ବିସ୍ଥାପିତ କଶ୍ମୀର ପଣ୍ଡିତଙ୍କ ଦୋକାନକୁ ମାଗଣା ବିଜୁଳି ସଂଯୋଗ ଦେବେ ଦିଲ୍ଲୀ ସରକାର
ନୂଆଦିଲ୍ଲୀ,୧ ।୬: ଦିଲ୍ଲୀ ସରକାର ଖୁବଶୀଘ୍ର ଦିଲ୍ଲୀରେ ରହୁଥିବା ବିସ୍ଥାପିତ କଶ୍ମୀର ପଣ୍ଡିତଙ୍କ ଦୋକାନକୁ ମାଗଣା ବିଜୁଳି ସଂଯୋଗ ଦେବାକୁ ଯାଉଛନ୍ତି । ଆଇଏନଏ ମାର୍କେଟ ସ୍ଥିତ ବିସ୍ଥାପିତ କଶ୍ମୀର ପଣ୍ଡିତଙ୍କ ଦୋକାନକୁ ଏହି ମାଗଣା ବିଜୁଳି ସଂଯୋଗ ଦିଆଯିବ ।…
ବ୍ରଜରାଜନଗର ଉପନିର୍ବାଚନ: ୭୧.୯% ମତଦାନ
ଭୁବନେଶ୍ୱର(ବ୍ୟୁରୋ)/ଝାରସୁଗୁଡ଼ା ଅଫିସ,୧ା୬: ମଙ୍ଗଳବାର ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଶେଷ ହୋଇଛି। ଇଲେକ୍ଟ୍ରୋନିକ୍ସ ଭୋଟିଂ ମେଶିନ (ଇଭିଏମ୍)ରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୧ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍ ହୋଇଯାଇଛି। ତେବେ ଅପରାହ୍ନ ୫ଟା ସୁଦ୍ଧା ମତଦାନ ୬୯ ପ୍ରତିଶତ ହୋଇଥିବା…
ଗଛ କଟାକୁ ଜୋରଦାର ବିରୋଧ
ଭୁବନେଶ୍ୱର,୧ା୬(ବ୍ୟୁରୋ): ବିଧାୟକଙ୍କ ନିମନ୍ତେ ନୂତନ କ୍ୱାର୍ଟର୍ସ ନିର୍ମାଣ ଲାଗି ରବୀନ୍ଦ୍ର ମଣ୍ଡପଠାରୁ କମିଶନରେଟ କାର୍ଯ୍ୟାଳୟ ମଧ୍ୟରେ ପ୍ରାୟ ୩ଶହରୁ ଊର୍ଦ୍ଧ୍ୱ ଗଛକୁ କାଟି ଦିଆଗଲାଣି। ସର୍ବମୋଟ ୮୦୦ ମୂଲ୍ୟବାନ ଓ ବହୁ ପୁରାତନ ଗଛ କଟାଯିବାକୁ ଲକ୍ଷ୍ୟ ରଖାଯାଇଛି। ସେଠାରେ ୨୭୫…
ଜୁନ୍ରେ ଅଧିକ ବର୍ଷା
ଭୁବନେଶ୍ୱର,୧ା୬(ବ୍ୟୁରୋ): ଚଳିତ ବର୍ଷ ଜୁନ୍ ମାସରେ ଓଡ଼ିଶାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଏଭଳି ଅନୁମାନ କରିଛି। ଜୁନ୍ରୁ ସେପ୍ଟେମ୍ବର ମଧ୍ୟରେ ଓଡ଼ିଶାରେ କେତେ ବର୍ଷା ହେବ ସେ ନେଇ ଏକ ମିଶ୍ରିତ ଆକଳନ କରାଯାଇଛି।…
ବଢିବ ବାୟୁ ସେନାର ଶକ୍ତି
ନୂଆଦିଲ୍ଲୀ,୧ ।୬: ପ୍ରତିରକ୍ଷା ମନ୍ତ୍ରଣାଳୟ ମଙ୍ଗଳବାର ଭାରତ ଡାୟନେମିକସ ଲିମିଟେଡ (ବିଡିଏଲ) ସହ ଏୟାର-ଟୁ-ଏୟାର ଷ୍ଟ୍ରାଇକ୍ କ୍ଷେପଣାସ୍ତ୍ର ଏବଂ ଆନୁଷଙ୍ଗିକ ଉପକରଣ କ୍ରୟ ପାଇଁ ୨,୯୭୧ କୋଟି ଟଙ୍କା ଚୁକ୍ତି କରିଛି । ଭାରତୀୟ ବାୟୁସେନା ଏବଂ ଭାରତୀୟ ନୌସେନା ପାଇଁ…
ବୈଷୟିକ ତ୍ରୁଟି ଦର୍ଶାଇ ଶୁଣାଣି କଲେନି ଖଣ୍ଡପୀଠ
ନୂଆଦିଲ୍ଲୀ/ ଭୁବନେଶ୍ୱର(ବ୍ୟୁରୋ),୧ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାରେ ହାଇକୋର୍ଟ ଗତ ୯ତାରିଖରେ ଦେଇଥିବା ନିର୍ଦ୍ଦେଶ ବିରୋଧରେ ହୋଇଥିବା ଏକାଧିକ ଆବେଦନ ଉପରେ ମଙ୍ଗଳବାର ସୁପ୍ରିମ୍କୋର୍ଟରେ ଶୁଣାଣି ହେବାକୁ ଥିଲା। ହେଲେ ଏହି ମାମଲାରେ ଟେକ୍ନିକାଲ ଡିଫିକଲ୍ଟି(ବୈଷୟିକ ତ୍ରୁଟି) ଥିବା ଦର୍ଶାଇ ଜଷ୍ଟିସ୍…
ଚତୁର୍ଥ ତ୍ରୈମାସରେ ଜିଡିପି ଅଭିବୃଦ୍ଧି ୪.୧%କୁ ହ୍ରାସ
ନୂଆଦିଲ୍ଲୀ,୧ା୬: ୨୦୨୧-୨୨ ଆର୍ଥିକ ବର୍ଷରେ ଭାରତର ମୋଟ ଘରୋଇ ଉତ୍ପାଦ (ଜିଡିପି)ରେ ୮.୭ ପ୍ରତିଶତ ଅଭିବୃଦ୍ଧି ଘଟିଛି। ଏହି ବର୍ଷ ଅଭିବୃଦ୍ଧି ହାର ୮.୯ ପ୍ରତିଶତ ରହିବ ବୋଲି ପୂର୍ବରୁ ସରକାରୀ ଭାବେ ଆକଳନ କରାଯାଇଥିବାବେଳେ ତାହାଠାରୁ କମ୍ ହୋଇଛି। ଏପରିକି…
ମିଲର୍ସଙ୍କ ମର୍ଜିରେ ମଣ୍ଡି
ବରଗଡ଼ ଅଫିସ୍,୧ା୬: ଦିନକ ପରେ ବରଗଡ଼ ଜିଲାରେ ରବିଧାନ ସଂଗ୍ରହକୁ ତିନି ସପ୍ତାହ ବିତିବ। ହେଲେ ଏଠାରେ ଧାନବିକ୍ରିକୁ ନେଇ ଦେଖାଯାଇଥିବା ଅବ୍ୟବସ୍ଥାରେ ସୁଧାର ଆସିପାରିନାହିଁ। ଧାନବିକ୍ରିରେ ଟୋକନ କଟକଣା ବାଧକ ସାଜିଛି। ବିଭାଗୀୟ କର୍ମଚାରୀଙ୍କ ଅବହେଳା ଯୋଗୁ ଟୋକନରେ ତ୍ରୁଟି…
ଆମେରିକାରେ ପୁଣି ଫୁଟିଲା ଗୁଳି
ନ୍ୟୁ ଅରଲିୟନ୍ସ,୧ ।୬: ଆମେରିକାରେ ପୁଣିଥରେ ଫୁଟିଛି ଗୁଳି । ଗତ ମଙ୍ଗଳବାର ଟେକ୍ସାସର ଏକ ପ୍ରାଥମିକ ସ୍କୁଲରେ ଗୁଳିମାଡରେ ୨୧ ଜଣଙ୍କ ମୃତ୍ୟୁ ହୋଇଥିଲା । ଆଉ ଏହାର ଠିକ୍ ୧ ସପ୍ତାହ ପରେ ମଙ୍ଗଳବାର ରାତିରେ ନ୍ୟୁ ଅରଲିୟନ୍ସରେ…
ଉପନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ
ଝାରସୁଗୁଡା ଅଫିସ୍,୩୧।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ନିୟୋଜିତ ହୋଇଥିବା ଜଣେ ଅସୁସ୍ଥ ହୋମ୍ଗାର୍ଡଙ୍କ ଚିକିତ୍ସାଧିନ ଅବସ୍ଥାରେ ବୁର୍ଲା ବଡ ମେଡିକାଲ୍ରେ ମଙ୍ଗଳବାର ମୃତ୍ୟୁ ଘଟିଛି। ମୃତ ହୋମଗାର୍ଡଜଣଙ୍କ ହେଲେ ଝାରସୁଗୁଡା ସଦର ଥାନାରେ କାର୍ଯ୍ୟରତ ତ୍ରିଲୋଚନ ମହାନ୍ତି(୪୫)। ସେ ତାଙ୍କ ପରିବାର…
ସମାଲୋଚିତ ହେବା ପରେ ନେତୃତ୍ୱ ଛାଡ଼ିଲେ
ଢାକା,୩୧।୫: ବାଂଲାଦେଶ ଟେଷ୍ଟ ଅଧିନାୟକ ମୋମିନୁଲ ହକ୍ ମଙ୍ଗଳବାର ନିଜ ପଦରୁ ଓହରି ଯାଇଛନ୍ତି। ଚଳିତ ବର୍ଷ ନିଜର ଖରାପ ପ୍ରଦର୍ଶନ କାରଣରୁ ସେ ବ୍ୟାଟିଂ ଉପରେ ଅଧିକ ଧ୍ୟାନ ଦେବା ଲାଗି ଏଭଳି ନିଷ୍ପତ୍ତି ନେଇଥିବା ସେ କହିଛନ୍ତି। ବାଂଲାଦେଶ…
ମୁସଓ୍ବୋଲା ହତ୍ୟା ମାମଲା: ବିଷ୍ଣୋଇ ଗ୍ୟାଙ୍ଗର ଦୁଇ ଗ୍ୟାଙ୍ଗଷ୍ଟର ଗିରଫ
ନୂଆଦିଲ୍ଲୀ,୩୧।୫: ଖ୍ୟାତନାମା ପଞ୍ଜାବୀ ଗାୟକ ସିଦ୍ଧୁ ମୁସଓ୍ବୋଲାଙ୍କ ହତ୍ୟା ମାମଲାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ମଙ୍ଗଳବାର ଭଟିଣ୍ଡା ଜେଲରେ ଥିବା ଗ୍ୟାଙ୍ଗଷ୍ଟାର ମନପ୍ରିତ ସିଂ ଏବଂ ଶରଦଙ୍କୁ ଗିରଫ କରାଯାଇଛି। ଉଭୟ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ଶାର୍ପ ସୁଟର ଏବଂ…
Archives


