Home Left

ଏମ୍‌ସରେ ଅଗଷ୍ଟରୁ ବୃକ୍‌କ ପ୍ରତିରୋପଣ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ଏମ୍‌ସ ଭୁବନେଶ୍ୱରରେ ବହୁ ପ୍ରତୀକ୍ଷିତ ବୃକ୍‌କ ପ୍ରତିରୋପଣ (ରେନାଲ୍‌ ଟ୍ରାନ୍ସପ୍ଲାଣ୍ଟ) ସର୍ଜରି ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏ ନେଇ ଏମ୍‌ସ ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର ଡା. ମୁକେଶ ତ୍ରିପାଠୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି ପ୍ରକ୍ରିୟା ଆରମ୍ଭ…

କାଶୀପୁରରେ ବ୍ୟାପିଛି ଭିବ୍ରିଓ କଲେରା

ରାୟଗଡ଼ା ଅଫିସ,୧୯ା୭:ରାୟଗଡ଼ା ଜିଲା କାଶୀପୁରରେ ଝାଡ଼ାବାନ୍ତି ବ୍ୟାପିବା ଘଟଣାରେ ସୋମବାର ଆର୍‌ଏମ୍‌ଆର୍‌ସି ଲ୍ୟାବ୍‌ର ମଳ ରିପୋର୍ଟ ପହଞ୍ଚିଛି। ଅଞ୍ଚଳବାସୀ ଭିବ୍ରିଓ କଲେରାରେ ଆକ୍ରାନ୍ତ ହୋଇଥିବା ରିପୋର୍ଟରୁ ସ୍ପଷ୍ଟ ହୋଇଥିବା ଜିଲାପାଳ ସ୍ବଧା ଦେବ ସିଂ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଝାଡ଼ାବାନ୍ତିରେ…

ପୂର୍ବତନ ତହସିଲଦାରଙ୍କୁ ୨ ବର୍ଷ ଜେଲ

ଭୁବନେଶ୍ୱର,୧୯।୭ (ବ୍ୟୁରୋ): ଷ୍ଟାମ୍ପ୍‌ ଭେଣ୍ଡର ଲାଇସେନ୍ସ ନବୀକରଣ ପାଇଁ ଯାଞ୍ଚ ରିପୋର୍ଟ ଦେବାକୁ ୫୦୦ ଟଙ୍କା ଲାଞ୍ଚ ମାମଲାର ରାୟ ୧୩ ବର୍ଷ ପରେ ସୋମବାର ପ୍ରକାଶ ପାଇଛି। ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସତ୍ୟନାରାୟଣ ଷଡ଼ଙ୍ଗୀ ସମ୍ପୃକ୍ତ ଅଭିଯୁକ୍ତ ତଥା…

ସ୍ତ୍ରୀ, ଶ୍ୱଶୁର ଓ ଶଳାଙ୍କୁ କାର୍‌ ମଡ଼ାଇ ହତ୍ୟା ଉଦ୍ୟମ

ସମ୍ବଲପୁର,୧୯ା୭(ବ୍ୟୁରୋ):ସମ୍ବଲପୁର ଏସ୍‌ପି ଅଫିସ ସମ୍ମୁଖରେ ସୋମବାର ଏକ ପାରିବାରିକ କଳହର ଭୟାବହ ରୂପ ଦେଖିବାକୁ ମିଳିଛି। ଓକିଲ ପଞ୍ଚାନନ ଦାସ ସବୁ ସୀମା ଟପି ଶ୍ୱଶୁରଘର ପରିବାର ସଦସ୍ୟଙ୍କୁ ଦିନ ଦ୍ୱିପ୍ରହରରେ କାର୍‌ ଚଢ଼ାଇ ହତ୍ୟା ଉଦ୍ୟମ କରିଛନ୍ତି। ଘଟଣାରେ ସ୍ତ୍ରୀ…

ଭାଜପା ଏମପିଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୧୯ ।୭: ଭାରତୀୟ ଜନତା ପାର୍ଟି(ଭାଜପା) ଏମପି କିରୋରି ଲାଲ ମିଣାଙ୍କୁ ଏକ ପତ୍ର ମାଧ୍ୟମରେ ହତ୍ୟା ଧମକ ଦିଆଯାଇଛି । ଏ ସମ୍ପର୍କରେ ସେ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଓ ଦିଲ୍ଲୀ ପୋଲିସ କମିଶନରଙ୍କୁ ଅଭିଯୋଗ କରିଛନ୍ତି । ଏଥିରେ ସେ…

ଆଶ୍ରୟ ଦେଇ ନାବାଳିକାଙ୍କୁ ବଳାତ୍କାର

କଳିଙ୍ଗନଗର ୧୯ା୭ (ଡି.ଏନ୍‌.ଏ.):ବର୍ଷା ଭିଜା ରାତିରେ ଆଶ୍ରୟ ଦେବାକୁ ଡାକି ନେଇ ଜଣେ ଆଦିବାସୀ ନାବାଳିକା(୧୫)ଙ୍କୁ ବଳାତ୍କାର କରାଯାଇଛି। ତେବେ ଗଣବଳାତ୍କାରରୁ ବର୍ତ୍ତିବା ପାଇଁ ନାବାଳିକା ଜଣକ ଛାତରୁ ଡେଇଁ ଗୁରୁତର ଆହତ ହୋଇଛନ୍ତି। ଅନ୍ୟପକ୍ଷରେ ବଳାତ୍କାର କରିବା ପୂର୍ବରୁ ପୀଡ଼ିତାଙ୍କ…

ଆସନ୍ତା ସପ୍ତାହରେ ଦେଶବ୍ୟାପୀ ଆନ୍ଦୋଳନ କରିବେ ବ୍ୟବସାୟୀ

ନୂଆଦିଲ୍ଲୀ,୧୯ା୭:ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ମୂଲ୍ୟ ବୃଦ୍ଧିରେ ଦେଶବାସୀ ଘାଣ୍ଟି ହେଉଥିବାବେଳେ ସୋମବାରଠାରୁ ପୂର୍ବରୁ ପ୍ୟାକ୍‌ ହୋଇଥିବା ବିଭିନ୍ନ ଖାଦ୍ୟ ସାମଗ୍ରୀ ଯଥା କ୍ଷୀର, ଦହି, ପନିର, ମାଛ, ମାଂସ, ଚୁଡ଼ା, ମୁଢ଼ି ଏବଂ ନନ୍‌ବ୍ରାଣ୍ଡେଡ୍‌ ଅଟା, ଚାଉଳ ଉପରେ କେନ୍ଦ୍ର ସରକାର ୫%…

ଚାଇନା ସୀମାରେ ସଡ଼କ ନିର୍ମାଣରେ ନିୟାଜିତ ୧୯ ଶ୍ରମିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୯ ।୭: ଅରୁଣାଚଳ ପ୍ରଦେଶର କୁମି ନଦୀରେ ବୁଡିଯିବାରୁ ୧୯ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ଏହି ଶ୍ରମିକମାନେ ଚାଇନା ସୀମାରେ ସଡ଼କ ନିର୍ମାଣ କାମରେ ନିୟୋଜିତ ଥିଲେ । ଇଦ ଯୋଗୁ ଏମାନେ ଆସାମ ଯିବାକୁ ଚାହୁଁଥିଲେ…

ଏଲ୍‌ଓସିରେ ବିସ୍ଫୋରଣ ୨ ଯବାନ ଶହୀଦ

ଜମ୍ମୁ,୧୮।୭: ଜମ୍ମୁ-କଶ୍ମୀର ପୁଞ୍ଚ ଜିଲାରେ ନିୟନ୍ତ୍ରଣ ରେଖା(ଏଲ୍‌ଓସି) ନିକଟରେ ଗ୍ରେନେଡ ବିସ୍ଫୋରଣରେ ୨ସେନା ଯବାନ ଶହୀଦ ହୋଇଛନ୍ତି। ରବିବାର ରାତିରେ ମେଣ୍ଢର ସେକ୍ଟରରେ ସେନା କର୍ମଚାରୀ ଡ୍ୟୁଟିରେ ଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ସୋମବାର ସେନା ପକ୍ଷରୁ ସୂଚନା ଦିଆଯାଇଛି।…

ଶପଥ ନେଲେ ୨୭ରାଜ୍ୟ ସଭା ସଦସ୍ୟ

ନୂଆଦିଲ୍ଲୀ,୧୮ା୭: ରାଜ୍ୟ ସଭାକୁ ନୂଆ କରି ନିର୍ବାଚିତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦାମ୍ବରମ, ପ୍ରଫୁଲ ପଟେଲ, କ୍ରିକେଟର ହର୍‌ଭଜନ ସିଂ ପ୍ରମୁଖଙ୍କ ସମେତ ୨୭ ସଦସ୍ୟ ସୋମବାର ଶପଥ ଗ୍ରହଣ କରିଛନ୍ତି। ସେମାନଙ୍କ ମଧ୍ୟରେ ମନୋନୀତ ସଦସ୍ୟ ଭି. ବିଜୟେନ୍ଦ୍ର…

ଶ୍ରାବଣ ପ୍ରଥମ ସୋମବାର ପଞ୍ଚଲିଙ୍ଗେଶ୍ୱରରେ କାଉଡ଼ିଆଙ୍କ ଜଳାଭିଷେକ

ନୀଳଗିରି, ୧୮।୭(ସ୍ବ.ପ୍ର.)-ଶ୍ରାବଣର ପ୍ରଥମ ସୋମବାର ଉତ୍ତର ଓଡ଼ିଶାର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ବାଲେଶ୍ୱର ଜିଲା ନୀଳଗିରି ନିକଟ ବାବା ପଞ୍ଚଲିଙ୍ଗେଶ୍ୱରଠାରେ ହଜାର ହଜାର କାଉଡିଆ ଜଳାଭିଷେକ କରିଛନ୍ତି। କୋଭିଡ୍‌ କଟକଣା ହଟିଥିବାରୁ ଚଳିତବର୍ଷ ରାଜ୍ୟ ତଥା ରାଜ୍ୟ ବାହାରୁ କାଉଡ଼ିଆ ଓ…

ଯାଞ୍ଚ ନାଁରେ ଛାତ୍ରୀଙ୍କୁ ଅନ୍ତଃବସ୍ତ୍ର ଖୋଲିବାକୁ କହିଲେ ପରୀକ୍ଷକ

ଥିରୁଭାନନ୍ତପୁରମ୍‌,୧୮ା୭: ମେଡିକାଲ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷା ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍‌ଇଇଟି) ନିମନ୍ତେ କେରଳର ଏକ ପରୀକ୍ଷା କେନ୍ଦ୍ରରୁ ଲଜ୍ଜ୍ୟାଜନକ ଘଟଣା ସାମ୍ନାକୁ ଆସିଛି। କୋଲାମ ଜିଲାର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ରବିବାର ଏନ୍‌ଇଇଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri