Home Left

୫-ଟି ନାଁରେ ହରିଲୁଟ ଚାଲିଛି: ବିରୋଧୀ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ପୁରୁଣା ସ୍କୁଲ ଘରେ ରଙ୍ଗ ମାରି ବିଜେଡି ଲୋକ କୋଟି କୋଟି ଟଙ୍କା ହଡ଼ପ କରୁଛନ୍ତି। ସ୍କୁଲ ଶିକ୍ଷାର ଭିତ୍ତିିଭୂମି ଭୁଶୁଡ଼ିି ପଡ଼ିଛି। କୌଣସି ଟେଣ୍ଡର କରାଯାଉ ନାହିଁ। ୫-ଟି ନଁାରେ ହରିଲୁଟ ଚାଲିଛି। କାମ ହେବାର ଅଳ୍ପ ଦିନ…

ଭିକ୍କିଙ୍କ ସହ ପ୍ରଥମ ଜନ୍ମଦିନ ପାଳିବେ କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ ସୁନ୍ଦରୀ ତଥା ମୋଷ୍ଟ ଟ୍ୟାଲେଣ୍ଟେଡ ଆକ୍ଟ୍ରେସ କ୍ୟାଟ୍ରିନା କୈଫ ୧୬ ଜୁଲାଇ ୨୦୨୨ରେ ପାଳନ କରୁଛନ୍ତି ତାଙ୍କ ୩୯ ତମ ଜନ୍ମଦିନ । ଭିକ୍କି କୌଶଲଙ୍କ ସହ ବିବାହ ପରେ ଏହା ତାଙ୍କର ପ୍ରଥମ ଜନ୍ମଦିନ । ଏବେ…

କାଲିର ନାୟକ ଆଜି ଖଳନାୟକ

କଲମ୍ବୋ,୧୬ା୭: ଶ୍ରୀଲଙ୍କାର ସାମ୍ପ୍ରତିକ ଦୁର୍ଦ୍ଦଶା ପାଇଁ କାହାକୁ ଦାୟୀ କରାଯିବ? ୨୦୦୫ରେ ମହିନ୍ଦା ରାଜପାକ୍ସେ ପ୍ରଥମେ ରାଷ୍ଟ୍ରପତି ନିର୍ବାଚିତ ହେବା ପରଠୁ ଦ୍ୱୀପରାଷ୍ଟ୍ରର ରାଜନୀତିରେ ଆଧିପତ୍ୟ ବିସ୍ତାର କରିଥିବା ପ୍ରଭାବଶାଳୀ ରାଜପାକ୍ସେ ପରିବାରକୁ? ମହିନ୍ଦାଙ୍କୁ ତୃତୀୟ ଥର ରାଷ୍ଟ୍ରପତି ହେବାରେ ବାଧା…

ଯାଜପୁର ରୋଡ୍‌ରେ ଟୁଇଟର କ୍ଲବ

ଯାଜପୁର ରୋଡ୍‌,୧୬ା୭(ଡି.ଏନ.ଏ.): ଯାଜପୁର ରୋଡ୍‌ଠାରେ ଜିଲାର କେତେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଏବଂ ଯୁବ ସମାଜସେବୀଙ୍କୁ ନେଇ ଶୁକ୍ରବାର ଏକ ଟୁଇଟର କ୍ଲବ ଗଠନ କରାଯାଇଛି। ଏହି ଟୁଇଟର କ୍ଲବକୁ ଯୁବ ସମାଜସେବୀ ବିମଲ ଦାସ, ମୋହନ ମହାରଣା ଓ ସରୋଜ ବେହେରା…

ବିଧାନସଭା ଆଗରେ ମା’ ଝିଅଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ବିଧାନସଭା ସମ୍ମୁଖ ଲୋୟର ପିଏମ୍‌ଜିରେ ଶୁକ୍ରବାର ମଧ୍ୟାହ୍ନରେ ମା’ ଓ ଝିଅ ଆତ୍ମାହୁତି ଉଦ୍ୟମ କରିଛନ୍ତି। କଂଗ୍ରେସ ଭବନ ନିକଟରେ ଉକ୍ତ ମା’-ଝିଅ ଦେହରେ କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ କରିବାବେଳେ କ୍ୟାପିଟାଲ ପୋଲିସ ସେମାନଙ୍କୁ ଉଦ୍ଧାର କରିଥିଲା। ସେମାନେ…

ଏଲନ୍‌ ମସ୍କଙ୍କ ତିନି ବର୍ଷୀୟା ସାବତ ଭଉଣୀ

ଓ୍ବାଶିଂଟନ୍‌, ୧୬ା୭: ଟେସ୍‌ଲା ଏବଂ ସ୍ପେସ୍‌ଏକ୍ସ ମାଲିକ ଏଲନ୍‌ ମସ୍କଙ୍କର ଜଣେ ୩ ବର୍ଷୀୟା ଭଉଣୀ ଅଛନ୍ତି। ଏଲନଙ୍କ ୭୬ ବର୍ଷୀୟ ବାପା ଏରୋଲ ମସ୍କଙ୍କ ଔରସରୁ ଜନ୍ମିତ ଉକ୍ତ ଶିଶୁକନ୍ୟାଙ୍କ ମା’ ହେଉଛନ୍ତି ବିଶ୍ୱର ଏହି ସବୁଠୁ ଧନୀବ୍ୟକ୍ତିଙ୍କ ସାବତ…

୨ ବର୍ଷ ବିତିଲା, ଚାଲିପାରିଲାନି ପାସେଞ୍ଜର ଟ୍ରେନ୍‌

ଚଣ୍ଡିଖୋଲ,୧୬ା୭(ଡି.ଏନ୍‌.ଏ.): ବହୁ ଆଶା ଭରସା ନେଇ ହରିଦାସପୁର-ପାରାଦୀପ ରେଳ ପ୍ରକଳ୍ପ ଆରମ୍ଭ ହୋଇଥିଲା। ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଲଳିତଗିରି, ରନତ୍ଗିରି, ଉଦୟଗିରି, ଓଳାଶୁଣୀ ଓ ଜାତୀୟ ଉଦ୍ୟାନ ଭିତରକନିକାକୁ ବାହାର ରାଜ୍ୟର ପର୍ଯ୍ୟଟକ ଆସିବେ ବୋଲି ସେତେବେଳେ ଘୋଷଣା କରାଯାଇଥିଲା। ତେବେ…

ସ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଦେଖି ଏସିଡ୍‌ ପିଇଦେଲେ ସ୍ବାମୀ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଆତ୍ମହତ୍ୟା ଘଟଣା ବଢିବାରେ ଲାଗିଛି। ପାରିବାରିକ କଳହ ହେଉ କି ଅନ୍ୟ କିଛି ସମସ୍ୟାକୁ ନେଇ କିଏ ବେକରେ ରଶି ଲଗାଇ ଝୁଲି ପଡିଲାଣି ତ ପୁଣି କିଏ ରେଳଧାରଣାରେ ଶୋଇ ଆତ୍ମହତ୍ୟା କଲାଣି।…

ସଂସଦରେ ବିକ୍ଷୋଭ ମନା

ନୂଆଦିଲ୍ଲୀ,୧୬ା୭: ଆଗକୁ ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ, ଧାରଣା, ଅନଶନ କିମ୍ବା ଧର୍ମୀୟ ଉତ୍ସବ କରାଯାଇପାରିବ ନାହିଁ। ଏନେଇ ରାଜ୍ୟ ସଭା ସେକ୍ରେଟାରିଏଟ୍‌ ପକ୍ଷରୁ ଗୁରୁବାର ଏକ ସର୍କ୍ୟୁଲାର ଜାରି କରାଯାଇଛି। ଉଭୟ ସଦନରେ ‘ଅସଂସଦୀୟ ଶବ୍ଦ’ ବ୍ୟବହାର ଉପରେ କଟକଣାର ଦିନକ…

ଭୁବନେଶ୍ୱରରେ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୬।୭ (ବ୍ୟୁରୋ): ରାଜ୍ୟରେ ପୁଣିଥରେ କରୋନା ସଂକ୍ରମିତ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେଣୁ ଏହାକୁ ପ୍ରତିହତ କରିବା ପାଇଁ ରାଜ୍ୟରେ ଶୁକ୍ରବାରଠାରୁ ବୁଷ୍ଟର ଡୋଜ୍‌ ଆରମ୍ଭ ହୋଇଛି। ୧୮ରୁ ୫୯ବର୍ଷ ବର୍ଗର ହିତାଧିକାରୀମାନେ ମାଗଣାରେ ଏହି ପ୍ରିକସନ ଡୋଜ ନେଇପାରିବେ।…

ନନ୍ଦନକାନନର ନିର୍ମାଣାଧୀନ ପାଚେରି ଭୁଶୁଡ଼ିଲା

ବାରଙ୍ଗ,୧୬।୭ (ଡି.ଏନ୍‌.ଏ.): ଲଘୁଚାପଜନିତ ବର୍ଷା ଯୋଗୁ ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ହେଉଥିବା ମାଙ୍କଡ଼ ଏନକ୍ଲୋଜରର ନିର୍ମାଣାଧୀନ ପ୍ରାଚୀର ଶୁକ୍ରବାର ଭୁଶୁଡି ପଡିଛି। ବର୍ଷାରେ ପ୍ରାୟ ୫୦ଫୁଟରୁ ଅଧିକ ଲମ୍ବ ଓ ୨୦ଫୁଟ ଉଚ୍ଚର ଏହି ପ୍ରାଚୀର ଭାଙ୍ଗିଯିବା ପରେ ଏନକ୍ଲୋଜର ପାଇଁ…

ଏନ୍‌ଆଇଆର୍‌ଏଫ୍‌ରେ ଓଡ଼ିଶାର ୪ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଉଚ୍ଚଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ଜାତୀୟ ଶିକ୍ଷାନୁଷ୍ଠାନ ମାନ୍ୟତା ବା ନ୍ୟାଶନାଲ ଇନଷ୍ଟିଚ୍ୟୁଶନାଲ ର଼୍ୟାଙ୍କିଙ୍ଗ୍‌ ଫ୍ରେମ୍‌ଓ୍ବାର୍କ (ଏନ୍‌ଆଇଆର୍‌ଏଫ୍‌) ପ୍ରକାଶ ପାଇଛି। ସାମଗ୍ରିକ ଭାବେ ଆଇଆଇଟି ମାଡ୍ରାସ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମାନ୍ୟତା ପାଇଥିବାବେଳେ ଏହି ର଼୍ୟାଙ୍କିଙ୍ଗ୍‌ରେ ଓଡ଼ିଶାର ୪ ଶିକ୍ଷାନୁଷ୍ଠାନ ସ୍ଥାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri