Home Left

ପାରମ୍ପରିକ ଖାଦ୍ୟ ଆପଣାଇବାକୁ ଆହ୍ବାନ

ବରଗଡ଼ ଅଫିସ୍‌/ପାଇକମାଳ, ୧୯।୧୦(ଡି.ଏନ୍‌.ଏ.): ଖାଦ୍ୟଥାଳିରେ ପୁଷ୍ଟିକର ଖାଦ୍ୟର ଅଭାବ ଦେଖାଯାଇଛି। ଫସଲରେ ରାସାୟନିକ ସାର ଏବଂ କୀଟନାଶକର ବହୁଳ ବ୍ୟବହାର ଯୋଗୁ ଖାଦ୍ୟ ପୁଷ୍ଟଯୁକ୍ତ ବଦଳରେ ବିଷଯୁକ୍ତ ହେଉଛି। ଏଥିପାଇଁ ମଣିଷ ବିଭିନ୍ନ ପ୍ରକାର ରୋଗର ଶିକାର ହେଉଛି। ଏହାକୁ ପ୍ରତିହତ…

ସ୍କୁଲ ଗେଟ୍‌ରେ ତାଲା ପକାଇଲେ ଗ୍ରାମବାସୀ

ବଣାଇ, ୧୯।୧୦(ସ୍ବ.ପ୍ର.): ସ୍କୁଲକୁ ଶିକ୍ଷୟିତ୍ରୀ, ଶିକ୍ଷକ ଅଧିକାଂଶ ସମୟ ବିଳମ୍ବରେ ଆସୁଥିଲେ। ବିଳମ୍ବରେ ନ ଆସିବା ପାଇଁ ବାରମ୍ବାର ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ତାଗିଦ ସତ୍ତ୍ୱେ ମଙ୍ଗଳବାର ପୁଣି ସ୍କୁଲକୁ ବିଳମ୍ବରେ ଆସିବା ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଗ୍ରାମବାସୀ ସ୍କୁଲ ଗେଟରେ…

ପିଇଓଙ୍କ କାର୍ଯ୍ୟକୁ ନେଇ ବୈଠକରେ ଅସନ୍ତୋଷ

ଚନ୍ଦାହାଣ୍ଡି, ୧୯।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସଭାଗୃହରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌, ସାମାଜିକ ସହାୟତା, ପଞ୍ଚଦଶ ଅର୍ଥ ଆୟୋଗ, ଶିଶୁ ବିକାଶ ଓ ମମତା ଯୋଜନାରେ ସମ୍ପାଦିତ ହୋଇଥିବା ୨୦୨୧-୨୨ ଆର୍ଥିକ ବର୍ଷର ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଚନ୍ଦାହାଣ୍ଡି ବିଡିଓ…

ବାଇପାସ୍‌ ରାସ୍ତାରେ ଲୁଟୁଛନ୍ତି ଲୁଟେରା

ବୈପାରିଗୁଡ଼ା,୧୯।୧୦(ଡି.ଏନ୍‌.ଏ.): କୋରାପୁଟ ଜିଲାର ବୈପାରିଗୁଡ଼ା-ଜୟପୁର ବାଇପାସ୍‌ ରାସ୍ତା ଏବେ ଲୁଟେରାଙ୍କ କବଳରେ ରହିଛି। ସନ୍ଧ୍ୟା ହେଲେ ରାସ୍ତାକଡ଼ରେ ବିଭିନ୍ନ ମାରଣାସ୍ତ୍ର ଧରି ଲୁଚି ରହୁଛନ୍ତି ଲୁଟେରା ଗ୍ୟାଙ୍ଗ୍‌ ା ସୁଯୋଗ ପାଇଲେ ବାଇକ୍‌ ଆରୋହୀମାନଙ୍କୁ ଆକ୍ରମଣ କରି ଲୁଟୁଛନ୍ତି ଟଙ୍କା। ଏପରି…

ଗଛ ତଳେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର

ମାଲକାନଗିରି,୧୯।୧୦(ଡି.ଏନ.ଏ.): ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନା କିପରି ଗ୍ରାମରେ ପହହଞ୍ଚତ୍ବ ଏବଂ ଲୋକେ ଉପକଅତ ହେବେ ସେଥିପାଇଁ ସରକାର ବହୁ ଅର୍ଥ ଖର୍ଚ୍ଚ କରିଥାନ୍ତି। ମାତ୍ର ସ୍ଥାନୀୟ କେତେକ ଅଧିକାରୀଙ୍କ ଅବହେଳା ଯୋଗୁ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ରଗେଇପୁସପାଲି ଗ୍ରାମରେ…

ଏହି ଦିନ ଓଟିଟିରେ ରିଲିଜ୍‌ ହେବ ‘ବ୍ରହ୍ମାସ୍ତ୍ର’

ମୁମ୍ବାଇ: ବଲିଉଡ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ଫିଲ୍ମ ‘ବ୍ରହ୍ମାସ୍ତ୍ର’ ରିଲିଜ୍‌ ହେବା ପରେ ଚର୍ଚ୍ଚାରେ ରହିଛି। ଅଳ୍ପ ଦିନରେ ଫିଲ୍ମଟି ବକ୍ସ ଅଫିସରେ ରେକର୍ଡ ସଂଖ୍ୟକ ଆୟ କରି ସୁପରହିଟ୍‌ ହୋଇଛି। ଏହାରି ମଧ୍ୟରେ ଫିଲ୍ମକୁ ନେଇ…

ସମସ୍ୟାରେ ପକାଇଲା ସମୟ

ଅନୁଗୋଳ ଅଫିସ, ୧୯।୧୦: ମହା ଆଡ଼ମ୍ବରରେ ମା’ ଲକ୍ଷ୍ମୀଙ୍କ ପୂଜା ହେବ। ରାତି ୧୧ଟା ଯାଏ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିବ। ପୂଜା ପୂର୍ବରୁ ଅନୁଗୋଳ କେନ୍ଦ୍ରୀୟ ଲକ୍ଷ୍ମୀ ପୂଜା କମିଟି ସହ ପ୍ରଶାସନର ବୈଠକରେ ଏପରି ଆଲୋଚନା ହୋଇଥିଲା। ତଦନୁଯାୟୀ ପୂଜା…

ରାଶନ ପାଇଁ ଯିବାକୁ ପଡୁଥିଲା ୧୨ କିଲୋମିଟର, ୮ ଦିନରେ ପାହାଡ଼ କାଟି ରାସ୍ତା ତିଆରି କଲେ ୭୦ ଗ୍ରାମବାସୀ…

ରାୟପୁର,୧୯।୧୦ : କୁହାଯାଏ ଅସୁବିଧା ଯୋଗୁ ନୂଆ ଉପାୟ ସମ୍ପର୍କରେ ଚିନ୍ତା କରାଯାଇଥାଏ। ଏହା ସହିତ ଅସୁବିଧାରୁ ମୁକ୍ତି ପାଇଁ ସଫଳ ଉଦ୍ୟମ କରାଯାଇଥାଏ। ଅର୍ଥାତ୍‌ ଅସୁବିଧା ନୂଆ ବାଟ ବତାଇଥାଏ। ଏହାର ସଦ୍ୟତମ ଉଦାହରଣ ଛତିଶଗଡର କୱାର୍ଦ୍ଧା (କବିରଧାମ)ରେ ଦେଖିବାକୁ…

୨୦୨୩ ଜାନୁୟାରୀ ସୁଦ୍ଧା ବାଲେଶ୍ୱରରେ ଖୋଲିବ ଇଏସ୍‌ଆଇ ଡାକ୍ତରଖାନା

ବାଲେଶ୍ୱର ଅଫିସ, ୧୯।୧୦: ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ମଙ୍ଗଳବାର କେନ୍ଦ୍ର ଶ୍ରମନିଯୁକ୍ତି, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପିନ୍ଦର ଯାଦବଙ୍କୁ ଭେଟି ୩ଟି ପତ୍ର ମାଧ୍ୟମରେ ୩ଟି ସମସ୍ୟା ନେଇ ଦାବି ଉତ୍‌ଥାପନ କରିଛନ୍ତି। ପୁରାତନ ଦାବି…

ଆଦର୍ଶ ଆଚରଣ ବିଧି, ଖର୍ଚ୍ଚ ହିସାବ ଉପରେ ଗୁରୁତ୍ୱ

ଭଦ୍ରକ ଅଫିସ, ୧୯।୧୦: ଧାମନଗର ଉପନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା ପରେ ପ୍ରାର୍ଥୀ, ତାଙ୍କ ପ୍ରତିନିଧି ଓ ସମସ୍ତ ରାଜନୈତିକ ଦଳର କର୍ମକର୍ତ୍ତାଙ୍କୁ ନିର୍ବାଚନ କାର୍ଯ୍ୟ ପରିଚାଳନା, ପ୍ରଚାର ସମ୍ବନ୍ଧୀୟ ଖର୍ଚ୍ଚ, ଆଦର୍ଶ ଆଚରଣ ବିଧି ସମ୍ପର୍କରେ ଅବଗତ…

ଦଳର ନିଷ୍ପତ୍ତିକୁ ସ୍ବାଗତ କରୁଛି: ରାଜେନ୍ଦ୍ର

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ଦାସ ବିଜେଡିରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଭାପତିଙ୍କ ନିଷ୍ପତ୍ତିକୁ ସ୍ବାଗତ କରୁଛି। ଲୋକଙ୍କ ସହ ଅଛୁ, କାର୍ଯ୍ୟାନୁଷ୍ଠାନ ବଡ କଥା ନୁହଁ। ଲୋକଙ୍କ ସେବା କରିବାକୁ ରାଜନୀତି କରୁଛି।…

ଅବନ୍ତୀଙ୍କ ପ୍ରଚାରରେ ନେତା, ମନ୍ତ୍ରୀ

ଧାମନଗର,୧୯।୧୦(ସ୍ବ.ପ୍ର.): ଧାମନଗର ଉପନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ କେଉଁଠି ନିର୍ବାଚନୀ ସଭା କରାଯାଉଛି ତ ଆଉ କେଉଁଠି ଦଳର ନେତା ବିଭିନ୍ନ ୱାର୍ଡରେ ବୁଲି ଲୋକଙ୍କୁ ବୁଝାଇ ଭୋଟ ଭିକ୍ଷା କରୁଛନ୍ତି। ପ୍ରଚାରକୁ ଜୋରଦାର କରାଯାଇ ପ୍ରାର୍ଥୀଙ୍କୁ ଜିତାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?