ଗୋଟିଏ ଦଶକ ପରେ ନ୍ୟୁୟର୍କରେ ପ୍ରଥମ ପୋଲିଓ ଆକ୍ରାନ୍ତ ଚିହ୍ନଟ
ନ୍ୟୁୟର୍କ,୨୨ ।୭: ଦଶ ବର୍ଷ ପୂର୍ବେ ଆମେରିକାକୁ ପୋଲିଓ ମୁକ୍ତ ଘୋଷଣା କରାଯାଇଥିଲା । ଏବେ ୧୦ ବର୍ଷ ପରେ ନ୍ୟୁୟର୍କର ରକଲ୍ୟାଣ୍ଡ କାଉଣ୍ଟିରେ ଜଣେ ଯୁବକଙ୍କ ନିକଟରେ ପୋଲିଓ ଭୂତାଣୁ ମିଳିଛି । ସ୍ଥାନୀୟ ସ୍ୱାସ୍ଥ୍ୟ ଅଧିକାରୀ ଗୁରୁବାର ୨୧…
୩ ମାସ ହେବ ମିଳୁନି ଟଙ୍କିକିଆ ଚାଉଳ
ଏରସମା,୨୨ା୭(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ପୋଖରିଆପଡା ପଞ୍ଚାୟତରେ ଯୋଗାଣ ସାମଗ୍ରୀ ପ୍ରଦାନରେ ଅନିୟମିତତା ହୋଇଥିବା ଗୁରୁବାର ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ, ସ୍ଥାନୀୟ ଲୋକଙ୍କୁ ଯୋଗାଣ ସାମଗ୍ରୀ ପ୍ରଦାନ କରିବା ପାଇଁ ବ୍ଲକ ଯୋଗାଣ ବିଭାଗ ପକ୍ଷରୁ ଭଜନା…
ବାଂଲାଦେଶୀ ଅନୁପ୍ରବେଶକାରୀ ଭର୍ତ୍ତି
କେନ୍ଦ୍ରାପଡ଼ା ଅଫିସ, ୨୨ା୭: ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ଆସିଥିବା ୨୯,୨୪୯ଙ୍କ ମଧ୍ୟରୁ ଲାଇସେନ୍ସ ପ୍ରାପ୍ତ ଠିକାଦାରଙ୍କ ମାଧ୍ୟମରେ କେନ୍ଦ୍ରାପଡ଼ା ଜିଲାରେ ମାତ୍ର ୨୩ ଜଣ ଶ୍ରମିକ କାର୍ଯ୍ୟ କରୁଛନ୍ତି। ଏହି ସୂଚନା ରାଜ୍ୟ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ…
ବାଲିଚନ୍ଦ୍ରପୁର-ଦେକୁରି ରାସ୍ତା ମରଣଯନ୍ତା
ଚଣ୍ଡିଖୋଲ/ବାଲିଚନ୍ଦ୍ରପୁର,୨୨ା୭(ଡି.ଏନ୍.ଏ./ସ୍ବ.ପ୍ର.): ଗ୍ରାମ୍ୟ ଉନ୍ନୟନ ବିଭାଗ ଜାରକା ଡିଭିଜନ୍ ଅଧୀନରେ ନିର୍ମାଣ ହୋଇଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ପାଲଟିଛି ମରଣଯନ୍ତା। ମାତ୍ର ୨ବର୍ଷ ତଳେ କାମ ଶେଷ ହୋଇଥିବାବେଳେ ଏବେ ଏହି ରାସ୍ତାରେ ଆଣ୍ଠୁଏ ଲେଖା ଖାଲ ସୃଷ୍ଟି ହୋଇଛି, ଯଦ୍ଦ୍ବାରା ପୋଖରୀର…
ଦୋକାନ ଗୃହ ଅନିୟମିତତାର ତଦନ୍ତ ହେଉନି
ବାଲିଚନ୍ଦ୍ରପୁର,୨୨ା୭(ସ୍ବ.ପ୍ର.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ବାଲିଚନ୍ଦ୍ରପୁର ବଜାରରେ ନିର୍ମାଣାଧୀନ ଦୋକାନ ଗୃହରେ ବ୍ୟାପକ ଅନିୟମିତତା ହୋଇଛି। ଗୋଟିଏ ଗୃହ ପ୍ରଦାନ ପାଇଁ ବେଆଇନ ଭାବେ ପ୍ରଭାବଶାଳୀ ଲୋକଙ୍କଠାରୁ ୨ ଲକ୍ଷ ୫୦ ହଜାର ଟଙ୍କା ଲେଖାଏ ଆଦାୟ କରାଯାଇଛି।…
୪ ମାସ ହେଲା ଆସୁନି ମଧ୍ୟାହ୍ନଭୋଜନ ଅନୁଦାନ
ବିଞ୍ଝାରପୁର,୨୨ା୭(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକରେ ପ୍ରହସନ ପାଲଟିଛି ମଧ୍ୟାହ୍ନଭୋଜନ କାର୍ଯ୍ୟକ୍ରମ। ମାସମାସ ଧରି ବିଦ୍ୟାଳୟକୁ ଆସୁନି ମଧ୍ୟାହ୍ନଭୋଜନ ବାବଦ ଅନୁଦାନ। ଫଳରେ ଛାତ୍ରୀଛାତ୍ରଙ୍କୁ ଖାଇବାକୁ ଦେଇ ଦୋକାନୀଙ୍କ ନିକଟରେ ବନ୍ଧା ପଡ଼ିଛନ୍ତି ପ୍ରଧାନଶିକ୍ଷୟିତ୍ରୀ,ଶିକ୍ଷକ। ଏପରି ଘଟଣା ଦେଖିବାକୁ ମିଳିଛି ବ୍ଲକର ବିଭିନ୍ନ ସ୍କୁଲରେ,…
ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍ ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍
ପୋର୍ଟ ଅଫ୍ ସ୍ପେନ୍,୨୨ା୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ଆଜି ପୋର୍ଟ ଅଫ୍ ସ୍ପେନ୍ରେ ଖେଳାଯିବ। ଏହି ସିରିଜ୍ ପାଇଁ ଭାରତ ପକ୍ଷରୁ ଏହାର ସମସ୍ତ ବରିଷ୍ଠ ଖେଳାଳିଙ୍କୁ ବିଶ୍ରାମ ଦିଆଯାଇଛି।…
ଉପରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଦଳଙ୍କ ମତଭେଦ, ନିର୍ବାଚନଠାରୁ ଦୂରେଇ ରହିବ ଟିଏମସି
ନୂଆଦିଲ୍ଲୀ,୨୨ ।୭: ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀ ଏକାଠି ରହିପାରିଲେ ନାହିଁ । ଏମାନଙ୍କ ମତଭେଦ ଯୋଗୁ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବହୁ ସଂଖ୍ୟା ବ୍ୟବଧାନରେ ବିଜୟ ହାସଲ କଲେ । ଏବେ ଉପରାଷ୍ଟ୍ରପତି ନିର୍ବାଚନରେ ବି ବିରୋଧୀ ଦଳଙ୍କ ମଧ୍ୟରେ…
ସୂଚନା ଅଧିକାର ଆଇନକୁ ଭୟ
ଯାଜପୁର ଅଫିସ,୨୨ା୭: ଯାଜପୁର ଜିଲାରେ ସୂଚନା ଅଧିକାର ଆଇନ (ଆରଟିଆଇ)ର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ସମ୍ପୂର୍ଣ୍ଣ ଭାବେ ପରାହତ ହୋଇଛି। ମାସ ମାସ ଧରି ସୂଚନା ଦେବାକୁ ଉଦ୍ଦେଶ୍ୟମୂଳକ ଭାବେ ଅବହେଳା କରାଯାଉଛି। ଅପିଲ କଲେ ମଧ୍ୟ ସୁଫଳ ମିଳୁନାହିଁ। ଆଉ…
ଆଜି ଢେଙ୍କାନାଳ ବନ୍ଦ
ଢେଙ୍କାନାଳ ଅଫିସ, ୨୨ା୭: ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ଅହେତୁକ ବିଳମ୍ବ ହେଉଛି। ବର୍ଷାରେ ରାସ୍ତା ମରଣଯନ୍ତା ପାଲଟିଥିବାବେଳେ ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ଏହାର ପ୍ରତିବାଦରେ ଜିଲା ଓକିଲ ସଂଘର ଆହ୍ବାନକ୍ରମେ ଶୁକ୍ରବାର ସକାଳ ୬ଟାରୁ ସନ୍ଧ୍ୟା…
ଓ୍ବେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଭାରତୀୟ ଦଳକୁ ଝଟ୍କା
ପୋର୍ଟ ଅଫ୍ ସ୍ପେନ୍,୨୨।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଜୁଲାଇ ୨୨ରୁ ଆରମ୍ଭ ହେଉଛି । ଏହା ପରେ ଜୁଲାଇ ୨୯ରୁ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ଖେଳାଯିବ। ଦିନିକିଆ ସିରିଜ…
ଟିକା ନେଇ ମାସକର ଶିଶୁ ମୃତ
ଚନ୍ଦାହାଣ୍ଡି, ୨୨।୭(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ପଟଖଲିଆ ପଞ୍ଚାୟତ ଚିଲିଗାଁ ଗ୍ରାମର ଗୁଣଧର କନିଅରଙ୍କ ୧ ମାସ ୧୩ ଦିନର ଶିଶୁପୁତ୍ରଙ୍କ ଟିକା ନେବା କାରଣରୁ ମୃତ୍ୟୁ ହୋଇଛି। ବୁଧବାର ଚିଲିଗାଁ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଙ୍କୁ ଟିକା ଦିଆଯାଇଥିଲା। ଏହାପରେ…
Archives


