Home Left

ଆରଡେଣ୍ଟ୍‌ ଷ୍ଟିଲ ସମନ୍ବିତ ଇସ୍ପାତ ପ୍ରକଳ୍ପକୁ ପରିବେଶ ମଞ୍ଜୁରୀ

କେନ୍ଦୁଝର,୧୯।୧୦(ଡି.ଏନ୍‌.ଏ): ଭାରତ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ଅନ୍ତର୍ଗତ ଫୁଲଝରସ୍ଥିତ ମେସର୍ସ ଆରଡେଣ୍ଟ୍‌ ଷ୍ଟିଲ ଲିଃ ବହୁ ପ୍ରତିକ୍ଷୀତ ସମନ୍ବିତ ଇସ୍ପାତ ପ୍ରକଳ୍ପ ପାଇଁ ପରିବେଶ ଅନୁମତି (ଇସି) ମିଳିଛି।…

ବିଜେଡିରୁ ବହିଷ୍କୃତ ହେଲେ ରାଜେନ୍ଦ୍ର

ଭୁବନେଶ୍ୱର, ୧୯।୧୦(ବ୍ୟୁରୋ): ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ଦାସ ବିଜେଡିରୁ ବହିଷ୍କୃତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜେନ୍ଦ୍ରଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ସୂଚନାନୁସାରେ, ଧାମନଗର ଉପନିର୍ବାଚନ ସ୍ବାଧୀନ ପ୍ରାର୍ଥୀ ଭାବେନିର୍ବାଚନ ଲଢୁଛନ୍ତି ରାଜେନ୍ଦ୍ର।…

ପାଟଣା, ଝୁମ୍ପୁରାର ଦୁଃଖ ‘ନେଉଳିଯୋଡ଼ି’

ପାଟଣା,୧୯।୧୦(ଡି.ଏନ୍.ଏ.): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ରାଷ୍ଟ୍ର ଓ ରାଜ୍ୟର ଦ୍ରୁତ ବିକାଶ କଥା କହୁଛନ୍ତି। ଅନେକ କୋଟି ଖର୍ଚ୍ଚ କରି ଯୋଜନା ପ୍ରଣୟନ କରୁଛନ୍ତି। ମାତ୍ର ସ୍ବାଧୀନତାର ୭୫ ବର୍ଷ ପରେ ବି ଆଜି ଏଭଳି କିଛି ଅଞ୍ଚଳ…

ଦିନିକିଆ ବିଶ୍ୱକପ୍‌ରୁ ଓହରିଯିବା ଲାଗି ପାକିସ୍ତାନର ଧମକ

କରାଚୀ,୧୯ା୧୦(ପି.ଟି.): ଭାରତ ନିରପେକ୍ଷ ଭେନ୍ୟୁରେ ଏସିଆ କପ୍‌ ଖେଳିବାକୁ ପସନ୍ଦ କରିବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହା ଏକଥା ପ୍ରକାଶ କରିବା ପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

ବିସିସିଆଇ ସଭାପତି, ସମ୍ପାଦକଙ୍କୁ ସମ୍ବର୍ଦ୍ଧିତ କଲା ଓସିଏ

ଭୁବନେଶ୍ୱର, ୧୯ା୧୦(କ୍ରୀଡ଼ା ପ୍ରତିନିଧି): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ୯୧ତମ ବାର୍ଷିକ ସାଧାରଣ ବୈଠକ ମଙ୍ଗଳବାର ମୁମ୍ବାଇଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ପ୍ରତିନିଧିଭାବେ ସମ୍ପାଦକ ସଞ୍ଜୟ ବେହେରା ଯୋଗ ଦେଇଥିଲେ। ପରେ ସମ୍ପାଦକ ସଞ୍ଜୟ…

ବିଧାୟକ ମୋକିମ୍‌ଙ୍କୁ ଆଶସ୍ତି ,ଫେବୃଆରୀ ୨୨ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୯।୧୦ : କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ମିଳିଲା ଆଶସ୍ତି। ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ରହିତାଦେଶ ଲଗାଇଲେ ହାଇକୋର୍ଟ। ଆସନ୍ତା ଫେବୃଆରୀ ୨୨ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ। ସୂଚନାଯୋଗ୍ୟ, ଓଡ଼ିଶା ଗୃହ ର୍ନିମାଣ ଏବଂ ଉନ୍ନୟନ ନିଗମ…

ବେଞ୍ଜେମା, ପୁଟେଲାସ୍‌ଙ୍କୁ ବାଲନ ଡି’ଅର ପୁରସ୍କାର

ପ୍ୟାରିସ, ୧୯ା୧୦(ଏପି): କରିମ ବେଞ୍ଜେମା ପୁରୁଷ ପ୍ରଥମ ଥର ବାଲାନ ଡି’ଅର ପୁରସ୍କାର ଲାଭ କରିଛନ୍ତି। ସିଜନରେ ରିଅଲ ମାଡ୍ରିଡର ଚାମ୍ପିୟନ୍ସ ଲିଗ୍‌ ଓ ସ୍ପାନିଶ ଟାଇଟଲ ହାସଲରେ ତାଙ୍କର ବିଶେଷ ଭୂମିକା ରହିଥିଲା। ସ୍ପାନିଶ ଖେଳାଳି ଆଲେକ୍ସିଆ ପୁଟେଲାସ୍‌ ବାର୍ସିଲୋନା…

‘ପଡ଼ିଆରୁ ମିଳିଥିବା ଶିକ୍ଷା ଗୁରୁତ୍ୱପୂର୍ଣ୍ଣ’

କଳିଙ୍ଗ ଷ୍ଟାଡିୟମରେ ପ୍ରଥମଥର ପାଇଁ ଅନୁଷ୍ଠିତ ହୋଇଛି ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ର ଗ୍ରୁପ୍‌ ପର୍ଯ୍ୟାୟ। ଏଠାରେ ଆୟୋଜକ ଭାରତ ଗ୍ରୁପ୍‌ ‘ଏ’ରେ ୩ଟି ମ୍ୟାଚ ଖେଳିଥିବାବେଳେ ଆମେରିକାଠାରୁ ୦-୮, ମରକ୍କୋଠାରୁ ୦-୩ ଓ ବ୍ରାଜିଲଠାରୁ ୦-୫ ଗୋଲରେ…

ବନ୍ଧୁକ ଦେଖାଇ ଗାଡିକୁ ଧରି ଚମ୍ପଟ ମାରିଲେ ଦୁର୍ବୃତ୍ତ

କୋଟଗଡ଼,୧୯।୧୦(ଡି.ଏନ.ଏ.): ବନ୍ଧୁକ ଦେଖାଇ ଲୁଟିନେଲେ ଅମୃତଭଣ୍ଡା ବୋଝେଇ ପିକଅପ୍‌ ଭ୍ୟାନ୍‌। କନ୍ଧମାଳ ଜିଲା ବାଲିଗୁଡା ଥାନା ଅଧୀନରେ ଥିବା ଜକିକିଆ ସ୍ଥାନରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ସୂଚନାଯୋଗ୍ୟ, ମୁନିଗୁଡାରୁ ଭୁବନେଶ୍ବର ଅଭିମୁଖେ ଆସୁଥିବା ପିକଅପ୍‌ ଭ୍ୟାନକୁ ରାତି ୧୨ଟା…

ଏନ୍‌ସିବି ଅଧିକାରୀଙ୍କ କାର୍ଯ୍ୟ ସନ୍ଦେହଜନକ ଥିଲା

ମୁମ୍ବାଇ,୧୯ା୧୦: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ପୁଅ ଆର୍ୟନ ଖାନ୍‌ ସମ୍ପୃକ୍ତ ଥିବା କ୍ରୁଜ୍‌ ଜାହାଜ ଡ୍ରାଗ୍ସ ଜବତ ମାମଲାର ତଦନ୍ତରେ ଅନେକ ଅନିୟମିତତା ହୋଇଥବା ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)ର ଏକ ଆଭ୍ୟନ୍ତରୀଣ ରିପୋର୍ଟରୁ ଜଣାପଡ଼ିଛି। ଏନ୍‌ସିବିର ୭-୮ ଜଣ…

ଦୀପାବଳି ଛୁଟି ପରେ ପ୍ରଦୀପ ପାଣିଗ୍ରାହୀଙ୍କ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୯ା୧୦: ସୁପ୍ରିମକୋର୍ଟରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲା ବିଚାରାଧୀନ ଥିବାରୁ ଏ ସମ୍ପର୍କିତ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରାଯାଇନାହିଁ ବୋଲି ମଙ୍ଗଳବାର ଓଡ଼ିଶା ଲୋକାୟୁକ୍ତ ଶୀର୍ଷ ଅଦାଲତଙ୍କୁ ଅବଗତ କରାଇଛନ୍ତି। ଲୋକାୟୁକ୍ତଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରବୀନ୍ଦ୍ର ଶ୍ରୀବାସ୍ତବ…

ଭୂପେଶ ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧୯ା୧୦: ଦେଶର ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ହେଉଛନ୍ତି ଭୂପେଶ ବଘେଲ। ସରକାର ବିରୋଧୀ ହାଓ୍ବାକୁ ନେଇ ଆଇଏଏନ୍‌ଏସ୍‌-ସିଭୋଟର ପକ୍ଷରୁ ପ୍ରକାଶିତ ତ୍ରୟମାସିକ ରିପୋର୍ଟରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ନାମ ଶୀର୍ଷରେ ରହିଛି। ଭୂପେଶ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଆସନ ଅଧିକାର କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?