ଗୃହମନ୍ତ୍ରୀ ଦେଖିବେ ଅକ୍ଷୟ କୁମାରଙ୍କ ଫିଲ୍ମ‘ପୃଥ୍ବୀରାଜ’
ବଲିଉଡ୍ ଅଭିନେତା ଅକ୍ଷୟ କୁମାର ଏବଂ ମାନୁଷୀ ଚିଲ୍ଲାରଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୃଥ୍ବୀରାଜ’ ଖୁବ୍ଶୀଘ୍ର ସିନେମା ହଲ୍ରେ ରିଲିଜ ହେବାକୁ ଯାଉଛି। ଫିଲ୍ମଟି ସମ୍ରାଟ ପୃଥ୍ବୀରାଜ ଚୌହାନଙ୍କ ଜୀବନୀ ଉପରେ ଆଧାରିତ। ଏହାକୁ ଡକ୍ଟର ଚନ୍ଦ୍ରପ୍ରକାଶ ଦ୍ୱିବେଦୀ ନିର୍ଦ୍ଦେଶନା ଦେଇଛନ୍ତି।…
କଳିଙ୍ଗା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍: ୬ ମୃତ, ୨୮ ଆହତ
ଫୁଲବାଣୀ ଅଫିସ,୨୫।୫: କନ୍ଧମାଳ ଜିଲା କଳିଙ୍ଗା ଘାଟି ଦୁର୍ଗାପ୍ରସାଦ ସୀମାନ୍ତରେ ବୁଧବାର ପଶ୍ଚିମବଙ୍ଗର ଏକ ଟୁରିଷ୍ଟ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ ଓଲଟି ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୮ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାପଡିଛି। ବସ୍ରୁ ସମସ୍ତଙ୍କୁ ଉଦ୍ଧାର…
କଙ୍ଗନାଙ୍କ ଫିଲ୍ମ ଦେଖୁନାହାନ୍ତି ଦର୍ଶକ
ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାଓ୍ବାତଙ୍କ ଫିଲ୍ମ ‘ଧାକଡ’ ବକ୍ସ ଅଫିସରେ ସଂପୂର୍ଣ୍ଣ ଫ୍ଲପ ମାରିଛି। ୧୦୦ କୋଟି ବଜେଟ୍ରେ ନିର୍ମିତ ଫିଲ୍ମଟି ଓିକେଣ୍ଡ ବେଳକୁ ଅନେକ ସିନେମାଘରୁ ହଟି ସାରିଛି। କଙ୍ଗନାଙ୍କ ଅଭିନୀତ ଏହି ଫିଲ୍ମଟି ପ୍ରଥମ ଦିନରେ ବହୁତ କମ…
ବିପଦପୂର୍ଣ୍ଣ ଭାବେ ଶ୍ରମିକ କରୁଛନ୍ତି କାମ
ମହାକାଳପଡ଼ା,୨୫।୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଜମ୍ବୁ ପଞ୍ଚାୟତ ଭାଟେଣି ଗାଁରେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ବିଭାଗ ପକ୍ଷରୁ ବସୁଧା ଯୋଜନାରେ ୬୫ ଲକ୍ଷ ଟଙ୍କା ବ୍ୟୟରେ ୧୫୦ ଫୁଟ୍ ଉଚ୍ଚତା ବିଶିଷ୍ଟ ଓଭର ହେଡ୍ ପାଣି…
ପ୍ରଚାରକୁ ଓହ୍ଲାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର
ଝାରସୁଗୁଡ଼ା ଅଫିସ,୨୫।୫: ବ୍ରଜରାଜନଗର ଉପନିର୍ବାଚନକୁ ଆଉ ସପ୍ତାହେ ବାକି ଥିବାବେଳେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଛି। ଏଥିରେ ବିଭିନ୍ନ ଦଳର ଷ୍ଟାର ପ୍ରଚାରକ ସାମିଲ ହୋଇ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ୍ ଭିକ୍ଷା କରୁଛନ୍ତି। ଭାଜପା ପ୍ରାର୍ଥିନୀ…
ଅଳକାଙ୍କୁ ଜିତାଇବାକୁ ଆହ୍ବାନ
ବ୍ରଜରାଜନଗର,୨୫।୫(ଡି.ଏନ.ଏ.): ସ୍ଥାନୀୟ ଗୋପବନ୍ଧୁ ଛକଠାରେ ମଙ୍ଗଳବାର ବିଜୁ ଜନତା ଦଳ ତରଫରୁ କର୍ମୀ ସମ୍ମିଳନୀ କରାଯାଇ ନିର୍ବାଚନ ପ୍ରଚାର କରାଯାଇଥିଲା। ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟଅତିଥି, ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସ ବର୍ମା ଅନ୍ୟତମ ଅତିଥି ଭାବରେ…
ମୁହଁ ଖୋଲୁନାହାନ୍ତି ରାଜନୈତିକ ଦଳ
ବ୍ରଜରାଜନଗର,୨୫।୫(ଡି.ଏନ.ଏ.): ବ୍ରଜରାଜନଗର ଉପନିିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ ବିଭିନ୍ନ ରାଜନୈତିକ ଦଳର ନେତା ନିଜ ଏଜେଣ୍ଡାରେ ବିକାଶ କଥା କହୁଛନ୍ତି। ହେଲେ ବ୍ରଜରଜନଗରର ଭାତହାଣ୍ଡି କୁହାଯାଉଥିବା ଓରିଏଣ୍ଟ ପେପର ମିଲ୍ ଯାହା ୨୩ବର୍ଷ ହେଲା ବନ୍ଦ ପଡିଛି ସେ…
ଲୁଣା-କରାଣ୍ଡିଆ ଦ୍ୱୀପାଞ୍ଚଳର ୧୩ ଗାଁ ଅବହେଳିତ
କେନ୍ଦ୍ରାପଡ଼ା ଅଫିସ, ୨୫।୫: କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମ ସ୍ବାଧୀନତାର ୭୩ ବର୍ଷ ପରେ ମଧ୍ୟ ଅବହେଳିତ ଅବସ୍ଥାରେ ରହିଛି। ଏ ନେଇ ଦ୍ୱୀପାଞ୍ଚଳବାସୀ ବାରମ୍ବାର ରାଜନେତା ଓ ପ୍ରଶାସକଙ୍କ ଦ୍ୱାରସ୍ଥ ହେଉଥିଲେ…
ଅଙ୍ଗନୱାଡି ଶିଶୁଙ୍କୁ ସହଯୋଗର ହାତ ବଢାଇଲେ ଅକ୍ଷୟ
ଭୋପାଳ,୨୫ ।୫: ମଧ୍ୟପ୍ରଦେଶ ସରକାରଙ୍କ ଦ୍ୱାରା ଅଙ୍ଗନୱାଡି କେନ୍ଦ୍ର ପାଇଁ ଆରମ୍ଭ କରାଯାଇଥିବା ଯୋଜନାରେ ସାମିଲ ହେଲେ ବଲିଉଡର ଖିଲାଡି ବୟ ଅକ୍ଷୟ କୁମାର । ଅଭିନେତାଙ୍କ ଏହି ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ତାଙ୍କୁ ଧନ୍ୟବାଦ ଦେଇଛନ୍ତି…
ମନ୍ତ୍ରୀଙ୍କ ଘରେ ନିଆଁ ଲଗାଇଲେ ବିକ୍ଷୋଭକାରୀ
ହାଇଦ୍ରାବାଦ,୨୫।୫: ଆନ୍ଧ୍ରପ୍ରଦେଶର ନବଗଠିତ ଜିଲା କୋନାସୀମା ନଁା ବଦଳାଇ ଏହାକୁ ବି.ଆର୍. ଆମ୍ବେଡ୍କର କୋନାସୀମା କରିବା ପ୍ରସ୍ତାବ ବିରୋଧରେ ଆନ୍ଦୋଳନ ମଙ୍ଗଳବାର ହିଂସାତ୍ମକ ରୂପ ନେଇଛି। ଅମଲାପୁରମ୍ ସହରରେ ଉତ୍ତ୍ୟକ୍ତ ବିକ୍ଷୋଭକାରୀ ରାଜ୍ୟ ପରିବହନ ମନ୍ତ୍ରୀ ପି. ବିଶ୍ୱରୂପଙ୍କ ଘରେ ନିଆଁ…
ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ ମହିଳା
କୁଜଙ୍ଗ,୨୫।୫ (ଡି.ଏନ୍.ଏ.): ରାଜୀବଗାନ୍ଧୀ ସେବା କେନ୍ଦ୍ରର ଗୃହରେ ବସାଇ ଦିଆଯାଉ ନ ଥିବା ଅଭିଯୋଗ କରି କୁଜଙ୍ଗ ବ୍ଲକ ଅନ୍ତର୍ଗତ ଗୋପିଆକୁଦ ପଞ୍ଚାୟତ ମହିଳା ମହାସଂଘ ପକ୍ଷରୁ ବିକ୍ଷୋଭ କରାଯାଇଛି। ଏଥିସହ ମହିଳାମାନେ ପଞ୍ଚାୟତ କାର୍ଯ୍ୟାଳୟରେ ଫାଟକରେ ତାଲା ପକାଇ ଘେରାଉ…
ଜମ୍ମୁ-କଶ୍ମୀର ପୋଲିସ ମେଡାଲରୁ ଶେଖ୍ ଅବ୍ଦୁଲ୍ଲାଙ୍କ ଛବି ହଟିବ
ନୂଆଦିଲ୍ଳୀ,୨୫।୫: ଜମ୍ମୁ-କଶ୍ମୀର ପୋଲିସ ମେଡାଲରେ ଥିବା ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶେଖ୍ ଅବଦୁଲ୍ଲାଙ୍କ ଛବି ହଟାଯିବା ନେଇ ଜମ୍ମୁ-କଶ୍ମୀର ସରକାର ନିଷ୍ପତ୍ତି ନେଇଛନ୍ତି। ଅବଦୁଲ୍ଳାଙ୍କ ଛବି ବଦଳରେ ଅଶୋକ ସ୍ତମ୍ଭର ଚିତ୍ର ରଖାଯିବ ବୋଲି ରାଜ୍ୟ ଗୃହ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।…
Archives


