Home Left

ମାଓବାଦୀ ଖଞ୍ଜିଥିଲେ ଟିଫିନ୍‌ ବୋମା

ବାଲିଗୁଡ଼ା,୨୮ା୫(ଡି.ଏନ୍‌.ଏ.): କିଛି ଦିନର ବ୍ୟବଧାନ ପରେ କନ୍ଧମାଳରେ ନିଜର ସ୍ଥିତି ଜାହିର କରୁଛି ମାଓବାଦୀ ସଙ୍ଗଠନ । ସେପଟେ ପୋଲିସ ମାଓବାଦୀ ଦମନକୁ ମଧ୍ୟ ଚ୍ୟାଲେଞ୍ଜ କରୁଛି ସଙ୍ଗଠନ। ଏଭଳି ସ୍ଥିତିରେ କନ୍ଧମାଳ ଜିଲା ବାଲିଗୁଡ଼ାରେ ମୁତୟନ ୧୨୭ ବାଟାଲିୟନ ସିଆର୍‌ପିଏଫ୍‌…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୧୭୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

୨୦ ଫୁଟ ତଳକୁ ଖସିଲା ପାର୍ଶଲ ବୋଝେଇ କଣ୍ଟେନର, ୨ ଗୁରୁତର

କେନ୍ଦୁଝର,୨୮ା୫(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଜୁଡିଆ ଘାଟିରେ ଏକ କଣ୍ଟେନର ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିପଡ଼ିବାରୁ ୨ ଜଣ ଗୁରୁତର ହୋଇଛନ୍ତି। ଟ୍ରାନ୍ସ କାରଗୋ ଇଣ୍ଡିଆ ନାମକ ପାର୍ଶଲ ବୋଝେଇ କଣ୍ଟେନର ସୁରତରୁ କୋଲକାତା ଅଭିମୁଖେ ଯାଉଥିବାବେଳେ ଶନିବାର…

ଗୋଟିଏ ଜମିକୁ ଦୁଇଥର ବିକ୍ରି

କେନ୍ଦୁଝର,୨୮ା୫(ସ୍ବ.ପ୍ର.): ଟାଉନ ଥାନା ଅନ୍ତର୍ଗତ ବଡ଼ହଳ ଅଞ୍ଚଳରେ ୧୦ ଡେସିମିଲି ଜମିକୁ ଦୁଇଥର ବିକ୍ରି କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଖାତା ନମ୍ବର ୪୫ର ପ୍ଲଟ୍‌ ନମ୍ବର ୨୬୩ରେ ଏହି ବେଆଇନ ବିକ୍ରି ହୋଇଥିବା ଅଭିଯୋଗ ହୋଇଛି। ଜାଲ୍‌ କାଗଜପତ୍ର…

‘ଅନୁପମା’ରେ ନୂଆ ଏଣ୍ଟ୍ରି

ବମ୍ବେ: ଷ୍ଟାରପ୍ଲସ୍‌ରେ ପ୍ରସାରିତ ହେଉଥିବା ଧାରାବାହିକ ‘ଅନୁପମା’ରେ ହେବାକୁ ଯାଉଛି ନୂଆ ଏଣ୍ଟ୍ରି। ଆଗାମୀ ଏପିସୋଡରେ ଅନୁପମାଙ୍କ ସହ ଅନୁଜ ହନିମୁନ୍‌ରେ ଯିବେ। ଏହାପରେ ଅନୁଜଙ୍କ ପରିବାରଲୋକଙ୍କ ସହ ଜଣେ କୁନି କଳାକାର ଶୋ’ରେ ନଜର ଆସିବେ। ନିକଟରେ ଏହାର ଝଲକ…

ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ, ଓଡ଼ିଶାରେ ରାଜନୈତିକ ଦଳ କିଏ ଅଛନ୍ତି ବୋଲି ପଚାରିଲେ

ପୁରୀ ଅଫିସ,୨୮।୫: ଏଏସ୍‌ଆଇର ଅନୁମତି ନ ଥାଇ ବି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମକୁ ସରକାର ବନ୍ଦ କରୁ ନ ଥିବାରୁ ତାଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ଜଗଦଗୁରୁ ଶଙ୍କରାଚାଯର୍ର୍‌ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ। ସେ କହିଛନ୍ତି, ତୀର୍ଥଭୂମିକୁ ଭୋଗଭୂମି ଓ…

ରଣଦୀପଙ୍କୁ ଚିହ୍ନି ହେଉନି

ମୁମ୍ବାଇ: ବୀର ସାବରକରଙ୍କ ୧୩୯ ତମ ଜନ୍ମବାର୍ଷିକୀକୁ ଆହୁରି ଖାସ କରିଦେଇଛନ୍ତି ଅଭିନେତା ରଣଦୀପ ହୁଡ୍ଡା। ଏହି ସ୍ବତନ୍ତ୍ର ଦିନରେ ସେ ତାଙ୍କ ଜୀବନୀ ଉପରେ ନିର୍ମାଣ ହେଉଥିବା ଚଳଚ୍ଚିତ୍ରର ଫାଷ୍ଟ ଲୁକ୍‌ ଶେୟାର କରିଛନ୍ତି। ମୁଣ୍ଡରେ କଳା ଟୋପି, ଗୋଲ…

ମୂଷାପାଲି ପଞ୍ଚାୟତକୁ ମଦମୁକ୍ତ ପାଇଁ ଅଣ୍ଟା ଭିଡ଼ିଲେ ମହିଳା

କୋକସରା,୨୮ା୫(ଡି.ଏନ୍‌.ଏ.): ଦିନକୁ ଦିନ ଗ୍ରାମାଞ୍ଚଳରେ ଦେଶୀ ମଦଭାଟି ଛତୁ ଫୁଟିଲା ଭଳି ଖୋଲୁଥିବାରୁ ଗାଁ ଗାଁରେ ମଦ୍ୟପଙ୍କ ଦୌରାତ୍ମ୍ୟ ସହ ଗାଁ ପରିବେଶକୁ ଅଶାନ୍ତ କରୁଥିବା ଦେଖିବାକୁ ମିଳୁଛି। ଘରେ ଘରେ ଗଣ୍ଡଗୋଳ ହେଉଛି। ସ୍ତ୍ରୀ-ସ୍ବାମୀ ମଧ୍ୟରେ ମତାନ୍ତର ହୋଇ କଥା…

କଟକରେ ଗୁପ୍‌ଚୁପ୍‌ ଖାଉଛନ୍ତି କି? ଚଢ଼ାଉରେ ଜଣାପଡ଼ିଲା ଏପରି…

କଟକ ଅଫିସ,୨୮।୫: ସୁଆଦିଆ ଗୁପଚୁପ୍‌ ଭାବି ଗ୍ରାହକ ଖାଉଥିଲେ। ହେଲେ ଅସ୍ବାସ୍ଥ୍ୟକର ପରିବେଶରେ ଏସବୁ ତିଆରି ହେଉଥିଲା। ଗୁପଚୁପ୍‌ପ୍ରେମୀ ଏଗୁଡ଼ିକ ଖାଇ ଝାଡ଼ାବାନ୍ତିରେ ପଡ଼ୁଥିଲେ। ଏନେଇ ଅଭିଯୋଗ ଆସିବା ପରେ ଶନିବାର କଟକ ବାଦାମବାଡ଼ିର ଶଙ୍କରପୁର ଅଞ୍ଚଳର ନାକେଇ ପଡ଼ିଆରେ କଟକ…

ଜାଣନ୍ତି କି ରେଳ ବଗି ଲାଲ୍‌, ସବୁଜ ଏବଂ ନୀଳ ରଙ୍ଗର କାହିଁକି ହୋଇଥାଏ…

ଭାରତର ଲୋକମାନେ ଟ୍ରେନ୍‌ରେ ଯାତ୍ରା କରିବାକୁ ପସନ୍ଦ କରନ୍ତି। ଭାରତୀୟ ରେଳ ଦୁନିଆର ଚତୁର୍ଥ ବୃହତ୍ତମ ରେଳ ନେଟ୍‌ଓ୍ବାର୍କ ଏବଂ ଏସିଆର ଦ୍ୱିତୀୟ ବୃହତ୍ତମ ରେଳ ନେଟଓ୍ବାର୍କ ଅଟେ।ପ୍ରତିଦିନ ପ୍ରାୟ ୨୩ ନିୟୁତ ଲୋକ ଟ୍ରେନ୍‌ରେ ଯାତ୍ରା କରନ୍ତି। ଟ୍ରେନ୍‌ ଗରିବଙ୍କ…

କେଜିଏଫ୍‌ ଦେଖି ଏକାଥରକେ ଟାଣିଦେଲେ ପୂରା ପ୍ୟାକେଟ୍‌ ସିଗାରେଟ୍‌, ହସ୍ପିଟାଲରେ ୧୫ ବର୍ଷର ନାବାଳକ

ହାଇଦ୍ରାବାଦ,୨୮।୫: କେଜିଏଫ୍‌ ରିଲିଜ ହେବାର ଅନେକ ଦିନ ବିତିଯାଇଥିଲେ ହେଁ ଆଜିଯାଏ ତାର କ୍ରେଜ କମିନାହିଁ। ହେଲେ ମନୋରଞ୍ଜନ ଲାଗି ଉଦ୍ଦିଷ୍ଟ ଫିଲ୍ମରୁ ସିଗାରେଟ୍‌ ଟାଣିବା କଳା ଶିଖିବା ଜଣେ ନାବାଳକଙ୍କୁ ମହଙ୍ଗା ପଡ଼ିଛି। ଚଳଚ୍ଚିତ୍ରର ମୁଖ୍ୟ ଭୂମିକା ରକି ଭାଇ…

ଗଞ୍ଜେଇ ଚୋରାଚାଲାଣ: ୧୦ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ କାଉନସିଲର ପ୍ରାର୍ଥୀ

ଭବାନୀପାଟଣା,୨୮ା୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୟପାଟଣା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏସ୍‌ପି ଅଭିଳାଶଜୀଙ୍କ ନେତୃତ୍ୱରେ ଜୟପାଟଣା ଥାନାଧିକାରୀ ବାସୁଦେବ ଛତ୍ରିଆଙ୍କ ସହ ଏକ ଟିମ୍‌ ଗଠନ କରି ଗଞ୍ଜେଇ ଚୋରାଚାଲାଣ ବେଳେ ମାଡ଼ି ବସିଲା ପୋଲିସ। ଏଥିରେ ୧୦ ଜଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri