Home Left

ଗୋପରେ ତୈଳ ଓ ପ୍ରାକୃତିକ ଗ୍ୟାସର ସନ୍ଧାନ ମିଳିବା ଘଟଣା: କୁଶୁପୁରରେ ଖନନ କାର୍ଯ୍ୟ ଆରମ୍ଭ

ଗୋପ,୧୭ା୧୦(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ୍‌ ଅନ୍ତର୍ଗତ କୁଶୁପୁର ଠାରେ ତୈଳ ଓ ପ୍ରାକୃତିକ ଗ୍ୟାସର ସନ୍ଧାନ ମିଳିବା ପରେ ଅଏଲ ଇଣ୍ଡିଆ କମ୍ପାନୀ ପକ୍ଷରୁ ରବିବାର ଠାରୁ ପ୍ରାଥମିକ ଭାବେ ଖନନ କାର୍ଯ୍ୟ ଆରମ୍ଭ ହୋଇଛି। ୪ ଇଞ୍ଚର ବୋରିଂ…

କ୍ଲୋକ୍‌ ରୁମ୍‌ ସଙ୍କୁଚିତ: ଶ୍ରଦ୍ଧାଳୁ ହନ୍ତସନ୍ତ

ପୁରୀ ଅଫିସ,୧୭ା୧୦: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସ୍ବେରେଜ୍‌ ଲାଇନ୍‌ ସମେତ ଅନ୍ୟ ଭୂତଳ ସୁବିଧା ପାଇଁ ସମ୍ପ୍ରତି କାର୍ଯ୍ୟକ୍ଷମ ଥିବା କ୍ଲୋକ୍‌ ରୁମ୍‌ ଓ ଜୋତାଷ୍ଟାଣ୍ଡକୁ ସଙ୍କୁଚିତ କରିଦିଆଯାଇଛି। କ୍ଲୋକ୍‌ ରୁମ୍‌ ପଛ ପଟେ ଜମି ଅଧିଗ୍ରହଣ ପରେ ପୁରୁଣା କ୍ଲକ୍‌…

ଶିକ୍ଷକ ଅଭାବ, ପାଠପଢ଼ା ବାଧାପ୍ରାପ୍ତ

ଯାଁଳା,୧୭ା୧୦(ଡି.ଏନ୍‌.ଏ.): ସରକାର ଶିକ୍ଷାର ବିକାଶ ସହ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ୀକରଣ କରିବାରେ ଲାଗିପଡିଛନ୍ତି। ବିଦ୍ୟାଳୟକୁ ସ୍ମାର୍ଟରେ ରୂପାନ୍ତରଣ କରି ପିଲାଙ୍କ ପାଠପଢା ସ୍ମାର୍ଟ କରାଉଛନ୍ତି। ହେଲେ ଜଟଣୀ ବ୍ଲକ ମୁଣ୍ଡମୁହାଣ କୃଷ୍ଣ ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରରେ ଏହାର ବାସ୍ତବ ରୂପ…

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୪୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରାଜ୍ୟରୁ ସୋମବାର ୪୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୫୦୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୯ ଜଣ ଚିହ୍ନଟ ହୋଇଥିବା…

ଧାମନଗର ଉପନିର୍ବାଚନ: ଆଜି ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷଦିନ

ଭଦ୍ରକ ଅଫିସ,୧୭ା୧୦: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ ପାଇଁ ସୋମବାର ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷଦିନ। ତେବେ ଆଜି ସାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଏହାପରେ କେଉଁ ପ୍ରାର୍ଥୀ ରହିବେ, କାହା କାହା ମଧ୍ୟରେ ନିର୍ବାଚନ ମଇଦାନରେ କଡ଼ା ମୁକାବିଲା…

୧୮ କୁକୁରଙ୍କୁ ଜହର ଦେଇ ହତ୍ୟା, ସାଧାରଣରେ ଉତ୍ତେଜନା ବୃଦ୍ଧି…

ହାଇଦ୍ରାବାଦ,୧୭।୧୦ : ଆନ୍ଧ୍ରପ୍ରଦେଶର ଏଲୁରୁ ଜିଲାରେ ଏକାସାଙ୍ଗରେ ୧୮ କୁକୁରଙ୍କୁ ଜହର ଦେଇ ହତ୍ୟା କରାଯାଇଛି। ଏହା ପରେ ପୋଲିସ ଅଭିଯୁକ୍ତ ବୀରବାବୁଙ୍କ ବିରୋଧରେ ମାମଲା ରୁଜୁ କରିଛି। ପୋଲିସ କହିଛି, ପଚରାଉଚରା ବେଳେ ବୀରବାବୁ କହିଛନ୍ତି ଯେ ତାଙ୍କୁ ଏପରି…

ଫମ୍ପା ପ୍ରତିଶ୍ରୁତି ପାଲଟିଛି ପିଏମ୍‌ଏଓ୍ବାଇ

ସମ୍ବଲପୁର,୧୭ା୧୦(ବ୍ୟୁରୋ): କଚ୍ଚାଘର ସବୁ ପକ୍କା ହୋଇଯିବ। ସମସ୍ତଙ୍କ ଘରେ କଂକ୍ରିଟ ଛାତ ରହିବ। ୨୦୨୨ ମସିହା ସୁଦ୍ଧା ଆଉ କେହି ବାସହରା ହୋଇ ରହିବେ ନାହିଁ। କେନ୍ଦ୍ର ସରକାର ୫ ବର୍ଷିଆ ଦୀର୍ଘମିଆଦୀ ଯୋଜନା କରିଛନ୍ତି। ଏଭଳି ନାରାବାଜି ଓ ନିର୍ବାଚନୀ…

ଅଭ୍ୟାସ ମ୍ୟାଚ୍‌ରେ ଟସ୍‌ ଜିତିଲା ଅଷ୍ଟ୍ରେଲିଆ, ବୋଲିଂ ନିଷ୍ପତ୍ତି…

ମେଲବୋର୍ନ,୧୭।୧୦ : ଟି -୨୦ ବିଶ୍ୱକପ ସୁପର -୧୨ ରାଉଣ୍ଡ ପୂର୍ବରୁ, ସୁପର -୧୨ ରେ ପହଞ୍ଚିଥିବା ଦଳମାନଙ୍କୁ ନିଜ ନିଜ ମଧ୍ୟରେ ଅଭ୍ୟାସ ମ୍ୟାଚ ଖେଳିବାକୁ ପଡିବ। ଏହି ଧାରାରେ ସୋମବାର ଭାରତ ଅଷ୍ଟ୍ରେଲିଆ ସହିତ ବ୍ରିସବେନର ଦ ଗାବା…

ଅଜଣା ରୋଗପୋକରୁ ଉଜୁଡ଼ିବ ଫସଲ

ସମ୍ବଲପୁର,୧୭ା୧୦(ବ୍ୟୁରୋ): ଧାନକେଣ୍ଡା ବାହାରି କ୍ଷୀର ଢୋକିବା ସମୟ ଚାଷୀଙ୍କୁ ବେଶ୍‌ ଖୁସି ଆଣିଦେଇଥାଏ। ବିଲରେ ଧାନ କେଣ୍ଡା ବାହାରୁଥିବା ଫସଲକୁ ଦେଖି ସେ ତା’ର ସବୁ ଦୁଃଖକଷ୍ଟ ଭୁଲି ଯାଇଥାଏ। ହେଲେ କିଛିବର୍ଷ ହେଲା କେତେକ ଅଜଣା ରୋଗ ପୋକକୁ ନେଇ…

ପରିତ୍ୟକ୍ତ ଖଣିରୁ ଖଣିଜ ଚୋରି

ଯୋଡ଼ା,୧୭ା୧୦(ଡି.ଏନ.ଏ):କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅନ୍ତର୍ଗତ ଜଜାଙ୍ଗଠାରେ ଥିବା ଏକ ପରିତ୍ୟକ୍ତ ଖଣିରୁ ବିପୁଳ ପରିମାଣର ଲୁହାପଥର ଚୋରି ହୋଇଛି। ମେଶିନ ଯୋଗେ ହଜାର ହଜାର ମେଟ୍ରିକ୍‌ ଟନ୍‌ ଖଣିଜ ଖୋଳି ଚୋରି ହୋଇଥିଲେ ସୁଦ୍ଧା ଖଣି ବିଭାଗ ନିକଟରେ…

ଗଡ଼ିଲା ପ୍ରଥମ ଆଲୁମିନିୟମ ପଣ୍ୟବାହୀ ରେଳ ରେକ୍‌

ଭୁବନେଶ୍ୱର, ୧୭।୧୦ (ବ୍ୟୁରୋ): ଭାରତର ପ୍ରଥମ ଆଲୁମିନିୟମ ପଣ୍ୟବାହୀ ରେଳ ରେକ୍‌ (ଓ୍ବାଗନ) ଓଡ଼ିଶାରୁ ଗଡ଼ିିଛି। ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱର ରେଳଷ୍ଟେଶନର ୬ନମ୍ବର ପ୍ଲାଟଫର୍ମଠାରେ ଏହି ରେଳ ରେକ୍‌କୁ ଉଦ୍‌ଘାଟନ…

୨୦୨୩ ମାର୍ଚ୍ଚରେ ରାଜ୍ୟର ୮ ସହରରେ ମିଳିବ ୫ଜି ସେବା

ଭୁବନେଶ୍ୱର,୧୭ା୧୦ (ବ୍ୟୁରୋ): ଆସନ୍ତା ବର୍ଷ ଓଡ଼ିଶାରେ ୫ଜି ସେବା ଆରମ୍ଭ କରାଯିବ। ୨୦୨୩ ମାର୍ଚ୍ଚ ଶେଷ ସୁଦ୍ଧା ପ୍ରଥମ ପର୍ଯ୍ୟାୟରେ ୨ଶହଟି ବଡ଼ ବଡ଼ ସହରରେ ଏହି ସେବା ଉପଲବ୍ଧ ହେବ। ଏଥିମଧ୍ୟରେ ଓଡ଼ିଶାର ୮ଟି ସହରକୁ ସାମିଲ କରାଯାଇଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?