Home Left

ଫାଷ୍ଟଟ୍ରାକ କୋର୍ଟକୁ ଟ୍ରାନ୍ସଫର ହେଲା ଜ୍ଞାନବ୍ୟାପି ମାମଲା: ୩୦ ମେ’ରେ ପରବର୍ତ୍ତି ଶୁଣାଣି

ବାରାଣସୀ,୨୫ ।୫: ବହୁ ଚର୍ଚ୍ଚିତ ଜ୍ଞାନବ୍ୟାପି ମସଜିଦ ମାମଲାକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି । ସମୟ ନଷ୍ଟ ନ କରି କୋର୍ଟଙ୍କ ପକ୍ଷରୁ ଏହାର ଶୁଣାଣି କରାଯାଉଥିବା ବେଳେ ଏହାକୁ ଫାଷ୍ଟ ଟ୍ରାକ କୋର୍ଟକୁ ଟ୍ରାନ୍ସଫର କରାଯାଇଛି…

ଆଜି ଏଲିମିନେଟର୍‌ ମ୍ୟାଚ୍‌

କୋଲକତା,୨୫।୫: ଆଇପିଏଲ ୨୦୨୨ର ଏଲିମିନେଟର ମ୍ୟାଚ ଆଜି ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ୍‌ ଉଭୟ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ। କାରଣ ଫାପ ଡୁ ପ୍ଲେସିସ ବନାମ…

ଦଳକୁ ଫାଇନାଲ୍‌ ନେବା ପରେ କ୍ଷମା ମାଗିଲେ ମିଲର୍‌

କୋଲକତା,୨୫।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୨ର ଫାଇନାଲ୍‌ରେ ପହଞ୍ଚିଛି ଗୁଜରାଟ ଟାଇଟାନ୍ସ। କୋଲକାତାର ଇଡେନ ଗାର୍ଡେନ୍ସ ଗ୍ରାଉଣ୍ଡରେ ଖେଳାଯାଇଥିବା କ୍ୱାଲିଫାୟାର-୧ରେ ଦଳ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟ୍‌ରେ ପରାସ୍ତ କରି ଫାଇନାଲ୍‌ ଟିକେଟ୍‌ ହାସଲ କରିଛି। ଗୁଜରାଟର ବିଜୟର ହିରୋ…

ଏସ୍‌ପି ବିଧାୟକଙ୍କ ସହ ବସିବାକୁ ଚାହୁଁନାହାନ୍ତି ଶିବପାଲ: ଆସନ ବଦଳାଇବାକୁ କଲେ ଦାବି

ଲକ୍ଷ୍ନୌ,୨୫।୫: ଗତ କିଛି ଦିନରୁ ସମାଜବାଦୀ ପାର୍ଟି(ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ ଯାଦବ ଓ କକା ଶିବପାଲ ଯାଦବଙ୍କ ମଧ୍ୟରେ ଲାଗିରହିଥିବା ଦୂରତା ଏବେ ବଢ଼ିବାରେ ଲାଗିଛି। ବେଳକୁ ବେଳ ଏହା ସର୍ବସମ୍ମୁଖରେ ପରିଲକ୍ଷିତ ହେବାରେ ଲାଗିଛି। ଇତିମଧ୍ୟରେ ଶିବପାଲଙ୍କୁ ନେଇ ଏକ…

ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଭାଉଜଙ୍କୁ ଅସଦାଚରଣ: ଜେଲ ଗଲେ ଦିଅର

ଦିଗପହଣ୍ଡି,୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଦିଅର ନରେନ୍ଦ୍ର ଅଧିକାରୀ ତାଙ୍କ ଭାଉଜଙ୍କୁ ଆକ୍ରମଣ କରିବା ସହ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏ ନେଇ ଅଭିଯୁକ୍ତ ଙ୍କ ଭାଉଜ କେ.ନୂଆଗାଁ…

ଭିଜିଲାନ୍ସ ଜାଲରେ ଜଳଛାୟା ପ୍ରକଳ୍ପ ସହାୟକ

ଫୁଲବାଣୀ ଅଫିସ,୨୫।୫: କନ୍ଧମାଳ ଜିଲା ତୁମୁଡିବନ୍ଧ ଜଳଛାୟା ବିଭାଗର ପ୍ରକଳ୍ପ ସହଯୋଗୀ ନଗେନ୍ଦ୍ରନାଥ ସ୍ବାଇଁ ବୁଧବାର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୪ଟି ପୋଖରୀ ବାବଦ ବିଲ୍‌ କରିବା ପାଇଁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କୁର୍ତ୍ତମଗଡ଼ଠାରେ ତାଙ୍କୁ ଭିଜିଲାନ୍ସ…

ଫିଲ୍ମର ସଫଳତା ପରେ ବାରଣାସୀରେ ପହଞ୍ଚିଲେ କାର୍ତ୍ତିକ

ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ଫିଲ୍ମ ‘ଭୁଲ ଭୁଲେୟା-୨’ ରିଲିଜ୍‌ ହୋଇଛି । ଫିଲ୍ମଟି ଚାରି ଦିନ ମଧ୍ୟରେ ୬୬ କୋଟି ଅତିକ୍ରମ କରିଛି । ଖୁବ୍‌ଶୀଘ୍ର ୧୦୦ ଛୁଇଁପାରେ ବୋଲି କୁହାଯାଉଛି। ନିକଟରେ ଫିଲ୍ମର ସଫଳତା ପରେ ଅଭିନେତା କାର୍ତ୍ତିକ ବାରଣାସୀରେ…

ଭାରତ ବନ୍ଦକୁ ସମର୍ଥନ ଜଣାଇ କେସିଙ୍ଗାରେ ୫ଘଣ୍ଟିଆ ରାସ୍ତାରୋକୋ

କେସିଙ୍ଗା,୨୫।୫(ଡି.ଏନ୍‌.ଏ): ଅଲ୍‌ ଓଡ଼ିଶା ସିଡ୍ୟୁଲ୍ଡ କାଷ୍ଟ ଫେଡରେସନ ନିର୍ଦ୍ଦେଶ କ୍ରମେ କଳାହାଣ୍ଡି ଜିଲା କେସିଙ୍ଗା ଶାଖା ପକ୍ଷରୁ ଭାରତ ବନ୍ଦକୁ ସମର୍ଥନ ଜଣାଇ ୫ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ବୁଧବାର ସକାଳେ ଆମ୍ବେଦକର ଛକ ନିକଟରେ ୬ଟାରୁ ୧୧ଟା ଯାଏ ରାସ୍ତା…

ବେଆଇନ ପାର୍କିଂ ଉଠାଇବା ସହ କ୍ଷତିପୂରଣ ଦାବିରେ ଉତ୍ତେଜିତ ଲୋକଙ୍କ ରାସ୍ତାରୋକୋ

ପାଟଣା,୨୫।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କ୍ଷୀରେଇ ଟାଙ୍ଗିରି ଦେଇ ଯାଇଥିବା ମୁମ୍ବାଇ କୋଲକତା-୪୯ ନମ୍ବର ଜାତୀୟ ରାଜପଥର ଟୋଲଗେଟ ନିକଟରେ ବୁଧବାର ଉତ୍ତେଜନା ଦେଖାଦେଇଛି। ଟାଲଗେଟ ନିକଟରେ ଶତାଧିକ ଲୋକ ଧାରଣା ଦେଇ ୪୯ ନମ୍ବର ଜାତୀୟ ରାଜପଥକୁ ଅବରୋଧ…

ଓ୍ବାଲର୍‌ଡ ହେଲ୍‌ଥ ଆସେମ୍ବ୍ଲି ମୁଖ୍ୟ କମିଟିର ଅଧ୍ୟକ୍ଷ ହେଲେ ରାଜେଶ ଭୂଷଣ

ନୂଆଦିଲ୍ଲୀ,୨୫।୫:କେନ୍ଦ୍ରୀୟ ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣଙ୍କୁ ୭୫ତମ ଓ୍ବାଲର୍‌ଡ ହେଲ୍‌ଥ ଆସେମ୍ବ୍ଲି ମୁଖ୍ୟ କମିଟିର ଅଧ୍ୟକ୍ଷ ଭାବେ ବଛାଯାଇଛି। ବୈଶ୍ୱିକ ସ୍ବାସ୍ଥ୍ୟ ସଦସ୍ୟଙ୍କ ସହ ପ୍ରସାଶନିକ ଏବଂ ଅର୍ଥ ସମ୍ବନ୍ଧୀୟ ଆଲୋଚନା ଉକ୍ତ କମିଟିର ମୁଖ୍ୟ ଉଦ୍ଦେଶ୍ୟ। ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ ବାର୍ଷିକ…

ଭାଜପା ନେତାଙ୍କ ହତ୍ୟା ଘଟଣା: ସ୍ବତନ୍ତ୍ର ଟିମ୍‌ ଗଠନ

ଚେନ୍ନାଇ,୨୫।୫: ଚେନ୍ନାଇର ଭାଜପା ନେତା ବାଲଚନ୍ଦ୍ରଙ୍କୁ ମଙ୍ଗଳବାର ସନ୍ଧ୍ୟାରେ ୩ ଜଣ ଦୁର୍ବୃତ୍ତ ହତ୍ୟା କରିଛନ୍ତି। ସେ ଚେନ୍ନାଇ ଭାଜପା ସେଣ୍ଟ୍ରାଲ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଧ୍ୟକ୍ଷ ଥିଲେ। ଚିନ୍ତାଦ୍ରିପେଟ୍‌ଠାରେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଗୁରୁତର ଅବସ୍ଥାରେ…

ଘରକୁ ଘର ବୁଲି ହେଭିଓ୍ବେଟ୍‌ ମାଗୁଛନ୍ତି ଭୋଟ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନକୁ ନେଇ ପ୍ରଚାର ଜୋରଦାର ଚାଲିଛି। ସବୁ ଦଳର ପ୍ରାର୍ଥୀ ବିଜୟ ମୁକୁଟ ପିନ୍ଧିବାକୁ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତି କରିଦେଇଛନ୍ତି। ନିର୍ବାଚନ ତାରିଖ ପାଖଉଥିବା ବେଳେ ଭୋଟରଙ୍କୁ ନିଜ ସପକ୍ଷରେ କରିବାକୁ କସରତ କରୁଛନ୍ତି ପ୍ରାର୍ଥୀ ଓ ସେମାନଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri