣେ ଅଭିନେତ୍ରୀ ଯିଏ କି ବଲିଉଡ୍‌ଠାରୁ ହଲିଉଡ୍‌ ପର୍ଯ୍ୟନ୍ତ ନିଜର ଦକ୍ଷ ଅଭିନୟ ପ୍ରଦର୍ଶନ କରିଛନ୍ତି। ପ୍ରିୟଙ୍କା ଏପର୍ଯ୍ୟନ୍ତ ନିଜ କ୍ୟାରିୟରରେ ସଫଳତା ହାସଲ ପାଇଁ ଦିନରାତି ପରିଶ୍ରମ କରିଛନ୍ତି। ଅଭିନୟ…

ଦିଲ୍ଲୀରୁ ଲଣ୍ଡନ ବସ୍‌ ଯାତ୍ରା, ଭଡ଼ା ଦେବାକୁ ପଡ଼େ…

ଦୁନିଆର ଅନେକ ଲୋକ ଖୁସିରେ ଜୀବନଯାପନ କରିବାକୁ ପସନ୍ଦ କରିଥାନ୍ତି। କିଛି ଲୋକ ଭ୍ରମଣ କରି ସାରା ଦୁନିଆ ଦେଖିବାକୁ ଚାହିଁଥାନ୍ତି। ଏପରି ଲୋକଙ୍କ ପାଇଁ ବସ୍‌ଯାତ୍ରା ଅତ୍ୟନ୍ତ ସ୍ବତନ୍ତ୍ର ହୋଇପାରେ। ଏହି ଯାତ୍ରା ଗୋଟିଏ ସହରରୁ ଅନ୍ୟ ସହରକୁ ନୁହେଁ,…

କୋଣାର୍କ-ଭୁବନେଶ୍ୱର,କାକଟପୁରକୁ ବସ୍‌ ସେବା ବନ୍ଦ

ପୁରୀ ଅଫିସ,୨୨।୭: କୋଣାର୍କ-ଭୁବନେଶ୍ୱର ଓ କାକଟପୁର-ଭୁବନେଶ୍ୱରକୁ ମୋ ବସ୍‌ ସେବା ସହ ସମସ୍ତ ଯାତ୍ରୀବାହୀ ବସ୍‌ ସେବା ବନ୍ଦ ରହିଛି। କୋଣାର୍କ ଓ ନିମାପଡା ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ଘରୋଇ ବସ୍‌ ସେବା ବନ୍ଦ…

୧୧.୩୦ ଯାଏ ଗୃହ ମୁଲତବୀ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର,୨୨।୭(ବ୍ୟୁରୋ): ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଫଳରେ ଗୃହକୁ ଦିନ ୧୧.୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ସାମ୍ବାଦିକଙ୍କୁ ପ୍ରେସ ଗ୍ୟାଲେରୀରେ ଛାଡିବାକୁ ଭାଜପା ଏବଂ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ଏହାକୁ ନେଇ ବିରୋଧୀ ବାଚସ୍ପତିଙ୍କ…

ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର

ସୁନ୍ଦରଗଡ଼/କୁତ୍ରା,୨୨ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ଗଏରବହାଲ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଆୟୁଷ ଡାକ୍ତର ସାରଦା ପ୍ରସନ୍ନ ବେହେରା ୪ ହଜାର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରିପଡିଛନ୍ତି। ଘଟଣାରୁ ପ୍ରକାଶ ଯେ, ଗତ ରବିବାର ଅଟୋ ଚାଳକ ଅରବିନ୍ଦ…

ପୂର୍ବତନ ସ୍ବାମୀଙ୍କ ପ୍ରତି ରହିଛି ଏଭଳି ଫିଲିଙ୍ଗସ୍‌, ଖୁଲାସା କଲେ ଅଭିନେତ୍ରୀ

ମୁମ୍ବାଇ: ସାଉଥ୍‌ର ଲୋକପ୍ରିୟ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ବ୍ୟକ୍ତଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହୁନ୍ତି। ନିକଟରେ ଅଭିନେତା ନାଗା ଚୈତନ୍ୟଙ୍କଠାରୁ ଅଲଗା ହେବ ଘଟଣା ତାଙ୍କ ଫ୍ୟାନ୍ସ ଫଲୋର୍ସଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ଇତି ମଧ୍ୟରେ ସାମନ୍ଥା ଅକ୍ଷୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri