ଅତିରିକ୍ତ ଦାୟିତ୍ୱରେ ଯନ୍ତ୍ରୀ, କାର୍ଯ୍ୟ ବାଧାପ୍ରାପ୍ତ
ଭଞ୍ଜନଗର,୧୮।୧୦(ଡି.ଏନ.ଏ) ବାବୁଲା ପ୍ରଧାନ: ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଜଳ ଯୋଗାଣ (ଆର୍ଡବ୍ଳୁଏସ୍ଏସ୍)ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ ଥିବା ୧୧ ବ୍ଲକ ଏବଂ ୨ଟି ଏନ୍ଏସିକୁ ପାଇପ ଯୋଗେ ଜଳ ଯୋଗାଇବା ପାଇଁ ୧୮୦୭କୋଟି ୪ଲକ୍ଷ ୩୦ହଜାର ୩୦୬ ଟଙ୍କା ୧୦ପଇସାର…
ବୁଧବାର ମହାପ୍ରଭୁଙ୍କ ବନକଲାଗି: ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ ଅଫିସ,୧୮।୧୦: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ…
ଭୋଟରଙ୍କୁ ଆକୃଷ୍ଟ କରିବାକୁ କଂଗ୍ରେସର ରଣକୌଶଳ
ଧାମନଗର,୧୮।୧୦(ସ୍ବ.ପ୍ର.): ଉପନିର୍ବାଚନ ପାଇଁ ଧାମନଗର ରାଜନୀତି ସରଗରମ ହୋଇଛି। ନିଜ ସପକ୍ଷରେ ଜନମତ ହାତେଇବା ଲାଗି ଭାଜପା, ବିଜେଡି ଓ କଂଗ୍ରେସ ଜୋରଦାର ଉଦ୍ୟମ ଆରମ୍ଭ କରିଛନ୍ତି। ଘନ ଘନ ବୈଠକ, ସମ୍ମିଳନୀ ଆଦି କରାଯାଇ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା…
ଆଜିଠୁ ଟ୍ରାଫିକ ନିୟମ କଡ଼ାକଡ଼ି
ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ଆଜିଠୁ ଟ୍ରାଫିକ ନିୟମ କଡ଼ାକଡ଼ି କରାଯିବ। ଏ ନେଇ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଚିଠି ଲେଖି ରାଜ୍ୟ ପରିବହନ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ନିୟମ ଉଲ୍ଲଘଂନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବିନା ହେଲମେଟରେ ଗାଡ଼ି ଚାଳନା, ଗାଡ଼ି…
କ୍ଷମା ମାଗିଲେ ବ୍ରିଟେନ ପ୍ରଧାନମନ୍ତ୍ରୀ
ଲଣ୍ଡନ,୧୮।୧୦: ଆଜିକାଲି ବ୍ରିଟେନ ପ୍ରଧାନମନ୍ତ୍ରୀ ଲିଜ ଟ୍ରସ୍ ସଙ୍କଟ ଦେଇ ଗତି କରୁଛନ୍ତି। ଟିକସ ହ୍ରାସ ନିଷ୍ପତ୍ତି ତାଙ୍କ ପାଇଁ କାଳ ହୋଇଛି। ତାଙ୍କ ଦଳର ସଦସ୍ୟମାନେ ତାଙ୍କ ବିରୋଧରେ ଏକ ଅବିଶ୍ୱାସ ପ୍ରସ୍ତାବ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ଏସବୁ ମଧ୍ୟରେ,…
ଅଷ୍ଟ୍ରେଲିଆ ଦିନିକିଆ ଦଳର ଅଧିନାୟକ ହେଲେ ପ୍ୟାଟ କୁମିନ୍ସ
ସିଡନୀ,୧୮।୧୦: ଦିନିକିଆ କ୍ରିକେଟରୁ ଆରୋନ ଫିଞ୍ଚଙ୍କ ଅବସର ପରେ କ୍ରିକେଟ ଅଷ୍ଟ୍ରେଲିଆ ନୂତନ ଅଧିନାୟକ ଘୋଷଣା କରିଛି। କ୍ରିକେଟ ଅଷ୍ଟ୍ରେଲିଆ ଏହାର ଏକ ନମ୍ବର ଦ୍ରୁତ ବୋଲର ପ୍ୟାଟ କୁମିନ୍ସଙ୍କୁ ଦିନିକିଆ ଦଳର ଅଧିନାୟକ ନିଯୁକ୍ତ କରିଛି। ଡେଭିଡ ୱାର୍ନର ମଧ୍ୟ…
ମଣ୍ଡପରେ ବସି ପଢ଼ିଲେ ପିଲା
ଖଇରା, ୧୮।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ନୟାଖଣ୍ଡି ପଞ୍ଚାୟତ ଅଧୀନ ତୋରାଣିପଦା ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ପ୍ରଧାନଶିକ୍ଷୟିତ୍ରୀ ପରିଚାଳନା କମିଟି ସଦସ୍ୟାସଦସ୍ୟଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ ଅଭିଯୋଗରେ ସଦସ୍ୟମାନେ ସୋମବାର ଗେଟରେ ତାଲା ପକାଇ ଦେଇଥିଲେ। ଫଳରେ ପିଲାମାନେ ବାଧ୍ୟ ହୋଇ…
ଆଜି ରାଜ୍ୟରେ ୫୯ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୪…
ଆୟୋଜକ ଦୌଡ଼ରେ ଭାରତ, ସୌଦିଆରବ
ନୂଆଦିଲ୍ଲୀ, ୧୮ା୧୦: ଏସିଆନ କପ୍ ୨୦୨୭ର ଆୟୋଜନ ଅଧିକାର ପାଇବା ପାଇଁ କେବଳ ଭାରତ ଓ ସୌଦିଆରବ ମଧ୍ୟରେ ପ୍ରତିଯୋଗିତା ହେବ। ଆଗ୍ରହୀ ଥିବା ଅନ୍ୟ ୩ ଦେଶ ସେମାନଙ୍କ ବିଡ୍ ପ୍ରତ୍ୟାହାର କରିନେଇଥିବା ଏସିଆନ୍ ଫୁଟ୍ବଲ କନ୍ଫେଡେରେଶନ (ଏଏଫ୍ସି) ସୋମବାର…
୧ ଲକ୍ଷ ୨୦ ହଜାର ଛାତ୍ରୀଛାତ୍ର ଦେଖିବେ ବିଶ୍ୱକପ୍
ଭୁବନେଶ୍ୱର,୧୮ା୧୦(ସ୍ପୋଟର୍ସ ବ୍ୟୁରୋ): ଭାରତରେ ଅନୁଷ୍ଠିତ ୧୭ ବର୍ଷରୁ କମ୍ ମହିଳା ବିଶ୍ୱକପକୁ ପ୍ରାୟ ୧ ଲକ୍ଷ ୨୦ ହଜାର ଛାତ୍ରୀଛାତ୍ର ଉପଭୋଗ କରିବେ। ସ୍ଥାନୀୟ ଆୟୋଜକ କମିଟି (ଏଲ୍ଓସି) ଏବଂ ଫିଫା ମଧ୍ୟରେ ହୋଇଥିବା ଚୁକ୍ତି ଅନୁସାରେ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ…
ଇସ୍ରାଏଲକୁ ଝଟକା, ପଶ୍ଚିମ ଜେରୁଜେଲମକୁ ରାଜଧାନୀ ମାନିବାକୁ ରାଜି ନୁହେଁ ଅଷ୍ଟ୍ରେଲିୟା
କାନବେରା,୮ ।୧୦: ଅଷ୍ଟ୍ରେଲିୟା ସରକାର ମଙ୍ଗଳବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି । ଅଷ୍ଟ୍ରେଲିୟା ପଶ୍ଚିମ ଜେରୁଜେଲମକୁ ଇସ୍ରାଏଲର ରାଜଧାନୀ ଭାବେ ମାନିବାକୁ ମନା କରି ଦେଇଛନ୍ତି ଓ ମାନ୍ୟତାକୁ ଫେରାଇ ନେଇଛନ୍ତି । ଇସ୍ରାଏଲ ଓ ପାଲେଷ୍ଟାଇନ ମଧ୍ୟରେ ଏହା…
ନାଇଜେରିଆଠାରୁ ହାରି ଚିଲି ବିଦା
ଭୁବନେଶ୍ୱର,୧୮।୧୦(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ୍ର ଏକ ଗ୍ରୁପ୍ ‘ବି’ ମ୍ୟାଚ୍ରେ ନାଇଜେରିଆ ୨-୧ ଗୋଲରେ ଚିଲିକୁ ପରାସ୍ତ କରିଛି। ଫଳରେ ଏହି ଗ୍ରୁପ୍ରୁ ଦ୍ୱିତୀୟ ଦଳ ଭାବେ ନାଇଜେରିଆ କ୍ୱାର୍ଟର…

