ରଥ ଚକ ପରଖିଲା ଏକ୍ସପର୍ଟ ଟିମ୍
ପୁରୀ ଅଫିସ,୩୧ା୫:ରଥ ନିର୍ମାଣ ବେଳେ ଅଖ ଓ ଚକରେ ଫାଟ ଦେଖିବାକୁ ମିଳିଥିଲା। ଏନେଇ ଏକ୍ସପର୍ଟ କମିଟି ସୋମବାର ରଥଖଳାରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛି। ଯେଉଁ ଚକ ଓ ଅଖରେ ଫାଟ ହୋଇଛି ତାହାକୁ କ୍ଲାମ୍ପ ଦେଇ ମରାମତି କରାଯିବ…
ରୁଷିଆକୁ ଟାର୍ଗେଟ ପାଇଁ ୟୁକ୍ରେନ୍କୁ ରକେଟ୍ ଦେବନି ଆମେରିକା
ଓ୍ବାଶିଂଟନ୍, ୩୧ା୫: ୟୁକ୍ରେନ୍ ସୀମାରୁ ରୁଷିଆ ପର୍ଯ୍ୟନ୍ତ ରେଞ୍ଜ୍ର ରକେଟ୍ ଆମେରିକା ଏହି ପୂର୍ବ ୟୁରୋପୀୟ ଦେଶକୁ ପଠାଇବ ନାହିଁ। ଓ୍ବାଶିଂଟନ୍ ୟୁକ୍ରେନ୍କୁ ଦୀର୍ଘ ଲକ୍ଷ୍ୟସ୍ଥଳ ଭେଦିବା ଭଳି ରକେଟ ସିଷ୍ଟମ ଦେବା ନେଇ ରିପୋର୍ଟ ପ୍ରକାଶ ପାଇଥିଲା। ତେବେ ୟୁକ୍ରେନ୍ରୁ…
ବଳକା ଚାଉଳ, କୋଇଲା ରୟାଲ୍ଟି ପ୍ରସଙ୍ଗ ଉଠିଲା
ଭୁବନେଶ୍ୱର,୩୧।୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ତେବେ ରାଷ୍ଟ୍ରପତି ନିର୍ବାଚନକୁ ନେଇ କୌଣସି ଆଲୋଚନା ହୋଇ ନ ଥିବା ସେ କହିଛନ୍ତି। କୋଭିଡ -୧୯ ମହାମାରୀ ପରେ ପ୍ରଧାନମନ୍ତ୍ରୀଙ୍କ…
ପୈତୃକ ଗାଁରେ ହେବ ପଞ୍ଜାବୀ ଗାୟକଙ୍କ ଅନ୍ତିମ ସଂସ୍କାର. ଆସିଲା ପୋଷ୍ଟମର୍ଟମ ରିପୋର୍ଟ
ଚଣ୍ଡିଗଡ଼,୩୧ ।୫: ପଞ୍ଜାବି ଗାୟକ ସିଦ୍ଧୁ ମୁସେୱାଲାଙ୍କ ପରଲୋକ ଏବେ ଖୁବ୍ ଚର୍ଚ୍ଚାର ବିଷୟ ପାଲଟିଛି । ରବିବାର ତାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ବେଳେ ସୋମବାର ଡାକ୍ତରଙ୍କ ଏକ ପ୍ୟାନେଲ ମୃତ ଶରୀରର ପୋଷ୍ଟମର୍ଟମ କରିଛନ୍ତି ।…
ଦିଲ୍ଲୀରେ ପ୍ରବଳ ବର୍ଷା: ୨ ମୃତ
ନୂଆଦିଲ୍ଲୀ,୩୧।୫: ଦିଲ୍ଲୀରେ ସୋମବାର ସନ୍ଧ୍ୟାରେ ପ୍ରବଳ ବର୍ଷା ପବନ ସାଙ୍ଗକୁ କୁଆପଥର ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ଦିଲ୍ଲୀ ଜାମା ମସଜିଦ ଅଞ୍ଚଳରେ ଜଣେ…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ବିବାଦ: ଆଜି ସୁପ୍ରିମ୍କୋର୍ଟରେ ଶୁଣାଣି
ଭୁବନେଶ୍ୱର,୩୧ା୫(ବ୍ୟୁରୋ):ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ହୋଇଥିବା ବେଆଇନ ନିର୍ମାଣ ଏବଂ ମନ୍ଦିର ଚାରିପଟେ ଥିବା ଜବରଦଖଲକୁ ନେଇ ଦାଏର ଦୁଇଟି ପିଟିଶନ ଉପରେ ମଙ୍ଗଳବାର ସୁପ୍ରିମ୍କୋର୍ଟରେ ଶୁଣାଣି ହେବ। ଜଷ୍ଟିସ୍ ବି.ଆର. ଗଭାଇ ଏବଂ ହିମ କୋହଲିଙ୍କୁ ନେଇ ଗଠିତ ଖଣ୍ଡପୀଠ ପିଟିଶନର…
‘ଭବିଷ୍ୟତରେ ତ୍ରିରଙ୍ଗାର ସ୍ଥାନ ନେଇପାରେ ଗୈରିକ ରଙ୍ଗ ପତାକା’
ବେଙ୍ଗାଲୁରୁ, ୩୧ା୫: କର୍ନାଟକର ପୂର୍ବତନ ମନ୍ତ୍ରୀ ତଥା ଭାଜପା ନେତା କେ.ଏସ୍ ଈଶ୍ୱରପ୍ପାଙ୍କ ମନ୍ତବ୍ୟ ପୁଣିଥରେ ତାଙ୍କୁ ବିବାଦ ଭିତରକୁ ଟାଣିଆଣିଛି। ଗୈରିକ ରଙ୍ଗର ପତାକା ଭବିଷ୍ୟତରେ ଜାତୀୟ ପତାକାର ସ୍ଥାନ ନେବ ବୋଲି ସେ କହିଛନ୍ତି। ଦେଶରେ ଗୈରିକ ରଙ୍ଗର…
ମୃତ୍ୟୁ ପୂର୍ବରୁ ହୋଇଥିଲା ଛାଡ଼ପତ୍ର
କାଠମାଣ୍ଡୁ/ଠାଣେ, ୩୧ା୫:ବିମାନ ଯୋଗେ ନେପାଳ ବୁଲି ଯାଇଥିବା ଓଡ଼ିଆ ଦମ୍ପତି ଅଶୋକ ତ୍ରିପାଠୀ ଏବଂ ବୈଭବୀ ତ୍ରିପାଠୀଙ୍କ ଯାତ୍ରାର ଦୁଃଖଦ ଅନ୍ତ ଘଟିଛି। ସେମାନଙ୍କ ସହ ଦୁଇ ପିଲା ମଧ୍ୟ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ମୃତ୍ୟୁ ପୂର୍ବରୁ ଅଶୋକ ଓ…
ପୃଥିବୀକୁ ଖସିପାରେ ସୋଭିଏଟ୍ ମହାକାଶ ଯାନ
ନୂଆଦିଲ୍ଲୀ,୩୧।୫ :ଶୁକ୍ର ଗ୍ରହ ସମ୍ପର୍କରେ ଗବେଷଣା ଲାଗି ତତ୍କାଳୀନ ସୋଭିଏଟ୍ ରୁଷ୍ ୧୯୭୨ରେ ପଠାଇଥିବା ଏକ ମହାକାଶ ଯାନ ପୃଥିବୀ ପୃଷ୍ଠକୁ ଖସିବାର ସମ୍ଭାବନା ସୃଷ୍ଟି ହୋଇଛି। ଭେନେରା ୮ ମିଶନ ଅନ୍ତର୍ଗତ ମହାକାଶ ଯାନ କସ୍ମସ-୪୮୨ ଲଞ୍ଚ ହେବା ପରେ…
ଦ୍ୱନ୍ଦ୍ୱ ସାଙ୍ଗକୁ ଶୋଷଣ ଭୟ
ଭୁବନେଶ୍ୱର,୩୧।୫(ବ୍ୟୁରୋ):ରାଜ୍ୟରେ ୨୦୧୯ ଏପ୍ରିଲ ପହିଲା ପୂର୍ବରୁ ପଞ୍ଜୀକୃତ ସମସ୍ତ ଗାଡ଼ିର ନମ୍ବର ପ୍ଲେଟ୍ ବଦଳାଯାଇ ହାଇ ସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍ (ଏଚ୍ଏସ୍ଆର୍ପି) ଲାଗିବ। ୨୦୨୨ ଡିସେମ୍ବର ୩୧ ସୁଦ୍ଧା ନୂଆ ନମ୍ବର ପ୍ଲେଟ ଲଗାଇବାକୁ ପଡ଼ିବ। ଏହାକୁ ବାଧ୍ୟତାମୂଳକ କରାଯାଇଛି। ଏ…
୩୫ ଟଙ୍କା ଫେରସ୍ତ ପାଇଁ ୫ ବର୍ଷ ଲଢ଼ିଲେ
ନୂଆଦିଲ୍ଲୀ, ୩୧ା୫: ରାଜସ୍ଥାନର କୋଟା ସହର ବାସିନ୍ଦା ତଥା ଇଞ୍ଜିନିୟର ସୁଜିତ ସ୍ବାମୀ ରେଳ ଟିକେଟ କ୍ୟାନ୍ସେଲ ବାବଦ ସର୍ଭିସ ଟ୍ୟାକ୍ସ ୩୫ ଟଙ୍କା ପାଇବା ପାଇଁ ୫ ବର୍ଷ ଧରି ଜାରି ରଖିଥିବା ଲଢ଼େଇରେ ଜିତିଛନ୍ତି। ଏଥିସହ ତାଙ୍କ ଭଳି…
ମୂସଓ୍ବୋଲା ହତ୍ୟାର ବିଚାର ବିଭାଗୀୟ ତଦନ୍ତ ହେବ
ଚଣ୍ଡିଗଡ଼,୩୧।୫: ପଞ୍ଜାବ ଓ ହରିୟାଣା ହାଇକୋର୍ଟର ଜଣେ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ବିଚାର ବିଭାଗୀୟ କମିଶନ ଲୋକପ୍ରିୟ ଗାୟକ ସିଦ୍ଧୁ ମୂସଓ୍ବୋଲା ହତ୍ୟା ଘଟଣାର ତଦନ୍ତ କରିବ। ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍ ସୋମବାର ଏହା ଘୋଷଣା କରିଛନ୍ତି। ଏଥିପାଇଁ ପଞ୍ଜାବ…
Archives


