ୱାଚ୍ ଟାୱାର ଉପରୁ ରଖାଯିବ ନଜର
ଢେଙ୍କାନାଳ ଅଫିସ,୨୭।୫: ରାଜ୍ୟରେ ହାତୀମୃତ୍ୟୁରେ ଅଙ୍କୁଶ ଲାଗିପାରୁନି। କେତେବେଳେ ଦୁର୍ଘଟଣା ତ ଆଉ କେବେ ରୋଗ ସଂକ୍ରମଣର ଶିକାର ହୋଇ ଚାଲିଯାଉଛି ଏହି ବିଶାଳକାୟ ସ୍ତନ୍ୟପାୟୀ ପ୍ରାଣୀଙ୍କ ଜୀବନ। ବିଶେଷ କରି ହାତୀ ଚଲାପଥ ଦେଇ ବିଛାଯାଇଥିବା ରେଳ ଧାରଣା ଗଜରାଜଙ୍କ…
ବୋହୂ ଋଣ ପାଇଁ ଶାଶୁଙ୍କୁ ତାଲା
ରାଜକନିକା,୨୭ା୫ (ଡି.ଏନ୍.ଏ.): ରାଜ୍ୟ ସରକାର ମିଶନ ଶକ୍ତି ଯୋଜନାରେ ମହିଳାଙ୍କୁ ସ୍ବାବଲମ୍ବୀ କରିବା ଲାଗି ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍ଜି) ଜରିଆରେ କମ୍ ସୁଧ ହାରରେ ବ୍ୟାଙ୍କ ଋଣ ଯୋଗାଇ ଦେଉଛନ୍ତି। ଏହି ଋଣ ଅର୍ଥକୁ ମହିଳାମାନେ ବିନିଯୋଗ କରି ଛେଳି,…
ପାକିସ୍ତାନରେ ଗୃହଯୁଦ୍ଧ ଆଶଙ୍କା
ଇସଲାମାବାଦ୍,୨୭।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ‘ଆଜାଦୀ ମାର୍ଚ୍ଚ’ ଯୋଗୁ ଦେଶରେ ଗୃହଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଇମ୍ରାନ ଏକ ବଡ ସମାବେଶ କରି କହିଛନ୍ତି ଯେ,ସରକାରଙ୍କ ସହ ତାଙ୍କର କୌଣସି ଚୁକ୍ତିନାମା ହୋଇନାହିଁ। ନିର୍ବାଚନ ତାରିଖ ଘୋଷଣା…
ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନକୁ ଚ୍ୟାଲେଞ୍ଜ କରିପାରିବେନି ପ୍ରାର୍ଥୀ
ନୂଆଦିଲ୍ଲୀ,୨୭ା୫(ପି.ଟି.):ନିଯୁକ୍ତି ପାଇଁ ଆବେଦନ କରିଥିବା ପ୍ରାର୍ଥୀଙ୍କର ନିଯୁକ୍ତି ପ୍ରକ୍ରିୟାରେ ପରିବର୍ତ୍ତନ ବିରୋଧରେ ଯିବାର ଆଇନଗତ ଅଧିକାର ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଏପରିକି ପ୍ରାର୍ଥୀଙ୍କ ନାଁ ଚୟନ ତାଲିକାକୁ ଯାଇଥିଲେ ମଧ୍ୟ ତାଙ୍କର ଏଭଳି ଅଧିକାର ନ ଥିବା ଜଷ୍ଟିସ କେ.ଏମ୍.…
ମହରୌଲିରେ ଆଇଜିଏଲ ଗ୍ୟାସ ପାଇପ ଲାଇନରେ ଲିକେଜ ପରେ ବିସ୍ଫୋରଣ, ଜଣେ ନିହତ
ନୂଆଦିଲ୍ଲୀ,୨୭ ।୫: ମହରୌଲିର ଛତରପୁର ସ୍ଥିତ ରାଜପୁର ଖୁର୍ଦ ଫେଜ-ୱାନରେ ଗୁରୁବାର ରାତିରେ ଆଇଜିଏଲ ଗ୍ୟାସ ପାଇପ ଲାଇନରେ ଲିକେଜ ପରେ ବିସ୍ଫୋରଣ ହୋଇଛି । ବ୍ଲାଷ୍ଟ ପରେ ସେଠାରେ ଥିବା କୋଠାରେ ନିଆଁ ଲାଗିଯାଇଛି । ବିସ୍ଫୋରଣ ଏତେ ଶକ୍ତିଶାଳୀ…
ମହଙ୍ଗା ମାଡ଼: ଲୋକେ ଅତିଷ୍ଠ, ଲାଭରେ କମ୍ପାନୀ
ଭୋପାଳ, ୨୭ା୫:ମୁଦ୍ରାସ୍ଫୀତିକୁ ହ୍ରାସ କରିବାର ପ୍ରଚାର କରି ଶାସନ କ୍ଷମତାକୁ ଆସିଥିବା ସରକାର ଏବେ ଦରଦାମ୍ ବୃଦ୍ଧିଜନିତ ସମସ୍ୟାକୁ ଗ୍ରହଣ କରିବାକୁ ପ୍ରସ୍ତୁତ ନାହାନ୍ତି। ଗତ ୫ବର୍ଷ ମଧ୍ୟରେ ସବୁ ଜିନିଷର ମୂଲ୍ୟରେ ଅହେତୁକ ବୃଦ୍ଧି ପାଇଛି। କ୍ଷୀରଠାରୁ ଅରମ୍ଭ କରି…
ବାବୁଙ୍କ କୁକୁର ପାଇଁ ଖେଳାଳିଙ୍କୁ ଷ୍ଟାଡିୟମ ମନା
ନୂଆଦିଲ୍ଲୀ, ୨୭ା୫:ଦିଲ୍ଲୀ ସରକାରଙ୍କ ଦ୍ୱାରା ପରିଚାଳିତ ତ୍ୟାଗରାଜ ଷ୍ଟାଡିୟମରେ ଜଣେ ଆଇଏଏସ୍ ଅଧିକାରୀଙ୍କ କୁକୁର ଚାଲିବା ପାଇଁ କିଛି ମାସ ହେଲା ଖେଳାଳି ଓ କୋଚମାନଙ୍କୁ ସନ୍ଧ୍ୟାରେ ବାହାରିଯିବାକୁ ବାଧ୍ୟ କରାଯାଉଥିବା ଖବର ଚର୍ଚ୍ଚାକୁ ଆସିଛି। ଏକ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ…
ଖାଲି ଚାଉଳ ନିଅ
ଭୁବନେଶ୍ୱର,୨୭ା୫(ବ୍ୟୁରୋ):ଆସନ୍ତା ୧୦ ମାସ (ଜୁନ୍ରୁ ୨୦୨୩ ମାର୍ଚ୍ଚ) ପାଇଁ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଗହମ ମିଳିବ ନାହିଁ। ଏଥିଯୋଗୁ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା (ଏନ୍ଏଫ୍ଏସ୍ଏସ୍)ରେ ୧ ଟଙ୍କାରେ ଖାଦ୍ୟଶସ୍ୟ ପାଉଥିବା ଓଡ଼ିଶାର ୩ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ…
ଗୀତାଞ୍ଜଳୀ ଶ୍ରୀଙ୍କ ଉପନ୍ୟାସ ‘ଟମ୍ବ ଅଫ ସ୍ୟାଣ୍ଡ’କୁ ମିଳିଲା ଅନ୍ତରାଷ୍ଟ୍ରୀୟ ବୁକର ପୁରସ୍କାର
ନୂଆଦିଲ୍ଲୀ,୨୭ ।୫: ଲେଖିକା ଗୀତାଞ୍ଜଳୀ ଶ୍ରୀଙ୍କ ଉପନ୍ୟାସ ‘ଟମ୍ବ ଅଫ ସ୍ୟାଣ୍ଡ’କୁ ଅନ୍ତରାଷ୍ଟ୍ରୀୟ ବୁକର ପୁରସ୍କାର ମିଳିଛି । ଏହାକୁ ଡେଜି ସକବେଲ ଟ୍ରାନ୍ସଲେଟ କରିଛନ୍ତି । ବିଶ୍ୱର ଯେଉଁ ୧୩ଟି ପୁସ୍ତକ ଅନ୍ତରାଷ୍ଟ୍ରୀୟ ବୁକର ପୁରସ୍କାର ତାଲିକାରେ ଥିଲା ସେଥିମଧ୍ୟରେ…
ପୂଜାର୍ଚ୍ଚନା ପରେ ରୋଡ୍ ଶୋ’ ଆରମ୍ଭ କଲେ ଅଳକା
ଝାରସୁଗୁଡ଼ା ଅଫିସ,୨୬ା୫: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ବେଲପାହାଡ ପୌରାଞ୍ଚଳକୁ ଅଧିକ ଗୁରୁତ୍ୱ ଦେଇଛି। ଗୁରୁବାର ଦଳୀୟ ପ୍ରାର୍ଥିନୀ ଅଳକା ମହାନ୍ତି ଶନି ମନ୍ଦିରରେ ପୂଜାର୍ଚ୍ଚନା କରି ରୋଡ୍ ଶୋରେ ବାହାରିଥିଲେ। ଏହା ପୌରାଞ୍ଚଳର ୧ନମ୍ବର ଓ ୨ନମ୍ବର ଓ୍ବାର୍ଡଦେଇ ଗୁମାଡେରା ଜଗନ୍ନାଥ…
୮ ସହର ୪୦ ଡିଗ୍ରୀ ଉପରେ
ଭୁବନେଶ୍ୱର,୨୬ା୫(ବ୍ୟୁରୋ): ସମଗ୍ର ରାଜ୍ୟରେ ଅସହ୍ୟ ଗରମ ହେବା ସହ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଆଗକୁ ମଧ୍ୟ ଗୁଳୁଗୁଳି ସହ ଆହୁରି ଗ୍ରୀଷ୍ମ ପ୍ରବାହ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଆଗାମୀ…
୧୧୩ ବର୍ଷରେ ବି ନେଇନାହାନ୍ତି ଔଷଧ
କାରାକାସ,୨୬।୫: ଭେନେଜୁଏଲାର ଜୁଆନ ଭିସେଣ୍ଟ ପେରେଜ ମୋରାଙ୍କୁ ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତି ଭାବେ ଘୋଷଣା କରାଯାଇଛି। ଶୁକ୍ରବାର ୧୧୩ ବର୍ଷରେ ପଦାର୍ପଣ କରୁଥିବା ମୋରାଙ୍କୁ ଗତ ସପ୍ତାହରେ ଗିନିଜ୍୍ ଓ୍ବାଲର୍ଡ ରେକର୍ଡରେ ସ୍ଥାନ ମିଳିଛି। ଏବେ ବି ତାଙ୍କ ସ୍ବାସ୍ଥ୍ୟା…
Archives


