Home Left

ପ୍ରଧାନମନ୍ତ୍ରୀଙ୍କ ପାଖକୁ ପଠାଯିବ ୨ହଜାର ପୋଷ୍ଟକାର୍ଡ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ଅଲ୍‌ ଓଡିଶା ଇପିଏଫ୍‌ ପେନସନର୍ସ ଆସୋସିଏଶନ ଖୋର୍ଦ୍ଧା ଜିଲା ଶାଖା କାର୍ଯ୍ୟକାରିଣୀ କମିଟି ବୈଠକ ସଭାପତି ପ୍ରଫୁଲ୍ଲ କୁମାର ଦାସଙ୍କ ଅଧ୍ୟକ୍ଷତାରେ ରବିବାର ବୟନିକା କର୍ମଚାରୀ ସଂଘ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ସଂଘର ଦାବି ପୂରଣରେ ଭାରତ ସରକାରଙ୍କ…

ଆର୍‌ସିପି ସିଂଙ୍କ ଟିକେଟ କାଟିଲେ ନୀତୀଶ

ପାଟନା, ୩୦ା୫ : ସଂଯୁକ୍ତ ଜନତା ଦଳ (ଜେଡିୟୁ) ନେତା ତଥା କେନ୍ଦ୍ରମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂଙ୍କୁ ମୋଦିପ୍ରେମ ମହଙ୍ଗା ପଡ଼ିଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଦଳୀୟ ଟିକେଟରେ ଆର୍‌. ସି. ପିଙ୍କୁ ରାଜ୍ୟ ସଭାକୁ ପଠାଇ ଥିଲେ। ଜେଡିୟୁ…

‘ଦୁର୍ଘଟଣାକୁ ବିଶ୍ୱାସ କରି ପାରୁନାହିଁ’

ସୋନପୁର,୩୦।୫(ନି.ପ୍ର.): ଗତ ମାର୍ଚ୍ଚରେ ସୋନପୁର ଆସିଥିଲେ ଅଶୋକ। ହସଖୁସିରେ ବୁଲାବୁଲି କରି ଫେରି ଯାଇଥିଲେ। ୪ଦିନ ତଳେ ଅଶୋକ ତାଙ୍କ ସହିତ ଫୋନରେ କଥା ହୋଇଥିଲେ। ପରିବାର ସହ ନେପାଳ ବୁଲିବାକୁ ଯିବେ ବୋଲି କହିଥିଲେ। ହେଲେ ରବିବାର ଗଣମାଧ୍ୟମରୁ ସେମାନଙ୍କ…

ହଲିଉଡ୍‌ ଅଭିନେତା ବୋ ହୋପ୍‌କିନ୍ସଙ୍କ ବିୟୋଗ

ଓ୍ବାଶିଂଟନ,୩୦।୫: ହଲିଉଡ୍‌ ଜଗତର ଲୋକପ୍ରିୟ ଅଭିନେତା ବୋ ହୋପକିନ୍ସ ୮୦ ବର୍ଷ ବୟସରେ ପ୍ରାଣ ହରାଇଛନ୍ତି। ରବିବାର ବୋ’ଙ୍କ ଅଫିସିଆଲ୍‌ ଓ୍ବେବ୍‌ସାଇଟ୍‌ରେ ଏହି ସୂଚନା ଦିଆଯାଇଛି। ‘ଆମେରିକାନ୍‌ ଗ୍ରାଫିଟି’ ଫିଲ୍ମରେ ଅଭିନୟ କରି ସେ ରାତାରାତି ଷ୍ଟାର୍‌ ପାଲଟିଥିଲେ। ୧୯୬୯ରେ ଫିଚର…

‘କାର୍‌ ବୟ’ ଏକାକ୍ଷର

ଭୁବନେଶ୍ୱର,୩୦।୫(ବ୍ୟୁରୋ): ବୟସ ମାତ୍ର ୧୦ ବର୍ଷ, କିନ୍ତୁ ପ୍ରତିଭା ଅନେକ। ପଞ୍ଚମ ଶ୍ରେଣୀରେ ପଢ଼ୁଥିଲେ ମଧ୍ୟ ବହୁ ପୁରସ୍କାରର ଅଧିକାରୀ। ଜଣେ ଅଭିନେତା, ସାମାଜିକ କର୍ମୀ ବ୍ୟତୀତ ତାଙ୍କର ଆଉଏକ ନୂଆ ପରିଚୟକୁ ନେଇ ଏବେ ସବୁଠି ଚର୍ଚ୍ଚା। ନାଁ ତା’ର…

ଭୁଶୁଡ଼ିଲା ପଣସୁଆପାଲ ବ୍ରିଜ୍‌

ଯାଜପୁର ଅଫିସ,୩୦ା୫: ଯାଜପୁର ଜିଲା ବରୀ-ବଡ଼ଚଣା ରାସ୍ତାର ରତ୍ନଗିରି ପଞ୍ଚାୟତ ଅନ୍ତର୍ଗତ ପଣସୁଆପାଲ ନିକଟ କେଲୁଅ ଶାଖା ନାଳ ଉପରେ ଥିବା ବ୍ରିଜ୍‌ ରବିବାର ପୂର୍ବାହ୍ନରେ ଭୁଶୁଡ଼ି ପଡ଼ିଛି। ବର୍ଷା ହେଉ ନ ଥିଲେ ମଧ୍ୟ ଯାଜପୁର ଡ୍ରେନେଜ ବିଭାଗ ଅଧୀନ…

ବିଶ୍ୱସ୍ତରୀୟ ହେବ ପାରାଦୀପ ବନ୍ଦର

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ଦୀର୍ଘମିଆଦୀ ବନ୍ଦର ଭିତ୍ତିଭୂମି ଯୋଜନାର ସ୍ବତନ୍ତ୍ର ଖସଡ଼ା ପ୍ରସ୍ତୁତ କରିଛି। ଏହି ଯୋଜନାରେ ପାରାଦୀପ ବନ୍ଦର ବିକାଶ ପ୍ରକଳ୍ପ ସ୍ଥାନ ପାଇଛି। ବିଶ୍ୱସ୍ତରୀୟ ସହ ବୃହତ୍‌ ଜାହାଜ ପରିଚାଳନାଗତ ସାମର୍ଥ୍ୟ ବୃଦ୍ଧି…

ଏମ୍‌ବିବିଏସ୍‌ ସିଟ୍‌ ସଂଖ୍ୟା ୧୭୫୦କୁ ବୃଦ୍ଧି ହେବ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ସ୍ବାସ୍ଥ୍ୟସେବା ଓ ଡାକ୍ତରୀ ଶିକ୍ଷାର ଦୃଢ଼ ଅଭିବୃଦ୍ଧି ଲକ୍ଷ୍ୟ ରଖି ରାଜ୍ୟ ସରକାର ପର୍ଯ୍ୟାୟକ୍ରମେ ନୂଆ ମେଡିକାଲ କଲେଜ ପ୍ରତିଷ୍ଠା କରୁଛନ୍ତି। ଏହି କ୍ରମରେ ୨୦୧୭-୧୮ରେ କୋରାପୁଟ ଓ ବଲାଙ୍ଗୀର, ୨୦୧୮-୧୯ରେ ବାରିପଦା ଓ ବାଲେଶ୍ୱର ଏବଂ ୨୦୨୧-୨୨ରେ ପୁରୀରେ…

ଆର୍‌କେଭିୱାଇ ଲକ୍ଷ୍ୟଭ୍ରଷ୍ଟ

ଯାଜପୁର ଅଫିସ,୩୦ା୫: କୃଷକମାନଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ୨୦୦୭ ମେ ୨୯ରେ ଜାତୀୟ ବିକାଶ ପରିଷଦ(ଏନ୍‌ଡିସି) ବୈଠକରେ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା(ଆର୍‌କେଭିୱାଇ) ପ୍ରଣିତ ହୋଇଥିଲା। ଗୁରୁତ୍ୱପୂର୍ଣ୍ଣ ଫସଲର ଅମଳ ହ୍ରାସ ଦୂର କରିବା ସହ କୃଷକମାନଙ୍କୁ ସର୍ବାଧିକ ଲାଭ ଦେବା…

ମଙ୍କି ପକ୍ସ: ପ୍ରସ୍ତୁତ ରହିବାକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ବିଶ୍ୱର ବିଭିନ୍ନ ଦେଶରେ ମଙ୍କି ପକ୍ସ ଭାଇରସ୍‌ ଆତଙ୍କ ଖେଳାଇଥିବାବେଳେ ଭାରତରେ ବର୍ତ୍ତମାନ ସୁଦ୍ଧା ସେଭଳି କୌଣସି ଘଟଣା ଦେଖାଯାଇନାହିଁ। ତେବେ ଏ ଦିଗରେ ସଚେତନ ରହିବା ସହ ମୁକାବିଲା ପାଇଁ ଆବଶ୍ୟକ ପ୍ରସ୍ତୁତି କରିବାକୁ ରବିବାର ରାଜ୍ୟ ସ୍ବାସ୍ଥ୍ୟ…

ଚାରଧାମ ଯାତ୍ରାରେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ସଂଖ୍ୟା ୧୦୦ ଅତିକ୍ରମ କଲା, କେଦାରନାଥରେ ସର୍ବାଧିକ

ଡେରାଡୁନ,୩୦ ।୫: ଚାରଧାମ ଯାତ୍ରାରେ ଆସିଥିବା ଶ୍ରଦ୍ଧାଳୁଙ୍କ ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ତେବେ କେଦାରନାଥ ଯାତ୍ରାରେ ଆସିଥିବା ସର୍ବାଧିକ ୫୦ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ପାହାଡ ଉପରେ ଅକ୍ସିଜେନ କମ ଓ ହୃଦସ୍ପନ୍ଦନ ବନ୍ଦ…

ଭାରତୀୟଙ୍କର ନିଜ ସରକାର ଉପରେ ଭରସା ଅଧିକ: ରିପୋର୍ଟ

ନୂଆଦିଲ୍ଲୀ,୩୦ ।୫: ବର୍ତ୍ତମାନ ସମୟରେ ଯେତେବେଳେ ଅଧିକାଂଶ ଦେଶର ଜନତା ନିଜ ସରକାରକୁ ଅବିଶ୍ୱାସ କରୁଛନ୍ତି ସେତିକିବେଳେ ଭାରତୀୟଙ୍କର ନିଜ ସରକାର ଉପରେ ସମ୍ପୂର୍ଣ୍ଣ ଭରସା ରହିଛି ବୋଲି ଏକ ରିପୋର୍ଟରୁ ଜଣାପଡିଛି । ଏହି ମାମଲାରେ ଭାରତ ଆମେରିକା, ବ୍ରିଟେନ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri