Home Left

‘ଦୃଶ୍ୟମ-୨’ର ଟ୍ରେଲର୍‌ ରିଲିଜ୍‌

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଫିଲ୍ମ ‘ଦୃଶ୍ୟମ-୨’କୁ ଦେଖିବାକୁ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ରହିଛି। ସୋମବାର ଏହି ଫିଲ୍ମର ଅଫିସିଆଲ ଟ୍ରେଲର୍‌ ରିଲିଜ୍‌ ହୋଇଛି। ଯାହାକୁ ଦେଖିବା ପରେ ଦର୍ଶକ ବେଶ୍‌ ପସନ୍ଦ କରିଛନ୍ତି। ଅଭିଷେକ ପାଠକଙ୍କ ନିର୍ଦ୍ଦେଶିତ ଫିଲ୍ମଟି ନଭେମ୍ବର…

ବିଶ୍ୱର ଶ୍ରେଷ୍ଠ ୧୦ ସୁନ୍ଦର ମହିଳାଙ୍କ ମଧ୍ୟରେ ସ୍ଥାନ ପାଇଲେ ଦୀପିକା

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ବଲିଉଡର ସବୁଠାରୁ ଦକ୍ଷ ଅଭିନେତ୍ରୀ ଭାବେ ବିବେଚନା କରାଯାଏ। ସେ କେବଳ ଦେଶରେ ନୁହେଁ, ବିଦେଶରେ ମଧ୍ୟ ବେଶ ଲୋକପ୍ରିୟ। ‘ଓମ ଶାନ୍ତି ଓମ’ ସହିତ ତାଙ୍କ ଫିଲ୍ମ କ୍ୟାରିଅର୍‌ ଆରମ୍ଭ କରିଥିବା ଦୀପିକା ଅନେକ…

ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗଦେଲେ ରାଜ୍ୟପାଳ

କେନ୍ଦୁଝର,୧୭।୧୦(ସ୍ବ.ପ୍ର.): କେନ୍ଦୁରଝର ଜିଲା ସଦର ବ୍ଲକ ଡିମ୍ବୋ ସ୍ଥିତ ଜନମଙ୍ଗଳ ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ବର୍ଷ ପୂର୍ତ୍ତି ପାଳନ ଅବସରରେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ମୋଦିଙ୍କୁ ଅପିଲ କଲେ ମମତା: ଗାଙ୍ଗୁଲିଙ୍କୁ ଆଇସିସି ନିର୍ବାଚନ ଲଢିବାକୁ ଦିଆଯାଉ ଅନୁମତି

କୋଲକତା,୧୭।୧୦: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ସମ୍ପର୍କରେ ଏକ ବିଶେଷ ନିବେଦନ କରିଛନ୍ତି। ମମତା ବାନାର୍ଜୀ କହିଛନ୍ତି, ମୁଁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରୁଛି ଯେ ସୌରଭ ଗାଙ୍ଗୁଲିଙ୍କୁ ଆଇସିସି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା…

ପିତା ରୁଷିଆ ସେନା, ପୁଅ ୟୁକ୍ରେନ୍ ସିପାହୀ, ଫାୟରିଂ କମିଲେ ପରସ୍ପରକୁ ପଠାନ୍ତି ଏମିତି ମେସେଜ

ମସ୍କୋ/କ୍ୱିଭ,୧୭ ।୧୦: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ନେଇ ଏବେ ସାରା ବିଶ୍ୱ ଚିନ୍ତାରେ । ଏହି ଯୁଦ୍ଧ ଯେ କେବଳ ଦେଶର ଚିନ୍ତା ବଢାଇ ଥାଏ ତା’ନୁହେଁ ବେଳେ ବେଳେ ଏହି ଯୁଦ୍ଧର ନିଆଁରେ ରକ୍ତର ସମ୍ପର୍କ ବି ଜଳିଯାଇଥାଏ । ଏମିତି…

ମା’ ଗଜଲକ୍ଷ୍ମୀଙ୍କୁ ବିଦାୟ, ପୁଣି ଆର ବର୍ଷକୁ ଅପେକ୍ଷା…

ପୁରୁଷୋତ୍ତମପୁର,୧୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିର ପୂଜାମଣ୍ଡପରେ ପବିତ୍ର କୁମାର ପୂର୍ଣ୍ଣିମାଠାରୁ ଦୀଘ ୮ ଦିନ ଧରି ପୂଜା ପାଉଥିବା ମା ଗଜଲକ୍ଷ୍ମୀଙ୍କୁ ସୋମବାର ବିଦାୟ ଦିଆଯାଇଛି। ବିଦାୟ ଦେବା ବେଳେ ସମସ୍ତଙ୍କ ଆଖିରୁ ଲୁହ ଝରିପଡ଼ିଥିଲା। ପୁଣି ଆରବର୍ଷକୁ ମା’ଙ୍କ…

ଶ୍ରୀମନ୍ଦିର ଉତ୍ତରଦ୍ୱାରରେ ନର୍ଦ୍ଦମା ପାଣି

ପୁରୀ ଅଫିସ,୧୭ା୧୦: ପୁରୀ ସହରରେ ରବିବାର ପ୍ରବଳ ବର୍ଷା ପରେ ଦୁର୍ବଳ ସ୍ବେରେଜ ବ୍ୟବସ୍ଥା ପଦାରେ ପଡ଼ିଛି। ଶ୍ରୀମନ୍ଦିର, ସ୍ବର୍ଗଦ୍ୱାର ଅଞ୍ଚଳ ସମେତ ସାହି ଗଳିକନ୍ଦିରେ ବର୍ଷାଜଳ ସହ ଉଦ୍‌ବୃତ୍ତ ଡ୍ରେନ୍‌ ପାଣି ମିଶି ରାସ୍ତାରେ ଲହଡ଼ି ଭାଙ୍ଗୁଛି। ନିଷ୍କାସନ ସୁବିଧା…

ଶୌଚ ପାଇଁ ଯାଇ ନିଖୋଜ ଥିଲେ, ମିଳିଲା ମହିଳାଙ୍କ ମୃତଦେହ

ପାଟଣା,୧୭।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳି ପଶି ପଞ୍ଚାୟତ ନୂଆପଡ଼ା ଗ୍ରାମର ଜଣେ ମହିଳାଙ୍କ ମୃତଦେହ ସୋମବାର ରାସ୍ତା ପାର୍ଶ୍ୱ ପୋଖରୀରୁ ଜବତ ହୋଇଛି। ମୃତ ମହିଳା ଜଣକ ବାସନ୍ତୀ ବେହେରା(୫୫) ଓରଫ ନଙ୍ଗୁଳି ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା…

ଆଦର୍ଶ ବିଦ୍ୟାଳୟର ୨ କର୍ମଚାରୀ ହାତାହାତି: ସୋସିଆଲ ମିଡିଆରେ ଭାଇରାଲ

ପୁରୁଷୋତ୍ତମପୁର,୧୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡ଼ା ଆଦର୍ଶ ବିଦ୍ୟାଳୟର ଜଣେ ମହିଳା ଏବଂ ଜଣେ ପୁରୁଷ କର୍ମଚାରୀଙ୍କ ମଧ୍ୟରେ ମଙ୍ଗଳବାର ଅପରାହ୍ନରେ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତା ବାଇଧର ମନ୍ଦିର ନିକଟରେ ହାତାହାତି ହୋଇଛି। ଏହା ଏବେ ସୋସିଆଲ ମିଡିଆରେ ଭାଇରାଲ…

ବୃଦ୍ଧାଙ୍କ ମୁଣ୍ଡ ଛେଚି ନିର୍ମମ ହତ୍ୟା ଘଟଣା: ୩ ଅଭିଯୁକ୍ତ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୧୭ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମହୁଲଡିହା ଥାନା ଅନ୍ତର୍ଗତ ଭାଲିଆଡାଳ ପଞ୍ଚାୟତର ବଉଳା ଗ୍ରାମରେ ଗତ ୧୧ ତାରିଖ ମଙ୍ଗଳବାର ଘର ବାହାରେ ଜଣେ ୬୨ ବର୍ଷୀୟା ବୃଦ୍ଧାଙ୍କ ମୁଣ୍ଡକୁ ଛେଚି ନିର୍ମମ ଭାବରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ମହୁଲଡ଼ିହା ଥାନା…

କ୍ୱାଣ୍ଟମ୍‌ ଯାନ୍ତ୍ରିକୀ ବିକାଶ

ଫ୍ରାନ୍ସର ଆଲେନ୍‌ ଆସ୍ପେକଟ୍‌, ଯୁକ୍ତରାଷ୍ଟ୍ର ଆମେରିକାର ଜନ୍‌ କ୍ଲାଉଜର ଏବଂ ଅଷ୍ଟ୍ରିଆର ଆଣ୍ଟୋନ୍‌ ଜେଲିଫରଙ୍କୁ ପଦାର୍ଥ ବିଜ୍ଞାନ ଲାଗି ଚଳିତ ବର୍ଷର ସମ୍ମାନଜନକ ନୋବେଲ ପୁରସ୍କାର ପ୍ରଦାନ ପାଇଁ ମନୋନୀତ କରାଯାଇଛି। କ୍ୱାଣ୍ଟମ୍‌ ଯାନ୍ତ୍ରିକୀରେ ଅଭିନବ ଆବିଷ୍କାର ପାଇଁ ଏହି ତିନି…

ଅପ୍‌ଡେଟ ହେଲା ଜିଲା ସୂଚନା ବିଜ୍ଞାନ କେନ୍ଦ୍ର ୱେବ୍‌ସାଇଟ

ନୂଆପଡ଼ା ଅଫିସ,୧୭।୧୦: ଜିଲା ସୂଚନା ବିଜ୍ଞାନକେନ୍ଦ୍ରର ୱେବସାଇଟ ବର୍ଷ ବର୍ଷ ଧରି ଅପଡେଟ ନ ହେବା ସହିତ ଅନେକ ଭୂଲ ତଥ୍ୟ ଦିଆଯାଉଥିଲା। ଏ ସମ୍ପର୍କିତ ଖବର ଗତ ୧୨ ତାରିଖରେ ଧରିତ୍ରୀ ଖବର କାଗଜରେ ପ୍ରକାଶ ପାଇଥିଲା। ଖବର ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?