Home Left

ସଂସଦରେ ଓଡ଼ିଶା ସମସ୍ୟା ଉଠାଅ

ଭୁବନେଶ୍ୱର,୧୭।୭(ବ୍ୟୁରୋ): କିଛିଦିନ ହେଲା ଭାଜପାର କେତେକ ନିଷ୍ପତ୍ତି ଏବଂ ଅନେକ କିଛି ରାଜନୈତିକ ଘଟଣାକ୍ରମ ସହ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ବିଜେଡିର ସମର୍ଥନ ଆଦି କଥାକୁ ନେଇ ବିଜେଡି ସହ ରାଜ୍ୟ ମୁଖ୍ୟ ବିରୋଧୀ ଦଳ ସମ୍ପର୍କ ବାବଦରେ ଭିନ୍ନ ପ୍ରକାର…

ପଞ୍ଚାୟତିରାଜ ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଟି.ଏସ୍‌ ସିଂ ଦେଓ

ରାୟପୁର,୧୭।୭: ଛତିଶଗଡ ମନ୍ତ୍ରୀ ଟି.ଏସ୍‌ ସିଂ ଦେଓ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ଗତ କିଛି ଦିନ ହେବ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ମଧ୍ୟରେ ମତାନ୍ତର ଲାଗି ରହିଥିବା ମଧ୍ୟ ଚର୍ଚ୍ଚା ହେଉଥିଲା। ତେବେ…

ମଦ ପିଇ ମରିଛନ୍ତି ୫୦ ଜଣ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ବିଷାକ୍ତ ମଦ ପିଇବା ଦ୍ୱାରା ରାଜ୍ୟରେ କେତେଜଣଙ୍କ ଜୀବନ ଯାଇଛି ବୋଲି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ଜାଣିବାକୁ ଚାହିଁଥିଲେ। ବିଧାନସଭାରେ ସାଲୁଜା ପଚାରିଥିବା ଏହି ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଅଶ୍ୱିନୀ ପାତ୍ର କହିଥିଲେ, ୨୦୧୦ରୁ ୨୦୨୨ ମଧ୍ୟରେ…

ଆଉ ୨ଦିନ ବର୍ଷିବ

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ଉପକୂଳ ଓଡ଼ିଶାରେ ଲଘୁଚାପ ସକ୍ରିୟ ରହିଥିବାରୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଏପରିକି କେତେକ ସ୍ଥାନରେ ପ୍ରବଳ ବର୍ଷା ଯୋଗୁ ଯାତାୟାତ ଠପ୍‌ ହୋଇଯାଇଛି ଓ ନଦୀରେ ପାଣି ମଧ୍ୟ ବଢ଼ିଛି। ଆସନ୍ତା ୨ଦିନ ଏହିଭଳି ବର୍ଷା…

ଆଜି ଆଇସିଏସ୍‌ଇ ଦଶମ ରେଜଲ୍ଟ

ଭୁବନେଶ୍ୱର, ୧୭।୭(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ(ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ପରୀକ୍ଷା ଫଳ ରବିବାର ଅପରାହ୍ନ ୫ଟାରେ ପ୍ରକାଶ ପାଇବ। ଏ ନେଇ ଶନିବାର ସିଆଇଏସ୍‌ସିଇ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରୀଛାତ୍ରମାନେ ଓ୍ବେବ୍‌ସାଇଟ୍‌ www.cisce.orgରେ…

ଦ୍ରୌପଦୀ ମୁର୍ମୁଙ୍କ ବିଜୟ କାମନା ଲାଗି ପୂଜାର୍ଚ୍ଚନା କରିବ ଭାଜପା

ଭୁବନେଶ୍ୱର,୧୭।୭(ବ୍ୟୁରୋ): ଆସନ୍ତା ୧୮ ତାରିଖରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ କାମନା କରି ରବିବାର ରାଜ୍ୟର ସମସ୍ତ ମନ୍ଦିରରେ ରାଜ୍ୟ ଭାଜପା ପକ୍ଷରୁ ପୂଜାର୍ଚ୍ଚନା କରାଯିବ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ଭାଜପାର ସମସ୍ତ…

ବୀମା କମ୍ପାନୀ ଚକ୍ରବୂ୍ୟହରେ ଚାଷୀ

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜ୍ୟରେ ଚାଷୀମାନେ ପ୍ରଧାନମନ୍ତ୍ରୀ ଫସଲ ବୀମା ପାଉନାହାନ୍ତି। ବୀମା କମ୍ପାନୀ ଓ ସରକାରୀ ଅଧିକାରୀଙ୍କ ମଧୁଚନ୍ଦ୍ରିକାରେ ଚାଷୀମାନେ ଫସି ଯାଇଛନ୍ତି। ଘରୋଇ କମ୍ପାନୀ ଲାଭ ଖାଉଛନ୍ତି। କେବଳ ବୀମା ନୁହେଁ, ଚାଷୀମାନେ ଋଣ ମଧ୍ୟ ପାଇ ପାରୁନାହାନ୍ତି। ଅଧିକ ସୁଧରେ…

କିମୋନୋ ଜ୍ୟାକେଟ୍‌

ପୁଅ ହେଉ କି ଝିଅ ଟପ୍‌, ଶାର୍ଟ କିମ୍ବା ଟିଜ୍‌ରେ ଜ୍ୟାକେଟ୍‌ କ୍ୟାରି କରିବାକୁ ପସନ୍ଦ କରନ୍ତି। ଡେ ଟୁ ଡେ ଲାଇଫ୍‌ରେ ପାର୍ଟିରେ ହେଉ ଅବା ଟ୍ରାଭେଲ୍‌ କରିବାବେଳେ ସେମାନଙ୍କୁ ଷ୍ଟାଇଲିଶ୍‌ ଜ୍ୟାକେଟ୍‌ ଲୋଡ଼ା ହୋଇଥାଏ। ତେବେ ୟୁନିକ୍‌ ଲୁକ୍‌୍‌…

ଏମ୍‌ସିଏଲ୍‌ରେ ଚାକିରି କରାଇଦେବାକୁ କହି ଠକିନେଲେ ୬୫ ଲକ୍ଷ; ସରକାରୀ ଶିକ୍ଷକଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୬।୭(ସ୍ବ.ପ୍ର.): ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ହଡପ କରି ଗିରଫ ହେଲେ ଶିକ୍ଷକ। କଳାହାଣ୍ଡି ଜଲାର ୧୨ ଜଣ ଯୁବତୀଯୁବକଙ୍କୁ ବୁର୍ଲା ଏମ୍‌ସିଏଲ୍‌ରେ ଚାକିରି ଦେବା ପାଇଁ ପ୍ରଲୋଭନ ଦେଖାଇ ୬୫ ଲକ୍ଷ ଟଙ୍କା ଠକିନେଇଥିବା ଅଭିଯୋଗ ହୋଇଛି ।…

ଆଇଆଇସି ସ୍ନିଗ୍ଧାରାଣୀ ସୁନା ନିଲମ୍ବିତ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ସୋନପୁର କାର୍‌ ଦୁର୍ଘଟଣା ମାମଲାରେ ଓଡ଼ିଶା ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆଇଆଇସି ସ୍ନିଗ୍ଧାରାଣୀ ସୁନାଙ୍କୁ ନିଲମ୍ବିତ କରାଯାଇଛି। ପୋଲିସ ମହାନିର୍ଦ୍ଦେଶକ ସୁନିଲ ବଂଶଲ ତାଙ୍କୁ ଶନିବାର ନିଲମ୍ବିତ କରିଥିବା ଜଣାପଡ଼ିଛି। କହିରଖୁଛୁ, ପୁରୀରୁ ସୁନାବେଶ ଡ୍ୟୁଟିସାରି ଫେରିବା ବେଳେ…

କଠୋର ହେଲା ବିଏମ୍‌ସି: ଏଣିକି ମାସ୍କ ନ ପିନ୍ଧିଲେ କିଛି ମିଳିବ ନାହିଁ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେଥିରୁ ସର୍ବାଧିକ ଆକ୍ରାନ୍ତ ଖୋର୍ଦ୍ଧା ଜିଲାରୁ ଚିହ୍ନଟ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ କଡା ନିର୍ଦ୍ଦେଶନାମା ଜାରି କରିଛି। ତଦନୁଯାୟୀ ଏଣିକି ମାସ୍କ…

ସ୍ବାସ୍ଥ୍ୟକେନ୍ଦ୍ରରୁ ଚୋରି କରି ବନ୍ଧା ହେଲେ ୪ ଅଭିଯୁକ୍ତ

ହିଞ୍ଜିଳିକାଟୁ,୧୬ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ସାରୁ ଓ ସାପୁଆପଲୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ ଟିଭି, କମ୍ପ୍ୟୁଟର ଡେସ୍କଟପ୍‌, ଇନ୍‌ଭର୍ଟର ଆଦି ଚୋରି ସହ ଗଣ୍ଡଳା ଛକରେ ଗୋଟିଏ ଘରର ତାଲା ଭାଙ୍ଗି ଚୋରି ଅଭିଯୋଗରେ ଶନିବାର ହିଞ୍ଜିଳି ପୋଲିସ ୪ ଜଣଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri