Home Left

ବରିଷ୍ଠ ଚିତ୍ରଶିଳ୍ପୀ ଲଲାଟମୋହନ ପଟ୍ଟନାୟକ ପାଇବେ ଧର୍ମପଦ ପୁରସ୍କାର

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବରିଷ୍ଠ ଚିତ୍ରଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକଙ୍କୁ ୨୦୨୧ ମସିହାର ସମ୍ମାନଜନକ ଧର୍ମପଦ ପୁରସ୍କାର ପ୍ରଦାନ କରାଯିବ। ଏନେଇ ଓଡ଼ିଶା ଲଳିତ କଳା ଏକାଡେମୀ ତରଫରୁ ସୂଚନା ଦିଆଯାଇଛି। ଏକାଡେମୀ ପକ୍ଷରୁ କୁହାଯାଇଛି, ୨୦୨୧ ମସିହା ପାଇଁ ଚିତ୍ରଶିଳ୍ପୀ ଲଲାଟମୋହନ ପଟ୍ଟନାୟକଙ୍କୁ…

ଆଣ୍ଟିଜେନ ଟେଷ୍ଟ କିଟ୍‌ ଶୁଭାରମ୍ଭ

ଭୁବନେଶ୍ୱର,୨୭।୫(ବ୍ୟୁରୋ): କରୋନା ପରୀକ୍ଷା ପାଇଁ ରାପିଡ ଆଣ୍ଟିଜେନ ଟେଷ୍ଟ କିଟ୍‌ ନିର୍ମାଣର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରେ ଇନ୍‌ଫୋସିଟିରେ ଏହି ଆଣ୍ଟିଜେନ ଟେଷ୍ଟ କିଟ୍‌ ନିର୍ମାଣର ଶୁଭାରମ୍ଭ କରିଛନ୍ତି । ୨୪ ଘଣ୍ଟା ମଧ୍ୟରେ…

ବାବର ହେବେ ‘ନମ୍ବର-୧’

ନୂଆଦିଲ୍ଲୀ,୨୭।୫: ଭାରତୀୟ କ୍ରିକେଟ ଟିମ୍‌ର ତାରକା ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଦିନେଶ କାର୍ତ୍ତିକ ପାକିସ୍ତାନ ଟିମ୍‌ର ଅଧିନାୟକ ବାବର ଆଜମଙ୍କୁ ନେଇ ଦେଇଛନ୍ତି ବଡ଼ ବୟାନ। ସେ ଖୁବ୍‌ଶୀଘ୍ର ତିନୋଟି ଯାକ ଫର୍ମାଟରେ ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ ହେବେ ବୋଲି କାର୍ତ୍ତିକ ଭବିଷ୍ୟବାଣୀ…

ସମବାୟ ନିର୍ବାଚନ: ୧୦୩ ନାମାଙ୍କନ ପତ୍ର ଦାଖଲ

ଜମନକିରା,୨୭ା୫(ଡି.ଏନ.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକରେ ଥିବା ୩ଟି ଲ୍ୟାମ୍ପ୍‌ସରେ ମୋଟ ୧୦୩ଜଣ ପ୍ରାର୍ଥୀ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୂଚନା ଅନୁସାରେ, ପ୍ରତ୍ୟେକ ଲାମ୍ପ୍‌ସକୁ ୧୫ଟି ନିର୍ବାଚନ ମଣ୍ଡଳୀରେ ବିଭକ୍ତ କରାଯାଇ ନିିର୍ବାଚନ ପ୍ରକ୍ରିୟା ହେଉଛି। ଧାର୍ଯ୍ୟ ତାରିଖ ଅନୁଯାୟୀ…

ମହଙ୍ଗା ପଡ଼ିଲା ଫେସ୍‌ବୁକ ପ୍ରେମ: ଛଦ୍ମବେଶୀ ଯୁବକଙ୍କ ଚୁଟି କାଟିଦେଲେ ଗ୍ରାମବାସୀ

ବାସୁଦେବପୁର, ୨୭।୫(ଡି.ଏନ.ଏ.): ଫେସ୍‌ବୁକରୁ ପ୍ରେମ ଓ ପରେ ବିବାହ। ଜଣେ ଛଦ୍ମବେଶୀ ଯୁବକଙ୍କୁ ମହଙ୍ଗା ପଡ଼ିଛି ପ୍ରେମ କରିବା କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲାରେ। ସୂଚନାଯୋଗ୍ୟ, ଜମ୍ବୁ ରାମନଗର ଗ୍ରାମର ମେଘନା ଓରଫ ମେଘନାଦ ମଣ୍ଡଳ ନିଜକୁ…

ବ୍ୟାଙ୍କ ଋଣ ଶୁଝିବା ଆଳରେ ଠକେଇ, ୨ ଗିରଫ

ବ୍ରହ୍ମପୁର ଅଫିସ,୨୭ା୫: ମାଲିକଙ୍କ ମୃତ୍ୟୁ ପରେ ବ୍ୟାଙ୍କ ଋଣ ଶୁଝିବା ଆଳରେ ଗ୍ୟାରେଜ ଓ ସ୍ପେୟାର ପାର୍ଟସ ଦୋକାନର ଚାବି ନେଇ ୬୦ଲକ୍ଷ ଟଙ୍କାର ସାମଗ୍ରୀ ବିକ୍ରି କରି ଟଙ୍କା ଠକି ନେଇଥିବା ଅଭିଯୋଗରେ ପୋଲିସ ୨ଜଣଙ୍କୁ ଗିରଫ କରିଛି। ସେମାନେ…

ଓ୍ବାଙ୍ଖଡେଙ୍କ ଅଡ଼ୁଆ ବଢ଼ିଲା, ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଲାଗି କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ

ମୁମ୍ବାଇ,୨୭।୫: ମୁମ୍ବାଇ କ୍ରୁସ ଡ୍ରଗ୍ସ ମାମଲାରେ ବଲିଉଡ ଅଭିନେତା ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନ ଖାଁଙ୍କୁ କ୍ଲିନ୍‌ଚିଟ୍‌ ମିଳିବା ପରେ ପୂର୍ବତନ ଏନ୍‌ସିବି ଅଧିକାରୀ ସମୀର ୱାଙ୍ଖଡେଙ୍କ ଅଡ଼ୁଆ ବଢ଼ିଛି। ମାମଲାରେ ଉଚିତ୍‌ ତଦନ୍ତ ହୋଇ ନ ଥିବାରୁ ୱାଙ୍ଖଡ଼େଙ୍କ ବିରୋଧରେ…

ଫାରୁକ ଅବଦୁଲ୍ଲାଙ୍କୁ ଇଡିର ସମନ

ଶ୍ରୀନଗର,୨୭।୫: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାସନାଲ କନ୍‌ଫରେନ୍ସର ରାଷ୍ଟ୍ରୀୟ ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲାଙ୍କୁ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଏକ ସମନ ପଠାଇଛି। ଇଡି ଫାରୁକଙ୍କୁ ମେ’୩୧ରେ ଦିଲ୍ଲୀ ମୁଖ୍ୟାଳୟରେ ହାଜର ହେବାକୁ ସମନ ଜାରି କରିଛି। ସୂଚନାଯୋଗ୍ୟ, ୨୦୨୦ରେ ମନି…

ପ୍ରେମ ପାଇଁ ବାପାଙ୍କୁ ହାଣିଲେ ପୁଅ

ବ୍ରହ୍ମପୁର ଅଫିସ,୨୭ା୫: ପାରିବାରିକ କଳହରୁ ବାପାଙ୍କୁ ଆକ୍ରମଣ କରିଥିବା ଅଭିଯୋଗରେ ପୋଲିସ ଅଭିଯୁକ୍ତ ପୁଅ ତାଙ୍କର ଜଣେ ସହଯୋଗୀଙ୍କୁ ଗିରଫ କରିଛି। ସେମାନେ ହେଲେ ମୋଚି ସାହିର ଏ. ଭେଙ୍କଟରମଣଙ୍କ ପୁଅ ଏ. ସୁରଜ ଓ ତାଙ୍କ ସହଯୋଗୀ ଖାଲାସୀ ସାହିର…

ଲଗାତାର ୫ ଛକା, ଓଭରରେ ୩୪ ରନ୍‌

ନୂଆଦିଲ୍ଲୀ,୨୭।୫: ଇଂଲଣ୍ଡରେ ଆରମ୍ଭ ହୋଇଥିବା ଟି-୨୦ ବ୍ଲାଷ୍ଟ ଟୁର୍ନାମେଣ୍ଟରେ ଗୁରୁବାର ଏକ ବିସ୍ଫୋରକ ଇନିଂସ ଦେଖିବାକୁ ମିଳିଛି। ଆୟର୍ଲାଣ୍ଡର ବ୍ୟାଟ୍ସମ୍ୟାନ୍‌ ପଲ ଷ୍ଟିରଲିଂ ମାତ୍ର ୫୧ ବଲ୍‌ରେ ୧୧୯ ରନ୍‌ କରିଛନ୍ତି। ଏଥିରେ ୯ ଚୌକା ଏବଂ ୧୦ ଛକା ଥିଲା।…

କୋହଲିଙ୍କୁ ଆଉ ଅଧିକ ତଳକୁ ଖସୁଥିବା ଦେଖିପାରିବି ନାହିଁ: ଅଖ୍‌ତର

ମୁମ୍ବାଇ,୨୭।୫: ଆଇପିଏଲ୍‌ ୨୦୨୨ର କ୍ୱାଲିଫାୟାର-୨ ମୁକାବିଲାରେ ରାଜସ୍ଥାନକୁ ଭେଟିବ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର। ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଶୁକ୍ରବାର ସନ୍ଧ୍ୟା ୭.୩୦ ମିନିଟ ସମୟରେ ଏହି ମ୍ୟାଚ୍‌ ଖେଳାଯିବ। ତେବେ ଏହି ମୁକାବିଲା ପୂର୍ବରୁ ପାକିସ୍ତାନ ଟିମ୍‌ର ପୂର୍ବ ଦ୍ରୁତ ବୋଲର…

ପାଚିକା ସହାୟିକା ସଂଘର ବିକ୍ଷୋଭ

ବ୍ରହ୍ମପୁର ଅଫିସ୍‌,୨୭ା୫: ଓଡ଼ିଶା ମିଳିତ ବିଦ୍ୟାଳୟ ପାଚିକା ସହାୟିକା ସଂଘ ଗଞ୍ଜାମ ଜିଲା କମିଟି ପକ୍ଷରୁ ବିଭିନ୍ନ ଦାବି ନେଇ ଶୁକ୍ରବାର ଜିଲା ଶିକ୍ଷା ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ସହାୟିକା ସଂଘର ଏକ ରାଲି ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରୁ ବାହାରି ଗିରିରୋଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri